
India has not given world 'Yuddha', but Buddha: PM Modi at International Abhidhamma Divas
October 17th, 10:05 am
PM Modi addressed the celebration of International Abhidhamma Divas and the recognition of Pali as a classical language at Vigyan Bhavan, New Delhi. He emphasized the significance of Pali in understanding Buddha's teachings and highlighted the importance of preserving linguistic heritage. The PM spoke about India's commitment to promoting Lord Buddha's teachings globally.
ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 17th, 10:00 am
ନୂଆଦିଲ୍ଲୀର ବିଜ୍ଞାନଭବନରେ ଆଜି ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଭଗବାନ ବୁଦ୍ଧଙ୍କ ଦିବ୍ୟକ୍ଷେତ୍ରରୁ ଅଭିଧମ୍ମ ଶିକ୍ଷା ସ୍ମୃତିରେ ଅଭିଧମ୍ମ ଦିବସ ପାଳନ କରାଯାଇଥାଏ । ଭଗବାନ ବୁଦ୍ଧଙ୍କ ଶିକ୍ଷା ଗୁଡ଼ିକ କେବଳ ପାଲି ଭାଷାରେ ଉପଲବ୍ଧ ହୋଇଥାଏ । ନିକଟରେ ପାଲି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଯାଇଥିବାରୁ ଚଳିତ ବର୍ଷର ଅଭିଧମ୍ମ ଦିବସ ଉତ୍ସବର ଗୁରୁତ୍ୱ ବୃଦ୍ଧି ପାଇଛି ।
ଲାଓ ରାମାୟଣ ଦେଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 10th, 01:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୁଆଙ୍ଗ୍ ପ୍ରବାଙ୍ଗର ପ୍ରତିଷ୍ଠିତ ରୟାଲ ଥିଏଟର୍ ଦ୍ୱାରା ପରିବେଷଣ କରାଯାଇଥିବା ଲାଓ ରାମାୟଣର ଏକ ଏପିସୋଡ ଦେଖିଛନ୍ତି - ଯାହାକୁ ଫଲକ ଫାଲମ କିମ୍ବା ଫ୍ରା ଲାକ ଫ୍ରା ରାମ କୁହାଯାଇଥାଏ । ଲାଓସରେ ଆଜି ମଧ୍ୟ ରାମାୟଣ ପ୍ରତି ଲୋକମାନଙ୍କ ମଧ୍ୟରେ ଉତ୍ସାହ ରହିଛି । ଏହି ମହାକାବ୍ୟ ଦୁଇ ଦେଶ ମଧ୍ୟରେ ଭାଗିଦାରୀ ଐତିହ୍ୟ ଏବଂ ପୁରୁଣା ସଭ୍ୟତା ସଂଯୋଗକୁ ପ୍ରତିଫଳିତ କରିଛି । ଭାରତୀୟ ସଂସ୍କୃତି ଏବଂ ପରମ୍ପରାର ଅନେକ ଦିଗ ଲାଓସରେ ଶତାବ୍ଦୀ ଧରି ଅନୁପ୍ରୟୋଗ ଏବଂ ସଂରକ୍ଷିତ କରାଯାଇ ଆସୁଛି । ଦୁଇ ଦେଶ ସେମାନଙ୍କର ଭାଗିଦାରୀ ଐତିହ୍ୟକୁ ଅଧିକ ଆଲୋକିତ କରିବା ପାଇଁ ଘନିଷ୍ଠ ଭାବରେ କାର୍ଯ୍ୟ କରୁଛନ୍ତି । ଭାରତୀୟ ପ୍ରତ୍ନତ୍ତତ୍ୱ ସର୍ବେକ୍ଷଣ ଲାଓସରେ ଭାଟ୍ ଫୁ ମନ୍ଦିର ଏବଂ ଆନୁଷଙ୍ଗିକ ସ୍ମାରକୀ ପୁନରୁଦ୍ଧାରରେ ଜଡିତ ରହିଛି । ଏହି ଅବସରରେ ଗୃହ ମନ୍ତ୍ରୀ, ଶିକ୍ଷା ଓ କ୍ରୀଡା ମନ୍ତ୍ରୀ, ବ୍ୟାଙ୍କ ଅଫ୍ ଲାଓ ପିଡିଆର ଏବଂ ଭିଏନ୍ଟିଆନ୍ର ମେୟରଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।ଦିଲ୍ଲୀରେ ବିଶ୍ୱ ବୁଦ୍ଧ ମହାସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଉଦବୋଧନ
April 20th, 10:45 am
କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଦସ୍ୟ ଶ୍ରୀମାନ କିରଣ ରିଜୀଜୁ ମହାଶୟ, ଜି. କିଶନ ରେଡ୍ଡୀ ମହାଶୟ, ଅର୍ଜୁନ ରାମ ମେଘୱାଲ ମହାଶୟ, ମୀନାକ୍ଷୀ ଲେଖି ମହାଶୟା, ଅନ୍ତରାଷ୍ଟ୍ରୀୟ ବୁଦ୍ଧ ମହାସଂଘର ମହାସଚିବ, ଦେଶ- ବିଦେଶରୁ ଏଠାକୁ ଆସିଥିବା ଏବଂ ଆମ ସହିତ ସାମିଲ ହୋଇଥିବା ସମସ୍ତ ପୂଜ୍ୟ ଭିକ୍ଷୁ ଗଣ, ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!ନୂଆଦିଲ୍ଲୀ ଠାରେ ବିଶ୍ୱ ବୌଦ୍ଧ ଶିଖର ସମ୍ମିଳନୀ ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ “ବୁଦ୍ଧ ଚେତନା ଚିରନ୍ତନ”
April 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୦-୦୪-୨୦୨୩) ନୂଆଦିଲ୍ଲୀର ଅଶୋକ ହୋଟେଲ ଠାରେ ଆୟୋଜିତ ବୈଶ୍ୱିକ ବୌଦ୍ଧ ଶିଖର ସମ୍ମିଳନୀର ଉଦଘାଟନୀ ସମାରୋହରେ ନିଜର ଅଭିଭାଷଣ ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ ସେଠାରେ ଆୟୋଜିତ ଫଟୋ ପ୍ରଦର୍ଶନୀ ବୁଲି ଦେଖିବା ସହ ବୁଦ୍ଧଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ସେ ମଧ୍ୟ ୧୯ ଜଣ ପ୍ରସିଦ୍ଧ ସାଧୁଙ୍କୁ ସାଧୁ ପୋଷାକ ପ୍ରଦାନ କରିଥିଲେ ।20 ଏପ୍ରିଲରେ ବିଶ୍ବ ବୌଦ୍ଧ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
April 18th, 10:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 20 ଏପ୍ରିଲ, 2023 ରେ ଦିଲ୍ଲୀର ହୋଟେଲ ଅଶୋକ ଠାରେ ଗ୍ଲୋବାଲ ବୌଦ୍ଧ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିବେ।ୟୁପିର କୁଶୀନଗର ଠାରେ ମହାପରିନିର୍ବାଣ ମନ୍ଦିରରେ ଅଭିଧାମ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 20th, 12:31 pm
ଏହି ପବିତ୍ର ମଙ୍ଗଳ କାର୍ଯ୍ୟକ୍ରମରେ ଉପସ୍ଥିତ ଉତ୍ତରପ୍ରଦେଶର ରାଜ୍ୟାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ ମହାଶୟା, ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଯୋଗୀ ଆଦିତ୍ୟନାଥ ମହାଶୟ, କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଜି.କିଷନ ରେଡ୍ଡୀ ମହାଶୟ, ଶ୍ରୀ କିରଣ ରିଜିଜୁ ମହାଶୟ, ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିୟା ମହାଶୟ, ଶ୍ରୀଲଙ୍କାରୁ କୁଶୀନଗର ଆସିଥିବା, ଶ୍ରୀଲଙ୍କା ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ଶ୍ରୀମାନ ନମଲ ରାଜପକ୍ଷେ ମହାଶୟ, ଶ୍ରୀଲଙ୍କାରୁ ଆସିଥିବା ଅତି ପୂଜନୀୟ, ଆମର ଅନ୍ୟାନ୍ୟ ଅତିଥିଗଣ, ମ୍ୟାଁମାର, ଭିଏତନାମ, କମ୍ବୋଡିଆ, ଥାଇଲ୍ୟାଣ୍ଡ, ଲାଓ ପିଡିଆର, ଭୁଟାନ ଏବଂ ଦକ୍ଷିଣ କୋରିଆରେ ଥିବା ଭାରତର ମହାମହିମ ରାଷ୍ଟ୍ରଦୂତଗଣ, ଶ୍ରୀଲଙ୍କା, ମଙ୍ଗୋଲିୟା, ଜପାନ, ସିଙ୍ଗାପୁର, ନେପାଳ ଏବଂ ଅନ୍ୟ ଦେଶର ବରିଷ୍ଠ ରାଜନାୟକ, ସମସ୍ତ ସମ୍ମାନିତ ଭିକ୍ଷୁଗଣ, ଆଉ ଗଭବାନ ବୁଦ୍ଧଙ୍କର ସମସ୍ତ ଅନୁଗାମୀ ସାଥୀଗଣ!ପ୍ରଧାନମନ୍ତ୍ରୀ କୁଶୀନଗରର ମହାପରିନିର୍ଭାଣ ମନ୍ଦିରରେ ଅଭିଧାମ ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି
October 20th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁଶୀନଗରର ମହାପରିନିର୍ଭାଣ ମନ୍ଦିରରେ ଅଭିଧାମ ଦିବସ ପାଳନ ଅବସରରେ ଅଂଶଗ୍ରହଣ କରିଥିଲେ । ଉତ୍ତରପ୍ରଦେଶର ରାଜ୍ୟପାଳ ତଥା ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜି କିଶାନ ରେଡ୍ଡୀ, ଶ୍ରୀ କିରେନ ରିଜିଜୁ, ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଶ୍ରୀଲଙ୍କା ସରକାରରେ କ୍ୟାବିନେଟ ମନ୍ତ୍ରୀ ଶ୍ରୀ ନମଲ ରାଜପକ୍ସା, ଶ୍ରୀଲଙ୍କାର ବୌଦ୍ଧ ପ୍ରତିନିଧୀ, ମିଆଁମାର, ଭିଏତନାମ, କାମ୍ବୋଡିଆ, ଥାଇଲ୍ୟାଣ୍ଡ, ଲାଓ ପିଡିଆର, ଭୁଟାନ, ଦକ୍ଷିଣ କୋରିଆ, ଶ୍ରୀଲଙ୍କା, ମୋଙ୍ଗୋଲିଆ, ଜାପାନ, ସିଙ୍ଗାପୁର, ନେପାଳର କୂଟନୀତିଜ୍ଞ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।ଉତ୍ତରପ୍ରଦେଶରେ କୁଶୀନଗର ଆନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୁଖ୍ୟାଂଶ
October 20th, 10:33 am
ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦିବେନ ପଟେଲ ଜୀ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ରମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଶ୍ରୀ କିରଣ ରିଜିଜ୍ଜୁ ଜୀ, ଶ୍ରୀ କିଷନ ରେଡ୍ଡୀ ଜୀ, ଜେନେରାଲ ବି.କେ. ସିଂ ଜୀ, ଶ୍ରୀ ଅର୍ଜୁନରାମ ମେଘୱାଲ ଜୀ, ଶ୍ରୀ ଶ୍ରୀପଦ ନାୟକ ଜୀ, ଶ୍ରୀମତୀ ମିନାକ୍ଷୀ ଲେଖି ଜୀ, ୟୁପି ସରକାରରେ ମନ୍ତ୍ରୀ ଶ୍ରୀ ନନ୍ଦଗୋପାଳ ନନ୍ଦୀ ଜୀ, ସଂସଦରେ ମୋର ସାଥୀ ଶ୍ରୀ ବିଜୟ କୁମାର ଦୁବେ ଜୀ, ବିଧାୟକ ଶ୍ରୀ ରଜନୀକାନ୍ତମଣି ତ୍ରିପାଠୀ ଜୀ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ-କୁଟନୀତିଜ୍ଞ, ଅନ୍ୟାନ୍ୟ ଜନପ୍ରତିନିଧି ବୃନ୍ଦ,କୁଶୀନଗର ଆନ୍ତର୍ଜାତିକ ବିମାନ ବନ୍ଦର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
October 20th, 10:32 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ତା୨୦.୧୦.୨୦୨୧) କୁଶୀନଗର ଆନ୍ତର୍ଜାତିକ ବିମାନ ବନ୍ଦର ଉଦ୍ଘାଟନ କରିଛନ୍ତି ।ପ୍ରଧାନମନ୍ତ୍ରୀ ୨ଠ ଅକ୍ଟୋବର ଦିନ ଉତ୍ତର ପ୍ରଦେଶ ଯାତ୍ରା କରିବେଏବଂ କୁଶୀନଗର ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରର ଉଦଘାଟନ କରିବେ
October 19th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୨ଠ ଅକ୍ଟୋବର, ୨ଠ୨୧ ଦିନ ଉତ୍ତର ପ୍ରଦେଶ ଯାତ୍ରା କରିବେ । ପ୍ରଧାନମନ୍ତ୍ରୀ ସକାଳ ପ୍ରାୟ ୧ଠଟା ସମୟରେ କୁଶୀନଗର ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରର ଉଦଘାଟନ କରିବେ । ଏହାପରେ, ପ୍ରାୟ ୧୧.୩ଠ ମିନିଟ ସମୟରେ, ସେ ମହାପରିନିର୍ବାଣ ମନ୍ଦିରରେ ଅଭିଧମ୍ମ ଦିବସ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଧାନମନ୍ତ୍ରୀ ଅପରାହ୍ଣ ପ୍ରାୟ ୧.୧୫ ମିନିଟରେ କୁଶୀନଗର ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବା ପାଇଁ ଏକ ସାର୍ବଜନିକ ସମାରୋହରେ ଯୋଗଦେବେ ।ବୁଦ୍ଧ ପୂର୍ଣ୍ଣିମା ଅବସରରେ ଭର୍ଚୁଆଲ ଭେସାକ ବୈଶ୍ଵିକ ସମାରୋହରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
May 25th, 07:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୁଦ୍ଧ ପୂର୍ଣ୍ଣିମା ଅବସରରେ ଅର୍ଥାତ୍ 26 ମେ 2021 ଦିନ ସକାଳ ପ୍ରାୟ 09:45 ସମୟରେ ଭର୍ଚୁଆଲ ଭେସାକ ବୈଶ୍ଵିକ ସମାରୋହରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ ।Telephone conversation between PM and Prime Minister of Sri Lanka
August 06th, 09:10 pm
Prime Minister Shri Narendra Modi spoke to Prime Minister of Sri Lanka H.E. Mr. Mahinda Rajapaksa today, and congratulated him on the successful conduct of parliamentary elections in Sri Lanka yesterday. Prime Minister commended the government and the electoral institutions of Sri Lanka for effectively organising the elections despite the constraints of the COVID-19 pandemic.Lasting solutions can come from the ideals of Lord Buddha: PM Modi
July 04th, 09:05 am
PM Narendra Modi addressed Dharma Chakra Diwas celebration via video conferencing. He said, Buddhism teaches respect — Respect for people. Respect for the poor. Respect for women. Respect for peace and non-violence. Therefore, the teachings of Buddhism are the means to a sustainable planet.PM Modi addresses Dharma Chakra Diwas celebration via video conferencing
July 04th, 09:04 am
PM Narendra Modi addressed Dharma Chakra Diwas celebration via video conferencing. He said, Buddhism teaches respect — Respect for people. Respect for the poor. Respect for women. Respect for peace and non-violence. Therefore, the teachings of Buddhism are the means to a sustainable planet.