ପ୍ରଧାନମନ୍ତ୍ରୀ ବିଏସ୍ଏଫ୍ କର୍ମଚାରୀଙ୍କୁ ସେମାନଙ୍କ ପ୍ରତିଷ୍ଠା ଦିବସରେ ଅଭିନନ୍ଦନ ଜଣାଇଛନ୍ତି
December 01st, 10:41 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଏସଏଫର ପ୍ରତିଷ୍ଠା ଦିବସ ଅବସରରେ ବିଏସଏଫ କର୍ମଚାରୀ ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ନଭେମ୍ବର ୨୦ ଓ ୨୧ରେ ଲକ୍ଷ୍ନୌରେ ଆୟୋଜିତ ୫୬ତମ ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗଦେବେ
November 18th, 02:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଚଳିତମାସ ୨୦ ଓ ୨୧ ତାରିଖରେ ଲକ୍ଷ୍ନୌରେ ଅନୁଷ୍ଠିତ ପୁଲିସ ମହାନିର୍ଦ୍ଦେଶକଙ୍କ ୫୬ତମ ସମ୍ମିଳନୀରେ ଯୋଗଦେବେ । ଏହି ସମ୍ମିଳନୀ ଲକ୍ଷ୍ନୌର ପୁଲିସ ସଦର କାର୍ଯ୍ୟାଳୟରେ ଅନୁଷ୍ଠିତ ହେଉଛି । ଏଥିରେ ବିଭିନ୍ନ ପୁଲିସ ବାହିନୀର ଡିଜିପି ସହିତ ଆଇଜିପି(ଇନ୍ସପେକ୍ଟର ଜେନେରାଲ) ମାନେ ଭାଗ ନେବେ ।ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଓ ମହାନିରୀକ୍ଷକମାନଙ୍କ ସମ୍ମିଳନୀର ଊଦ୍ଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ;
January 08th, 05:22 pm
ଆଜି ତେକାନପୁରସ୍ଥିତ ବିଏସଏଫ ଏକାଡେମୀଠାରେ ଅନୁଷ୍ଠିତ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ମହାନିରୀକ୍ଷକ (ଆଇଜିପି)ମାନଙ୍କ ସମ୍ମିଳନୀର ବିଦାୟକାଳୀନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦ୍ବୋଧନ ଦେଇଥିଲେ ।ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 7, 2018
January 07th, 07:09 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ତେକାନପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ପୁଲିସ ମହାନିର୍ଦ୍ଦେଶକ ଓ ନିରୀକ୍ଷକଙ୍କ ସମ୍ମିଳନୀରେ ଯୋଗଦେଲେ
January 07th, 06:17 pm
ପୁଲିସ ମହାନିର୍ଦ୍ଦେଶକ ଏବଂ ନିରୀକ୍ଷକମାନଙ୍କ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ତେକାନପୁରସ୍ଥିତ ବିଏସଏଫ ଏକାଡେମୀରେ ପହଞ୍ଚିଛନ୍ତି ।ତେକାନପୁର ବିଏସଏଫ ଏକାଡେମୀଠାରେ ପୁଲିସ ମହାନିର୍ଦ୍ଦେଶକମାନଙ୍କ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
January 06th, 01:09 pm
ରାଜ୍ୟଗୁଡିକର ପୁଲିସ ମହାନିର୍ଦ୍ଦେଶକ ଏବଂ ମହାନିରୀକ୍ଷକମାନଙ୍କ ସମ୍ମିଳନୀ ଜାନୁୟାରୀ 7 ଓ 8 ତାରିଖ ଦୁଇଦିନ ଧରି ମଧ୍ୟପ୍ରଦେଶର ତେକାନପୁରର ବିଏସଏଫ ଏକାଡେମୀଠାରେ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।