ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତିଙ୍କ ସହ କଥା ହୋଇଛନ୍ତି

August 03rd, 08:26 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ମାନ୍ୟବର ରାଷ୍ଟ୍ରପତି ଶ୍ରୀ ମାଟେମେଲା ସାଇରିଲ ରାମାଫୋସାଙ୍କ ସହ ଟେଲିଫୋନେ ଯୋଗେ କଥା ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ଚତୁର୍ଦ୍ଦଶ ବ୍ରିକସ ଶିଖର ସମ୍ମିଳନୀରେ ଯୋଗଦେଲେ

June 24th, 09:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୨ ଜୁନ ୨୩-୨୪ରେ ଚୀନର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଚତୁର୍ଦ୍ଦଶ ବ୍ରିକସ ଶିଖର ସମ୍ମିଳନୀରେ ଭର୍ଚୁଆଲ ମାଧ୍ୟମରେ ଭାରତ ଯୋଗଦାନର ନେତୃତ୍ୱ ନେଇଥିଲେ । ବ୍ରାଜିଲ ରାଷ୍ଟ୍ରପତି ଜାୟର ବୋଲସୋନାରୋ, ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ମଧ୍ୟ ଜୁନ ୨୩ ଶିଖର ସମ୍ମିଳନୀରେ ଯୋଗଦେଇଥିଲେ । ଶିଖର ସମ୍ମିଳନୀର ଅଣ-ବ୍ରିକସ କ୍ଷେତ୍ରର ବୈଶ୍ୱିକ ବିକାଶ ଉପରେ ଉଚ୍ଚସ୍ତରୀୟ କଥାବାର୍ତ୍ତା ଜୁନ ୨୪ରେ ଅନୁଷ୍ଠିତ ହୋଇଥିଲା ।

PM Modi's remarks at BRICS Dialogue with Business Council and New Development Bank

November 14th, 09:40 pm

PM Modi addressed the Dialogue with BRICS Business Council and New Development Bank. The PM said the BRICS Business Council should make a roadmap of achieving the target of $500 billion Intra-BRICS trade. He also urged BRICS nations and New Development Bank to join coalition for disaster resilient infrastructure.

ବ୍ରିକ୍ସ ବାଣିଜ୍ୟ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଟିପ୍ପଣୀ

November 14th, 11:24 am

ବ୍ରିକ୍ସ ବାଣିଜ୍ୟ ମଞ୍ଚରେ ଅଂଶଗ୍ରହଣ କରିଥିବାରୁ ମୁଁ ଆନନ୍ଦିତ । ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀ କାର୍ଯ୍ୟକ୍ରମର ଆରମ୍ଭ ଏହି ମଞ୍ଚ ମାଧ୍ୟମରେ ହୋଇଛି । ବାଣିଜ୍ୟକୁ ପ୍ରାଥମିକତା ଦେଇଥିବାରୁ ମୁଁ ବ୍ରାଜିଲ ରାଷ୍ଟ୍ରପତି, ଏହି ମଞ୍ଚର ଆୟୋଜକ ଏବଂ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଧନ୍ୟବାଦ ଜଣାଉଛି ।

ବ୍ରିକ୍ସ ବ୍ୟବସାୟିକ ମଞ୍ଚକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 14th, 11:23 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାଜିଲଠାରେ ଅନୁଷ୍ଠିତ ବ୍ରିକ୍ସ ଶିଖର ସମ୍ମିଳନୀ ସମୟରେ ବ୍ରିକ୍ସ ବ୍ୟବସାୟିକ ମଞ୍ଚକୁ ସମ୍ବୋଧିତ କରିଛନ୍ତି । ବ୍ରିକ୍ସ ରାଷ୍ଟ୍ର ପ୍ରମୁଖ ମାନେ ମଧ୍ୟ ଏହି ବ୍ୟବସାୟିକ ମଞ୍ଚକୁ ସମ୍ବୋଧିତ କରିଥିଲେ ।

Prime Minister's visit to Brasilia, Brazil

November 12th, 01:07 pm

PM Modi will be visiting Brasilia, Brazil during 13-14 November to take part in the BRICS Summit. The PM will also hold bilateral talks with several world leaders during the visit

ନଭେମ୍ବର 13-14 ବ୍ରାଜିଲରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ

November 11th, 07:30 pm

ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 13ରୁ 14 ତାରିଖ ପର୍ଯ୍ୟନ୍ତ ବ୍ରାଜିଲର ବ୍ରାସିଲିଆ ଗସ୍ତ କରିବେ । ଚଳିତ ବର୍ଷ ବ୍ରିକ୍ସ ଶିଖର ସମ୍ମିଳନୀର ବିଷୟବସ୍ତୁ “ଏକ ଅଭିନବ ଭବିଷ୍ୟତ ପାଇଁ ଆର୍ଥିକ ଅଭିବୃଦ୍ଧି” ରଖାଯାଇଛି ।