PM remembers heroes of freedom struggle on completion of hundred years of Chauri Chaura incident

February 04th, 07:40 pm

The Prime Minister, Shri Narendra Modi has remembered the heroes of our freedom struggle on completion of hundred years of Chauri Chaura incident. He also shared his last year's speech when the centenary celebrations of the incident began.

ଜନନାୟକ ଓ ଯୋଦ୍ଧାମାନଙ୍କୁ ଇତିହାସ ସମ୍ମାନ ଦେଇ ନ ଥିବାରୁ ଆମେ ଭ୍ରମ ସଂଶୋଧାନ କରୁଛୁ-ପ୍ରଧାନମନ୍ତ୍ରୀ

February 16th, 02:45 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆମେ ସ୍ୱାଧୀନତାର ୭୫ତମ ବର୍ଷରେ ପ୍ରଦାର୍ପଣ କରୁଥିବା ସମୟରେ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଥିବା ଇତିହାସର ବୀର ଏବଂ ବୀରାଙ୍ଗନାମାନଙ୍କୁ ମନେ ପକାଇବା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ।

ଉତର ପ୍ରଦେଶର ବହରାଇଚଠାରେ ମହାରାଜା ସୁହେଲ ଦେବ ସ୍ମରକୀ ଏବଂ ଚିତୌରା ହ୍ରଦର ଉନ୍ନୟନ କାର୍ଯ୍ୟର ଭତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 16th, 11:24 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବହରାଇଚରେ ମହାରାଜା ସୁହେଲ ଦେବ ସ୍ମାରକ ଏବଂ ଚିତ୍ତୌରା ହ୍ରଦ ବିକାଶର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମହାରାଜା ସୁଢଲ ଦେବଙ୍କ ନାମରେ ନାମିତ ମେଡିକାଲ କଲେଜ ଭବନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଉତ୍ତର ପ୍ରଦେଶର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହାରାଜ ସୁହେଲ ଦେବ ସ୍ମାରକ ଓ ଚିତ୍ତୌରା ହ୍ରଦ ଉନ୍ନୟନ କାର୍ଯ୍ୟର ଶିଳାନ୍ୟାସ

February 16th, 11:23 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବହରାଇଚରେ ମହାରାଜା ସୁହେଲ ଦେବ ସ୍ମାରକ ଏବଂ ଚିତ୍ତୌରା ହ୍ରଦ ବିକାଶର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମହାରାଜା ସୁଢଲ ଦେବଙ୍କ ନାମରେ ନାମିତ ମେଡିକାଲ କଲେଜ ଭବନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଉତ୍ତର ପ୍ରଦେଶର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।

ଚୌରୀଚୌରାର ଶହୀଦମାନଙ୍କୁ ଯଥାର୍ଥ ମାନ୍ୟତା ମିଳିନାହିଁ: ପ୍ରଧାନମନ୍ତ୍ରୀ

February 04th, 05:37 pm

ଚୌରୀଚୌରାର ଶହୀଦମାନଙ୍କୁ ଇତିହାସର ପୃଷ୍ଠାରେ ଯଥାର୍ଥ ମାନ୍ୟତା ମିଳି ନ ଥିବା ନେଇ ପ୍ରଧାନମନ୍ତ୍ରୀ କ୍ଷୋଭପ୍ରକାଶ କରିଛନ୍ତି । ଲୋକଲୋଚନ ଅନ୍ତରାଳରେ ରହିଯାଇଥିବା ସ୍ୱାଧୀନତା ସଂଗ୍ରାମୀମାନଙ୍କ ଜୀବନୀକୁ ପ୍ରକାଶ କରାଗଲେ ତାହାହିଁ ସେମାନଙ୍କ ପ୍ରତି ହେବ ପ୍ରକୃଷ୍ଟ ଶ୍ରଦ୍ଧାଞ୍ଜଳି । ଦେଶ ସ୍ୱାଧୀନତାର 75ବର୍ଷ ପୂର୍ତ୍ତି ପାଳନ କରୁଥିବାର ଦୃଷ୍ଟିରୁ ବର୍ତ୍ତମାନ ହିଁ ପ୍ରକୃତ ସମୟ ଉପନୀତ ବୋଲି ସେ କହିଛନ୍ତି । ଆଜି ଉତ୍ତରପ୍ରଦେଶ ଗୋରଖପୁର ନିକଟସ୍ଥ ଚୌରୀଚୌରାଠାରେ ଚୌରୀଚୋରା ଶତବାର୍ଷିକୀ ସମାରୋହର ଭିଡିଓ କନଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିବା ଅବସରରେ ଶ୍ରୀ ମୋଦି ଏହା କହିଛନ୍ତି ।

ଉତ୍ତରପ୍ରେଦେଶର ଗୋରଖପୁରଠାରେ ଚୌରିଚୌରା ଶତବାର୍ଷିକୀ ପାଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 04th, 02:37 pm

ଭଗବାନ ଶିବଙ୍କ ଅବତାର ଗୋରଖନାଥଙ୍କ ଭୂମିକୁ ପ୍ରଣାମ କରୁଛି । ଦେବରହା ବାବାଙ୍କ ଆଶୀର୍ବାଦରୁ ଏହି ଜିଲ୍ଲା ଖୁବ୍ ଆଗକୁ ବଢିଚାଲିଛି । ଆଜି ଦେବରାହ ବାବାଙ୍କ ଭୂମିରେ ମୁଁ ଚୌରିଚୌରାର ମହାନ୍ ଲୋକମାନଙ୍କୁ ସ୍ୱାଗତ କରିବା ସହିତ ଆପଣ ସମସ୍ତଙ୍କୁ ମଧ୍ୟ ପ୍ରଣିପାତ କରୁଛି ।

ଚୌରୀଚୌରା ଶତବାର୍ଷିକୀ ସମାରୋହ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ

February 04th, 02:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଉତ୍ତରପ୍ରଦେଶର ଗୋରଖପୁର ଅନ୍ତର୍ଗତ ଚୌରୀଚୌରାଠାରେ ଚୌରୀଚୌରା ଶତବାର୍ଷିକୀ ସମାରୋହକୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି । ଚୌରୀଚୌରା ଘଟଣାକୁ ଆଜି ଶହେବର୍ଷ ପୂରଣ ହୋଇଛି ଓ ଏହା ଦେଶର ସ୍ୱାଧୀନତା ସଂଗ୍ରାମରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ । ଚୌରୀଚୌରା ଶତବାର୍ଷିକୀର ସୃତିରେ ପ୍ରଧାନମନ୍ତ୍ରୀ ଏକ ଡାକଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି । ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।

‘ଚୌରୀ ଚୌରା’ ଶତବାର୍ଷିକୀ ଉତ୍ସବକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 02nd, 12:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 4, 2021ରେ ଭିଡିଓ କନଫରେନ୍ସିଂ ଜରିଆରେ ଉତ୍ତର ପ୍ରଦେଶର ଗୋରଖପୁର ଚୌରୀ ଚୌରା ଶତବାର୍ଷିକୀ ଉତ୍ସବକୁ ଉଦଘାଟନ କରିବେ । ଦେଶର ସ୍ୱାଧୀନତା ସଂଗ୍ରାମରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଭାବେ ପରିଚିତ ‘ଚୌରୀ ଚୌରା’ର 100 ବର୍ଷ ପୂର୍ତ୍ତି ହେଉଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଚୌରୀ ଚୌରା ଶତବାର୍ଷିକୀ ସମାରୋହର ଡାକ ଟିକଟ ଉନ୍ମୋଚନ କରିବେ । ଏହି ଅବସରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।