ସତର୍କ ରହିବା ଏବଂ ନିୟମର ପାଳନ କରିବା ଗୁରୁତ୍ୱପୂର୍ଣ୍ଣ :'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
February 25th, 11:00 am
ପ୍ରଧାନମନ୍ତ୍ରୀ ମୋଦୀ 'ମନ କି ବାତ' ଅବସରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହ କଥାବାର୍ତ୍ତା କରିଥିଲେ । ନିଜ କାର୍ଯ୍ୟକ୍ରମରେ ସେ ଔଦ୍ୟୋଗିକଠାରୁ ନେଇ ଆପଦ ପ୍ରବନ୍ଧନ ପର୍ଯ୍ୟନ୍ତ ,'ସ୍ୱଚ୍ଛ ଭାରତ' ରୁ ନେଇ ' ଗୋବର-ଧନ ଯୋଜନା ପର୍ଯ୍ୟନ୍ତ ବିଭିନ୍ନ ପ୍ରସଙ୍ଗରେ ନିଜ ବିଚାର ବାଣ୍ଟିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ମହିଳା ନେତୃତ୍ୱରେ ବିକାଶକୁ ପ୍ରୋତ୍ସାହନ ଦେବା ବିଷୟରେ କହିଥିଲେ ଏବଂ କିପରି ମହିଳା ବିଭିନ୍ନ କ୍ଷେତ୍ରରେ 'ନ୍ୟୁ ଇଣ୍ଡିଆ' ର ଫାଉଣ୍ଡେସନକୁ ମଜବୁତ କରିବାର କାମ କରୁଛନ୍ତି ସେ ଉପରେ କହୁଥିଲେ ।ଏନଡିଏ ସରକାର ଦେଶରେ କାର୍ଯ୍ୟ କରିବାର ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି : ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦୀ
February 07th, 01:41 pm
ଆଜି ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଲେ ,'' ଏନଡିଏ ସରକାର ଦେଶରେ କାର୍ଯ୍ୟ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି । ପ୍ରକଳ୍ପକୁ କେବଳ ଭଲ ଭାବେ ବିଚାର କରାଯାଉନାହିଁ ବରଂ ସମୟରେ ମଧ୍ୟ କାର୍ଯ୍ୟାନ୍ୱୟନ କରାଯାଉଛି ।ରାଷ୍ଟ୍ରପତିଙ୍କ ଅଭିଭାଷଣ ସଂକ୍ରାନ୍ତ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଶେଷରେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 07th, 01:40 pm
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭାରେ କହିଲେ ,'' ଏନଡିଏ ସରକାର ଦେଶରେ କାର୍ଯ୍ୟ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି । ପ୍ରକଳ୍ପକୁ କେବଳ ଭଲ ଭାବେ ବିଚାର କରାଯାଉନାହିଁ ବରଂ ସମୟରେ ମଧ୍ୟ କାର୍ଯ୍ୟାନ୍ୱୟନ କରାଯାଉଛି ।''ଗୌହାଟୀରେ ଏଡଭାଣ୍ଟେଜ ଆସାମ – ବିଶ୍ୱ ନିବେଶକ ସମ୍ମେଳନ-2018ରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଅଭିଭାଷଣ
February 03rd, 02:10 pm
ଏହି ସମ୍ମେଳନରେ ଆପଣ ସମସ୍ତଙ୍କ ଉପସ୍ଥିତି ଏହା ପ୍ରଦର୍ଶିତ କରୁଛି କି ଆସାମ କିପରି ଭାବେ ଆଗକୁ ବଢୁଛି । ବିଶେଷ କରି ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ତୋବଗେଙ୍କ ଉପସ୍ଥିତି ଭାରତ ଏବଂ ଭୁଟାନ ମଧ୍ୟରେ ଅତୁଟ ବନ୍ଧୁତାର ସାକ୍ଷ୍ୟ ପ୍ରମାଣ ବହନ କରୁଛି ।ଏଡଭାଣ୍ଟେଜ ଆସାମ-ବିଶ୍ୱ ନିବେଶକ ସମ୍ମିଳନୀ 2018ର ଉଦ୍ଘାଟନୀ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ;
February 03rd, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୌହାଟୀ ଠାରେ ଏଡଭାଂଟେଜ ଆସାମ-ବିଶ୍ୱ ନିବେଶକ ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ଉଦ୍ବୋଧନ ଦେଇଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର ଫେବୃଆରୀ 2, 2018
February 02nd, 07:56 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ସୋସିଆଲ ମିଡିଆ କର୍ଣ୍ଣର ଫେବୃଆରୀ 1, 2018
February 01st, 07:52 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।