Prime Minister receives Parimal Nathwani’s book on Gir and Asiatic lions
July 31st, 08:10 pm
The Prime Minister, Shri Narendra Modi received “Call of the Gir” a coffee table book on Gir and Asiatic lions by Rajya Sabha Member, Parimal Nathwani.ପ୍ରଧାନମନ୍ତ୍ରୀ ଡ. ଆର ବାଲସୁବ୍ରମନିଅମଙ୍କ ପୁସ୍ତକ ‘ପାୱାର ୱିଦିନ: ଦ ଲିଡରସିପ ଲିଗାସି ଅଫ ନରେନ୍ଦ୍ର ମୋଦୀ’ର କପିରେ ଦସ୍ତଖତ କଲେ
July 17th, 09:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡ. ଆର ବାଲସୁବ୍ରମନିଅମଙ୍କୁ ଭେଟିବା ସହିତ ତାଙ୍କ ଦ୍ୱାରା ରଚିତ ପୁସ୍ତକ ‘ପାୱାର ୱିଦିନ: ଦ ଲିଡରସିପ ଲିଗାସି ଅଫ ନରେନ୍ଦ୍ର ମୋଦୀ’ର ଏକ କପିରେ ଦସ୍ତଖତ କରିଛନ୍ତି । ପୁସ୍ତକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଯାତ୍ରା ବର୍ଣ୍ଣିତ ହେବା ସହ ପାଶ୍ଚାତ୍ୟ ଓ ଭାରତୀୟ ଦୃଷ୍ଟିକୋଣରୁ ଏହାର ସମୀକ୍ଷା କରାଯାଇଛି । ଏଥିସହ ଏହାର ମିଳନ କିପରି ଜଣଙ୍କ ପାଇଁ ଜନସେବାର ରୋଡମ୍ୟାପ୍ ତିଆରି କରୁଛି ତାହା ମଧ୍ୟ ଉଲ୍ଳେଖ ରହିଛି ।ଶର୍ମିଷ୍ଠା ମୁଖାର୍ଜୀଙ୍କ ଠାରୁ 'ପ୍ରଣବ ମାଇଁ ଫାଦର : ଏ ଡଟର ରିମେମ୍ବର୍ସ' ପୁସ୍ତକ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ
January 15th, 07:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ପୂର୍ବତନ ରାଷ୍ଟ୍ରପତିଙ୍କ କନ୍ୟା ଶ୍ରୀମତୀ ଶର୍ମିଷ୍ଠା ମୁଖାର୍ଜୀ 'ପ୍ରଣବ ମାଇଁ ଫାଦର : ଏ ଡଟର ରିମେମ୍ବର୍ସ' ପୁସ୍ତକ ପ୍ରଦାନ କରିଥିଲେ ।ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କାର୍ଯ୍ୟ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 04:31 pm
ପ୍ରଥମେ, ଆପଣ ସମସ୍ତଙ୍କୁ ଖ୍ରୀଷ୍ଟମାସର ଅନେକ ଅନେକ ଶୁଭେଚ୍ଛା! ଭାରତ ଓ ଭାରତୀୟତା ଉପରେ ବିଶ୍ୱାସ ରଖିଥିବା କୋଟି କୋଟି ଲୋକଙ୍କ ପାଇଁ ଆଜିର ଦିନ ପ୍ରେରଣା ସାଜିଛି। ଆଜି ମହାମନା ମଦନ ମୋହନ ମାଲବ୍ୟଙ୍କ ଜୟନ୍ତୀ । ଆଜି ହେଉଛି ଅଟଳଜୀଙ୍କ ଜୟନ୍ତୀ । ଏହି ପବିତ୍ର ଦିବସ ଅବସରରେ ମୁଁ ମହାମନା ମାଲବ୍ୟଜୀଙ୍କ ଚରଣକୁ ପ୍ରଣାମ କରିବା ସହ ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଅଟଳଜୀଙ୍କ ଜୟନ୍ତୀ ଅବସରରେ ଦେଶ ସୁଶାସନ ଦିବସ ପାଳନ କରୁଛି। ସୁଶାସନ ଦିବସ ଅବସରରେ ମୁଁ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଉଛି ।ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ୧୬୨ତମ ଜୟନ୍ତୀ ଅବସରରେ ' ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କୃତି' ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ
December 25th, 04:30 pm
