କୋଶୀ ରେଳ ମହାସେତୁ ରାଷ୍ଟ୍ରକୁ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 18th, 12:28 pm
ବିହାର ରାଜ୍ୟପାଳ ଶ୍ରୀ ଫାଗୁ ଚୌହାନ ମହୋଦୟ, ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳାରେ ମୋର ସହଯୋଗୀ ଶ୍ରୀ ପୀୟୁଷ ଗୋୟଲ ମହାଶୟ, ଶ୍ରୀ ରବି ଶଙ୍କର ପ୍ରସାଦ ମହାଶୟ, ଶ୍ରୀ ଗିରିରାଜ ସିଂହ ମହାଶୟ, ଶ୍ରୀ ନିତ୍ୟାନନ୍ଦ ରାୟ ମହାଶୟ, ସୁଶ୍ରୀ ଦେବଶ୍ରୀ ଚୌଧୁରୀ ମହାଶୟା, ବିହାରର ଉପ– ମୁଖ୍ୟମନ୍ତ୍ରୀ ଶ୍ରୀ ସୁଶୀଲ କୁମାର ମୋଦୀ ମହାଶୟ, ଅନ୍ୟ ମନ୍ତ୍ରୀ ଗଣ, ସାଂସଦ ଏବଂ ବିଧାୟକଗଣ ଓ ଟେକ୍ନୋଲୋଜି ମାଧ୍ୟମରେ ସାମିଲ ହୋଇଥିବା ବିହାରର ମୋର ଭାଇ ଓ ଭଉଣୀମାନେ !ଐତିହାସିକ କୋଶୀ ରେଳ ମହାସେତୁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଜାତି ଉଦ୍ଦେଶ୍ୟରେ ଅର୍ପିତ
September 18th, 12:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଐତିହାସିକ କୋଶୀ ମହାରେଳ ସେତୁକୁ ଆଜି ରାଷ୍ଟ୍ର ଉଦ୍ଦେଶ୍ୟରେ ଅର୍ପଣ କରିବା ସହ ବିହାରରେ ଯାତ୍ରୀମାନଙ୍କ ସୁବିଧା ପାଇଁ ନୂଆ ରେଳପଥ ଓ ବିଦ୍ୟୁତ୍କରଣ ପ୍ରକଳ୍ପକୁ ଉଦ୍ଘାଟନ କରିଛନ୍ତି । ଏହି ସମସ୍ତ କାର୍ଯ୍ୟ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ସଂପନ୍ନ ହୋଇଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପିଏମ୍ ମତ୍ସ୍ୟ ସଂପଦ ଯୋଜନା, ଇ-ଗୋପାଳ ଆପ୍ ଏବଂ ବିହାରରେ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ
September 10th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପିଏମ୍ ମତ୍ସ୍ୟ ସଂପଦ ଯୋଜନା, ଇ-ଗୋପାଳ ଆପ୍ ଏବଂ ବିହାରରେ ମତ୍ସ୍ୟ ଓ ପଶୁସଂପଦ ସଂକ୍ରାନ୍ତ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏକ ଭିଡିଓ କନଫରେନ୍ସିଂ ବ୍ୟବସ୍ଥାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।During Kargil War, Indian Army showed its might to the world: PM Modi during Mann Ki Baat
July 26th, 11:30 am
During Mann Ki Baat, PM Modi paid rich tributes to the martyrs of the Kargil War, spoke at length about India’s fight against the Coronavirus and shared several inspiring stories of self-reliant India. The Prime Minister also shared his conversation with youngsters who have performed well during the board exams this year.ବିହାର ବନ୍ୟା ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନିତିଶ କୁମାରଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ
August 14th, 01:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର କେତେକ ଭାଗରେ ବନ୍ୟା ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାରଙ୍କ ସହ କଥାବାର୍ତ୍ତା କରିଛନ୍ତି ।ପ୍ରଧାନମନ୍ତ୍ରୀ ଟ୍ୱିଟ ଜରିଆରେ କହିଛନ୍ତି ଯେ ବନ୍ୟା ପରିସ୍ଥିତି ସମ୍ଭାଳିବା ପାଇଁ ବିହାରକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ପ୍ରତିଶୃତି ଦେଇଛି ଏବଂ ବନ୍ୟା ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖାଯାଇଛି ।