I consider industry, and also the private sector of India, as a powerful medium to build a Viksit Bharat: PM Modi at CII Conference
July 30th, 03:44 pm
Prime Minister Narendra Modi attended the CII Post-Budget Conference in Delhi, emphasizing the government's commitment to economic reforms and inclusive growth. The PM highlighted various budget provisions aimed at fostering investment, boosting infrastructure, and supporting startups. He underscored the importance of a self-reliant India and the role of industry in achieving this vision, encouraging collaboration between the government and private sector to drive economic progress.ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଦ୍ୱାରା 'ବିକଶିତ ଭାରତ ଅଭିମୁଖେ ଯାତ୍ରା: କେନ୍ଦ୍ର ବଜେଟ୍ ୨୦୨୪-୨୫ ପରବର୍ତ୍ତୀ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
July 30th, 01:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଦ୍ୱାରା ଆୟୋଜିତ 'ବିକଶିତ ଭାରତ ଅଭିମୁଖେ ଯାତ୍ରା: କେନ୍ଦ୍ର ବଜେଟ୍ ୨୦୨୪-୨୫ ସମ୍ମିଳନୀ'ର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଥିଲେ । ଅଭିବୃଦ୍ଧି ପାଇଁ ସରକାରଙ୍କ ବୃହତ ଦୃଷ୍ଟିକୋଣ ଏବଂ ଶିଳ୍ପର ଭୂମିକା ପାଇଁ ରୂପରେଖ ଉପସ୍ଥାପନ କରିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ । ଏହି ସମ୍ମିଳନୀରେ ଉଦ୍ୟୋଗୀ, ସରକାରୀ ଅଧିକାରୀ, କୂଟନୀତିଜ୍ଞ ଏବଂ ଚିନ୍ତକଙ୍କ ସମେତ ୧୦୦୦ରୁ ଅଧିକ ଅଂଶଗ୍ରହଣକାରୀ ବ୍ୟକ୍ତିଗତ ଭାବେ ଯୋଗ ଦେଇଥିବା ବେଳେ ଦେଶ ବିଦେଶର ବିଭିନ୍ନ ସିଆଇଆଇ କେନ୍ଦ୍ରରୁ ଅନେକ ଯୋଡି ହୋଇଥିଲେ।୨୦୨୪-୨୫ ବଜେଟ୍ ଉପରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
July 23rd, 02:57 pm
ଦେଶକୁ ବିକାଶର ନୂତନ ଶିଖରକୁ ନେଇ ଯାଉଥିବା ଏହି ମହତ୍ୱପୂର୍ଣ୍ଣ ବଜେଟ ପାଇଁ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ତାଙ୍କ ପୂରା ଟିମ୍ ଅନେକ ଅନେକ ଅଭିନନ୍ଦନର ପାତ୍ର ଅଟନ୍ତି ।୨୦୨୪ - ୨୫ ବଜେଟ୍ ଉପରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
July 23rd, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ୨୦୨୪- ୨୫ ଆର୍ଥିକ ବର୍ଷର ବଜେଟକୁ ପ୍ରଶଂସା କରିଛନ୍ତି ।