ମହାମନା ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ୧୬୨ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ 'ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କୃତି' ର ପ୍ରଥମ ଶୃଙ୍ଖଳାର ୧୧ଟି ଖଣ୍ଡକୁ ଉନ୍ମୋଚନ କରିଛନ୍ତି । ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ମଧ୍ୟ ଶ୍ରୀ ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ବନାରସ ହିନ୍ଦୁ ବିଶ୍ୱ ବିଦ୍ୟାଳୟର ପ୍ରତିଷ୍ଠାତା ପଣ୍ଡିତ ମଦନ ମୋହନ ମାଲବ୍ୟ ଆଧୁନିକ ଭାରତର ନିର୍ମାତା ମାନଙ୍କ ମଧ୍ୟରେ ଏକ ଅଗ୍ରଣୀ ସ୍ଥାନ ଅଧିକାର କରିଛନ୍ତି । ସେ ଜଣେ ଉଚ୍ଚକୋଟୀର ବିଦ୍ୱାନ ଏବଂ ସ୍ୱାଧୀନତା ସଂଗ୍ରାମୀ ଭାବରେ ବେଶ୍ ସ୍ମରଣୀୟ , ଯିଏ ଲୋକ ମାନଙ୍କ ମଧ୍ୟରେ ଜାତୀୟ ଚେତନା ସୃଷ୍ଟି କରିବା ପାଇଁ କଠୋର ପରିଶ୍ରମ ମଧ୍ୟ କରିଥିଲେ ।ମଧ୍ୟ ପ୍ରଦେଶର ଚିତ୍ରକୁଟ ତୁଲସୀ ପୀଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 27th, 03:55 pm
ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବା ପାଇଁ ଉପସ୍ଥିତ ପୂଜନୀୟ ଜଗତଗୁରୁ ଶ୍ରୀ ରାମଭଦ୍ରାଚାର୍ଯ୍ୟ ଜୀ, ଏଠାକୁ ଆସିଥିବା ସମସ୍ତ ତପସ୍ୱୀ, ବରିଷ୍ଠ ସନ୍ଥଗଣ, ଋଷିଗଣ, ମଧ୍ୟ ପ୍ରଦେଶର ରାଜ୍ୟପାଳ ଶ୍ରୀ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ମହାଶୟ, ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ !PM addresses programme at Tulsi Peeth in Chitrakoot, Madhya Pradesh
October 27th, 03:53 pm
PM Modi visited Tulsi Peeth in Chitrakoot and performed pooja and darshan at Kanch Mandir. Addressing the gathering, the Prime Minister expressed gratitude for performing puja and darshan of Shri Ram in multiple shrines and being blessed by saints, especially Jagadguru Rambhadracharya. He also mentioned releasing the three books namely ‘Ashtadhyayi Bhashya’, ‘Rambhadracharya Charitam’ and ‘Bhagwan Shri Krishna ki Rashtraleela’ and said that it will further strengthen the knowledge traditions of India. “I consider these books as a form of Jagadguru’s blessings”, he emphasized.ମନ କି ବାତ ତୃଣମୂଳ ସ୍ତରରେ ପରିବର୍ତ୍ତନ ଆଣୁଥିବା ବ୍ୟକ୍ତିଙ୍କୁ ସମ୍ମାନିତ କରିଥାଏ: ପ୍ରଧାନମନ୍ତ୍ରୀ
March 31st, 09:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଫି ଟେବଲ ବୁକ “ଭଏସ ଅଫ ଇଣ୍ଡିଆ- ମୋଦି ଆଣ୍ଡ ହିଜ ଟ୍ରାନ୍ସଫର୍ମେଟିଭ ମନ କି ବାତ” ପ୍ରକାଶିତ କରିଥିବା ସିଏନଏନ ନ୍ୟୁଜ ୧୮ ନେଟୱର୍କକୁ ପ୍ରଶଂସା କରିଛନ୍ତି । ଭାରତର ଉପରାଷ୍ଟ୍ରପତି ନ୍ୟୁଜ ୧୮ ରାଇଜିଂ ଇଣ୍ଡିଆ ସମ୍ମିଳନୀରେ ଏହି ପୁସ୍ତକ ଉନ୍ମୋଚନ କରିଥିଲେ । ଏହି ପୁସ୍ତକ ଉଲ୍ଲିଖିତ ବ୍ୟକ୍ତି ଓ ସେମାନେ ସୃଷ୍ଟି କରିଥିବା ପ୍ରଭାବ ସମ୍ପର୍କରେ ସ୍ୱୀକୃତି ଦେଇଛି ।Technology is undoubtedly important source of information, but it is not the way to replace books: PM
