ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ (ଏପ୍ରିଲ ୨୧-୨୨, ୨୦୨୨)
April 23rd, 10:35 am
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ୍ ଜନସନ, ୨୧-୨୨ ଏପ୍ରିଲ ୨୦୨୨ ରୁ ସରକାରୀ ଗସ୍ତରେ ଭାରତ ଆସିଛନ୍ତି । ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ।ଯୁକ୍ତରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ଅନୁବାଦ
April 22nd, 12:22 pm
ପ୍ରଧାନମନ୍ତ୍ରୀଭାବେ ଭାରତକୁ ଏହା ତଙ୍କର ପ୍ରଥମ ଗସ୍ତ ହୋଇପାରେ, ମାତ୍ର ଜଣେ ପୁରୁଣା ବନ୍ଧୁଭାବେ ଭାରତକୁ ଖୁବ ଭଲଭାବେ ଜାଣନ୍ତି । ବିଗତ କେତେ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ଜନସନ୍ ଭାରତ ଓ ଯୁକ୍ତରାଜ୍ୟ ମଧ୍ୟରେ ସମ୍ପର୍କ ମଜବୁତ କରିବାରେ ଖୁବ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ୍ ଜନସନଙ୍କ ମଧ୍ୟରେ ଟେଲିଫୋନ୍ ବାର୍ତ୍ତାଳାପ
March 22nd, 09:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ ଜନସନଙ୍କ ସହ ଫୋନରେ କଥା ହୋଇଛନ୍ତି । ଦୁଇ ନେତା ୟୁକ୍ରେନର ପରିସ୍ଥିତି ଉପରେ ବିସ୍ତୃତ ଆଲୋଚନା କରିଥିଲେ । ଶତ୍ରୁତା ବନ୍ଦ କରିବା ଏବଂ ଆଲୋଚନା ଓ କୂଟନୈତିକ ପଥକୁ ଫେରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ନିରନ୍ତର ଆବେଦନକୁ ଦୋହରାଇଛନ୍ତି । ଆନ୍ତର୍ଜାତୀୟ ଆଇନ ତଥା ସମସ୍ତ ଦେଶର ଆଞ୍ଚଳିକ ଅଖଣ୍ଡତା ତଥା ସାର୍ବଭୌମତ୍ୱ ଉପରେ ସେ ଭାରତର ବିଶ୍ୱାସକୁ ସମସାମୟିକ ବିଶ୍ୱ ବ୍ୟବସ୍ଥାର ଆଧାର ଭାବରେ ଗୁରୁତ୍ୱାରୋପ କରିଛନ୍ତି ।ଗ୍ଲାସଗୋରେ ସିଓପି୨୬ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ
November 01st, 11:18 pm
ଗ୍ଲାସଗୋରେ ସିଓପି୨୬ ବିଶ୍ୱ ନେତୃବୃନ୍ଦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୧ ନଭେମ୍ବର ୧ରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏମପିଙ୍କ ସହ ସାକ୍ଷାତ କରିଛନ୍ତି ।ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ୍ ଜନସନଙ୍କ ସହ ପ୍ରଧାନମନ୍ତ୍ରୀ ଟେଲିଫୋନରେ କଥା ହୋଇଛନ୍ତି
October 11th, 06:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ୍ ଜନସନଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ।ଭାରତ-ବ୍ରିଟେନ ଭର୍ଚୁଆଲ ଶିଖର ସମ୍ମିଳନୀ
May 04th, 06:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟେନ ପ୍ରଧାନମନ୍ତ୍ରୀ ମାନନୀୟ ବୋରିସ ଜନସନଙ୍କ ମଧ୍ୟରେ ଆଜି ଏକ ଭର୍ଚୁଆଲ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଭାରତ-ୟୁକେ ଭର୍ଚୁଆଲ ସମ୍ମିଳନୀ (ମେ 04, 2021)
May 02nd, 09:19 pm
ମେ 04, 2021ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସହ ଏକ ଭର୍ଚୁଆଲ ସମ୍ମିଳନୀ କରିବେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ବ୍ରିଟେନ ପ୍ରଧାନମନ୍ତ୍ରୀ ମାନନୀୟ ବୋରିସ ଜନସନଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ
January 05th, 07:42 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନ ପ୍ରଧାନମନ୍ତ୍ରୀ ମାନନୀୟ ବୋରିସ ଜନସନଙ୍କ ସହିତ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି।UK Foreign Secretary Mr Dominic Raab calls on PM
December 16th, 11:57 am
