Institutional service has the ability to solve big problems of the society and the country: PM at the Karyakar Suvarna Mahotsav
December 07th, 05:52 pm
PM Modi addressed the Karyakar Suvarna Mahotsav in Ahmedabad via video conferencing. He highlighted the Karyakar Suvarna Mahotsav as a key milestone in 50 years of service by BAPS. He praised the initiative of connecting volunteers to service work, which began five decades ago and applauded the dedication of lakhs of BAPS workers.ଅହମ୍ମଦାବାଦରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 07th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦରେ ଭିଡିଓ କନଫରେନ୍ସିଂ ଜରିଆରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି । ଉପସ୍ଥିତ ସମାବେଶକୁ ଉଦବୋଧନ ଦେଇ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ,ସତସଙ୍ଗୀ ପରିବାରର ଶ୍ରଦ୍ଧେୟ ସନ୍ଥ ଓ ସଦସ୍ୟମାନେ, ଗଣ୍ୟମାନ୍ୟ ବ୍ୟକ୍ତି ଓ ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବ ଅବସରରେ ଶ୍ରୀ ମୋଦୀ ଭଗବାନ ସ୍ୱାମୀ ନାରାୟଣଙ୍କୁ ପ୍ରଣିପାତ କରିବା ସହ କହିଥିଲେ, ଆଜି ମଧ୍ୟ ପ୍ରମୁଖ ସ୍ୱାମୀ ମହାରାଜଙ୍କ ୧୦୩ ତମ ଜୟନ୍ତୀ । ସେ କହିଥିଲେ, ଭଗବାନ ସ୍ୱାମୀ ନାରାୟଣଙ୍କ ଶିକ୍ଷା, ପ୍ରମୁଖ ସ୍ୱାମୀ ମହାରାଜଙ୍କ ସଂକଳ୍ପ ଆଜି ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜଙ୍କ ପ୍ରଗାଢ଼ ଉଦ୍ୟମ ଯୋଗୁ ଫଳ ଆଣିପାରିଛି । ପ୍ରାୟ ଏକ ଲକ୍ଷ କର୍ମୀଙ୍କ ସମାବେଶରେ ଏପରି ଏକ ବିଶାଳ କାର୍ଯ୍ୟକ୍ରମର ସାକ୍ଷୀ ହୋଇପାରିଥିବାରୁ ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଥିଲେ । ବ୍ୟକ୍ତିଗତ ଭାବେ ସେ କାର୍ଯ୍ୟକ୍ରମରେ ଉପସ୍ଥିତ ନଥିଲେ ମଧ୍ୟ ଯୁବକ ଓ ପିଲାମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମରୁ ଉତ୍ସବର ଉତ୍ସାହକୁ ଭଲ ଭ।।ବେ ଅନୁଭବ କରିପାରିଥିଲେ । ଏଭଳି ଭବ୍ୟ ଦିବ୍ୟ ସମାରୋହ ପାଇଁ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ ଓ ସମସ୍ତ ସନ୍ଥଙ୍କୁ ଅଭିନନ୍ଦନ ଜଣାଇଥିଲେ ।Narendra Modi: The Go-To Man in Times of Crises
November 29th, 09:56 pm
“I salute the determination of all those involved in this rescue campaign. Their courage and resolve have given a new life to our fellow workers. Everyone involved in this mission has set a remarkable example of humanity and teamwork,” PM Modi said in a telephonic conversation with the rescued workers who were successfully pulled out of a collapsed tunnel in Uttarakhand.Divisive politics of Congress kept the poor and backward people away from getting their basic needs fulfilled: PM Modi in Kaprada
November 06th, 03:27 pm
Prime Minister Narendra Modi today, addressed a public meeting at Kaprada, Gujarat. PM Modi started his address by highlighting the rare achievement of the BJP government to remain in service for such a long time and that the people have bestowed their trust in the political party. PM Modi also highlighted how the tribals of the area reaped the benefits from the development that has happened in Gujarat.ପ୍ରଧାନମନ୍ତ୍ରୀ ମୋଦୀ ଗୁଜୁରାଟର କାପ୍ରଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି
November 06th, 03:26 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର କାପ୍ରଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ଏତେ ଦିନ ଧରି ସେବାରେ ରହିବା ନେଇ ବିଜେପି ସରକାରଙ୍କ ବିରଳ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ ଏବଂ ଲୋକମାନେ ରାଜନୈତିକ ଦଳ ଉପରେ ବିଶ୍ୱାସ ପ୍ରଦାନ କରିଛନ୍ତି। ଗୁଜୁରାଟରେ ହୋଇଥିବା ବିକାଶରୁ ଏହି ଅଞ୍ଚଳର ଆଦିବାସୀମାନେ କିପରି ଲାଭ ପାଇଲେ ତାହା ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀ ଆଲୋକପାତ କରିଥିଲେ ।ଅଗଷ୍ଟ ୨୭-୨୮ ତାରିଖରେ ଗୁଜରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
August 25th, 03:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୭ ଓ ୨୮ ତାରିଖରେ ଗୁଜରାଟ ଗସ୍ତ କରିବେ । ଅଗଷ୍ଟ ୨୭ ତରିଖ ଦିନ ଅପରାହ୍ନ ପ୍ରାୟ ୫.୩୦ ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ସାବରମତୀ ନଦୀ କୂଳରେ ଖଦି ଉତ୍ସବଙ୍କୁ ସମ୍ବୋଧିତ କରିବେ । ଅଗଷ୍ଟ ୨୮ ତାରିଖ ଦିନ ପ୍ରାୟ ୧୦ ଟା ସମୟରେ ପ୍ରଧାନମନ୍ତ୍ରୀ ଭୁଜରେ ସ୍ମୃତି ଭାନ୍ ମେମୋରିଆଲ୍ର ଉଦଘାଟନ କରିବେ । ଏହା ପରେ ମଧ୍ୟାହ୍ନ ପ୍ରାୟ ୧୨ ଟା ସମୟରେ ପ୍ରଧାନମନ୍ତ୍ରୀ ଭୁଜ୍ରେ ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରିବେ । ଅପରାହ୍ନ ପ୍ରାୟ ୫ ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ଭାରତରେ ସୁଜୁକିର ୪୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ।କେ କେ ପଟେଲ ସୁପର ସ୍ପେସିଆଲିଟି ହସ୍ପିଟାଲର ଶୁଭ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
April 15th, 11:01 am
ଗୁଜରାର ଲୋକପ୍ରିୟ ସରଳ ଏବଂ କର୍ମଠ ମୁଖ୍ୟମନ୍ତ୍ରୀ ଆମର ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ମହାନ୍ତ ସ୍ୱାମୀ ପୂଜ୍ୟ ଧର୍ମନନ୍ଦନ ଦାସଜୀ, କେନ୍ଦ୍ରୀୟ ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଜୀ, ଗୁଜରାଟ ବିଧାନସଭାର ଅଧ୍ୟକ୍ଷ ନୀମାବେନ ଆଚାର୍ଯ୍ୟ, ଗୁଜରାଟ ସରକାରର ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଧୀ ଶ୍ରୀ ବିନୋଦ ଛାବ୍ରା, ଅନ୍ୟ ଜନପ୍ରିୟ ପ୍ରତିନିଧିଗଣ, ଏଠାରେ ଉପସ୍ଥିତ ଶ୍ରଦ୍ଧେୟା ସନ୍ଥଗଣ, କଛର ଲେବା ପଟେଲ ଇଜୁକେଶନ ଏବଂ ମେଡ଼ିକାଲ ଟ୍ରଷ୍ଟର ଅଧ୍ୟକ୍ଷ ଗୋପାଳଭାଇ ଗୋରାଛିୟାଜୀ, ଅନ୍ୟ ସମସ୍ତ ଟ୍ରଷ୍ଟି, ସମାଜର ପ୍ରମୁଖ ସାଥୀଗଣ, ଦେଶ ଏବଂ ଦୁନିଆର ଆସିଥିବା ସମସ୍ତ ଦାନୀ ସଜ୍ଜନ ମହାନୁଭବଗଣ ଏବଂ ସମସ୍ତ ସେବାରଜ ଓ କର୍ମଚାରୀ ତଥା କଚ୍ଛର ମୋର ପ୍ରିୟ ଭାଉ ଓ ଭଉଣୀଗଣ,ଭୁଜ୍ରେ କେକେ ପଟେଲ ସୁପର ସ୍ପେସିଆଲିଟି ହସ୍ପିଟାଲ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦେଶ ଉଦ୍ଦେଶ୍ୟରେ ସମର୍ପିତ
