କେନ୍ଦ୍ର ପ୍ରାୟୋଜିତ ଯୋଜନା – “ଭାଇବ୍ରାଣ୍ଟ ଭିଲେଜେସ୍ କାର୍ଯ୍ୟକ୍ରମ”କୁ କ୍ୟାବିନେଟ୍ ମଞ୍ଜୁରି
February 15th, 03:51 pm
ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ପ୍ରାୟୋଜିତ ଯୋଜନା – “ଭାଇବ୍ରାଣ୍ଟ ଭିଲେଜେସ୍ କାର୍ଯ୍ୟକ୍ରମକୁ” (ଭିଭିପି)କୁ ମଞ୍ଜୁରି ମିଳିଛି । ଏହି ଯୋଜନା ପାଇଁ ୪୮୦୦ କୋଟି ଟଙ୍କା ଆବଣ୍ଟନ କରାଯାଇଛି ଏବଂ ଏହାକୁ ୨୦୨୨-୨୩ ଆର୍ଥିକ ବର୍ଷ ଠାରୁ ୨୦୨୫-୨୬ ଆର୍ଥିକ ବର୍ଷ ମଧ୍ୟରେ କାର୍ଯ୍ୟକାରୀ କରାଯିବ।ଡିଜିଟାଲ ଇଣ୍ଡିଆ ଅଭିଯାନର ୬ଷ୍ଠ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 01st, 11:01 am
କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ରବିଶଙ୍କର ପ୍ରସାଦ ମହାଶୟ, ଶ୍ରୀ ସଞ୍ଜୟ ଧୋତ୍ରେ ମହାଶୟ, ଡିଜିଟାଲ ଇଣ୍ଡିଆ ସମେତ ଭିନ୍ନ-ଭିନ୍ନ ପଦକ୍ଷେପ ସହିତ ସାମିଲ ମୋର ସମସ୍ତ ସାଥୀଗଣ, ଭାଇ ଓ ଭଉଣୀମାନେ ! ଡିଜିଟାଲ ଇଣ୍ଡିଆ ଅଭିଯାନର 6 ବର୍ଷ ପୂରଣ ହେବା ଅବସରରେ ଆପଣମାନଙ୍କୁ ବହୁତ-ବହୁତ ଶୁଭକାମନା !‘ଡିଜିଟାଲ ଇଣ୍ଡିଆ’ ହିତାଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
July 01st, 11:00 am
ଡିଜିଟାଲ ଇଣ୍ଡିଆ’ ଅଭିଯାନକୁ ଛଅ ବର୍ଷ ପୂରଣ ହେବା ଅବସରରେ ଭିଡିଓ କନଫରେନ୍ସିଂ ଜରିଆରେ ‘ଡିଜିଟାଲ ଇଣ୍ଡିଆ’ ଅଭିଯାନର ହିତାଧିକାରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଶ୍ରୀ ରବି ଶଙ୍କର ପ୍ରସାଦ ଏବଂ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସଞ୍ଜୟ ଶାମରାଓ ଧୋତ୍ରେ ଉପସ୍ଥିତ ଥିଲେ।PM Modi addresses public meetings in Madurai and Kanyakumari, Tamil Nadu
April 02nd, 11:30 am
PM Modi addressed election rallies in Tamil Nadu's Madurai and Kanyakumari. He invoked MGR's legacy, saying who can forget the film 'Madurai Veeran'. Hitting out at Congress, which is contesting the Tamil Nadu election 2021 in alliance with DMK, PM Modi said, “In 1980 Congress dismissed MGR’s democratically elected government, following which elections were called and MGR won from the Madurai West seat. The people of Madurai stood behind him like a rock.”Ideology should never be put before national interest: PM Modi
November 12th, 06:31 pm
PM Narendra Modi unveiled a statue of Swami Vivekananda in JNU Campus, New Delhi through video conferencing. Addressing the programme, the Prime Minister said it is natural to be proud of one’s ideology but on the subjects of national interest, our ideology should be seen standing with the nation not against it.PM unveils statue of Swami Vivekananda at JNU Campus
