ଚେସ୍ ଅଲିମ୍ପିଆଡ୍ ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
September 26th, 12:15 pm
ସାର, ପ୍ରଥମ ଥର ଭାରତ ଉଭୟ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛି ଏବଂ ଦଳ ଯେଉଁଭଳି ପ୍ରଦର୍ଶନ କରିଛି ତାହା ଚମତ୍କାର ଥିଲା, ଅର୍ଥାତ୍ ବାଳକଙ୍କ ଦ୍ୱାରା ୨୨ ରୁ ୨୧ ପଏଣ୍ଟ ଏବଂ ବାଳିକାଙ୍କ ଦ୍ୱାରା ୨୨ ରୁ ୧୯ ପଏଣ୍ଟ, ଆମର ମୋଟ ୪୪ ରୁ ୪୦ ପଏଣ୍ଟ । ଏତେ ଭଲ, ଉତ୍ତମ ପ୍ରଦର୍ଶନ ପୂର୍ବରୁ କେବେ ହୋଇନଥିଲାପ୍ରଧାନମନ୍ତ୍ରୀ ମୋଦୀ ଆମ ଚେସ୍ ଚମ୍ପିଆନମାନଙ୍କୁ ଭେଟି ଉତ୍ସାହିତ କରିଛନ୍ତି
September 26th, 12:00 pm
ଐତିହାସିକ ଦ୍ବିତୀୟ ସ୍ୱର୍ଣ୍ଣ ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ଚେସ୍ ଦଳ ସହ ମତ ବିନିମୟ କରିଛନ୍ତି। ଆଲୋଚନାରେ ସେମାନଙ୍କ କଠିନ ପରିଶ୍ରମ, ଚେସ୍ ର ବଢୁଥିବା ଲୋକପ୍ରିୟତା, ଖେଳ ଉପରେ ଏଆଇର ପ୍ରଭାବ ଏବଂ ସଫଳତା ହାସଲ ରେ ସଂକଳ୍ପ ଏବଂ ଦଳଗତ କାର୍ଯ୍ୟର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ ।ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨ଠ୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟର ମୂଳପାଠ
August 13th, 11:31 am
ଚାଲନ୍ତୁ, ଏମିତି ଭାବେ ସମସ୍ତଙ୍କ ସହିତ କଥାବାର୍ତ୍ତା କରିବା ମୋ ପାଇଁ ବହୁତ ପ୍ରେରଣାଦାୟକ ଅଟେ, କିନ୍ତୁ ସମସ୍ତଙ୍କ ସହିତ ବୋଧହୁଏ କଥାବାର୍ତ୍ତା କରିବା ସମ୍ଭବ ହୋଇନଥାଏ, କିନ୍ତୁ ଭିନ୍ନ ଭିନ୍ନ ସମୟରେ ଆପଣଙ୍କ ମଧ୍ୟରେ କେତେକଙ୍କ ସହିତ କୌଣସି ନା କୌଣସି ଭାବରେ ମୋତେ ସମ୍ପର୍କରେ ରହିବାର ସୁଯୋଗ ମିଳିଥାଏ, କଥାବାର୍ତ୍ତା ହେବାର ଅବସର ମିଳିଛି, କିନ୍ତୁ ମୋ ପାଇଁ ଖୁସି ଯେ ଆପଣ ସମୟ ବାହାର କରି ମୋର ଘରକୁ ଆସିଲେ ଏବଂ ପରିବାରର ଜଣେ ସଦସ୍ୟ ଭାବରେ ଆସିଛନ୍ତି । ତେବେ ଆପଣଙ୍କ ସିଦ୍ଧିର ଯଶ ଆପଣଙ୍କ ସହିତ ଯୋଡ଼ି ହୋଇ ଯେମିତି ପ୍ରତ୍ୟେକ ଭାରତୀୟ ଗର୍ବ କରୁଛନ୍ତି, ମୁଁ ମଧ୍ୟ ଗର୍ବ କରୁଛି । ଆପଣ ସମସ୍ତଙ୍କୁ ମୋର ଏହି ସ୍ଥାନକୁ ବହୁତ ବହୁତ ସ୍ୱାଗତ ।ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଭାରତୀୟ ଖେଳାଳୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
August 13th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡା-୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତମାନଙ୍କୁ ନୂଆଦିଲ୍ଲୀଠାର ସମ୍ବର୍ଦ୍ଧିତ କରିଛନ୍ତି । ଏଥିରେ ଉଭୟ ଖେଳାଳୀ ଓ ସେମାନଙ୍କ ପ୍ରଶିକ୍ଷକ ମାନେ ଯୋଗ ଦେଇଥିଲେ । କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡା ଓ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଓ କ୍ରୀଡା, ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିଶୀଥ ପ୍ରାମାଣିକ ମଧ୍ୟ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ।Tamil Nadu is chess powerhouse of India: PM Modi
