Joint Statement on an Enhanced Partnership between the Republic of India and Brunei Darussalam
September 04th, 01:26 pm
At the invitation of His Majesty Sultan Haji Hassanal Bolkiah, PM Narendra Modi, visited Brunei Darussalam. This was PM Modi’s first visit as well as the first bilateral visit by an Indian PM to Brunei Darussalam. Reflecting on the excellent progress over the years in bilateral relations, both leaders reaffirmed their commitment to further strengthen, deepen and enhance partnership in all areas of mutual interest.ଭିଏତନାମ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି (ଅଗଷ୍ଟ ୦୧, ୨୦୨୪)
August 01st, 12:30 pm
ମୁଁ ପ୍ରଧାନମନ୍ତ୍ରୀ ଫାମ୍ ମିଙ୍ଗ ଚିଙ୍ଗ ଏବଂ ତାଙ୍କ ପ୍ରତିନିଧି ଦଳକୁ ଭାରତକୁ ସ୍ୱାଗତ କରୁଛି। ସର୍ବ ପ୍ରଥମେ ମୁଁ ସମସ୍ତ ଭାରତୀୟଙ୍କ ତରଫରୁ ସାଧାରଣ ସମ୍ପାଦକ, ନ୍ୟୁୟେନ ଫୁ ଚୋଙ୍ଗଙ୍କ ବିୟୋଗରେ ଗଭୀର ସମବେଦନା ଜଣାଇବାକୁ ଚାହୁଁଛି।We must invest in resilient infrastructure today for a better tomorrow: PM Modi
April 24th, 10:06 am
PM Modi addressed the 6th edition of the International Conference on Disaster Resilient Infrastructure. He added that we must invest in resilient infrastructure today, for a better tomorrow. Resilience needs to be factored into new infrastructure creation. Further, it also needs to be a part of post-disaster rebuilding. After disasters, the immediate focus is naturally on relief and rehabilitation. After the initial response, our focus should also include the resilience of infrastructure.PM addresses 6th edition of International Conference on Disaster Resilient Infrastructure
April 24th, 09:40 am
PM Modi addressed the 6th edition of the International Conference on Disaster Resilient Infrastructure. He added that we must invest in resilient infrastructure today, for a better tomorrow. Resilience needs to be factored into new infrastructure creation. Further, it also needs to be a part of post-disaster rebuilding. After disasters, the immediate focus is naturally on relief and rehabilitation. After the initial response, our focus should also include the resilience of infrastructure.ଦ୍ବିତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀରେ ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ
November 17th, 04:03 pm
ଦ୍ବିତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀର ଉଦ୍ ଘାଟନୀ ଅଧିବେଶନରେ ୧୪୦ କୋଟି ଭାରତୀୟଙ୍କ ତରଫରୁ, ମୁଁ ଆପଣସମସ୍ତଙ୍କୁ ସ୍ୱାଗତ ଜଣାଉଛି । ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ହେଉଛି ଏକବିଂଶ ଶତାବ୍ଦୀର ପରିବର୍ତ୍ତନଶୀଳ ବିଶ୍ୱରେ ସବୁଠାରୁ ଅନନ୍ୟ ପ୍ଲାଟଫର୍ମ। ଭୌଗୋଳିକ ଦୃଷ୍ଟିକୋଣରୁ ଗ୍ଲୋବାଲ ସାଉଥ୍ ସବୁବେଳେ ରହିଆସିଛି। କିନ୍ତୁ ପ୍ରଥମ ଥର ପାଇଁ ତାଙ୍କୁ ଏଭଳି ସ୍ୱର ମିଳୁଛି। ଏବଂ ଏହା ଆମ ସମସ୍ତଙ୍କ ମିଳିତ ପ୍ରୟାସ ଯୋଗୁଁ ସମ୍ଭବ ହୋଇପାରିଛି । ଆମେ ୧୦୦ରୁ ଅଧିକ ଭିନ୍ନ-ଭିନ୍ନ ଦେଶ, କିନ୍ତୁ ଆମର ସମାନ ସ୍ୱାର୍ଥ ଅଛି, ଆମର ସମାନ ପ୍ରାଥମିକତା ଅଛି ।ବିଶ୍ୱ ପରିବେଶ ଦିବସ ୨୦୨୩ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳ ପାଠ
June 05th, 03:00 pm
ବିଶ୍ୱ ପରିବେଶ ଦିବସ ଅବସରରେ ଆପଣ ସମସ୍ତଙ୍କୁ, ଦେଶ ଏବଂ ବିଶ୍ୱକୁ ବହୁତ ବହୁତ ଶୁଭକାମନା । ଚଳିତ ବର୍ଷର ପରିବେଶ ଦିବସର ବିଷୟବସ୍ତୁ ‘ଏକକ ବ୍ୟବହାର ପ୍ଲାଷ୍ଟିକକୁ ନିଷିଦ୍ଧ କରିବାର ଅଭିଯାନ’ ଅଟେ ଏବଂ ମୋତେ ଖୁସି ଲାଗୁଛି ଯେ ଯେଉଁ କଥା ବିଶ୍ୱ ଆଜି କରୁଛି, ତାହା ଉପରେ ଭାରତ ଗତ ଚାରି ପାଞ୍ଚ ବର୍ଷରୁ ଲଗାତାର ଭାବେ କାର୍ଯ୍ୟ କରୁଛି । ୨୦୧୮ରେ ଭାରତ ଏକକ ବ୍ୟବହାର ପ୍ଲାଷ୍ଟିକକୁ ନିଷିଦ୍ଧି କରିବା ପାଇଁ ଦୁଇଟି ସ୍ତରରେ କାର୍ଯ୍ୟକୁ ଯୋଡ଼ି ଥିଲୁ। ପ୍ରଥମେ ଗୋଟିଏ ଦିଗରେ, ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧ ଲଗାଇ ଦିଆଗଲା ଏବଂ ଅନ୍ୟପକ୍ଷରେ ପ୍ଲାଷ୍ଟିକ ଅବଶିଷ୍ଟ ପ୍ରକ୍ରିୟାକରଣ ଅନିବାର୍ଯ୍ୟ କରାଗଲା । ଏହି କାରଣରୁ ଭାରତରେ ପାଖାପାଖି ୩୦ ଲକ୍ଷ ଟନ୍ ପ୍ଲାଷ୍ଟିକ ପ୍ୟାକେଜିଂର ପୁନଃ ପ୍ରକ୍ରିୟାକରଣ ପାଇଁ ବାଧ୍ୟତାମୂଳକ କରାଗଲା । ଏହି ଭାରତରେ ଜନ୍ମ ନେଇଥିବା ଲୋକ ମୋଟାମୋଟି ଭାବରେ ବ୍ଲୁ-ପ୍ରିଣ୍ଟ ପ୍ଲାଷ୍ଟିକ ବର୍ଜ୍ୟର ୭୫ ଶତକଡ଼ା ଅଟେ ଏବଂ ଆଜି ଏହାର ଅଧୀନରେ ପ୍ରାୟତଃ ୧୦ ହଜାର ଦୃଷ୍ଟାନ୍ତ, ଇଂପୋଟର ଏବଂ ବ୍ରାଣ୍ଡ୍ ମାଲିକ ଅଟନ୍ତି ।ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
June 05th, 02:29 pm
ସମବେତ ଜନତାଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ବିଶ୍ୱର ପ୍ରତ୍ୟେକ ଦେଶକୁ ବିଶ୍ୱ ପରିବେଶ ଦିବସ ଅବସରରେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଚଳିତ ବର୍ଷ ପରିବେଶ ଦିବସର ବାର୍ତ୍ତା ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ ଆଲୋକପାତ କରି ଭାରତ ଏ ଦିଗରେ ଗତ ଚାରିରୁ ପାଞ୍ଚ ବର୍ଷ ଧରି ଉଦ୍ୟମ କରି ଆସୁଥିବା ନେଇ ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଭାରତ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ବର୍ଜନ ନିମନ୍ତେ ଦୁଇଟି ସ୍ତରରେ ୨୦୧୮ ମସିହା ଠାରୁ କାର୍ଯ୍ୟ କରି ଆସୁଛି ବୋଲି ସେ କହିଥିଲେ । “ଗୋଟେ ପଟରେ ଆମେ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକକୁ ନିଷିଦ୍ଧ କରିବା ସହ ଅନ୍ୟପଟରେ ପ୍ଲାଷ୍ଟିକ ବର୍ଜ୍ୟର ପ୍ରକ୍ରିୟାକରଣକୁ ମଧ୍ୟ ବାଧ୍ୟତାମୂଳକ କରୁଛୁ” ବୋଲି ସେ କହିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ଦେଶର ବାର୍ଷିକ ଶତକଡ଼ା ୭୫ ଭାଗ ପ୍ଲାଷ୍ଟିକ ବର୍ଜ୍ୟ ପ୍ରାୟ ୩୦ ଲକ୍ଷ ଟନ ପ୍ଲାଷ୍ଟିକର ବାଧ୍ୟତାମୂଳକ ପୁନଃ ପ୍ରକ୍ରିୟାକରଣ ହେଉଛି ଓ ପ୍ରାୟ ଦଶ ହଜାର ପ୍ରସ୍ତୁତକାରୀ, ଆମଦାନୀକାରୀ ଓ ବ୍ରାଣ୍ଡ ଏହାର ପରିସର ମଧ୍ୟକୁ ଆଜି ଆସି ପାରିଛନ୍ତି ।ଭିଡିଓ ବାର୍ତ୍ତା ମାଧ୍ୟମରେ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ଉପରେ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟର ମୂଳ ପାଠ୍ୟ
April 04th, 09:46 am
ସମସ୍ତଙ୍କୁ ମୋର ଶୁଭେଚ୍ଛା । ଭାରତରେ ଆପଣ ସମସ୍ତଙ୍କୁ ସ୍ୱାଗତ! ସର୍ବପ୍ରଥମେ, ମୁଁ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ପାଇଁ ମିଳିତ ମଂଚକୁ ଅଭିନନ୍ଦନ ଜଣାଉଛି । ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି, ଆଇସିଡିଆର୍ଆଇ - ୨୦୨୩ର ଆନ୍ତର୍ଜାତିକ ସମ୍ମିଳନୀର ୫ମ ସଂସ୍କରଣର ଅବସର ପ୍ରକୃତରେ ଏକ ବିଶେଷ ଅବସର ଅଟେ ।ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ସଂକ୍ରାନ୍ତ ପଞ୍ଚମ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 04th, 09:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୪.୨୦୨୩ ) ପଂଚମ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ସଂକ୍ରାନ୍ତ ଆନ୍ତର୍ଜାତିକ ସମ୍ମିଳନୀ ଆଇସିଡିଆରଆଇ-୨୦୨୩କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି ।Democracy is in DNA of every Indian: PM Modi
June 26th, 06:31 pm
PM Modi addressed and interacted with the Indian community in Munich. The PM highlighted India’s growth story and mentioned various initiatives undertaken by the government to achieve the country’s development agenda. He also lauded the contribution of diaspora in promoting India’s success story and acting as brand ambassadors of India’s success.ଜର୍ମାନୀର ମୁନିଚରେ ଭାରତୀୟ ସମ୍ପ୍ରଦାୟ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
June 26th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁନିଚର ଅଡି ଡୋମରେ ଜର୍ମାନୀରେ ଥିବା ଭାରତୀୟ ସମ୍ପ୍ରଦାୟ ସହିତ ଆଲୋଚନା ଏବଂ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜର୍ମାନୀରେ ଥିବା ଭାରତୀୟ ସମ୍ପ୍ରଦାୟର ହଜାର ହଜାର ସଦସ୍ୟ ଅଂଶଗ୍ରହଣ କରିଥିଲେ ।ଜାପାନରେ ଭାରତୀୟ ସମୁଦାୟଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
