ପ୍ରତି ଘରକୁ ପାନୀୟ ଜଳ ସଂଯୋଗ ସୁନିଶ୍ଚିତ କରିବା ପାଇଁ ମଧ୍ୟପ୍ରଦେଶର ବୁରହାନପୁରର ଖାଡକି ଗାଁର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ପ୍ରଶଂସା
March 05th, 09:24 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପ୍ରତି ଘରକୁ ପାନୀୟ ଜଳ ସଂଯୋଗ ସୁନିଶ୍ଚିତ କରିବା ପାଇଁ ମଧ୍ୟପ୍ରଦେଶର ବୁରହାନପୁର ଜିଲ୍ଲାର ଖାଡକି ଗାଁର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି । ଏହାକୁ ସାରା ଦେଶ ପାଇଁ ଉଦାହରଣ ବୋଲି ଶ୍ରୀ ମୋଦୀ କହିଛନ୍ତି ।ମଧ୍ୟପ୍ରଦେଶର ବୁରହାନପୁର ଦେଶର ପ୍ରଥମ ହର ଘର ଜଳ ପ୍ରମାଣିତ ଜିଲ୍ଲା ହୋଇଥିବାରୁ ସେଠାକାର ନାଗରିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 22nd, 09:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ବୁରହାନପୁର ନାଗରିକଙ୍କୁ ଦେଶର ପ୍ରଥମ ହର ଘର ଜଳ ପ୍ରମାଣିତ ଜିଲ୍ଲା ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।