ଗ୍ରୀସର ଏଥେନ୍ସରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 25th, 09:30 pm
ଯେତେବେଳେ ଉତ୍ସବର ମାହୋଲ ହୋଇଥାଏ, ଉତ୍ସବର ବାତାବରଣ ହୋଇଥାଏ ସେତେବେଳେ ମନ ହୋଇଥାଏ ଶୀଘ୍ର ଶୀଘ୍ର ନିଜ ପରିବାରର ଲୋକଙ୍କ ଗହଣରେ ପହଞ୍ଚିଯିବା, ମୁଁ ମଧ୍ୟ ନିଜ ପରିବାରଜନଙ୍କ ମଧ୍ୟକୁ ଆସିଯାଇଛି । ଶ୍ରାବଣ ମାସ ଏକ ପ୍ରକାରରେ ହେଉଛି ଶିବଙ୍କ ମାସ, ଆଉ ଏହି ପବିତ୍ର ମାସରେ ଦେଶ ପୁଣି ଥରେ ଏକ ନୂଆ ଉପଳବ୍ଧି ହାସଲ କରିଛି । ଭାରତ ଚନ୍ଦ୍ରମାର ଅନ୍ଧକାର କ୍ଷେତ୍ର ଡାର୍କ ଜୋନ୍ ରେ ଦକ୍ଷିଣ ମେରୁରେ ଅବତରଣ କରିବାବାଲା ବିଶ୍ୱର ପ୍ରଥମ ଦେଶ ପାଲଟି ଗଲା । ଭାରତ ଚନ୍ଦ୍ରମାରେ ତିରଙ୍ଗା ଲହରାଇ ସମଗ୍ର ବିଶ୍ୱକୁ ଭାରତର ସାମର୍ଥ୍ୟ ସହିତ ପରିଚୟ କରାଇଛି । ସାରା ବିଶ୍ୱରୁ ଶୁଭେଚ୍ଛା ସନ୍ଦେଶ ମାନ ଆସୁଛି, ଲୋକ ନିଜର ଶୁଭକାମନା ପଠାଉଛନ୍ତି ଆଉ ମୋର ଦୃଢ଼ ବିଶ୍ୱାସ ଯେ ଲୋକମାନେ ଆପଣମାନଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଉଥିବେ, ଦେଉଛନ୍ତି ନା ? ଅନେକ ଗୁଡ଼ିଏ ଶୁଭେଚ୍ଛା ଆପଣମାନଙ୍କୁ ମଧ୍ୟ ମିଳଛି ନା ? ପ୍ରତ୍ୟେକ ହିନ୍ଦୁସ୍ତାନୀଙ୍କୁ ମିଳୁଛି । ସମଗ୍ର ସାମାଜିକ ଗଣମାଧ୍ୟମ ଶୁଭେଚ୍ଛା ସନ୍ଦେଶରେ ଭରପୂର ହୋଇ ରହିଛି । ଯେତେବେଳେ ସଫଳତା ଏତେ ବଡ଼ ହୋଇଥାଏ ସେତେବେଳେ ସଫଳତାର ଉତ୍ସାହ ଏହା ମଧ୍ୟ କ୍ରମାଗତ ଭାବେ ବଜାୟ ରହିଥାଏ । ଆପଣମାନଙ୍କ ଚେହେରା ମଧ୍ୟ କହୁଛି ବିଶ୍ୱର କେଉଁଠାରେ ମଧ୍ୟ ରୁହନ୍ତୁ କିନ୍ତୁ ଆପଣମାନଙ୍କ ହୃଦୟ ଭାରତ ପାଇଁ ସ୍ପନ୍ଦିତ ହେଉଛି । ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ, ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ, ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ । ମୁଁ ଆଜି ଗ୍ରୀସରେ ଆପଣମାନଙ୍କ ଗହଣକୁ ଆସି ପୁଣି ଥରେ ସମସ୍ତଙ୍କୁ ଚନ୍ଦ୍ରଯାନ, ତାହାର ଭବ୍ୟ ସଫଳତା ପାଇଁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ଏଥେନ୍ସରେ ଭାରତୀୟ ସମୁଦାୟକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
August 25th, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୫ରେ ଏଥେନ୍ସର ଏଥେନ୍ସ କଞ୍ଜରଭଟୋଏରଠାରେ ଭାରତୀୟ ସମୁଦାୟକୁ ସମ୍ବୋଧନ କରିଥିଲେ ।ଏଡିନବର୍ଗର ଡ୍ୟୁକ ରାଜକୁମାର ଫିଲିପଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
April 09th, 06:18 pm
ଏଡିନବର୍ଗର ଡ୍ୟୁକ ଏଚଆରଏଚ ରାଜକୁମାର ଫିଲିପଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନ ନାଗରିକ ତଥା ରାଜ ପରିବାର ପ୍ରତି ନିଜର ସମବେଦନା ଜଣାଇଛନ୍ତି ।ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ମାରକୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
February 14th, 02:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 16 ଫେବୃଆରୀ 2020ରେ ତାଙ୍କର ସଂସଦୀୟ କ୍ଷେତ୍ର ବାରାଣସୀକୁ ଦିନିକିଆ ଗସ୍ତରେ ଯିବେ । ଏହି ଅବସରରେ ସେ ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ନିର୍ମିତ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଏକ ସ୍ମାରକୀ କେନ୍ଦ୍ରର ଉଦଘାଟନ କରିବେ । ସ୍ମାରକୀ କେନ୍ଦ୍ରରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୀବନକାଳ ଦର୍ଶାଉଥିବା ଖୋଦେଇ କଳାକୃତି ରହିଛି । ପାଖାପାଖି 30 ଜଣ ଓଡ଼ିଆ କାରିଗର ଓ ଶିଳ୍ପୀ 1 ବର୍ଷ ଧରି ଏହି ପ୍ରକଳ୍ପ ନିର୍ମାଣ ଲାଗି କାର୍ଯ୍ୟ କରିଛନ୍ତି ।PM's bilateral engagements in Brisbane - November 14, 2014
November 14th, 06:50 pm
PM's bilateral engagements in Brisbane - November 14, 2014Strong relations between Gujarat and Europe
November 27th, 02:19 pm
Strong relations between Gujarat and EuropeShri Narendra Modi thanks British MPs for their invitation
August 14th, 12:12 pm
Shri Narendra Modi thanks British MPs for their invitationCM meets British Minister of State Mr. Hugo Swire in Gandhinagar
March 20th, 07:21 pm
CM meets British Minister of State Mr. Hugo Swire in GandhinagarFormer British envoy visits Gujarat CM in Gandhinagar
December 06th, 08:55 am
Former British envoy visits Gujarat CM in GandhinagarA British Company which is keen to set up a manufacturing plant in Gujarat made a presentation before the Chief Minister
June 18th, 10:29 am
A British Company which is keen to set up a manufacturing plant in Gujarat made a presentation before the Chief Minister