May 23rd, 08:19 pm
ଭାରତ ମାତା କୀ ଜୟ, ଭାରତ ମାତା କୀ ଜୟ, ଯେତେବେଳେ ମଧ୍ୟ ମୁଁ ଜାପାନ ଆସୁଛି ସେତେବେଳେ ମୁଁ ପ୍ରତ୍ୟେକ ଥର ଦେଖୁଛି ଯେ ଆପଣମାନଙ୍କର ସ୍ନେହର ବର୍ଷା ପ୍ରତି ଥର ବୃଦ୍ଧି ପାଇ ଚାଲିଛି। ଆପଣମାନଙ୍କ ମଧ୍ୟରୁ ଏମିତି କେତେକ ସାଥୀ ଅଛନ୍ତି ଯେଉଁମାନେ ଅନେକ ବର୍ଷ ଧରି ଏଠାରେ ବସବାସ କରି ଆସୁଛନ୍ତି । ଜାପାନର ଭାଷା, ଏଠାକାର ବେଶଭୂଷା, ସଂସ୍କୃତି ଖାଦ୍ୟପେୟ ଏକ ପ୍ରକାରରେ ଆପଣଙ୍କ ଜୀବନର ଏକ ଅଭିନ୍ନ ଅଂଶ ମଧ୍ୟ ପାଲଟି ଯାଇଛି, ଆଉ ଏକ ଅଭିନ୍ନ ଅଂଶ ମଧ୍ୟ ପାଲଟି ଯିବାର ଅନ୍ୟ ଏକ କାରଣ ଏହା ମଧ୍ୟ ହେଉଛି ଯେ ଭାରତୀୟ ସମୁଦାୟଙ୍କ ସଂସ୍କାର ସମାବେଶ ହୋଇ ରହି ଆସିଛି। କିନ୍ତୁ ଏହା ସହିତ ଜାପାନରେ ନିଜର ପରମ୍ପରା, ନିଜସ୍ୱ ମୂଲ୍ୟବୋଧ, ନିଜ ଜୀବନରେ ମାଟି ମାଆ ପ୍ରତି ଯେଉଁ ପ୍ରତିବଦ୍ଧତା ରହିଛି ତାହା ମଧ୍ୟ ହେଉଛି ଖୁବ୍ ଗଭୀର। ଆଉ ଏହି ଦୁଇଟି ଯାକର ମିଳନ ହୋଇଛି। ଏଥିପାଇଁ ସ୍ୱାଭାବିକ ଭାବେ ଏକ ଆପଣାପଣର ଅନୁଭବ ହେବା ହେଉଛି ବହୁତ ସ୍ୱାଭାବିକ।ଜାପାନରେ ଥିବା ଭାରତୀୟ ସମ୍ପ୍ରଦାୟ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
May 23rd, 04:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ମଇ ୨୦୨୨ ରେ ଜାପାନରେ ଥିବା ୭୦୦ ରୁ ଅଧିକ ପ୍ରବାସୀ ଭାରତୀୟ ସଦସ୍ୟଙ୍କୁ ସମ୍ବୋଧିତ ଏବଂ ଆଲୋଚନା କରିଛନ୍ତି ।ବିପର୍ଯ୍ୟୟ ଅଦମ୍ୟ ଭିତିଭୂମୀ ମେଂଟର ତୃତୀୟ ବାର୍ଷିକ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
March 17th, 02:36 pm
PM Modi addressed the opening ceremony of International Conference on Disaster Resilient Infrastructure. PM Modi called for fostering a global ecosystem that supports innovation in all parts of the world, and its transfer to places that are most in need.ବିପର୍ଯ୍ୟୟ ପ୍ରଶମନ ଭିତ୍ତିଭୂମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ର
March 17th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିପର୍ଯ୍ୟୟ ପ୍ରଶମନ ଭିତ୍ତିଭୂମି ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀର ଉଦଘାଟନୀ ସମାରୋହକୁ ଭିଡିଓ କନଫରେନ୍ସ ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଫିଜି, ଇଟାଲୀ, ବ୍ରିଟେନର ପ୍ରଧାନମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଏହାଛଡ଼ା ବିଭିନ୍ନ ରାଷ୍ଟ୍ରର ସରକାରୀ ପ୍ରତିନିଧି, ଅନ୍ତର୍ଜାତୀୟ ସଂଗଠନ, ଶିକ୍ଷାନୁଷ୍ଠାନ ଓ ଘରୋଇ କ୍ଷେତ୍ରର ବିଶେଷଜ୍ଞମାନେ ମଧ୍ୟ ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ।