"ସୁସ୍ଥ ଭାରତର ୮ବର୍ଷ” ର ବିବରଣୀକୁ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
June 08th, 01:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତ ୮ ବର୍ଷ ମଧ୍ୟରେ ଭାରତରେ ସ୍ୱାସ୍ଥ୍ୟସେବାକୁ ମଜବୁତ କରିବା ପାଇଁ ନିଆଯାଇଥିବା ପଦକ୍ଷେପଗୁଡ଼ିକର ବିବରଣୀ ସେୟାର କରିଛନ୍ତି ।ପ୍ରଧାନମନ୍ତ୍ରୀ ଜାନୁୟାରୀ ୧୨ରେ ତାମିଲନାଡୁରେ ୧୧ ନୂଆ ମେଡିକାଲ କଲେଜ ଓ କେନ୍ଦ୍ରୀୟ ଶାସ୍ତ୍ରୀୟ ତାମିଲ ସଂସ୍ଥାନର ନୂଆ କ୍ୟାମ୍ପସ ଉଦଘାଟନ କରିବେ
January 10th, 12:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ ୧୨, ୨୦୨୨ ଅପରାହ୍ନ ୪ଟା ବେଳେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ୧୧ଟି ନୂଆ ମେଡିକାଲ କଲେଜ ଓ ଚେନ୍ନାଇ ଠାରେ କେନ୍ଦ୍ରୀୟ ଶାସ୍ତ୍ରୀୟ ତାମିଲ ସଂସ୍ଥାନର ନୂଆ କ୍ୟାମ୍ପସ ଉଦଘାଟନ କରିବେ ।ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ବସ୍ଥ୍ୟସେବା କର୍ମଚାରୀଙ୍କ ସହ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 18th, 10:31 am
ଗୋଆର ଉର୍ଜାବାନ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ, ଗୋଆର ସୁପୁତ୍ର ଶ୍ରୀପଦ ନାୟକ ମହାଶୟ, କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ପରିଷଦରେ ମୋର ସହକର୍ମୀ ଡକ୍ଟର ଭାରତୀ ପାୱାର ମହାଶୟା, ଗୋଆର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକ, ଅନ୍ୟ ଜନ ପ୍ରତିନିଧି, ସମସ୍ତ କରୋନା ଯୋଦ୍ଧା, ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ବାର୍ତ୍ତାଳାପ କଲେ
September 18th, 10:30 am
ଗୋଆରେ ସମସ୍ତ ପ୍ରାପ୍ତ ବୟସ୍କ ଲୋକଙ୍କର ୧୦୦% ଟିକାକରଣ ଶେଷ ହେବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ କନଫରେନ୍ସ ଜରିଆରେ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।23,123 କୋଟି ଟଙ୍କାର ବ୍ୟୟବରାଦ ସହିତ “ଭାରତ କୋଭିଡ-19 ଜରୁରି ମୁକାବିଲା ଏବଂ ସ୍ୱାସ୍ଥ୍ୟ ପ୍ରଣାଳୀ ପ୍ରସ୍ତୁତି ପ୍ୟାକେଜ୍-ପର୍ଯ୍ୟାୟ-2”କୁ କ୍ୟାବିନେଟ ମଞ୍ଜୁରି
July 08th, 08:44 pm
ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି 2021-22 ଆର୍ଥିକ ବର୍ଷ ଲାଗି 23,123 କୋଟି ଟଙ୍କାର ଏକ ନୂଆ ଯୋଜନା “ଭାରତ କୋଭିଡ-19 ଜରୁରି ମୁକାବିଲା ଏବଂ ସ୍ୱାସ୍ଥ୍ୟ ପ୍ରଣାଳୀ ପ୍ରସ୍ତୁତି ପ୍ୟାକେଜ୍-ପର୍ଯ୍ୟାୟ-2”କୁ ଅନୁମୋଦନ କରିଛନ୍ତି। ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି -ଶିଶୁ ଚିକିତ୍ସା ସେବା ସହିତ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ଏବଂ ଉଚିତ ପରିଣାମ ଉପରେ ଗୁରୁତ୍ବାରୋପ କରାଯାଇ ପ୍ରାରମ୍ଭିକ ନିରାକରଣ, ଚିହ୍ନଟ ଏବଂ ପରିଚାଳନା ଉଦ୍ଦେଶ୍ୟରେ ସ୍ୱାସ୍ଥ୍ୟ ପ୍ରଣାଳୀ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବା।Despite ruling the nation for decades, the Congress party treated the tribal communities as a mere vote-bank: PM at Deoghar
May 15th, 12:46 pm
Addressing his second major rally for the day in Deoghar in Jharkhand, Prime Minister Narendra Modi applauded the state BJP government for its transparent and efficient governance that has enhanced the living standards for the people while also empowering the state’s tribal communities through financial inclusion, employment and access to social security services.PM Modi addresses rally in Deoghar, Jharkhand
May 15th, 12:45 pm
Addressing his second major rally for the day in Deoghar in Jharkhand, Prime Minister Narendra Modi applauded the state BJP government for its transparent and efficient governance that has enhanced the living standards for the people while also empowering the state’s tribal communities through financial inclusion, employment and access to social security services.Prime Minister approves retirement age of doctors of Central Health Services to 65 years
May 31st, 06:15 pm