UK Foreign Secretary Mr Dominic Raab called on the Prime Minister Shri Narendra Modi. The discussions covered various facets of the strategic partnership between the two countries.କୋଭିଡ ଟିକା ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଅସନ୍ତାକାଲି ତିନୋଟି ମହାନଗର ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ
November 27th, 07:42 pm
କୋଭିଡ ଟିକାର ଅଗ୍ରଗତି ଓ ପ୍ରସ୍ତୁତି ସମ୍ପର୍କରେ ଅବଗତ ହେବାପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (28.11.2020) ତିନୋଟି ମହାନଗରୀ ପରିଦର୍ଶନ କରିବେ । ସେ ଅହମଦାବାଦାସ୍ଥିତ ଜାଇଡସ ବାୟୋଟେକ ପାର୍କ, ହାଇଦ୍ରାବାଦର ଭାରତ ବାୟୋଟେକ ଓ ପୁଣେର ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।PM expresses best wishes to PM of UK
March 27th, 07:05 pm
The Prime Minister Shri Narendra Modi has expressed his best wishes for good health of PM of United Kingdom, Mr Boris Johnson as he tests positive for COVID 19.ପ୍ରଧାନମନ୍ତ୍ରୀ ଓ ଇଂଲଣ୍ଡର ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ
December 19th, 12:08 pm
ସଦ୍ୟ ସମାପ୍ତ ନିର୍ବାଚନରେ ବିଜୟ ପାଇଁ ଇଂଲଣ୍ଡ ପ୍ରଧାନମନ୍ତ୍ରୀ ମି. ବୋରିସ ଜନସନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟେଲିଫୋନ ମାଧ୍ୟମରେ ଅଭିନନ୍ଦନ ଜଣାଇଛନ୍ତି ।ଦୀପାବଳି ଶୁଭେଚ୍ଛା ପାଇଁ ବିଶ୍ୱବ୍ୟାପୀ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
October 28th, 12:04 pm
ଦୀପାବଳି ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିବା ବିଶ୍ୱବ୍ୟାପୀ ନେତୃବୃନ୍ଦଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଜଣାଇଛନ୍ତି । ଏଥିରେ ସାମିଲ ଅଛନ୍ତି ଇଂଲଣ୍ଡର ପ୍ରଧାନମନ୍ତ୍ରୀ ମି. ବୋରିଶ ଜନସନ, ଇସ୍ରାଏଲର ପ୍ରଧାନମନ୍ତ୍ରୀ ମି. ବେଞ୍ଜାମିନ ନେତାନ୍ୟାହୁ, ଆମେରିକାର ରାଷ୍ଟ୍ରପତି ମି. ଡୋନାଲ୍ଡ ଟ୍ରମ୍ପ, କାନାଡାର ପ୍ରଧାନମନ୍ତ୍ରୀ ମି. ଜଷ୍ଟିନ ଟ୍ରୁଡିଉ, ଇସ୍ରାଏଲର ରାଷ୍ଟ୍ରପତି ମି. ରିଉଭେନ ରିଭଲିନ, ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ମି. ଲି ସିଏନ ଲୁଙ୍ଗ ଓ ଆମେରିକାର ଉପରାଷ୍ଟ୍ରପତି ମି. ମାଇକ ପେନ୍ସ ।"ବିରିଟିଜ୍ରେ ଜି-7 ଶିଖର ସମ୍ମେଳନ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ "
August 25th, 10:59 pm
ପ୍ରଧାନମନ୍ତ୍ରୀ ମୋଦୀ ବିରିଟିଜ୍ରେ ଜି-7 ଶିଖର ସମ୍ମେଳନ ଅବସରରେ ବିଶ୍ୱ ନେତାମାନଙ୍କ ସହିତ ବୈଠକ କରିଛନ୍ତି I"ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ମଧ୍ୟରେ ଟେଲିଫୋନ ଯୋଗେ କଥାବାର୍ତ୍ତା "
August 20th, 10:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନ ପ୍ରଧାନମନ୍ତ୍ରୀ ମିଷ୍ଟର ବୋରିସ ଜନସନଙ୍କ ସହିତ ଟେଲିଫୋନ ଯୋଗେ କଥାବାର୍ତ୍ତା କରିଛନ୍ତି Iପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବ୍ରିଟେନ ବୈଦେଶିକ ସଚିବ
January 18th, 05:07 pm
UK Secretary of State for Foreign & Commonwealth Affairs, Mr. Boris Johnson met PM Narendra Modi today. Both the leaders discussed ways to further India-UK ties in host of sectors.