April 15th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଶ୍ୟଶ୍ରାବ୍ୟ ସମ୍ମିଳନୀ ଜରିଆରେ ଆଜି ଗୁଜରାଟର ଭୁଜଠାରେ କେକେ ପଟେଲ ସୁପର ସ୍ପେଶିଆଲିଟି ହସ୍ପିଟାଲକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭୁଜ୍ର କୁଚିଲିଭା ପଟେଲ ସମାଜ ଦ୍ୱାରା ଏହି ହସ୍ପିଟାଲ ନିର୍ମାଣ କରାଯାଇଛି । ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ।ଏପ୍ରିଲ ୧୫ ତାରିଖରେ ଭୁଜରେ ଥିବା କେ କେ ପଟେଲ ସୁପର ସ୍ପେସିଆଲିଟି ହସ୍ପିଟାଲକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ
April 13th, 09:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ଭୁଜରେ ଥିବା କେ କେ ପଟେଲ ସୁପର ସ୍ପେସିଆଲିଟି ହସ୍ପିଟାଲକୁ ଏପ୍ରିଲ ୧୫ ତାରିଖ, ୨୦୨୨ ପୂର୍ବାହ୍ନ ୧୧ ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଭୁଜର ଶ୍ରୀ କୁଚି ଲେଭା ପଟେଲ ସମାଜ ଦ୍ୱାରା ଏହି ଡାକ୍ତରଖାନା ର୍ନିମାଣ କରାଯାଇଛି ।Today, the mantra of the country is – Ek Bharat, Shreshtha Bharat: PM Modi
December 25th, 03:05 pm
Addressing Gurpurab celebrations of Guru Nanak Dev Ji at Gurudwara Lakhpat Sahib in Gujarat via video conferencing, PM Modi said that efforts were being made at every level for the message of Guru Nanak Dev Ji to reach the whole world. The countrymen had been wishing for easy access to Kartarpur Sahib. In 2019, our government completed the work of the Kartarpur Corridor, he added.PM addresses Gurpurab celebrations of Guru Nanak Dev Ji at Gurudwara Lakhpat Sahib, Gujarat
December 25th, 12:09 pm
Addressing Gurpurab celebrations of Guru Nanak Dev Ji at Gurudwara Lakhpat Sahib in Gujarat via video conferencing, PM Modi said that efforts were being made at every level for the message of Guru Nanak Dev Ji to reach the whole world. The countrymen had been wishing for easy access to Kartarpur Sahib. In 2019, our government completed the work of the Kartarpur Corridor, he added.ଗୁଜରାଟ ମୋର ଆତ୍ମା ,ଭାରତ ମୋର ପରମାତ୍ମା :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 27th, 12:19 pm
କଚ୍ଛ ,ଜସଦନ ଏବଂ ଆମରେଲିରେ ସାର୍ବଜନିକ ସଭାକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଉପେକ୍ଷା ଲାଗି କଂଗ୍ରେସ ଦଳ ଉପରେ ବର୍ଷିଲେ । ସେ କଂଗ୍ରେସକୁ ନିନ୍ଦା କରି କହିଲେ କଂଗ୍ରେସର ଭୁଲ ଶାସନ କଚ୍ଛ ଏବଂ ଗୁଜରାଟର ସମଗ୍ର ବିକାଶ ଉପରେ ପ୍ରତିକୂଳ ପ୍ରଭାବ ପକାଇଛି ।