୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।ଆସାମର କୋକ୍ରାଝରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 07th, 12:46 pm
ମଞ୍ଚରେ ଉପସ୍ଥିତ ଆସାମର ରାଜ୍ୟପାଳ, ସଂସଦରେ ମୋର ସାଥୀ, ବିଭିନ୍ନ ବୋର୍ଡ ଓ ସଂଗଠନ ସହିତ ଜଡ଼ିତ ନେତାଗଣ, ଏଠାରେ ଉପସ୍ଥିତ ବିଭିନ୍ନ ଗୋଷ୍ଠୀର ସାଥୀଗଣ, ଏଠାକୁ ଆସିଥିବା ସମ୍ମାନନୀୟ ମହାନୁଭବ ଓ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବାକୁ ଆସିଥିବା ମୋ ପ୍ରିୟ ଭାଇ ଓ ଭଉଣୀମାନେ ।ଆସାମର କୋକ୍ରାଝରଠାରେ ଐତିହାସିକ ବୋଡୋ ରାଜିନାମା ସ୍ୱାକ୍ଷର ଉପଲକ୍ଷେ ଆୟୋଜିତ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
February 07th, 12:40 pm
ହିଂସା ମାର୍ଗରେ ଚାଲିଥିବା ଲୋକମାନେ ବୋଡୋ କ୍ୟାଡରଙ୍କ ଭଳି ଅସ୍ତ୍ରଶସ୍ତ୍ର ତ୍ୟାଗ କରି ମୁଖ୍ୟଧାରାଙ୍କୁ ଫେରିଆସନ୍ତୁ ବୋଲି ଆଜି ଏକ ଭାବପୂର୍ଣ୍ଣ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।ଐତିହାସିକ ବୋଡୋ ରାଜିନାମା ସ୍ୱାକ୍ଷର ଉପଲକ୍ଷେ ଆୟୋଜିତ ସମାରୋହରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
February 04th, 11:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 7 ଫେବୃଆରୀ 2020ରେ ଆସାମର କୋକ୍ରାଝର ଗସ୍ତ କରିବେ । ସେଠାରେ ସେ ଐତିହାସିକ ବୋଡୋ ରାଜିନାମା ସ୍ୱାକ୍ଷର ଉପଲକ୍ଷେ ଆୟୋଜିତ ସମାରୋହରେ ଅଂଶଗ୍ରହଣ କରିବେ ।Prime Minister Says Bru – Reang Agreement provides succour and relief to over 35000 refugees
January 26th, 09:28 pm
Discusses the reduced insurgency in the North – East in his first Mann Ki Baat of the new decade Says Violence does not provide solutions to any problemପ୍ରଧାନମନ୍ତ୍ରୀଙ୍କ ମନର କଥା 2.0 (ଅଷ୍ଟମ ଅଧ୍ୟାୟ) ନୂଆବର୍ଷ ଓ ନୂଆ ଦଶନ୍ଧିର ପ୍ରଥମ ମନ କୀ ବାତରେ ଦେଶବାସୀଙ୍କୁ ସ୍ୱାଗତ ଜଣାଇଲେ ପ୍ରଧାନମନ୍ତ୍ରୀ
January 26th, 04:48 pm
ମୋର ପ୍ରିୟ ଦେଶବାସୀ, ନମସ୍କାର! ଆଜି ଜାନୁଆରୀ 26 ତାରିଖ । ଗଣତନ୍ତ୍ର ପର୍ବର ଅନେକ ଅନେକ ଶୁଭକାମନା । 2020ର ଏହା ପ୍ରଥମ ‘ମନ୍ କି ବାତ୍’ ମିଳନ । ନୂଆ ବର୍ଷର ଏବଂ ନୂଆ ଦଶନ୍ଧିର ମଧ୍ୟ ପ୍ରଥମ କାର୍ଯ୍ୟକ୍ରମ । ବନ୍ଧୁଗଣ, ଗଣତନ୍ତ୍ର ଦିବସ ସମାରୋହ ଯୋଗୁଁ ଆପଣଙ୍କ ସହ ହେବାକୁ ଥିବା ମନର କଥା ସମୟକୁ ପରିବର୍ତ୍ତନ କରିବା ଉଚିତ ମନେ ହେଲା । ତେଣୁ, ଗୋଟିଏ ଭିନ୍ନ ସମୟ ସ୍ଥିର କରି ଆଜି ଆପଣଙ୍କୁ ମନର କଥା କହୁଛି । ବନ୍ଧୁଗଣ! ଦିନ, ସପ୍ତାହ, ମାସ ଓ ବର୍ଷ ବଦଳିଯାଏ ।Home Minister presides over signing of Historic Agreement to end the Bru-Reang Refugee Crisis
January 16th, 08:47 pm
Home Minister presided over signing of Historic Agreement to end the Bru-Reang Refugee Crisis. This historic agreement is in line with PM Modi’s vision for the progress of the North East and the empowerment of the people of the region.