Double engine BJP govt has given double benefits to Assam: PM Modi in Tamulpur
April 03rd, 11:01 am
Addressing his last rally in Assam’s Tamulpur ahead of last phase of assembly elections in the state, PM Modi said, “The 'Mahajhooth' of 'Mahajot' has been disclosed. On the basis of my political experience and audience love, I can say that people have decided to form NDA government in Assam. They can't bear those who insult Assam's identity and propagate violence.”PM Modi addresses public meeting at Tamulpur, Assam
April 03rd, 11:00 am
Addressing his last rally in Assam’s Tamulpur ahead of last phase of assembly elections in the state, PM Modi said, “The 'Mahajhooth' of 'Mahajot' has been disclosed. On the basis of my political experience and audience love, I can say that people have decided to form NDA government in Assam. They can't bear those who insult Assam's identity and propagate violence.”ଆସାମର ଶିବସାଗରରେ ଜମି ଆବଣ୍ଟନକାରୀଙ୍କୁ ପ୍ରମାଣପତ୍ର ବଣ୍ଟନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 23rd, 11:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଶିବସାଗର ଠାରେ ଭୂମିହୀନ ଆଦିବାସୀମାନଙ୍କୁ ଜମି ଆବଣ୍ଟନ ପ୍ରମାଣପତ୍ର ବଣ୍ଟନ କରିଛନ୍ତି । ଆସାମ ମୁଖ୍ୟମନ୍ତ୍ରୀ ଏବଂ ଆସାମ ସରକାରଙ୍କ ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାମେଶ୍ୱର ତେଲି ଏହି ଅବସରରେ ଉପସ୍ଥିତ ଥିଲେ ।ଆସାମର ଶିବସାଗର ଠାରେ ଆବଣ୍ଟନ ପ୍ରମାଣପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ
January 23rd, 11:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଶିବସାଗର ଠାରେ ଭୂମିହୀନ ଆଦିବାସୀମାନଙ୍କୁ ଜମି ଆବଣ୍ଟନ ପ୍ରମାଣପତ୍ର ବଣ୍ଟନ କରିଛନ୍ତି । ଆସାମ ମୁଖ୍ୟମନ୍ତ୍ରୀ ଏବଂ ଆସାମ ସରକାରଙ୍କ ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାମେଶ୍ୱର ତେଲି ଏହି ଅବସରରେ ଉପସ୍ଥିତ ଥିଲେ ।ଆମେ ଏକ ପ୍ରକ୍ରିୟା ଆଧାରିତ ଟିକସ ବ୍ୟବସ୍ଥାରୁ ନାଗରିକ କୈନ୍ଦ୍ରିକ ଟିକସ ବ୍ୟବସ୍ଥା ଦିଗରେ ଅଗ୍ରସର ହେଉଛୁ : ପ୍ରଧାନମନ୍ତ୍ରୀ ମୋଦୀ
February 12th, 07:32 pm
ଟାଇମ୍ସ ନାଓ ସମ୍ମିଳନୀକୁ ସମ୍ବୋଧିତ କରି ,ପ୍ରଧାନମନ୍ତ୍ରୀ ମୋଦୀ ଭାରତକୁ 5 ଟ୍ରିଲିୟନ ଡଲାରର ଅର୍ଥବ୍ୟବସ୍ଥାରେ ପରିଣତ କରିବା ପାଇଁ ସରକାରଙ୍କ ଉଦ୍ଦେଶ୍ୟକୁ ଦୋହରାଇଛନ୍ତି । ସେ କହିଛନ୍ତି ଯେ ,ଭାରତ ତୀବ୍ର ଗତିରେ ଏବଂ ଆତ୍ମବିଶ୍ୱାସର ସହିତ ଆଗକୁ ବଢ଼ିବ ।ଇଣ୍ଡିଆ ଆକ୍ସନ ପ୍ଲାନ – 2020 ଶିଖର ସମ୍ମିଳନୀରେ ଉଦଘାଟନୀ ଅଭିଭାଷଣ ରଖିଲେ ପ୍ରଧାନମନ୍ତ୍ରୀ
February 12th, 07:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଟାଇମ୍ସ ନାଓ ଟିଭି ଚ୍ୟାନେଲ ଦ୍ୱାରା ଆୟୋଜିତ ଇଣ୍ଡିଆ ଆକ୍ସନ ପ୍ଲାନ 2020ରେ ଉଦଘାଟନୀ ଅଭିଭାଷଣ ରଖିଛନ୍ତି ।ଆସାମର କୋକ୍ରାଝରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 07th, 12:46 pm
