The BJP-NDA government will fight the mafia-driven corruption in recruitment: PM Modi in Godda, Jharkhand
November 13th, 01:47 pm
Attending and addressing rally in Godda, Jharkhand, PM Modi expressed gratitude to the women of the state for their support. He criticized the local government for hijacking benefits meant for women, like housing and water supply. PM Modi assured that under the BJP-NDA government, every family in Jharkhand will get permanent homes, water, gas connections, and free electricity. He also promised solar panels for households, ensuring free power and compensation for any surplus electricity generated.We ensured that government benefits directly reach beneficiaries without intermediaries: PM Modi in Sarath, Jharkhand
November 13th, 01:46 pm
PM Modi addressed a large gathering in Jharkhand's Sarath. He said, Today, the first phase of voting is happening in Jharkhand. The resolve to protect livelihood, daughters, and land is visible at every booth. There is strong support for the guarantees that the BJP has given for the future of women and youth. It is certain that the JMM-Congress will be wiped out in the Santhali region this time.PM Modi engages lively audiences in Jharkhand’s Sarath & Godda
November 13th, 01:45 pm
PM Modi addressed a large gathering in Jharkhand's Sarath. He said, Today, the first phase of voting is happening in Jharkhand. The resolve to protect livelihood, daughters, and land is visible at every booth. There is strong support for the guarantees that the BJP has given for the future of women and youth. It is certain that the JMM-Congress will be wiped out in the Santhali region this time.For the BJP, the aspirations and pride of tribal communities have always been paramount: PM Modi in Chaibasa
November 04th, 12:00 pm
PM Modi addressed a massive election rally in Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”PM Modi campaigns in Jharkhand’s Garhwa and Chaibasa
November 04th, 11:30 am
Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”It is our commitment that the youth of the country should get maximum employment: PM Modi at Rozgar Mela
October 29th, 11:00 am
PM Modi addressed the Rozgar Mela and distributed more than 51,000 appointment letters to newly appointed youth in Government departments and organizations. Citing the Pradhan Mantri Internship Yojana, PM Modi said provisions are made for paid internships in the top 500 companies of India, where every intern would be given Rs 5,000 per month for one year. He added the Government’s target is to ensure one crore youth get internship opportunities in the next 5 years.ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 29th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ସରକାରୀ ବିଭାଗ ଏବଂ ସଂଗଠନ ମାନଙ୍କରେ ନବନିଯୁକ୍ତ ଯୁବକ ଯୁବତୀମାନଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
October 07th, 08:30 pm
ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁଦେଓ ସାଏ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।Cabinet approves 8 National High-Speed Road Corridor Projects at a total capital cost of Rs. 50,655 crore
August 02nd, 08:42 pm
The Cabinet Committee on Economic Affairs chaired by the Prime Minister Shri Narendra Modi has approved the development of 8 important National High Speed Corridor projects with a Length of 936 km at a cost of Rs. 50,655 crore across the country. Implementation of these 8 projects will generate an estimated 4.42 crore mandays of direct and indirect employment.Our government is dedicated to tribal welfare in Chhattisgarh: PM Modi in Surguja
April 24th, 10:47 pm
Ahead of the impending Lok Sabha elections, Prime Minister Narendra Modi was accorded a splendid welcome by the people of Surguja as he addressed a public rally in Chhattisgarh. He thanked Ambikapur for showering blessings on him, with voices reiterating, 'Fir ek Baar Modi Sarkar.'Surguja's splendid welcome for PM Modi as he addresses a rally in Chhattisgarh
April 24th, 10:49 am
Ahead of the impending Lok Sabha elections, Prime Minister Narendra Modi was accorded a splendid welcome by the people of Surguja as he addressed a public rally in Chhattisgarh. He thanked Ambikapur for showering blessings on him, with voices reiterating, 'Fir ek Baar Modi Sarkar.'Our country has come a long way in the last 10 years, but a lot of work still remains: PM Modi in Janjgir-Champa
April 23rd, 02:46 pm
Prime Minister Narendra Modi addressed a mega rally today in Janjgir-Champa, Chhattisgarh. Beginning his speech, PM Modi said, I have come to seek your abundant blessings. Our country has made significant progress in the last 10 years, but there is still much work to be done. The previous government in Chhattisgarh did not allow my work to progress here, but now that Vishnu Deo Sai is here, I must complete that work as well.”PM Modi campaigns in Chhattisgarh’s Janjgir-Champa and Mahasamund
April 23rd, 02:45 pm
Prime Minister Narendra Modi addressed two mega rallies today in Janjgir-Champa and Mahasamund, Chhattisgarh. Beginning his speech, PM Modi said, I have come to seek your abundant blessings. Our country has made significant progress in the last 10 years, but there is still much work to be done. The previous government in Chhattisgarh did not allow my work to progress here, but now that Vishnu Deo Sai is here, I must complete that work as well.”After many decades the country has seen a stable and strong government of BJP: PM Modi in Bastar
April 08th, 01:31 pm
In his ongoing election campaigning spree, PM Modi today addressed a public meeting in Bastar, Chhattisgarh. Kickstarting his poll campaign in the state ahead of Lok Sabha election, the PM stated, “Today, I am here not only to give an account of my 10 years of work but also to express my gratitude to all of you. You have not only formed a BJP government here but also strengthened the foundation of a ’Viksit Bharat’. You have placed your trust in Modi's guarantee. Today, the entire country is saying with that same confidence – ‘Phir Ek Baar, Modi Sarkar’!”PM Modi campaigns in Chhattisgarh’s Bastar
April 08th, 01:30 pm
In his ongoing election campaigning spree, PM Modi today addressed a public meeting in Bastar, Chhattisgarh. Kickstarting his poll campaign in the state ahead of Lok Sabha election, the PM stated, “Today, I am here not only to give an account of my 10 years of work but also to express my gratitude to all of you. You have not only formed a BJP government here but also strengthened the foundation of a ’Viksit Bharat’. You have placed your trust in Modi's guarantee. Today, the entire country is saying with that same confidence – ‘Phir Ek Baar, Modi Sarkar’!”ବିକଶିତ ଭାରତ ବିକଶିତ ଛତିଶଗଡ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 24th, 12:31 pm
ଛତିଶଗଡର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାୟ ଜୀ, ଛତିଶଗଡର ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧୀ ଏବଂ ଛତିଶଗଡର କୋଣ ଅନୁକୋଣରେ, ମୋତେ କୁହାଯାଇଛି ଯେ ୯୦ରୁ ଅଧିକ ସ୍ଥାନରେ ହଜାର ହଜାର ଲୋକ ସେଠାରେ ଯୋଡି ହୋଇଛନ୍ତି । କୋଣ ଅନୁକୋଣରୁ ଯୋଡି ହୋଇଥିବା ମୋର ପରିବାରବର୍ଗ ! ସର୍ବପ୍ରଥମେ ତ ମୁଁ ଛତିଶଗଡର ସମସ୍ତ ବିଧାନସଭା ଆସନ ସହିତ ଜଡିତ ଲକ୍ଷ ଲକ୍ଷ ପରିବାରବର୍ଗଙ୍କୁ ଅଭିନନ୍ଦନ ଜଣାଉଛି । ବିଧାନସଭା ନିର୍ବାଚନରେ ଆପଣମାନେ ଆମ ସମସ୍ତଙ୍କୁ ଅନେକ ଆଶୀର୍ବାଦ ଦେଇଛନ୍ତି । ଆଣପଙ୍କ ଏହି ଆଶୀର୍ବାଦର ଫଳ ଏହା ଯେ ଆଜି ଆମେ ବିକଶିତ ଛତିଶଗଡର ସଂକଳ୍ପ ସହିତ ଆପଣଙ୍କ ମଧ୍ୟରେ ଅଛୁ । ବିଜେପି ହିଁ ତିଆରି କରିଛି, ବିଜେପି ହିଁ ସମ୍ଭାଳିବ, ଏକଥା ଆଜି ଏହି ଆୟୋଜନ ଦ୍ୱାରା ଆହୁରି ସ୍ପଷ୍ଟ ହେଉଛି ।'ବିକଶିତ ଭାରତ ବିକଶିତ ଛତିଶଗଡ଼' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
February 24th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ 'ବିକଶିତ ଭାରତ ବିକଶିତ ଛତିଶଗଡ଼' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ୩୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଶିଳାନ୍ୟାସ କରିଥିଲେ । ଏହି ପ୍ରକଳ୍ପଗୁଡ଼ିକ ସଡ଼କ, ରେଳବାଇ, କୋଇଲା, ଶକ୍ତି ଏବଂ ସୌର ଶକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ ସେବା ପ୍ରଦାନ କରିଥାଏ ।ରାମ ସମସ୍ତଙ୍କ ହୃଦୟରେ ଅଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 28th, 11:30 am
ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଦେଶର କୋଟି କୋଟି ଲୋକଙ୍କୁ ସତେ ଯେମିତି ଗୋଟିଏ ସୂତ୍ରରେ ବାନ୍ଧି ଦେଇଥିଲା । ସମସ୍ତଙ୍କ ଭାବନା ଏକ, ସମସ୍ତଙ୍କ ଭକ୍ତି ଏକ, ସମସ୍ତଙ୍କ ମୁଖରେ ରାମ, ସମସ୍ତଙ୍କ ହୃଦୟରେ ଥିଲେ ରାମ । ଦେଶର ଅନେକ ଲୋକ ଏହି ସମୟରେ ରାମଙ୍କ ଭଜନ ଗାନ କରି ତାହାକୁ ଶ୍ରୀ ରାମଙ୍କ ଚରଣରେ ସମର୍ପିତ କରିଥିଲେ । ଜାନୁଆରୀ ୨୨ ତାରିଖ ସନ୍ଧ୍ୟାରେ ସମଗ୍ର ଦେଶ ରାମଜ୍ୟୋତି ପ୍ରଜ୍ଜ୍ୱଳିତ କରି ଦୀପାବଳୀ ପାଳନ କରିଥିଲା । ଏହି ସମୟରେ ଦେଶ ଏକତାର ଶକ୍ତି ଦେଖିଲା, ଯାହା ବିକଶିତ ଭାରତର ଆମର ସଂକଳ୍ପର ମଧ୍ୟ ଏକ ବଡ଼ ଆଧାର । ମୁଁ ଦେଶବାସୀଙ୍କୁ ଅନୁରୋଧ କରିଥିଲି ଯେ, ମକର ସଂକ୍ରାନ୍ତି ଠାରୁ ଜାନୁଆରୀ ୨୨ ଯାଏଁ ଏକ ସ୍ୱଚ୍ଛତା ଅଭିଯାନ ପାଳନ କରାଯାଉ । ଲକ୍ଷ ଲକ୍ଷ ଲୋକେ ସଶ୍ରଦ୍ଧ ଭାବରେ ଯୋଡ଼ିହୋଇ ନିଜ ନିଜ ଅଞ୍ଚଳରେ ଥିବା ଧାର୍ମିକ ସ୍ଥାନଗୁଡ଼ିକରେ ସଫେଇ ଅଭିଯାନ ଚଳାଇଥିବାରୁ ମୋତେ ଭଲ ଲାଗିଲା । ଅନେକ ଲୋକ ମୋତେ ଏହାର ଛବିଗୁଡ଼ିକ ପଠାଇଛନ୍ତି, ଭିଡିଓମାନ ପଠାଇଛନ୍ତି । ଏହି ଭାବନା ବାଧାପ୍ରାପ୍ତ ନ ହେଉ, ଏହି ଅଭିଯାନ ଅଟକି ନ ଯାଉ । ଏକତାର ଏହି ଶକ୍ତି, ଆମ ଦେଶକୁ ସଫଳତାର ନୂତନ ଶିଖରକୁ ପହଞ୍ଚାଇବ ।ସରକାରୀ ଯୋଜନା ବିଷୟରେ ସୂଚନା ଦେଇ ପ୍ରଧାନମନ୍ତ୍ରୀଙ୍କୁ ପ୍ରଭାବିତ କଲେ ଛତିଶଗଡ ଜନଜାତି ମହିଳା
January 08th, 03:15 pm
ଛତିଶଗଡ଼ର କାଙ୍କେରର ଜଣେ କୃଷକ ପରିବାରର ଶ୍ରୀମତୀ ଭୂମିକା ଭୂଆରୟା ପ୍ରଧାନମନ୍ତ୍ରୀଙ୍କ ସହ କଥାବାର୍ତ୍ତା କରିବା ସମୟରେ ସୂଚନା ଦେଇଥିଲେ ଯେ ସେ ତାଙ୍କ ଗାଁର ୨୯ଟି ବନ ଧନ ଗୋଷ୍ଠୀ ମଧ୍ୟରୁ ଗୋଟିଏର ସଚିବ ଭାବରେ କାର୍ଯ୍ୟ କରନ୍ତି ଏବଂ ସେ ବନ ଧନ ଯୋଜନା, ଉଜ୍ଜ୍ୱଳା ଗ୍ୟାସ ସଂଯୋଗ, ଜଳ ଜୀବନ, ମନରେଗା କାର୍ଡ , ରାସନ କାର୍ଡ, ଏବଂ ପିଏମ୍ କିଷାନ ସମ୍ମାନ ନିଧି ସମେତ ବିଭିନ୍ନ ସରକାରୀ ଯୋଜନାର ଲାଭ ଉଠାଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
December 23rd, 02:29 pm
ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଇ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅରୁଣ ସାଓ ଏବଂ ଶ୍ରୀ ବିଜୟ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।