ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ର ଶେଖର ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
April 17th, 09:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ର ଶେଖର ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ ଚନ୍ଦ୍ର ଶେଖର ଜୀ ଜଣେ ଉଚ୍ଚକୋଟୀର ବ୍ୟକ୍ତିତ୍ୱ ଯିଏ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତି ପ୍ରତିବଦ୍ଧ ତଥା ଦାରିଦ୍ର୍ୟ ଦୂରୀକରଣ ପାଇଁ ପ୍ରୟାସ କରିଥିଲେ ।ଭାରତର ମୁକ୍ତି ସଂଗ୍ରାମରେ ଅଂଶ ଗ୍ରହଣ କରିଥିବା ମହାନ୍ ବ୍ୟକ୍ତିବିଶେଷଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
March 12th, 03:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ମୁକ୍ତି ସଂଗ୍ରାମରେ ସାମିଲ ହୋଇଥିବା ମହାନ୍ ବ୍ୟକ୍ତିବିଶେଷଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ମୁକ୍ତି ସଂଗ୍ରାମ କାଳରେ ଯେଉଁ ଅକୀର୍ତ୍ତିତ ଓ ଅଜ୍ଞାତ ନାୟକମାନେ ପ୍ରାଣପାତ କରିଥିଲେ ସେମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ରଭାବେ ଶ୍ରଦ୍ଧାସୁମନ ଅର୍ପଣ କରି ସେମାନଙ୍କ ମହାନ ଅବଦାନକୁ ମନେ ପକାଇଛନ୍ତି । ଅହମ୍ମଦାବାଦର ସାବରମତୀ ଆଶ୍ରମରେ ଆଜି ଆଜାଦୀକା ଅମୃତ ମହୋତ୍ସବ (ଇଣ୍ଡିଆ @ 75)ର ଶୁଭାରମ୍ଭ ଅବସରରେ ସେ ଉଦବୋଧନ ଦେଇ କହିଛନ୍ତି ଯେ ସ୍ୱଳ୍ପଜ୍ଞାତ ଆନ୍ଦୋଳନ ଓ ଲଢେଇମାନ ଦେଶର ସାମଗ୍ରିକ ମୁକ୍ତି ସଂଗ୍ରାମକୁ ଦୃଢୀଭୂତ କରିଥିଲା । ପ୍ରତ୍ୟେକଟି ଲଢେଇ ମିଥ୍ୟାଶକ୍ତି ବିରୋଧରେ ଭାରତର ଏକ ଦୃଢ ସତ୍ୟ ଘୋଷଣାନାମା ଥିଲା । ଏହାକୁ ସେ ସ୍ୱାଧୀନ ମନୋଭାବର ପରିଚାୟକ ବୋଲି ଉଲ୍ଲେଖ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ରାମ, ମହାଭାରତର କୁରୁକ୍ଷେତ୍ର, ହଳଦୀଘାଟ ଲଢେଇ ଏବଂ ବୀର ଶିବାଜୀଙ୍କ ଗର୍ଜନ ଆଦି ପ୍ରତ୍ୟେକ ଲଢେଇରେ ସ୍ୱାଧୀନତାର ସେହି ସମାନ ସଚେତନତା ପ୍ରତିନିଧିତ୍ୱ ହୁଏ ।‘ସ୍ୱାଧୀନତାର ଅମୃତ ମହୋତ୍ସବ’ ପୂର୍ବାବଲୋକନ କାର୍ଯ୍ୟକ୍ରମର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 12th, 10:31 am
ମଞ୍ଚ ଉପରେ ବିରାଜମାନ ଗୁଜରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀ ମହାଶୟ, କେନ୍ଦ୍ର ମନ୍ତ୍ରୀପରିଷଦରେ ମୋର ସହଯୋଗୀ ଶ୍ରୀ ପ୍ରହଲ୍ଲାଦ ପଟେଲ ମହାଶୟ, ଲୋକସଭାର ମୋର ସାଥୀ ସାଂସଦ ଶ୍ରୀ ସି.ଆର ପାଟିଲ ମହାଶୟ, ଅହମ୍ମଦାବାଦର ନବନିର୍ବାଚିତ ମେୟର ଶ୍ରୀମାନ କିରୀଟ ସିଂହ ଭାଇ, ସାବରମତୀ ଟ୍ରଷ୍ଟର ଟ୍ରଷ୍ଟି ଶ୍ରୀ କାର୍ତିକେୟ ସାରାଭାଇ ମହାଶୟ ଏବଂ ସାବରମତୀ ଆଶ୍ରମ ପାଇଁ ଯେଉଁମାନଙ୍କର ଜୀବନ ସମର୍ପିତ ଆଦରଣୀୟ ଅମୃତ ମୋଦୀ ମହାଶୟ, ସାରା ଦେଶରୁ ଆମ ସହିତ ଯୋଡି ହୋଇଥିବା ସମସ୍ତ ମହାନୁଭବ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ, ଏବଂ ମୋର ଯୁବ ସାଥୀଗଣ!‘ଆଜାଦୀ କା ଅମୃତ ମହୋତ୍ସବ’ India@75 କାର୍ଯ୍ୟକ୍ରମର ପୂର୍ବ-ଭୂମିକା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
March 12th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ଆଜାଦୀକା ଅମୃତ ମହୋତ୍ସବ’ (ଇଣ୍ଡିଆ ଅ ୭୫) କାର୍ଯ୍ୟକ୍ରମର ପ୍ରାକ୍ କାର୍ଯ୍ୟସୂଚୀ ବା ପୂର୍ବ-ଭୂମିକାକୁ ଗୁଜରାଟର ଅହମ୍ମଦାବାଦସ୍ଥିତ ସାବରମତୀ ଆଶ୍ରମରେ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଆୟୋଜିତ ପଦଯାତ୍ରା (ମୁକ୍ତି ଯାତ୍ରା)କୁ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ଆରମ୍ଭ କରିଥିଲେ । ସେ ମଧ୍ୟ ଏହି ଉତ୍ସବ ପାଳନ ସହିତ ସଂପୃକ୍ତ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଗୁଜରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ, କେନ୍ଦ୍ର ସ୍ୱାଧୀନ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ସିଂହ ପଟେଲ, ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ପ୍ରମୁଖ ଉପସ୍ଥିତ ଥିଲେ ।PM’s speech at book release on former PM Chandra Shekhar
July 24th, 05:18 pm
PM Narendra Modi today released the book, “Chandra Shekhar: The Last Icon of Ideological Politics”, based on the former Prime Minister. Remembering Chandra Shekhar Ji, PM Modi said, “It has been 12 years since he passed away but the thoughts of Chandra Shekhar Ji continue to guide us. They are as vibrant today as they were earlier.” The PM also shared several instances of his interaction with Chandra Shekhar Ji.PM Modi releases book on former PM Chandra Shekhar
July 24th, 05:17 pm
PM Narendra Modi today released the book, “Chandra Shekhar: The Last Icon of Ideological Politics”, based on the former Prime Minister. Remembering Chandra Shekhar Ji, PM Modi said, “It has been 12 years since he passed away but the thoughts of Chandra Shekhar Ji continue to guide us. They are as vibrant today as they were earlier.” The PM also shared several instances of his interaction with Chandra Shekhar Ji.