ଉଜ୍ଜ୍ୱଳା ସବସିଡି ସମ୍ପର୍କରେ ଆଜିର ନିଷ୍ପତ୍ତି ପରିବାର ବଜେଟ ବୋଝ କମାଇବ: ପ୍ରଧାନମନ୍ତ୍ରୀ
May 21st, 08:16 pm
ପେଟ୍ରୋଲ ଓ ଡିଜେଲ ଦାମରେ ହୋଇଥିବା ଉଲ୍ଲେଖନୀୟ ହ୍ରାସ ବିଭିନ୍ନ କ୍ଷେତ୍ର ଉପରେ ସକାରାତ୍ମକ ପ୍ରଭାବ ପକଇବ ।- ପ୍ରଧାନମନ୍ତ୍ରୀଗୁଜରାଟରେ ଏକାଦଶ କ୍ରୀଡ଼ା ମହାକୁମ୍ଭର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 12th, 06:40 pm
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହୋଦୟ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମହାଶୟ, ସଂସଦରେ ମୋର ସାଥୀ ଏବଂ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ସି. ଆର. ପାଟିଲ ମହାଶୟ, ଗୁଜରାଟ ସରକାରଙ୍କର କ୍ରୀଡ଼ା ରାଜ୍ୟମନ୍ତ୍ରୀ ଶ୍ରୀ ହର୍ଷ ସାଂଘଭୀ ମହାଶୟ, ସଂସଦରେ ମୋର ସହଯୋଗୀ ଶ୍ରୀ ହଂସମୁଖ ଭାଇ ପଟେଲ, ଶ୍ରୀ ନରହରୀ ଅମିନ ଏବଂ ଅହମ୍ମଦାବାଦର ମେୟର ଭାଇ ଶ୍ରୀ କିରିଟ କୁମାର ପରମାର ମହାଶୟ, ଅନ୍ୟ ମହାନୁଭବ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଆସିଥିବା ମୋର ଯୁବ ବନ୍ଧୁଗଣ!ଏକାଦଶ କ୍ରୀଡା ମହାକୁମ୍ଭ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
March 12th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (୧୨.୦୩.୨୦୨୨) ଦିନ ଗୁଜରାଟର ଅହମ୍ମଦବାଦରେ ଏକାଦଶ ଖେଳ ମହାକୁମ୍ଭ ଉଦ୍ଘାଟନ କରିଛନ୍ତି । ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ଉପସ୍ଥିତ ଥିଲେ ।Focus of Budget is on providing basic necessities to poor, middle class, youth: PM Modi
February 02nd, 11:01 am
Prime Minister Narendra Modi today addressed a conclave on Aatmanirbhar Arthvyavastha organized by the Bharatiya Janata Party. Addressing the gathering virtually, PM Modi said, “There is a possibility of a new world order post-COVID pandemic. Today, the world's perspective of looking at India has changed a lot. Now, the world wants to see a stronger India. With the world's changed perspective towards India, it is imperative for us to take the country forward at a rapid pace by strengthening our economy.”PM Modi addresses at Aatmanirbhar Arthvyavastha programme via Video Conference
February 02nd, 11:00 am
