ଟାୟର-2 ଏବଂ ଟାୟର-3 ସହର ଏବେ ଆର୍ଥିକ ଗତିବିଧିର କେନ୍ଦ୍ର ପାଲଟିଛି: ପ୍ରଧାନମନ୍ତ୍ରୀ
September 20th, 08:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ବିଜେପିର ମେୟର ଏବଂ ଡେପୁଟି ମେୟରମାନଙ୍କ ପରିଷଦକୁ ଭର୍ଚୁଆଲ ଭାବେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୌରପାଳିକା ମାଧ୍ୟମରେ ଅହମ୍ମଦାବାଦ ସହର ପାଇଁ କାମ କରିବାଠାରୁ ଆରମ୍ଭ କରି ଉପ-ପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ସମ୍ପର୍କରେ ଆଲୋକପାତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ।ପ୍ରଧାନମନ୍ତ୍ରୀ ମୋଦୀ ଗୁଜୁରାଟରେ ବିଜେପିର ମେୟର ଏବଂ ଡେପୁଟି ମେୟର ପରିଷଦକୁ ସମ୍ବୋଧିତ କରିଛନ୍ତି
September 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ବିଜେପିର ମେୟର ଏବଂ ଡେପୁଟି ମେୟରମାନଙ୍କ ପରିଷଦକୁ ଭର୍ଚୁଆଲ ଭାବେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୌରପାଳିକା ମାଧ୍ୟମରେ ଅହମ୍ମଦାବାଦ ସହର ପାଇଁ କାମ କରିବାଠାରୁ ଆରମ୍ଭ କରି ଉପ-ପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ସମ୍ପର୍କରେ ଆଲୋକପାତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ।ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ସର୍ଦ୍ଦାର ବଲ୍ଲଭଭାଇ ପଟେଲ ପ୍ରାଣୀ ଉଦ୍ୟାନ ଉଦଘାଟି
October 30th, 06:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେୱଡିଆଠାରେ ସର୍ଦ୍ଦାର ବଲ୍ଲାଭବାଇ ପଟେଲ ପ୍ରାଣୀ ଉଦ୍ୟାନ ଓ ବୃତ ଗମ୍ଭୁଜ ପକ୍ଷୀଶାଳା (ଜିଓଡେସିକ ଆଭିଆରି ଡୋମ) ଉଦଘାଟନ କରିଛନ୍ତି । କେୱଡିଆ ସମନ୍ଵିତ ବିକାଶ କାର୍ଯ୍ୟକ୍ରମ ଅଧୀନରେ ସେ 17ଟି ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହ 4ଟି ନୂତନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ନାଭିଗେସନ ଚାନେଲ, ନୂତନ ଗୋରା ସେତୁ, ଗରୁଡେଶ୍ଵର ବନ୍ଧ, ସରକାରୀ ଆବାସ, ବସ ୱେ ଟର୍ମିନାଲ, ଏକତା ନର୍ସରୀ, ଖାଲୁୱାନି ପରିବେଶ ପର୍ଯ୍ୟଟନ, ଟ୍ରାଇବାଲ ହୋମ ଷ୍ଟେ ଇତ୍ୟାଦି ଅନ୍ତର୍ଭୁକ୍ତ । ସେ ଏକତାର ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଏକତା କୃଜ ସେବାର ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।