ମୁମ୍ବାଇରେ ଗ୍ଲୋବାଲ୍ ଫିନ୍ ଟେକ୍ ଫେଷ୍ଟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 30th, 12:00 pm

ଆରବିଆଇର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସଜୀ, କ୍ରିସ୍ ଗୋପାଳ କ୍ରିଷ୍ଣନ ଜୀ, ନିୟାମକ ସଦସ୍ୟ, ଫାଇନାନ୍ସ ଇଣ୍ଡଷ୍ଟ୍ରିର ପ୍ରମୁଖ ବ୍ୟକ୍ତିମାନେ, ଫିନଟେକ୍ ଏବଂ ଷ୍ଟାର୍ଟଅପ୍ ଜଗତର ମୋର ସାଥିମାନେ, ଅନ୍ୟ ସମସ୍ତ ବିଶିଷ୍ଟ ବ୍ୟକ୍ତିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ମୁମ୍ବାଇଠାରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫଏଫ୍) ୨୦୨୪କୁ ସମ୍ବୋଧିତ କରିଛନ୍ତି

August 30th, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇସ୍ଥିତ ଜିଓ ୱାର୍ଲ୍ଡ କନଭେନସନ ସେଣ୍ଟରରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫଏଫ୍) ୨୦୨୪କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ବୁଲି ଦେଖିଥିଲେ। ପେମେଣ୍ଟ କାଉନସିଲ ଅଫ୍ ଇଣ୍ଡିଆ, ନ୍ୟାସନାଲ ପେମେଣ୍ଟ କର୍ପୋରେସନ୍ ଅଫ୍ ଇଣ୍ଡିଆ ଏବଂ ଫିନଟେକ୍‍ କନଭରଜେନ୍ସ କାଉନସିଲ୍ ମିଳିତ ଭାବେ ଜିଏଫଏଫ୍ ଆୟୋଜନ କରୁଛନ୍ତି ଏବଂ ଏହାର ଉଦ୍ଦେଶ୍ୟ ହେଉଛି ଫିନଟେକ୍‍ ରେ ଭାରତର ଅଗ୍ରଗତି ପ୍ରଦର୍ଶନ କରିବା ଏବଂ ଏହି କ୍ଷେତ୍ରର ପ୍ରମୁଖ ଅଂଶୀଦାରମାନଙ୍କୁ ଏକାଠି କରିବା ।

Congress' model for MP was 'laapata model': PM Modi

November 08th, 12:00 pm

Ahead of the Assembly Election in Madhya Pradesh, PM Modi delivered an address at a public gathering in Damoh. PM Modi said, Today, India's flag flies high, and it has cemented its position across Global and International Forums. He added that the success of India's G20 Presidency and the Chandrayaan-3 mission to the Moon's South Pole is testimony to the same.

PM Modi’s Mega Election Rallies in Damoh, Guna & Morena, Madhya Pradesh

November 08th, 11:30 am

The campaigning in Madhya Pradesh has gained momentum as Prime Minister Narendra Modi has addressed multiple rallies in Damoh, Guna and Morena. PM Modi said, Today, India's flag flies high, and it has cemented its position across Global and International Forums. He added that the success of India's G20 Presidency and the Chandrayaan-3 mission to the Moon's South Pole is testimony to the same.

ହାଇଦ୍ରାବାଦ ଆଇଟି ବିଶ୍ୱ ସମ୍ମିଳନୀକୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

February 19th, 11:30 am

ସୂଚନା ଓ ପ୍ରଯୁକ୍ତି ବିଶ୍ୱ କଂଗ୍ରେସକୁ ଉଦ୍ଘାଟନ କରି ମୁଁ ଆନନ୍ଦିତ । ପ୍ରଥମ ଥର ଲାଗି ଭାରତରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏହା ନାସକମ, ୱିଟସା ଏବଂ ତେଲଙ୍ଗାନା ସରକାରଙ୍କ ସହଭାଗୀତାରେ ଆୟୋଜନ କରାଯାଇଛି ।

ବିଶ୍ୱ ସାଇବର ସ୍ପେସ ସମ୍ମିଳନୀ-2017ରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

November 23rd, 10:10 am

ନୂଆଦିଲ୍ଲୀରେ ବିଶ୍ୱ ସାଇବର ସ୍ପେସ ସମ୍ମିଳନୀକୁ ଆପଣମାନଙ୍କୁ ସ୍ୱାଗତ । ମୁଁ ସେମାନଙ୍କୁ ମଧ୍ୟ ସ୍ୱାଗତ ଜଣାଉଛି ଯେଉଁମାନେ ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ଇଣ୍ଟରନେଟ ଜରିଆରେ ଏଥିରେ ଯୋଗ ଦେଇଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ସ୍ୱାଧୀନତା ଦିବସ ସମ୍ବୋଧନ-2017ର ମୁଖ୍ୟାଂଶ

August 15th, 01:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 71ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ଉପରୁ ଦେଶକୁ ସମ୍ବୋଧିତ କରିଥିଲେ ।

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

August 15th, 09:01 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶର 71ତମ ସ୍ୱାଧୀନତା ଦିବସ ଅବସରରେ ନୂଆଦିଲ୍ଲୀସ୍ଥିତ ଲାଲକିଲ୍ଲା ଐତିହାସିକ ସ୍ଥଳରେ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି । ସେ ଦେଶର ସେହି ମହାନ ପୁରୁଷ ଏବଂ ମହିଳାଙ୍କୁ ସ୍ମରଣ କରିଥିଲେ ଯେଉଁମାନେ ଦେଶର ସ୍ୱାଧୀନତା ପାଇଁ ଲଢ଼ିଥିଲେ ।

71 ତମ ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 15th, 09:00 am

71 ତମ ସ୍ୱାଧୀନତା ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାର ପ୍ରାଚୀର ଉପରୁ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ସେହି ମହାନ ପୁରୁଷ/ମହିଳାମାନଙ୍କୁ ମନେ ପକାଇଥିଲେ, ଯେଉଁମାନେ କି ଦେଶର ସ୍ୱାଧୀନତା ପାଇଁ ବହୁ କଷ୍ଟ ସ୍ୱୀକାର କରିଥିଲେ । ସେ କହିଲେ ଯେ ଭାରତର ଜନସାଧାରଣ ପ୍ରାକୃତିକ ବିପର୍ଯ୍ୟୟରେ ପ୍ରଭାବିତ ଲୋକଙ୍କ ପାଇଁ ଏବଂ ଗୋରଖପୁରର ବିପଦ ବେଳେ କାନ୍ଧକୁ କାନ୍ଧ ମିଳାଇ ଛିଡ଼ା ହୋଇଛନ୍ତି ।

ଟେକ୍ନୋଲୋଜି :ସଶକ୍ତିକରଣର ଏକ ମାଧ୍ୟମ

May 10th, 04:46 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସର୍ବଦା ଜଣେ ଅନ୍ୟକୁ ସଶକ୍ତ କରିବା ପାଇଁ ପ୍ରଯୁକ୍ତିବିଦ୍ୟାର ଉପଯୋଗର ପକ୍ଷଧାର ରହିଆସିଛନ୍ତି । ତାଙ୍କ ପରିଚୟ ଏକ ଏପରି ବ୍ୟକ୍ତି ରୂପେ ରହିଛି ଯିଏ ସର୍ବଦା ନୂଆ ନୂଆ ପ୍ରଯୁକ୍ତିବିଦ୍ୟା ଜାଣିବାକୁ ରୁଚି ରଖନ୍ତି । ସେ ସର୍ବଦା ନବୀନତମ ହାଇଟେକ ଟ୍ରେଣ୍ଡର ଚର୍ଚ୍ଚା କରନ୍ତି । ଆର୍ଟିଫିସିଆଲ ଇନ୍ଟେଲିଜେନ୍ସ(କୃତ୍ରିମ ବୁଦ୍ଧିମତ୍ତା),ଇଣ୍ଟରନେଟ ଅଫ ଥିଙ୍ଗସ ଏବଂ ବିଗ୍ ଡାଟାର ମଧ୍ୟ ଚର୍ଚ୍ଚା କରନ୍ତି , ଯାହା ବିଷୟରେ ସମସ୍ତଙ୍କୁ ଜଣା ହେବା ଆବଶ୍ୟକ ,ମୁଖ୍ୟତଃ ଯୁବଗୋଷ୍ଟିଙ୍କୁ ତ ଅଧିକ ଧ୍ୟାନ ଦେବା ଆବଶ୍ୟକ ।