November 12th, 06:30 pm
PM Narendra Modi unveiled a statue of Swami Vivekananda in JNU Campus, New Delhi through video conferencing. Addressing the programme, the Prime Minister said it is natural to be proud of one’s ideology but on the subjects of national interest, our ideology should be seen standing with the nation not against it.Address by the President of India Shri Ram Nath Kovind to the joint sitting of Two Houses of Parliament
January 31st, 01:59 pm
In his remarks ahead of the Budget Session of Parliament, PM Modi said, Let this session focus upon maximum possible economic issues and the way by which India can take advantage of the global economic scenario.ଶ୍ରୀ ସିଦ୍ଧଗଙ୍ଗା ମଠରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 02nd, 02:31 pm
ପୂଜନୀୟ ଶ୍ରୀ ସିଦ୍ଧଲିଙ୍ଗେଶ୍ୱରା ସ୍ୱାମୀ ମହାଶୟ, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଶ୍ରୀ ବି. ଏସ୍. ୟେଦ୍ୟୁରପ୍ପା ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସାଥୀ ଶ୍ରୀ ଡି. ଭି. ସଦାନନ୍ଦ ଗୌଡା ମହାଶୟ, ଶ୍ରୀ ପ୍ରହଲ୍ଲାଦ ଯୋଶୀ ମହାଶୟ, କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀଗଣ, ଏଠାରେ ଉପସ୍ଥିତ ଆଦରଣୀୟ ସନ୍ଥ ସମାଜ, ଶ୍ରଦ୍ଧାଳୁଗଣ, ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ, ଆପଣ ସମସ୍ତଙ୍କୁ ନମସ୍କାର । ତୁମକୁରରେ ଡକ୍ଟର ଶିବ କୁମାର ସ୍ୱାମୀ ମହାଶୟଙ୍କ ଧରଣୀ, ସିଦ୍ଧଗଙ୍ଗା ମଠକୁ ଆସି ମୋତେ ବହୁତ ଆନନ୍ଦ ଅନୁଭବ ହେଉଛି । ସର୍ବପ୍ରଥମେ ଆପଣମାନଙ୍କୁ ସମସ୍ତଙ୍କୁ ନବବର୍ଷର ଶୁଭକାମନା।ଶ୍ରୀ ସିଦ୍ଧଗଙ୍ଗା ମଠ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
January 02nd, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାକଟର ତୁମକୁରସ୍ଥିତ ଶ୍ରୀ ସିଦ୍ଧଗଙ୍ଗା ମଠ ପରିଦର୍ଶନ କରିବା ସହିତ ସେଠାରେ ଶ୍ରୀ ଶ୍ରୀ ଶିବକୁମାର ସ୍ୱାମୀଜୀଙ୍କ ସ୍ମାରକୀ ସଂଗ୍ରହାଳୟ ନିର୍ମାଣ ନିମନ୍ତେ ଶିଳାନ୍ୟାସ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଧୀନତା ଦିବସ ଅଭିଭାଷଣର ଶୀର୍ଷ ଉଦ୍ଧୃତାଂଶ
August 15th, 04:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 73ତମ ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ଜାତୀୟ ପତାକା ଉତ୍ତୋଳନ କରି ଦେଶକୁ ସମ୍ବୋଧିତ କରିଛନ୍ତି । ସେ ରାଷ୍ଟ୍ରକୁ ସ୍ୱାଧୀନତା ଦିବସର ଶୁଭକାମନା ଜଣାଇବା ସହିତ ପବିତ୍ର ରକ୍ଷାବନ୍ଧନର ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ନିଜ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଦେଶରେ ହେଉଥିବା ପରିବର୍ତ୍ତନ ବିଷୟରେ ବିସ୍ତାର ଭାବେ ଉଲ୍ଲେଖ କରିଥିଲେ ଏବଂ ସାର୍ବଜନିକ ଭାଗିଦାରୀ ମାଧ୍ୟମରେ ଭାରତକୁ ଗୌରବର ଅଧିକ ଶିଖର ପର୍ଯ୍ୟନ୍ତ ନେଇଯିବାର ସରକାରଙ୍କ ଦୃଷ୍ଟିକୋଣକୁ ଉପସ୍ଥାପନା କରିଛନ୍ତି ।"ଗୋଟିଏ ରାଷ୍ଟ୍ର ,ଗୋଟିଏ ସମ୍ବିଧାନ' ର ଭାବନା ଆଜି ବାସ୍ତବିକତାରେ ପରିଣତ ହୋଇଛି : ପ୍ରଧାନମନ୍ତ୍ରୀ ମୋଦୀ "
August 15th, 01:43 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 73ତମ ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ଜାତୀୟ ପତାକା ଉତ୍ତୋଳନ କରି ଦେଶକୁ ସମ୍ବୋଧିତ କରିଛନ୍ତି । ସେ ରାଷ୍ଟ୍ରକୁ ସ୍ୱାଧୀନତା ଦିବସର ଶୁଭକାମନା ଜଣାଇବା ସହିତ ପବିତ୍ର ରକ୍ଷାବନ୍ଧନର ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ନିଜ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଦେଶରେ ହେଉଥିବା ପରିବର୍ତ୍ତନ ବିଷୟରେ ବିସ୍ତାର ଭାବେ ଉଲ୍ଲେଖ କରିଥିଲେ ଏବଂ ସାର୍ବଜନିକ ଭାଗିଦାରୀ ମାଧ୍ୟମରେ ଭାରତକୁ ଗୌରବର ଅଧିକ ଶିଖର ପର୍ଯ୍ୟନ୍ତ ନେଇଯିବାର ସରକାରଙ୍କ ଦୃଷ୍ଟିକୋଣକୁ ଉପସ୍ଥାପନା କରିଛନ୍ତି ।"ଭାରତର 73ତମ ସ୍ୱାଧୀନତା ଦିବସରେ ଲାଲକିଲ୍ଲା ପ୍ରାଚୀରରୁ ରାଷ୍ଟ୍ରକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ "
August 15th, 07:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 73ତମ ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ଜାତୀୟ ପତାକା ଉତ୍ତୋଳନ କରି ଦେଶକୁ ସମ୍ବୋଧିତ କରିଛନ୍ତି । ସେ ରାଷ୍ଟ୍ରକୁ ସ୍ୱାଧୀନତା ଦିବସର ଶୁଭକାମନା ଜଣାଇବା ସହିତ ପବିତ୍ର ରକ୍ଷାବନ୍ଧନର ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ନିଜ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଦେଶରେ ହେଉଥିବା ପରିବର୍ତ୍ତନ ବିଷୟରେ ବିସ୍ତାର ଭାବେ ଉଲ୍ଲେଖ କରିଥିଲେ ଏବଂ ସାର୍ବଜନିକ ଭାଗିଦାରୀ ମାଧ୍ୟମରେ ଭାରତକୁ ଗୌରବର ଅଧିକ ଶିଖର ପର୍ଯ୍ୟନ୍ତ ନେଇଯିବାର ସରକାରଙ୍କ ଦୃଷ୍ଟିକୋଣକୁ ଉପସ୍ଥାପନା କରିଛନ୍ତି ।ନର୍ମଦା କୂଳରେ ବିଶ୍ୱର ଉଚ୍ଚତମ “ଷ୍ଟେଚ୍ୟୁ ଅଫ ୟୁନିଟି” ରାଷ୍ଟ୍ରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
October 31st, 10:50 am
ଗୁଜରାଟର ନର୍ମଦା ଜିଲ୍ଲାର କେବଡିୟାଠାରେ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଏକ ସୁଉଚ୍ଚ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯାଇଛି । ଏହି ପ୍ରତିମୂର୍ତ୍ତିର ଉଚ୍ଚତା ହେଉଛି 182 ମିଟର । “ଷ୍ଟେଚ୍ୟୁ ଅଫ ୟୁନିଟି” ଭାବେ ପରିଚିତ ଏହି ପ୍ରତିମା ବିଶ୍ୱର ସବୁଠାରୁ ଉଚ୍ଚତମ ପ୍ରତିମୂର୍ତ୍ତି । ଆଜି ସର୍ଦ୍ଦାର ପଟେଲଙ୍କ ଜନ୍ମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ଉଚ୍ଚତମ ପ୍ରତିମୂର୍ତ୍ତିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ପ୍ରଥମେ ଏକ କଳସରେ ନର୍ମଦା ନଦୀର ମାଟି ଓ ଜଳକୁ ପ୍ରଧାନମନ୍ତ୍ରୀ ଏବଂ ଅନ୍ୟ ଗଣମାନ୍ୟ ଅତିଥିମାନେ ଭର୍ତ୍ତି କରିଥିଲେ । ଏହାପରେ ପ୍ରଧାନମନ୍ତ୍ରୀ ଏକ ଲିଭର ଉପରେ ଚାପ ପ୍ରୟୋଗ କରି ସର୍ଦ୍ଦାର ପଟେଲଙ୍କ “ଷ୍ଟେଚ୍ୟୁ ଅଫ ୟୁନିଟି”କୁ ଉନ୍ମୋଚନ କରିଥିଲେ ।Sardar Patel wanted India to be strong, secure, sensitive, alert and inclusive: PM Modi
October 31st, 10:31 am
PM Modi dedicated the world’s largest statue, the ‘Statue of Unity’ to the nation. The 182 metres high statue of Sardar Patel, on the banks of River Narmada is a tribute to the great leader. Addressing a gathering at the event, the PM recalled Sardar Patel’s invaluable contribution towards India’s unification and termed the statue to be reflection of New India’s aspirations, which could be fulfilled through the mantra of ‘Ek Bharat, Shreshtha Bharat.’ଯେଉଁଭଳି ଭାବେ ଅତିଶୀଘ୍ର ମାତ୍ର ପାଞ୍ଚମାସ ମଧ୍ୟରେ ଏହିସବୁ ପ୍ରକଳ୍ପଗୁଡ଼ିକ କାର୍ଯ୍ୟାନ୍ୱୟନ କରାଯାଇଛି ତାହା ଅତୀବ ପ୍ରଶଂସନୀୟ :ପ୍ରଧାନମନ୍ତ୍ରୀ
July 29th, 02:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି । ଏହି ଅବସରରେ ଉତ୍ତର ପ୍ରଦେଶର 81ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଶୁଭାରମ୍ଭ ଉତ୍ସବରେ ସେ ଯୋଗଦାନ କରିଛନ୍ତି । ଏହିସବୁ ପ୍ରକଳ୍ପରେ ମୋଟ 60,000 କୋଟିରୁ ଅଧିକ ଟଙ୍କା ବ୍ୟୟ କରାଯିବ ।ଉତ୍ତର ପ୍ରଦେଶରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
July 29th, 02:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି । ଏହି ଅବସରରେ ଉତ୍ତର ପ୍ରଦେଶର 81ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଶୁଭାରମ୍ଭ ଉତ୍ସବରେ ସେ ଯୋଗଦାନ କରିଛନ୍ତି । ଏହିସବୁ ପ୍ରକଳ୍ପରେ ମୋଟ 60,000 କୋଟିରୁ ଅଧିକ ଟଙ୍କା ବ୍ୟୟ କରାଯିବ ।Sant Kabir represents the essence of India's soul: PM Modi in Maghar
June 28th, 12:35 pm
