ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
January 25th, 12:08 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ବାଳ ପୁରସ୍କାର ପାଇଥିବା ଶିଶୁମାନଙ୍କ ସହ ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆଳାପ ଆଳୋଚନା କରିଛନ୍ତି । ଏହି ଆଲୋଚନାରେ ମହିଳା ଏବଂ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ସ୍ମୃତିଯୁବିନ୍ ଇରାନୀ ମଧ୍ୟ ଅଂଶଗ୍ରହଣ କରିଥିଲେ ।ରାଷ୍ଟ୍ରୀୟ ବାଳ ପୁରସ୍କାର ପାଇଥିବା ଶିଶୁଙ୍କସହ ପ୍ରଧାନମନ୍ତ୍ରୀଙ୍କ ଆଳାପ
January 25th, 12:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ବାଳ ପୁରସ୍କାର ପାଇଥିବା ଶିଶୁମାନଙ୍କ ସହ ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆଳାପ ଆଳୋଚନା କରିଛନ୍ତି । ଏହି ଆଲୋଚନାରେ ମହିଳା ଏବଂ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ସ୍ମୃତିଯୁବିନ୍ ଇରାନୀ ମଧ୍ୟ ଅଂଶଗ୍ରହଣ କରିଥିଲେ ।ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ ଆସନ୍ତାକାଲି ମତ ବିନିମୟ କରିବେ ପ୍ରଧାନମନ୍ତ୍ରୀ
January 24th, 04:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ 25, 2021 ମଧ୍ୟାହ୍ନ 12 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର(ପିଏମଆରବିପି) ବିଜେତାଙ୍କ ସହ ମତ ବିନିମୟ କରିବେ । ଏହି ଅବସରରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।I get inspiration from you: PM Modi to winners of Rashtriya Bal Puraskar
January 24th, 11:24 am
Prime Minister Shri Narendra Modi interacted with recipients of Rashtriya Bal Puraskar, here today.ରାଷ୍ଟ୍ରୀୟ ବାଲ ପୁରସ୍କାର, 2020 ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବବିନିମୟ
January 24th, 11:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାମାନଙ୍କ ସହିତ ଭାବ ବିନିମୟ କରିଛନ୍ତି । 22 ଜାନୁଆରୀ, 2020ରେ ରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିଥିଲେ । ପୁରସ୍କାର ବିଜେତାମାନେ ଗଣତନ୍ତ୍ର ଦିବସ ପରେଡରେ ମଧ୍ୟ ଅଂଶଗ୍ରହଣ କରିବେ ।ସୋସିଆଲ ମିଡିଆ କର୍ଣ୍ଣର 24 ଜାନୁୟାରୀ 2017
January 24th, 07:09 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।