September 08th, 05:48 pm
PM Modi addressed the inauguration ceremony of ‘Kalam no Carnival’ Book Fair organised by Navbharat Sahitya Mandir in Ahmedabad via video message. Shri Modi mentioned that when he was the Chief Minister of Gujarat, the state had also started the 'Vanche Gujarat' campaign, and today, campaigns like the 'Kalam no Carnival' are only taking that resolve of Gujarat forward.PM addresses inauguration ceremony of ‘Kalam no Carnival’ Book Fair organised by Navbharat Sahitya Mandir in Ahmedabad via video message
September 08th, 05:47 pm
PM Modi addressed the inauguration ceremony of ‘Kalam no Carnival’ Book Fair organised by Navbharat Sahitya Mandir in Ahmedabad via video message. Shri Modi mentioned that when he was the Chief Minister of Gujarat, the state had also started the 'Vanche Gujarat' campaign, and today, campaigns like the 'Kalam no Carnival' are only taking that resolve of Gujarat forward.Bhagwan Birsa lived for the society, sacrificed life for his culture and the country: PM
November 15th, 09:46 am
Prime Minister Narendra Modi inaugurated Bhagwan Birsa Munda Memorial Udyan cum Freedom Fighter Museum at Ranchi via video conferencing. He said, “This museum will become a living venue of our tribal culture full of persity, depicting the contribution of tribal heroes and heroines in the freedom struggle.”ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ରାଞ୍ଚି ଠାରେ ଭଗବାନ ବିର୍ସା ମୁଣ୍ଡା ସ୍ମୃତି ଉଦ୍ୟାନ ସହ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 15th, 09:45 am
ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳନ କରିବା ଲାଗି ଭାରତ ସରକାର ଘୋଷଣା କରିଛନ୍ତି । ଏହି ଉପଲକ୍ଷେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସା ମୁଣ୍ଡା ସ୍ମୃତି ଉଦ୍ୟାନ ସହ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ଉଦଘାଟନ କରିଛନ୍ତି । ରାଞ୍ଚି ଠାରେ ନିର୍ମାଣ କରାଯାଇଥିବା ଏହି ସଂଗ୍ରହାଳୟ ତଥା ଉଦ୍ୟାନକୁ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଥିଲେ । ଝାଡ଼ଖଣ୍ଡ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ମନ୍ତ୍ରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ ।ଭାରତର ଯୁବପିଢ଼ି କିଛି ନୂଆ ଏବଂ ବଡ଼ ଆକାରରେ କରିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