The Prime Minister, Shri Narendra Modi, visited Maghar in SantKabir Nagar district of Uttar Pradesh today. He offered floral tributes at SantKabir Samadhi, on the occasion of the 500th death anniversary of the great saint and poet, Kabir. He also offered Chadar at SantKabirMazaar. He visited the SantKabir Cave, and unveiled a plaque to mark the laying of Foundation Stone of SantKabir Academy, which will highlight the great saint’s teachings and thought.ସନ୍ଥ କବୀର ନଗରରେ ମହାନ କବି ଓ ସନ୍ଥ କବୀରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧା ସୁମନ ଅର୍ପଣ
June 28th, 12:35 pm
ମହାନ ସାଧୁ ଏବଂ କବି ସନ୍ଥ କବୀରଙ୍କ 500ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ସେ ସନ୍ଥ କବୀର ସମାଧି ପୀଠରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ସେ ମଧ୍ୟ ସନ୍ଥ କବୀର ମଜରରେ ଚାଦର ଅର୍ପଣ କରିଛନ୍ତି । ସେ ସନ୍ଥ କବୀର ଗୁମ୍ଫା ପରିଦର୍ଶନ କରିଥିଲେ ଏବଂ ଫଳକ ଉନ୍ମୋଚନ ପୂର୍ବକ ସନ୍ଥ କବୀର ଏକାଡେମୀର ଆଧାରଶିଳା ରଖିଥିଲେ । ଏହି ଏକାଡେମୀ ମହାନ ସନ୍ଥଙ୍କର ଶିକ୍ଷା ଓ ଚିନ୍ତାଧାରାକୁ ଗୁରୁତ୍ୱ ପ୍ରଦାନ କରିବ ।ଏସୀୟ ଭିତ୍ତିଭୂମି ନିବେଶ ବ୍ୟାଙ୍କର ତୃତୀୟ ବାର୍ଷିକ ବୈଠକର ଉଦ୍ଘାଟନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
June 26th, 10:50 am
ଆଜି ମୁଁ ମୁମ୍ବାଇକୁ ଆସି ଏସୀୟ ଭିତ୍ତିଭୂମି ନିବେଶ ବ୍ୟାଙ୍କର ତୃତୀୟ ବାର୍ଷିକ ବୈଠକରେ ଯୋଗ ଦେଇଥିବାରୁ ଅତ୍ୟନ୍ତ ଆନନ୍ଦିତ । ଏହି ବ୍ୟାଙ୍କ୍ ସହ ଆମେ ତଥା ଅନ୍ୟ ସଦସ୍ୟ ରାଷ୍ଟ୍ରଗଣ ସଂପର୍କ ଗଭୀର କରିବାର ଏହା ଏକ ସୁଯୋଗ ।ଡିଜିଟାଲ ଇଣ୍ଡିଆର ହିତାଧିକାରୀମାନଙ୍କ ସହ ମତବିନିମୟ ବେଳେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
June 15th, 10:56 am
ବିଗତ କିଛି ଦିନ ହେବ ମୋତେ ସରକାରଙ୍କର ବିଭିନ୍ନ ଯୋଜନା ଅଧୀନରେ ସମଗ୍ର ଦେଶରେ ଯେଉଁ ହିତାଧିକାରୀ ଅଛନ୍ତି ସେମାନଙ୍କ ସହିତ ସାକ୍ଷାତ କରିବା, କଥାବାର୍ତ୍ତା ହେବା, ସେମାନଙ୍କୁ ଶୁଣିବାର ସୁଯୋଗ ମିଳିଲା, ଆଉ ମୁଁ କହିପାରୁଛି କି ଏହା ମୋ ପାଇଁ ହେଉଛି ଏକ ଅଦ୍ଭୁତ ଅନୁଭବ । ଆଉ ମୁଁ ସବୁବେଳେ ଏହିଭଳି ସାହସ ପାଇଁ ଆଗ୍ରହୀ । କାରଣ ଫାଇଲର ବାହାରେ ମଧ୍ୟ ଜୀବନ ରହିଛି । ଆଉ ଜୀବନରେ ଯେଉଁ ପରିବର୍ତ୍ତନ ଆସିଛି । ଯେତେବେଳେ ତାହାକୁ ସିଧାସଳଖ ଲୋକମାନଙ୍କଠାରୁ ଶୁଣିଲି । ସେମାନଙ୍କର ଅନୁଭବକୁ ଜାଣିଲି ତ ମନକୁ ଏକ ବହୁତ ଆତ୍ମସନ୍ତୋଷ ମିଳୁଛି । ଆଉ କାମ କରିବାର ଏକ ନୂତନ ଉର୍ଜ୍ଜା ମଧ୍ୟ ମୋତେ ଆପଣମାନଙ୍କଠାରୁ ମିଳିଛି । ଆଜି ଡିଜିଟାଲ ଇଣ୍ଡିଆର କିଛି ଯୋଜନାର ହିତାଧିକାରୀମାନଙ୍କ ସହିତ କଥାବାର୍ତ୍ତା କରିବାର ସୁଯୋଗ ମୋତେ ମିଳିଛି ।