ମଞ୍ଚରେ ଉପସ୍ଥିତ ଆସାମର ରାଜ୍ୟପାଳ, ସଂସଦରେ ମୋର ସାଥୀ, ବିଭିନ୍ନ ବୋର୍ଡ ଓ ସଂଗଠନ ସହିତ ଜଡ଼ିତ ନେତାଗଣ, ଏଠାରେ ଉପସ୍ଥିତ ବିଭିନ୍ନ ଗୋଷ୍ଠୀର ସାଥୀଗଣ, ଏଠାକୁ ଆସିଥିବା ସମ୍ମାନନୀୟ ମହାନୁଭବ ଓ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବାକୁ ଆସିଥିବା ମୋ ପ୍ରିୟ ଭାଇ ଓ ଭଉଣୀମାନେ ।ଆସାମର କୋକ୍ରାଝରଠାରେ ଐତିହାସିକ ବୋଡୋ ରାଜିନାମା ସ୍ୱାକ୍ଷର ଉପଲକ୍ଷେ ଆୟୋଜିତ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
February 07th, 12:40 pm
ହିଂସା ମାର୍ଗରେ ଚାଲିଥିବା ଲୋକମାନେ ବୋଡୋ କ୍ୟାଡରଙ୍କ ଭଳି ଅସ୍ତ୍ରଶସ୍ତ୍ର ତ୍ୟାଗ କରି ମୁଖ୍ୟଧାରାଙ୍କୁ ଫେରିଆସନ୍ତୁ ବୋଲି ଆଜି ଏକ ଭାବପୂର୍ଣ୍ଣ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।ଆସାମର କୋକରାଝାରରେ ହେବାକୁଥିବା ପ୍ରଧାନମନ୍ତ୍ରୀ ମୋଦୀଙ୍କ କାର୍ଯ୍ୟକ୍ରମର ଅପଡେଟ ଟ୍ରାକ କରନ୍ତୁ
February 07th, 10:16 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ବର୍ଷ ଜାନୁଆରୀ ମାସରେ ସ୍ୱାକ୍ଷରିତ ଐତିହାସିକ ବୋଡ଼ୋ ରାଜିନାମାର ପ୍ରଶଂସା କରିବା ପାଇଁ ଆସାମର କୋକରାଝାରରେ ଏକ ସଭାକୁ ସମ୍ବୋଧିତ କରିବେ Iଛୋଟ ସହର ନୂଆ ଭାରତର ଆଧାର;
February 06th, 08:29 pm
ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ଗୁରୁବାର ରାଜ୍ୟସଭାରେ ବକ୍ତବ୍ୟ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି 5 ଟ୍ରିଲିୟନ ଡଲାର ଅର୍ଥବ୍ୟବସ୍ଥାର ମହତ୍ୱାକାଂକ୍ଷୀ ଲକ୍ଷ୍ୟ ହାସଲ କରିବାକୁ ହେଲେ ଆମକୁ ବୃହତ ଚିନ୍ତା କରି ଆଗେଇବାକୁ ପଡିବ । ମୁଁ ଆପଣମାନଙ୍କୁ ଆଶ୍ୱସ୍ତ କରୁଛି, ଭାରତର ଅର୍ଥବ୍ୟବସ୍ଥା ସୁଦୃଢ଼ ରହିଛି । ଭାରତ ତୀବ୍ର ଗତି ତଥା ପୂର୍ଣ୍ଣ ଦକ୍ଷତାର ସହ 5 ଟ୍ରିଲିୟନ ଡଲାର ଅର୍ଥବ୍ୟବସ୍ଥା ସ୍ୱପ୍ନର ପିଛା କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ଆମ ସରକାର ଶାସନରେ ନୂଆ ବିଚାର ଏବଂ ନୂଆ ଦୃଷ୍ଟିକୋଣ ଆଣିଛନ୍ତି : ପ୍ରଧାନମନ୍ତ୍ରୀ ମୋଦୀ
February 06th, 07:51 pm
ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ସଂପର୍କରେ ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତର ରଖି କହିଛନ୍ତି ,ଗତ ପାଞ୍ଚ ବର୍ଷରେ ଆମ ସରକାର ଶାସନରେ ନୂଆ ବିଚାର ଏବଂ ନୂଆ ଦୃଷ୍ଟିକୋଣ ଆଣିଛନ୍ତି ।ପ୍ରଶାସନ ନୂତନ ଦୃଷ୍ଟିଭଙ୍ଗୀ ଓ ଚିନ୍ତାଧାରା ନେଇ କାର୍ଯ୍ୟ କରୁଛି : ପ୍ରଧାନମନ୍ତ୍ରୀ
February 06th, 07:50 pm
ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ଗୁରୁବାର ରାଜ୍ୟସଭାରେ ବକ୍ତବ୍ୟ ଦେଇ କହିଛନ୍ତି ବିଗତ ପାଞ୍ଚ ବର୍ଷ ସରକାର ଶାସନ ବ୍ୟବସ୍ଥାରେ ନୂତନ ଦୃଷ୍ଟିଭଙ୍ଗୀ ଓ ନୂତନ ଚିନ୍ତାଧାରା ଆଣିଛନ୍ତି । ଡିଜିଟାଲ ଇଣ୍ଡିଆକୁ ନୂଆ ଚିନ୍ତାଧାରା ଓ ନୂଆ ଦୃଷ୍ଟିଭଙ୍ଗୀର ଉଦାହରଣ ବୋଲି ସେ ଦର୍ଶାଇଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ, 2014 ପୂର୍ବରୁ ମାତ୍ର 59ଟି ପଞ୍ଚାୟତରେ ବ୍ରଡ ବ୍ୟାଣ୍ଡ ସଂଯୋଗ ଥିଲା । କିନ୍ତୁ ଗତ ପାଞ୍ଚ ବର୍ଷରେ 1.25 ଲକ୍ଷରୁ ଅଧିକ ଗ୍ରାମ ପଞ୍ଚାୟତକୁ ବ୍ରଡ ବ୍ୟାଣ୍ଡ ସେବା ଯୋଗାଇ ଦିଆଯାଇଛି ।ଉତ୍ତର ପୂର୍ବାଞ୍ଚଳ ବର୍ତ୍ତମାନ ଦେଶର ବୃହତ ବିକାଶ ଇଞ୍ଜିନ ହୋଇପାରିଛି: ପ୍ରଧାନମନ୍ତ୍ରୀ
February 06th, 06:26 pm
ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଉତ୍ତର ପୂର୍ବ ରାଜ୍ୟ ଏବେ ଆଉ ଉପେକ୍ଷିତ ନୁହେଁ ।Our vision is for greater investment, better infrastructure and maximum job creation: PM Modi
February 06th, 03:51 pm
PM Narendra Modi in Lok Sabha said that the Government has kept the fiscal deficit in check. He dwelt on the many steps taken by the Government to increase confidence of investors and strengthen the country's economy.ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବରେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ବିବୃତି
February 06th, 03:50 pm
ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବରେ ବିବୃତି ରଖି ଲୋକସଭାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ଅଭିଭାଷଣ ଆଶାର ଭାବନା ଜାଗ୍ରତ କରିଛି ଏବଂ ଆଗାମୀ ଦିନରେ ଦେଶକୁ ଆଗେଇ ନେବାର କାର୍ଯ୍ୟଖସଡ଼ା ଏଥିରେ ଉପସ୍ଥାପିତ ହୋଇଛି ।ଐତିହାସିକ ବୋଡୋ ରାଜିନାମା ସ୍ୱାକ୍ଷର ଉପଲକ୍ଷେ ଆୟୋଜିତ ସମାରୋହରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
February 04th, 11:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 7 ଫେବୃଆରୀ 2020ରେ ଆସାମର କୋକ୍ରାଝର ଗସ୍ତ କରିବେ । ସେଠାରେ ସେ ଐତିହାସିକ ବୋଡୋ ରାଜିନାମା ସ୍ୱାକ୍ଷର ଉପଲକ୍ଷେ ଆୟୋଜିତ ସମାରୋହରେ ଅଂଶଗ୍ରହଣ କରିବେ ।Address by the President of India Shri Ram Nath Kovind to the joint sitting of Two Houses of Parliament
January 31st, 01:59 pm
In his remarks ahead of the Budget Session of Parliament, PM Modi said, Let this session focus upon maximum possible economic issues and the way by which India can take advantage of the global economic scenario.ବୋଡ଼ୋ ରାଜିନାମା ବୋଡ଼ୋ ସମୁଦାୟ ପାଇଁ ଏକ ନୂଆ ଅଧ୍ୟାୟର ଆରମ୍ଭ କରିଛି, ଏହା ଆସାମର ଏକତା ଓ ଅଖଣ୍ଡତାକୁ ସୁଦୃଢ଼ କରିବ : ପ୍ରଧାନମନ୍ତ୍ରୀ
January 30th, 03:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୋଡ଼ୋ ରାଜିନାମାକୁ ଆସାମର ଶାନ୍ତି ଓ ବିକାଶ ଲାଗି ଏକ ଐତିହାସିକ ଅଧ୍ୟାୟ ଭାବେ ଅଭିହିତ କରିଛନ୍ତି । ବୋଡ଼ୋ ରାଜିନାମାକୁ ପ୍ରଶଂସା କରି ସେ କହିଛନ୍ତି ଯେ ଏହା ‘ସବକା ସାଥ, ସବକା ବିକାଶ ଓ ସବକା ବିଶ୍ୱାସ’ର ମନ୍ତ୍ର ଏବଂ ‘ଏକ ଭାରତ-ଶ୍ରେଷ୍ଠ ଭାରତ’ ଭାବନା ଦ୍ୱାରା ଅନୁପ୍ରାଣିତ ।ଐତିହାସିକ ବୋଡ଼ୋ ବୁଝାମଣାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା; ଏହା ବୋଡୋ ଲୋକଙ୍କ ଜୀବନରେ ବଡ଼ ପରିବର୍ତ୍ତନ ଆଣିବ : ପ୍ରଧାନମନ୍ତ୍ରୀ
January 27th, 05:38 pm
ଆଜି ସ୍ୱାକ୍ଷରିତ ହୋଇଥିବା ଐତିହାସିକ ବୋଡ଼ୋ ବୁଝାମଣାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ ଏହାଦ୍ୱାରା ବୋଡ଼ୋ ଲୋକମାନଙ୍କ ଜୀବନରେ ବ୍ୟାପକ ପରିବର୍ତ୍ତନ ଆସିବ ।