କପ୍‌ -୨୮ରେ ୟୁଏଇ ସହ ମିଶି ଗ୍ଲୋବାଲ ଗ୍ରୀନ୍ କ୍ରେଡିଟ୍ ଇନିସିଏଟିଭ୍ ଆୟୋଜନ କଲା ଭାରତ

December 01st, 08:28 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁଏଇର ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ୍ ଅଲ୍ ନାହ୍ୟାନଙ୍କ ସହ ମିଶି ୧ ଡିସେମ୍ବର ୨୦୨୩ରେ ଦୁବାଇ ଠାରେ କପ୍‌-୨୮ରେ 'ଗ୍ରୀନ୍ କ୍ରେଡିଟ୍ ପ୍ରୋଗ୍ରାମ୍' ଶୀର୍ଷକ ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମର ସହ-ଆୟୋଜନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍ୱିଡେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଉଲ୍ଫ କ୍ରିଷ୍ଟିରସନ, ମୋଜାମ୍ବିକର ରାଷ୍ଟ୍ରପତି ମହାମହିମ ଶ୍ରୀ ଫିଲିପ ନ୍ୟୁସି ଏବଂ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ମହାମହିମ ଶ୍ରୀ ଚାର୍ଲସ ମିସେଲ ଅଂଶଗ୍ରହଣ କରିଥିଲେ ।

ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତକୁ ସମର୍ଥନ କରିଥିବା ବିଶ୍ୱ ନେତାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ କୃତଜ୍ଞତା ଓ ଧନ୍ୟବାଦ ଜ୍ଞାପନ

December 05th, 11:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତକୁ ସମର୍ଥନ କରିଥିବାରୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋଁଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ୟୁରୋପୀୟ ପରିଷଦର ଅଧ୍ୟକ୍ଷ ମହାମହିମ ଚାର୍ଲସ୍‌ ମିଚେଲଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 01st, 10:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଚାର୍ଲସ୍‌ ମିଚେଲଙ୍କ ସହିତ ଫୋନରେ କଥା ହୋଇଛନ୍ତି ।

PM Modi's meeting with Presidents of European Council and European Commission

October 29th, 02:27 pm

PM Narendra Modi held productive interaction with European Council President Charles Michel and President Ursula von der Leyen of the European Commission.

ଭାରତ-ୟୁରୋପୀୟ ସଂଘ ନେତାଙ୍କ ସମ୍ମିଳନୀ

May 08th, 08:20 pm

ୟୁରୋପିଆନ କାଉନସିଲର ସଭାପତି ଚାର୍ଲସ ମାଇକେଲଙ୍କ ପକ୍ଷରୁ ନିମନ୍ତ୍ରଣ ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ-ୟୁରୋପୀୟ ସଂଘ (ଇୟୁ) ନେତାଙ୍କ ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ ।

Phone call between Prime Minister Shri Narendra Modi and H.E. Charles Michel, President of the European Council

May 07th, 07:42 pm

PM Narendra Modi had a phone call with H.E. Charles Michel, President of the European Council. The two leaders discussed the situation of and responses to the COVID-19 pandemic in India and the European Union.

ୟୁଏନଜିଏର 74ତମ ଅଧିବେଶନ ଅବସରରେ ବେଲଜିୟମ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକର ପ୍ରେସ ବିଜ୍ଞପ୍ତି

September 26th, 09:35 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 25, 2019ରେ ନ୍ୟୁୟର୍କଠାରେ ଆୟୋଜିତ ୟୁଏନଜିଏର 74ତମ ଅଧିବେଶନର ଉଚ୍ଚସ୍ତରୀୟ ବୈଠକ ଅବସରରେ ବେଲଜିୟମ ପ୍ରଧାନମନ୍ତ୍ରୀ ମିଷ୍ଟର ଚାର୍ଲ୍ସ ମାଇକେଲଙ୍କୁ ସାକ୍ଷାତ କରିଥିଲେ ।