Prime Minister Narendra Modi today addressed a conclave on Aatmanirbhar Arthvyavastha organized by the Bharatiya Janata Party. Addressing the gathering virtually, PM Modi said, “There is a possibility of a new world order post-COVID pandemic. Today, the world's perspective of looking at India has changed a lot. Now, the world wants to see a stronger India. With the world's changed perspective towards India, it is imperative for us to take the country forward at a rapid pace by strengthening our economy.”କେନ୍ଦ୍ର ବଜେଟ୍ ୨୦୨୨-୨୩ ଉପରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
February 01st, 02:23 pm
ଏହି ବଜେଟ୍ ୧୦୦ ବର୍ଷର ଭୟଙ୍କର ବିପର୍ଯ୍ୟୟ ମଧ୍ୟରେ ବିକାଶର ଏକ ନୂତନ ଆତ୍ମବିଶ୍ୱାସ ଆଣିଛି । ଏହି ବଜେଟ୍ ଅର୍ଥନୀତିକୁ ମଜବୁତ କରିବା ସହିତ ସାଧାରଣ ଲୋକଙ୍କ ପାଇଁ ଅନେକ ନୂତନ ସୁଯୋଗ ସୃଷ୍ଟି କରିବ । ଏହି ବଜେଟ୍ ଅଧିକ ଭିତ୍ତିଭୂମି, ଅଧିକ ବିନିଯୋଗ, ଅଧିକ ଅଭିବୃଦ୍ଧି ଏବଂ ଅଧିକ ନିଯୁକ୍ତିର ନୂତନ ସମ୍ଭାବନାରେ ପରିପୂର୍ଣ୍ଣ ଏବଂ ଏକ ନୂତନ କ୍ଷେତ୍ର ଖୋଲିଛି । ଏବଂ ତାହା ହେଉଛି ପରିବେଶ ଅନୁକୂଳ ନିଯୁକ୍ତି । ଏହି ବଜେଟ୍ ତତ୍କାଳ ଆବଶ୍ୟକତାକୁ ମଧ୍ୟ ସମାଧାନ କରିଥାଏ ଏବଂ ଦେଶର ଯୁବକମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତକୁ ମଧ୍ୟ ସୁନିଶ୍ଚିତ କରେ ।ପ୍ରଧାନମନ୍ତ୍ରୀ ଅର୍ଥମନ୍ତ୍ରୀ ଏବଂ ତାଙ୍କ ଦଳକୁ " ଲୋକାଭିମୁଖୀ ତଥା ପ୍ରଗତିଶୀଳ ବଜେଟ୍” ପାଇଁ ଅଭିନନ୍ଦନ ଜଣାଇଛନ୍ତି
February 01st, 02:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଶତାବ୍ଦୀର ବିପର୍ଯ୍ୟୟ ମଧ୍ୟରେ ଚଳିତ ବର୍ଷର ବଜେଟ୍ ବିକାଶର ଏକ ନୂତନ ଆତ୍ମବିଶ୍ୱାସ ସହିତ ଆସିଛି । ଅର୍ଥନୀତିକୁ ଶକ୍ତି ଯୋଗାଇବା ସହିତ ସାଧାରଣ ଲୋକଙ୍କ ପାଇଁ ଏହି ବଜେଟ୍ ନୂତନ ସୁଯୋଗ ସୃଷ୍ଟି କରିବ ବୋଲି ସେ କହିଛନ୍ତି ।ସଂସଦର ବଜେଟ୍ ଅଧିବେଶନ ପୂର୍ବରୁ ଗଣମାଧ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
January 31st, 11:32 am
ଆଜି ବଜେଟ୍ ଅଧିବେଶନ ଆରମ୍ଭ ହେଉଛି। ମୁଁ ସମସ୍ତଙ୍କୁ ଏବଂ ସାରା ଦେଶର ସମସ୍ତ ଆଦରଣୀୟ ସାଂସଦମାନଙ୍କୁ ଏ ବଜେଟ୍ ଅଧିବେଶନରେ ସ୍ଵାଗତ କରୁଛି। ବର୍ତ୍ତମାନର ବିଶ୍ୱ ପରିସ୍ଥିତିରେ ଭାରତ ପାଇଁ ବ୍ୟାପକ ସୁଯୋଗ ରହିଛି। ଏହି ବଜେଟ୍ ଅଧିବେଶନରେ କେବଳ ଭାରତର ଆର୍ଥିକ ପ୍ରଗତି ନୁହେଁ, ଭାରତର ଟିକାକରଣ ଅଭିଯାନ ପ୍ରସଙ୍ଗ ଉପସ୍ଥାପିତ ହେବ। ଭାରତ ନିଜସ୍ଵ ଟିକା ବିକଶିତ କରି ସାରା ବିଶ୍ୱରେ ଏକ ବିଶ୍ୱାସ ସୃଷ୍ଟି କରିଛି।