ଯୋଗାଯୋଗ ଉପଲବ୍ଧ କରିବା, ଯାତ୍ରାକୁ ସହଜ କରିବା, ଲଜିଷ୍ଟିକ୍ ଖର୍ଚ୍ଚ ହ୍ରାସ କରିବା, ତୈଳ ଆମଦାନୀ ହ୍ରାସ କରିବା ଏବଂ CO2 ନିର୍ଗମନ ହ୍ରାସ କରିବା ପାଇଁ ଭାରତୀୟ ରେଳପଥରେ ତିନୋଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ
November 25th, 08:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ରେଳ ମନ୍ତ୍ରଣାଳୟର ମୋଟ ୭୯୨୭ କୋଟି ଟଙ୍କା (ପାଖାପାଖି) ତିନୋଟି ପ୍ରକଳ୍ପକୁ ଅନୁମୋଦନ କରିଛି ।