ଚଣ୍ଡିଗଡରେ ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ମୋଦୀ
December 02nd, 07:05 pm
02.12.2024 : ଡିସେମ୍ବର ୩, ୨୦୨୪ ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଣ୍ଡିଗଡ଼ଠାରେ ତିନୋଟି ଯୁଗାନ୍ତକାରୀ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମର ସଫଳ ରୂପାୟନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ।Parliament is not just walls but is the center of aspiration of 140 crore citizens: PM Modi in Lok Sabha
June 26th, 11:30 am
PM Modi addressed the Lok Sabha after the House elected Shri Om Birla as the Speaker of the House. Noting the significance of Shri Birla taking over second time during the Amrit Kaal, the Prime Minister expressed the hope that his experience of five years and the members’ experience with him will enable the re-elected Speaker to guide the house in these important times.ବାଚସ୍ପତି ନିର୍ବାଚିତ ହେବା ପରେ ଲୋକସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 26th, 11:26 am
ଗୃହର ବାଚସ୍ପତି ଭାବେ ଶ୍ରୀ ଓମ୍ ବିର୍ଲା ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକସଭାକୁ ସମ୍ବୋଧିତ କରିଛନ୍ତି ।ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩, ଭାରତୀୟ ନ୍ୟାୟ ସଂହିତା ୨୦୨୩ ଓ ଭାରତୀୟ ସାକ୍ଷ୍ୟ ସଂହିତା ୨୦୨୩ ସଂସଦରେ ପାରିତ ହେବା ଆମ ଦେଶର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା: ପ୍ରଧାନମନ୍ତ୍ରୀ
December 21st, 09:10 pm
ସଂସଦରେ ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩, ଭାରତୀୟ ନ୍ୟାୟ ସଂହିତା ୨୦୨୩ ଓ ଭାରତୀୟ ସାକ୍ଷ୍ୟ ସଂହିତା ୨୦୨୩ ବିଲ୍ ପାରିତ ହେବା ଘଟଣାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି । ସେ କହିଛନ୍ତି ଯେ ଏହି ତିନିଟି ଗୁରୁତ୍ୱପୂର୍ଣ୍ଣ ବିଲ୍ ସଂସଦରେ ଅନୁମୋଦନ ଲାଭ କରିବା ଆମ ଦେଶର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ବିଲ୍ ଆଇନରେ ପରିଣତ ହେବା ଦ୍ୱାରା ସମାଜର ଗରିବ, ଅବହେଳିତ, ବଞ୍ôଚତ ଓ ଦୁର୍ବଳ ବର୍ଗର ଲୋକଙ୍କୁ ସୁରକ୍ଷା ମିଳିବ । ଏହା ଛଡା ଏସବୁ ଆଇନ ସଂଗଠିତ ଅପରାଧ, ଆତଙ୍କବାଦ ଓ ସେଭଳି ଅନ୍ୟାନ୍ୟ ଅପରାଧର ଦୃଢ ମୁକାବିଲା କରିବାରେ ସହାୟକ ହେବ ।