ନୀତି ଆୟୋଗ ପରିଚାଳନା ପରିଷଦର ତୃତୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ଅଭିଭାଷଣ

April 23rd, 06:52 pm

୨୦୨୨ରେ ଭାରତ ସ୍ୱାଧୀନତାର ୭୫ ବର୍ଷ ପୂରଣ କରିବାକୁ ଯାଉଥିବାରୁ ଆମ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ୱପ୍ନର ଭାରତ ଗଠନ ଲାଗି ରାଜ୍ୟ ସରକାରଗୁଡ଼ିକ କେନ୍ଦ୍ର ସରକାରଙ୍କ ସହ ‘ଟିମ୍ ଇଣ୍ଡିଆ’ ଭାବେ କାର୍ଯ୍ୟ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆହ୍ୱାନ ଜଣାଇଛନ୍ତି । ନୀତି ଆୟୋଗ ପରିଚାଳନା ପରିଷଦର ତୃତୀୟ ବୈଠକରେ ଉଦଯାପନୀ ଅଭିଭାଷଣ ରଖି ପ୍ରଧାନମନ୍ତ୍ରୀ ରାଜ୍ୟ ସରକାର, ସ୍ଥାନୀୟ ପ୍ରଶାସନ ଏବଂ ସମସ୍ତ ବେସରକାରୀ ସଂସ୍ଥାଗୁଡ଼ିକୁ ମିଳିତ ଭାବେ ୨୦୨୨ ପାଇଁ ସ୍ୱତନ୍ତ୍ର ଲକ୍ଷ୍ୟ ନିର୍ଦ୍ଧାରଣ କରିବା ଏବଂ ତାହାକୁ ପୂରଣ କରିବା ଦିଗରେ କାର୍ଯ୍ୟ କରିବା ଲାଗି ଆହ୍ୱାନ ଜଣାଇଥିଲେ ।

ସୋସିଆଲ ମିଡିଆ କର୍ଣ୍ଣର 15 ଏପ୍ରିଲ 2017

April 15th, 07:24 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର 14 ଏପ୍ରିଲ 2017

April 14th, 07:17 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ନାଗପୁରରେ ବିଭିନ୍ନ ସରକାରୀ ପ୍ରକଳ୍ପ ଓ ଯୋଜନାର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

April 14th, 02:31 pm

ଏହି ଦିକ୍ଷା ଭୂମି, ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ଏହି ଭୂମିକୁ ମୋର ପ୍ରଣାମ । କାଶୀ ହେଉଛି ପ୍ରାଚୀନ ଜ୍ଞାନ ନଗରୀ, ନାଗପୁର ହୋଇ ପାରିବ କି?

ନାଗପୁର ଦୀକ୍ଷାଭୂମି ଗସ୍ତରେ ପ୍ରଧାନମନ୍ତ୍ରୀ

April 14th, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନାଗପୁରର ଦୀକ୍ଷାଭୂମି ଗସ୍ତ କରିଛନ୍ତି । ସେଠାରେ ସେ ଡଃ ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଜନ୍ମବାର୍ଷିକୀରେ ତାଙ୍କ ପ୍ରତିକୃତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।