August 29th, 11:30 am
ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଆମ ଅଲିମ୍ପିଆନଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି, ଯେଉଁମାନେ ଦେଶକୁ ବିଶ୍ୱ ମଞ୍ଚରେ ଗର୍ବିତ କରିଛନ୍ତି। ଦେଶର ଯୁବପିଢ଼ିଙ୍କ ରିସ୍କ ନେବା ଏବଂ ଆଗକୁ ବଢ଼ିବାର ଦକ୍ଷତାକୁ ପାଇଁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଆମର କୁଶଳୀ ମାନବ ଶକ୍ତିର ପ୍ରୟାସକୁ ଆଲୋକପାତ କରି ଭଗବାନ୍ ବିଶ୍ୱକର୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି |ପ୍ରଧାନମନ୍ତ୍ରୀଙ୍କୁ ନିଜ ପୁସ୍ତକ “ଆକ୍ସିଲରେଟିଂ ଇଣ୍ଡିଆ: ୭ ଇୟର୍ସ ଅଫ ମୋଦି ଗଭର୍ଣ୍ଣମେଣ୍ଟ” ପ୍ରଦାନ କଲେ କେଜେ ଆଲଫୋନ୍ସ
August 26th, 01:46 pm
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ କେଜେ ଆଲଫୋନ୍ସ ନିଜ ପୁସ୍ତକ ‘ଆକ୍ସିଲରେଟିଂ ଇଣ୍ଡିଆ: ୭ ଇୟର୍ସ ଅଫ ମୋଦି ଗଭର୍ଣ୍ଣମେଣ୍ଟ’ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଦାନ କରିଛନ୍ତି । ନିଜ ପୁସ୍ତକ ‘ଆକ୍ସିଲରେଟିଂ ଇଣ୍ଡିଆ’ରେ ଭାରତର ସୁଧାର ଯାତ୍ରାର ବିଭିନ୍ନ ଦିଗକୁ ଏକାଠି କରିବାକୁ ସେ ଉଲ୍ଲେଖନୀୟ ଉଦ୍ୟମ କରିଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ଡ. ହରେକୃଷ୍ଣ ମହତାବଙ୍କ ରଚିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 09th, 12:18 pm
କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଲୋକସଭା ସାଂସଦ ତଥା ସଂସଦୀୟ ଜୀବନରେ ଜଣେ ଉତ୍ତମ ସାଂସଦ ଭାବେ କାମ କରି ଅନ୍ୟମାନଙ୍କ ପାଇଁ ଜ୍ବଳନ୍ତ ଉଦାହରଣ ସୃଷ୍ଟି କରିଥିବା ଭାଇ ଭର୍ତ୍ତୃହରି ମହତାବ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଅନ୍ୟ ବରିଷ୍ଠ ମହାନୁଭବ, ଭାଇ ଓ ଭଉଣୀମାନେ! ମୋ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ ଯେ ମୋତେ ‘ଉତ୍କଳ କେଶରୀ’ ହରେକୃଷ୍ଣ ମହାତାବ ଜୀଙ୍କ ସହ ଜଡ଼ିତ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ଅବସର ମିଳିଛି। ପାଖାପାଖି ଦେଢ଼ ବର୍ଷ ପୂର୍ବେ ଆମେ ସମସ୍ତେ ‘ଉତ୍କଳ କେଶରୀ’ ହରେକୃଷ୍ଣ ମହତାବ ଜୀଙ୍କ 120ତମ ଜୟନ୍ତୀକୁ ଏକ ବହୁତ ବଡ଼ ପ୍ରେରଣାର ଅବସର ରୂପରେ ପାଳନ କରିଥିଲୁ। ଆଜି ଆମେ ତାଙ୍କ ପ୍ରସିଦ୍ଧ ପୁସ୍ତକ “ଓଡ଼ିଶା ଇତିହାସ”ର ହିନ୍ଦୀ ସଂସ୍କରଣକୁ ଲୋକାର୍ପଣ କରୁଛୁ। ଓଡ଼ିଶାର ବ୍ୟାପକ ଏବଂ ବିବିଧତାପୂର୍ଣ୍ଣ ଇତିହାସ ଦେଶର ଲୋକମାନଙ୍କ ନିକଟରେ ପହଞ୍ଚୁ, ଏହା ଅତ୍ୟନ୍ତ ଆବଶ୍ୟକ। ଓଡ଼ିଆ ଓ ଇଂରାଜୀ ପରେ ହିନ୍ଦୀ ସଂସ୍କରଣ ଜରିଆରେ ଆପଣମାନେ ଏହି ଆବଶ୍ୟକତାକୁ ପୂରଣ କରିଛନ୍ତି। ମୁଁ ଏହି ଅଭିନବ ପ୍ରୟାସ ପାଇଁ ଭାଇ ଭର୍ତ୍ତୃହରି ମହତାବ, ହରେକୃଷ୍ଣ ମହତାବ ଫାଉଣ୍ଡେସନ ଓ ବିଶେଷ କରି ଶଙ୍କରଲାଲ ପୁରୋହିତଙ୍କୁ ଧନ୍ୟବାଦ ଜଣାଉଛି ଏବଂ ହାର୍ଦ୍ଦିକ ଶୁଭକାମନା ମଧ୍ୟ ଜ୍ଞାପନ କରୁଛି।