BJP government is boosting tourism in Uttarakhand, creating new job opportunities: PM Modi at Rishikesh
April 11th, 12:45 pm
Ahead of the Lok Sabha Elections of 2024, Prime Minister Narendra Modi extended his heartfelt gratitude to all the people who gathered in the Rishikesh rally upon the PM’s arrival. The PM said, “You have come in such large numbers to bless us in Rishikesh, the gateway to Char Dham, situated in the proximity of Mother Ganga.” The PM discussed several key aspects related to Uttarakhand’s vision and the milestones achieved already.PM Modi addresses an enthusiastic crowd at a public meeting in Rishikesh, Uttarakhand
April 11th, 12:00 pm
Ahead of the Lok Sabha Elections of 2024, Prime Minister Narendra Modi extended his heartfelt gratitude to all the people who gathered in the Rishikesh rally upon the PM’s arrival. The PM said, “You have come in such large numbers to bless us in Rishikesh, the gateway to Char Dham, situated in the proximity of Mother Ganga.” The PM discussed several key aspects related to Uttarakhand’s vision and the milestones achieved already.Uttarakhand's progress and wellbeing of its citizens are at the core of our government's mission: PM Modi
October 12th, 10:16 pm
The Prime Minister, Shri Narendra Modi laid the foundation stone and dedicated to the nation multiple development projects worth about Rs 4200 crore in sectors including rural development, road, power, irrigation, drinking water, horticulture, education, health and disaster management, among others in Pithoragarh, Uttarakhand today.“अमृत काळ हा देशातील प्रत्येक प्रदेशाला एकमेकांशी जोडण्याचा आणि देशातील प्रत्येक घटकाला सुविधा,सन्मान आणि समृद्धी मिळवून देण्याचा काळ”
October 12th, 03:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୨-୧୦-୨୦୨୩) ଉତ୍ତରାଖଣ୍ଡର ପିଥୋରଗଡ଼ ଠାରେ ପ୍ରାୟ ୪୨୦୦ କୋଟି ଟଙ୍କାର ବିିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ସେଗୁଡ଼ିକ ମଧ୍ୟରେ ଗ୍ରାମ୍ୟ ବିକାଶ, ସଡ଼କ, ଶକ୍ତି, ଜଳସେଚନ, ପାନୀୟଜଳ, ଉଦ୍ୟାନ କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଅନ୍ତର୍ଭୁକ୍ତ । ବିିଭିନ୍ନଭାରତର ୨,୦୦,୦୦୦ତମ ୫ଜି ସାଇଟ ସକ୍ରିୟ ହେବା ଏବଂ ଚାର ଧାମ ଫାଇବର କନେକ୍ଟିଭିଟି ପ୍ରକଳ୍ପ ଉତ୍ସର୍ଗୀକୃତ ହେବାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
May 26th, 09:40 pm
ଭାରତର ୨,୦୦,୦୦୦ତମ ୫ଜି ସାଇଟ ସକ୍ରିୟ ହେବା ଏବଂ ଚାର ଧାମ ଫାଇବର କନେକ୍ଟିଭିଟି ପ୍ରକଳ୍ପ ଉତ୍ସର୍ଗୀକୃତ ହେବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।ଡେରାଡୁନରୁ ଦିଲ୍ଲୀ ବଂଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
May 25th, 11:30 am
ଦିଲ୍ଲୀରୁ ଡେରାଡୁନ ମଧ୍ୟରେ ଚାଲିବାକୁ ଥିବା ଏହି ଟ୍ରେନ ଦ୍ରୁତ ଗତିରେ ଦେଶର ରାଜଧାନୀକୁ ଦେବଭୂମି ସହିତ ଯୋଡ଼ିବ, ବର୍ତ୍ତମାନ ଏହି ବଂଦେ ଭାରତ ଟ୍ରେନ ଦ୍ୱାରା ଦିଲ୍ଲୀ-ଡେରାଡୁନ ମଧ୍ୟରେ ଯାତ୍ରାର ସମୟ ମଧ୍ୟ କମ୍ ହୋଇଯିବ। ଏହି ଟ୍ରେନର ବେଗ ତା’ନିଜ ସ୍ଥାନରେ ରହିଛି, କିନ୍ତୁ ସୁବିଧାଗୁଡ଼ିକ ମଧ୍ୟ ଯାତ୍ରା ସମୟରେ ସୁଖଦ ଆଣିଦେବ ।ଡେରାଡୁନରୁ ଦିଲ୍ଲୀ ବନ୍ଦେ ଭାରତ ଟ୍ରେନ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
May 25th, 11:00 am
ପ୍ରଧାନମନ୍ତ୍ରୀ ଆଜି (୨୫-୦୫-୨୦୨୩) ଡେରାଡୁନରୁ ଦିଲ୍ଲୀ ପର୍ଯ୍ୟନ୍ତ ବଂଦେ ଭାରତ ଏକ୍ସପ୍ରେସକୁ ଆଭାସୀ ମାଧ୍ୟମରେ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରାଇଛନ୍ତି । ସେ ମଧ୍ୟ ନୂତନ ଭାବେ ବିଦୁତକରଣ ହୋଇଥିବା ରେଳପଥର ଉଦଘାଟନ କରିବା ସହ ଉତ୍ତରାଖଣ୍ଡକୁ ଶତପ୍ରତିଶତ ରେଳ ବିଦୁତକରଣ ରାଜ୍ୟ ଘୋଷଣା କରିଛନ୍ତି ।‘ମିଶନ ମୋଡରେ ପର୍ଯ୍ୟଟନର ବିକାଶ’ଉପରେ ବଜେଟ ପରବର୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 03rd, 10:21 am
ଏହି ୱେବିନାରରେ ଉପସ୍ଥିତ ସମସ୍ତ ମହାନୁଭବଙ୍କୁ ସ୍ୱାଗତ। ଆଜିର ନୂତନ ଭାରତ, ନୂତନ କାର୍ଯ୍ୟ ସଂସ୍କୃତି ସହିତ ଆଗକୁ ବଢ଼ୁଛି। ଚଳିତ ଥରର ବଜେଟରେ ମଧ୍ୟ ବେଶ ପ୍ରଶଂସା ହୋଇଛି, ଦେଶର ଲୋକମାନେ ଏହାକୁ ବହୁତ ସକାରାତ୍ମକ ଭାବରେ ଗ୍ରହଣ କରିଛନ୍ତି। ଯଦି ପୁରୁଣା କାର୍ଯ୍ୟ ସଂସ୍କୃତି ହୋଇଥାନ୍ତା, ତେବେ ଏଭଳି ବଜେଟ ୱେବିନାର ଗୁଡିକ ବିଷୟରେ କେହି ଚିନ୍ତା ହିଁ କରି ନ ଥାନ୍ତେ। କିନ୍ତୁ ଆଜି ଆମ ସରକାର ବଜେଟ ପୂର୍ବରୁ ଏବଂ ବଜେଟ ପରେ ମଧ୍ୟ ପ୍ରତ୍ୟେକ ଅଂଶୀଦାରଙ୍କ ସହିତ ବିସ୍ତୃତ ଭାବେ ଚର୍ଚ୍ଚା କରୁଛନ୍ତି, ସେମାନଙ୍କୁ ସାଙ୍ଗରେ ନେଇ ଚାଲିବାର ପ୍ରୟାସ କରୁଛନ୍ତି। ବଜେଟର ସର୍ବାଧିକ ସଫଳତା ବା ପରିଣାମ କିପରି ଆସିବ, ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କିଭଳି ହୋଇପାରିବ, ଯେଉଁ ଲକ୍ଷ୍ୟ ବଜେଟରେ ସ୍ଥିର କରାଯାଇଛି, ତାହା ହାସଲ କରିବାରେ ଏହି ୱେବିନାର ଏକ ଉତପ୍ରେରକ ଭଳି କାର୍ଯ୍ୟ କରିଥାଏ । ଆପଣମାନେ ମଧ୍ୟ ଜାଣିଛନ୍ତି ଯେ, ସାରକାରର ମୁଖ୍ୟ ଭାବେ କାର୍ଯ୍ୟ କରିବାରେ ମୋର 20 ବର୍ଷରୁ ଅଧିକ ସମୟର ଅନୁଭବ ରହିଛି । ଏହି ଅନୁଭବର ଏକ ସାରାଂଶ ମଧ୍ୟ ଏହା ହେଉଛି ଯେ, ଯେତେବେଳେ କିଛି ନୀତିଗତ ନିଷ୍ପତିରେ ସମସ୍ତ ସହଯୋଗୀମାନେ ସାମିଲ ହୋଇଥାନ୍ତି, ସେତେବେଳେ ଆଶାନୁରୂପ ପରିଣାମ ମିଳିଥାଏ, ସମୟସୀମା ମଧ୍ୟରେ ପରିଣାମ ଆସିଥାଏ । ଆମେ ଦେଖିଛୁ ଯେ ବିଗତ କିଛି ଦିନରେ ଯେଉଁ ୱେବିନାର ହୋଇଛି ସେଥିରେ ହଜାର ହଜାର ଲୋକ ଆମ ସହିତ ଯୋଡି ହୋଇଛନ୍ତି, ସାରା ଦିନ ସବୁଲୋକମାନେ ମିଳିମିଶି ବହୁତ ମନ୍ଥନ କରି ଚାଲିଥିଲେ ଏବଂ ବହୁତ ହିଁ ଗୁରୁତ୍ୱପୂର୍ଣ୍ଣ ମତାମତ ଆସିଲା ଏବଂ ଆଗକୁ ମଧ୍ୟ ଆସିବ । ଯେଉଁ ବଜେଟ ଅଛି ତାହା ଉପରେ ଧ୍ୟାନ କେନ୍ଦ୍ରୀତ କରାଗଲା ଏବଂ ତାହାକୁ ନେଇ କିପରି ଆଗକୁ ବଢି ହେବ ତାହା ଉପରେ ବହୁତ ଉତମ ପ୍ରସ୍ତାବ ଆସୁ । ଆଜି ଆମେ ଦେଶର ପର୍ଯ୍ୟଟନ କ୍ଷେତ୍ରର କାୟାକଳ୍ପ ପାଇଁ ଏହି ବଜେଟ ୱେବିନାର କରୁଛେ ।ମିଶନ ମୋଡରେ ପର୍ଯ୍ୟଟନର ବିକାଶ” ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
March 03rd, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଶନ ମୋଡରେ ପର୍ଯ୍ୟଟନର ବିକାଶ” ଉପରେ ଏକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି । କେନ୍ଦ୍ର ବଜେଟ୍ ୨୦୨୩ ରେ ଘୋଷିତ ପଦକ୍ଷେପଗୁଡ଼ିକୁ ଫଳପ୍ରଦ ଭାବରେ କାର୍ଯ୍ୟକାରୀ କରିବା ପାଇଁ ସରକାରଙ୍କ ଦ୍ୱାରା ଆୟୋଜିତ ୧୨ ଟି ବଜେଟ୍ ପରବର୍ତ୍ତୀ ୱେବିନାରର ଏହା ହେଉଛି ସପ୍ତମ ।ମଧ୍ୟ ପ୍ରଦେଶର ଉଜ୍ଜୈନ ଠାରେ ଜନସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
October 11th, 11:00 pm
ହରହର ମହାଦେବ! ଜୟ ଶ୍ରୀ ମହାକାଳ, ଜୟ ଶ୍ରୀ ମହାକାଳ ମହାରାଜ କି ଜୟ! ମହାକାଳ ମହାଦେବ, ମହାକାଳ ମହାପ୍ରଭୁ । ମହାକାଳ ମହାରାଷ୍ଟ୍ର, ମହାକାଳ ନମୋସ୍ତୁତେ । ଉଜ୍ଜୈନର ପବିତ୍ର ପୂଣ୍ୟଭୂମିରେ ଏହି ଅବିସ୍ମରଣୀୟ କାର୍ଯ୍ୟକ୍ରମରେ ଉପସ୍ଥିତ ସମଗ୍ର ଦେଶରୁ ଆସିଥିବା ସମସ୍ତ ଚରଣ - ବନ୍ଧ ସନ୍ଥଗଣ, ସମ୍ମାନନୀୟ ସାଧୁ - ସନ୍ନ୍ୟାସୀଗଣ, ମଧ୍ୟ ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ଛତିଶଗଡ଼ର ରାଜ୍ୟପାଳ ଭଉଣୀ ଅନୁସୂୟା ଭଲକେ ଜୀ, ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀମାନ ରମେଶ ବୈଂସ ଜୀ, ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ସିଂହ ଚୌହାନ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ, ରାଜ୍ୟ ସରକାରଙ୍କ ମନ୍ତ୍ରିଗଣ, ସାଂସଦଗଣ, ବିଧାୟକଗଣ, ଭଗବାନ ମହାକାଳର ସମସ୍ତ କୃପାପାତ୍ର ଶ୍ରଦ୍ଧାଳୁଗଣ, ମହିଳାମାନେ ଏବଂ ଭଦ୍ର ଲୋକମାନେ, ଜୟ ମହକାଳ!PM addresses public function in Ujjain, Madhya Pradesh after dedicating Phase I of the Mahakaal Lok Project to the nation
October 11th, 08:00 pm
PM Modi addressed a public function after dedicating Phase I of the Mahakal Lok Project to the nation. The Prime Minister remarked that Ujjain has gathered history in itself. “Every particle of Ujjain is engulfed in spirituality, and it transmits ethereal energy in every nook and corner, he added.ଗ୍ରାମୀଣ ବିକାଶ ଉପରେ କେନ୍ଦ୍ର ବଜେଟର ସକାରାତ୍ମକ ପ୍ରଭାବ ଉପରେ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 23rd, 05:24 pm
Prime Minister Narendra Modi paid tribute to Netaji Subhas Chandra Bose on his 125th birth anniversary. Addressing the gathering, he said, The grand statue of Netaji, who had established the first independent government on the soil of India, and who gave us the confidence of achieving a sovereign and strong India, is being installed in digital form near India Gate. Soon this hologram statue will be replaced by a granite statue.ଇଣ୍ଡିଆ ଗେଟ୍ ଠାରେ ନେତାଜୀଙ୍କ ହୋଲୋଗ୍ରାମ ପ୍ରତିମୂର୍ତ୍ତି ଅନାବରଣ କଲେ ପ୍ରଧାନମନ୍ତ୍ରୀ ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର ପ୍ରଦାନ କଲେ
January 23rd, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡିଆଗେଟ୍ ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଏକ ହୋଲୋଗ୍ରାମ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି। ନେତାଜୀଙ୍କର ପ୍ରତିମୂର୍ତ୍ତି କାମ ଶେଷ ନହେବା ପର୍ଯ୍ୟନ୍ତ ଏହି ହୋଲୋଗ୍ରାମ ମୂର୍ତ୍ତି ସେହି ସ୍ଥାନରେ ରହିବ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଏକବର୍ଷ ବ୍ୟାପୀ ୧୨୫ତମ ଜୟନ୍ତୀ ପାଳନ ସମାପନ ଉପଲକ୍ଷେ ସମାନ ସ୍ଥାନରେ ନେତାଜୀଙ୍କର ମୂର୍ତ୍ତି ଉନ୍ମୋଚନ କରାଯିବ। ଏହି ଅବସରରେ ଆୟୋଜିତ ପୁରସ୍କାର ବିତରଣ ସମାରୋହରେ ପ୍ରଧାନମନ୍ତ୍ରୀ ମଧ୍ୟ ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର ପ୍ରଦାନ କରିଥିଲେ । ୨୦୧୯, ୨୦୨୦, ୨୦୨୧ ଏବଂ ୨୦୨୨ ବର୍ଷ ପାଇଁ ଏହି ପୁରସ୍କାର ଦିଆଯାଇଥିଲା। ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଅମୂଲ୍ୟ ଯୋଗଦାନ ଏବଂ ନିସ୍ୱାର୍ଥ ସେବା ପାଇଁ ବ୍ୟକ୍ତିବିଶେଷ ଓ ସଂଗଠନଗୁଡ଼ିକୁ ସମ୍ମାନିତ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପୁରସ୍କାର ଆରମ୍ଭ କରାଯାଇଥିଲା।This is Uttarakhand's decade: PM Modi in Haldwani
December 30th, 01:55 pm
Prime Minister Narendra Modi inaugurated and laid the foundation stone of 23 projects worth over Rs 17500 crore in Uttarakhand. In his remarks, PM Modi said, The strength of the people of Uttarakhand will make this decade the decade of Uttarakhand. Modern infrastructure in Uttarakhand, Char Dham project, new rail routes being built, will make this decade the decade of Uttarakhand.ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡରେ ୧୭ହଜାର ୫୦୦କୋଟି ଟଙ୍କାର ୨୩ଟି ପ୍ରକଳ୍ପର କଲେ ଶିଳାନ୍ୟାସ ଓ ଉଦ୍ଘାଟନ
December 30th, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୩୦-୧୨-୨୦୨୧) ଉତ୍ତରାଖଣ୍ଡର ୧୭ହଜାର ୫୦୦ କୋଟିରୁ ଅଧିକ ଟଙ୍କାର ୨୩ଟି ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଥିଲେ । ଏହି ପ୍ରକଳ୍ପର ଅବଧାରଣା ପ୍ରଥମେ ୧୯୭୬ ମସିହାରେ ହୋଇଥିଲେ ମଧ୍ୟ ଦୀର୍ଘଦିନ ଧରି ପଡି ରହିଥିଲା । ସେ ୮୭୦୦ କୋଟି ଟଙ୍କାର ସଡକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ମଧ୍ୟ କରିଥିଲେ । ଦୁର୍ଗମ,ଗ୍ରାମାଞ୍ଚଳ ଓ ସୀମାନ୍ତ ଅଞ୍ଚଳରେ ସଂଯୋଗୀକରଣ ଦିଗରେ ଏହି ପ୍ରକଳ୍ପଗୁଡିକ ସହାୟକ ହେବ । କୈଳାସ ମାନସରୋବର ଯାତ୍ରାର ସଂଯୋଗୀକରଣ ମଧ୍ୟ ଉନ୍ନତ ହେବ । ସେ ମଧ୍ୟ ଉଦ୍ଦମସିଂ ନଗରରେ ଏମ୍ସ, ଋଷିକେଶର ଉପଗ୍ରହ କେନ୍ଦ୍ର ଓ ପିଥୋରାଗଡରେ ଜଗଜ୍ଜୀବନ ରାମ ସରକାରୀ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ସମଗ୍ର ଦେଶରେ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଦେବା ନେଇ ପ୍ରଧାନମନ୍ତ୍ରୀଙ୍କ ଚିନ୍ତାଧାରାରେ ଏହା ଏକ ଅଂଶବିଶେଷ । ସେ କାଶୀପୁରଠାରେ ସୁଗନ୍ଧିତ ଗୁଳ୍ମରାଜି ଉଦ୍ୟାନ ଓ ସିତାରଗଞ୍ଜଠାରେ ପ୍ଲାଷ୍ଟିକ ଶିଳ୍ପ ଉଦ୍ୟାନର ଶିଳାନ୍ୟାସ କରିଥିଲେ । ଏହାଛଡା ରାଜ୍ୟବ୍ୟାପୀ ଅନ୍ୟାନ୍ୟ ବହୁମୁଖୀ ଗୃହନିର୍ମାଣ ପରିମଳ ଓ ପାନୀୟ ଜଳଯୋଗାଣ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିଥିଲେ ।ପ୍ରଧାନମନ୍ତ୍ରୀ ଡିସେମ୍ବର ୪ରେ ଡେରାଡୁନ ଠାରେ ପ୍ରାୟ ୧୮୦୦୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ
December 01st, 12:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୪, ୨୦୨୧ରେ ଡେରାଡୁନ ଗସ୍ତ କରି ମଧ୍ୟାହ୍ନ ୧ଟା ବେଳେ ପ୍ରାୟ ୧୮୦୦୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଗସ୍ତ ଅବସରରେ ସଡକ ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପଗୁଡିକୁ ଅଧିକ ଗୁରୁତ୍ୱ ପ୍ରଦାନ କରାଯିବ, ଯାହା ଯାତ୍ରାକୁ ସୁଗମ ଓ ସୁରକ୍ଷିତ କରିବା ସହ ଅଞ୍ଚଳରେ ପର୍ଯ୍ୟଟନକୁ ସମୃଦ୍ଧ କରିବ । ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପନା ଅନୁରୂପ ଏହି ପ୍ରକଳ୍ପଗୁଡିକ ଦୁର୍ଗମ ଅଞ୍ଚଳଗୁଡିକୁ ସଂଯୁକ୍ତ କରିବା ସହ ସୁଗମ କରିବ ।କେଦାରନାଥଠାରେ ରାଷ୍ଟ୍ର ଉଦ୍ଦେଶ୍ୟରେ ବିଭିନ ଉନ୍ନୟନ ମୂଳକ ପ୍ରକଳ୍ପକୁ ସମର୍ପଣ ଓ ଶିଳାନ୍ୟାସ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 05th, 07:50 pm
ଆଜି ସମସ୍ତ ମଠ, ସମସ୍ତ 12 ଜ୍ୟୋର୍ତିଲିଙ୍ଗ, ଅନେକ ଶିବାଳୟ, ଅନେକ ଶକ୍ତିଧାମ ଅନେକ ତୀର୍ଥକ୍ଷେତ୍ରରେ ଦେଶର ଗଣମାନ୍ୟ ପୁରୁଷ, ପୂଜ୍ୟ ସନ୍ଥଗଣ, ପୂଜ୍ୟ ଶଙ୍କରାଚାର୍ଯ୍ୟ ପରମ୍ପରା ସହିତ ଜଡ଼ିତ ସମସ୍ତ ବରିଷ୍ଠ ଋଷି- ମୁନିଋଷି ଏବଂ ଅନେକ ଶ୍ରଦ୍ଧାଳୁ ମଧ୍ୟ । ଦେଶର ପ୍ରତ୍ୟେକ କୋଣ- ଅନୁକୋଣରେ ଆଜି କେଦାରନାଥଙ୍କ ଏହି ପବିତ୍ର ଭୂମି ସହିତ, ପବିତ୍ର ପରିବେଶ ସହିତ କେବଳ ଶରୀର ହିଁ ନୁହେଁ କିନ୍ତୁ ଆଧ୍ୟାତ୍ମିକ ରୂପରେ ଭର୍ଚୁଆଲ ମାଧ୍ୟମରେ ଟେକ୍ନୋଲୋଜିର ସହାୟତାରେ ସେ ଆମକୁ ଆଶୀର୍ବାଦ ଦେଉଛନ୍ତି । ଆପଣ ସମସ୍ତେ ଆଦି ଶଙ୍କରାଚାର୍ଯ୍ୟ ଜୀଙ୍କ ସମାଧିର ପୁନଃସ୍ଥାପନାର ସାକ୍ଷୀ ହୋଇଛନ୍ତି ।କେଦାରନାଥରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
November 05th, 10:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେଦାରନାଥ ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଅନେକ ପ୍ରକଳ୍ପକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟଙ୍କ ସମାଧି ଉଦଘାଟନ କରିବା ସହିତ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଥିଲେ । ଜାରି ରହିଥିବା ଭିତ୍ତିଭୂମି କାର୍ଯ୍ୟଗୁଡ଼ିକର ସମୀକ୍ଷା ଏବଂ ଯାଞ୍ଚ ମଧ୍ୟ ସେ କରିଥିଲେ । ପ୍ରଧାନମନ୍ତ୍ରୀ ମଧ୍ୟ କେଦାରନାଥ ମନ୍ଦିରରେ ପ୍ରାର୍ଥନା କରିଥିଲେ । କେଦାରନାଥ ଧାମ ସହିତ ୧୨ ଜ୍ୟୋର୍ତିଲିଙ୍ଗ ଏବଂ ୪ ଧାମ ଓ ସମଗ୍ର ବିଶ୍ୱର ଅନେକ ସ୍ଥାନରେ ଏକକାଳୀନ ପ୍ରାର୍ଥନା କରାଯାଇଥିଲା ଏବଂ ସମସ୍ତ କାର୍ଯ୍ୟକ୍ରମ କେଦାରନାଥ ଧାମର ମୁଖ୍ୟ କାର୍ଯ୍ୟକ୍ରମ ସହିତ ଯୋଡି ହୋଇଥିଲା ।ଗୁଜରାଟର ସୋମନାଥଠାରେ ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 20th, 11:01 am
ଜୟ ସୋମନାଥ ! କାର୍ଯ୍ୟକ୍ରମରେ ଆମ ସହିତ ସାମିଲ ହୋଇଥିବା ଶ୍ରଧେୟ ଲାଲକୃଷ୍ଣ ଆଡୱାଣୀ ମହାଶୟ, ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ଶ୍ରୀପଦ ନାଇକ ମହାଶୟ, ଅଜୟ ଭଟ୍ଟ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀ ମହାଶୟ, ଗୁଜରାଟର ଉପମୁଖ୍ୟମନ୍ତ୍ରୀ ନୀତିନ ଭାଇ, ଗୁଜରାଟ ସରକାର ପର୍ଯ୍ୟଟନ ମନ୍ତ୍ରୀ ଜବାହର ମହାଶୟ, ୱାସନ ଭାଇ, ଲୋକସଭାରେ ମୋର ସାଥୀ ରାଜେଶ ଭାଇ, ସୋମନାଥ ମନ୍ଦିରର ଟ୍ରଷ୍ଟର ଷ୍ଟଟ୍ରି ଶ୍ରୀ ପ୍ରବୀଣ ଲାହିରୀ ମହାଶୟ, ସମସ୍ତ ଶ୍ରଦ୍ଧାଳୁ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିମାନେ !ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସୋମନାଥର ବହୁମୁଖୀ ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ
August 20th, 11:00 am
ଗୁଜରାଟର ସୋମନାଥଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦ୍ଘାଟନ ମଧ୍ୟ କରିଛନ୍ତି । ଉଦ୍ଘାଟିତ ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି ସୋମନାଥ ପ୍ରମୋଦ ସ୍ଥଳୀ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଏବଂ ପ୍ରାଚୀନ ସୋମନାଥ ପରିସର ମଧ୍ୟରେ ପୁର୍ନଗଠିତ ମନ୍ଦିର । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ପାର୍ବତୀ ମନ୍ଦିରର ମଧ୍ୟ ଶିଳାନ୍ୟାସ କରିଛନ୍ତି । ଶ୍ରୀ ଲାଲକୃଷ୍ଣ ଆଡଭାନୀ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।