ଡକ୍ଟର ହରେକୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଓଡିଶା ଇତିହାସର ହିନ୍ଦୀ ସଂସ୍କରଣ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚି
April 09th, 12:17 pm
ଉତ୍କଳ କେଶରୀ ଡକ୍ଟର ହରକେୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଓଡିଶାର ଇତିହାସର ହିନ୍ଦୀ ଅନୁବାଦ ଓ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉନ୍ମୋଚନ କରିଛନ୍ତି । ଓଡିଆ ଏବଂ ଇଂରାଜୀରେ ଉପଲବ୍ଧ ଏହି ପୁସ୍ତକକୁ ଶ୍ରୀ ଶଙ୍କରଲାଲ ପୁରୋହିତ ହିନ୍ଦୀରେ ଅନୁବାଦ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କଟକ ଲୋକସଭା ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ଏହି ଅବସରରେ ଉପସ୍ଥିତ ଥିଲେ ।ସ୍ୱାମୀ ଚିଦ୍ଭବାନନ୍ଦ ମହୋଦୟଙ୍କ ରଚିତ ଭଗବଦ୍ ଗୀତାର ଇ-ସଂସ୍କରଣର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
March 11th, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଯୋଗେ ସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତାର କିଣ୍ଡଲ ସଂସ୍କରଣର ଶୁଭାରମ୍ଭ କରିଛନ୍ତିସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତାର କିଣ୍ଡଲ ସଂସ୍କରଣର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଯୋଗେ ସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତାର କିଣ୍ଡଲ ସଂସ୍କରଣର ଶୁଭାରମ୍ଭ କରିଛନ୍ତିମନର କଥା 2.0 (ସପ୍ତଦଶ ଅଧ୍ୟାୟ)
October 25th, 11:00 am
ବନ୍ଧୁଗଣ, ଆମେ ଯେତେବେଳେ ପର୍ବପର୍ବାଣୀ କଥା କହୁଁ, ସେଗୁଡ଼ିକ ପାଇଁ ପ୍ରସ୍ତୁତି କରୁଁ, ସେତେବେଳେ ପ୍ରଥମେ ମନରେ ପ୍ରଶ୍ନ ଆସେ ବଜାରକୁ କେବେ ଯିବା? କ’ଣ କ’ଣ ସବୁ କିଣିବା? ବିଶେଷକରି ପିଲାମାନଙ୍କ ମଧ୍ୟରେ ଏସବୁକୁ ନେଇ ବିଶେଷ ଉତ୍ସାହ ରହିଥାଏ । ଏଥର ପର୍ବପର୍ବାଣୀରେ ନୂଆ କ’ଣ ମିଳିବ? ପର୍ବପର୍ବାଣୀର ଏହି ଉତ୍ସାହ ଓ ବଜାରର ଆକର୍ଷଣ ପରସ୍ପର ସହିତ ଜଡ଼ିତ । କିନ୍ତୁ ଏଥର ବଜାରକୁ ଯିବାବେଳେ ଆପଣମାନେ ‘ଭୋକାଲ ଫର ଲୋକାଲ’ର ନିଜର ସଂକଳ୍ପ ନିଶ୍ଚୟ ମନେରଖିବେ । ବଜାରରୁ ଜିନିଷ କିଣିବା ସମୟରେ ଆମକୁ ସ୍ଥାନୀୟ ସାମଗ୍ରୀଗୁଡ଼ିକୁ ଅଗ୍ରାଧିକାର ଦେବାକୁ ହେବ ।ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 5, 2018
March 05th, 08:21 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।