July 29th, 09:10 am
PM Modi declared open the 44th Chess Olympiad at JLN Indoor Stadium, Chennai. The PM highlighted that Tamil Nadu has a strong historical connection with chess. This is why it is a chess powerhouse for India. It has produced many of India’s chess grandmasters. It is home to the finest minds, vibrant culture and the oldest language in the world, Tamil, he added.୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
July 28th, 09:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚେନ୍ନାଇର ଜେଏଲ୍ଏନ୍ ଇନଡୋର ଷ୍ଟାଡିୟମରେ ୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର ଏନ ରବି, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଶ୍ରୀ ଏମ କେ ଷ୍ଟାଲିନ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁର, ଶ୍ରୀ ଆର ମୁରୁଗନ ଏବଂ ଆନ୍ତର୍ଜାତୀୟ ଚେସ ମହାସଂଘ (ଏଫ୍ଆଇଡିଇ) ର ସଭାପତି ମଧ୍ୟ ଉପସ୍ଥିତ ଥିଲେ ।ଜୁଲାଇ ୨୮-୨୯ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଓ ତାମିଲନାଡୁ ଗସ୍ତ
July 26th, 12:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୨୮-୨୯, ୨ଠ୨୨ରେ ଗୁଜରାଟ ଓ ତାମିଲନାଡୁ ଗସ୍ତ କରିବେ । ଜୁଲାଇ ୨୮ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ପ୍ରଧାନମନ୍ତ୍ରୀ ସାବରକଣ୍ଟାର ଗାଡ଼ହୋଡ଼ା ଚୌକୀର ସାବର ଡାଏରୀ ଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦଘାଟନ କରିବେ । ପରେ ପ୍ରଧାନମନ୍ତ୍ରୀ ଚେନ୍ନାଇ ଯାଇ ପ୍ରାୟ ସନ୍ଧ୍ୟା ଛଅଟା ବେଳେ ଚେନ୍ନାଇର ଜେଏଲଏନ ଇନଡୋର ଷ୍ଟାଡିୟମ ଡାରେ ୪୪ତମ ଚେସ୍ ଅଲିମ୍ପିଆଡ୍ ଉଦଘାଟନର ଘୋଷଣା କରିବେ ।ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାଗ ନେଉଥିବା ଭାରତୀୟ ଖେଳାଳିମାନଙ୍କ ସହ କଥାବାର୍ତା ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳପାଠ
July 20th, 10:01 am
ମୋ ପାଇଁ ଏହା ଖୁବ ଆନନ୍ଦର ବିଷୟ ଯେ ଆପଣ ସମସ୍ତଙ୍କୁ ଭେଟିବାର ସୁଯୋଗ ମିଳିଲା । ହୁଏ ତ ସାକ୍ଷାତରେ ଭେଟ ହୋଇଥାଆନ୍ତା ତାହାହେଲେ ମତେ ଅଧିକ ଖୁସି ମିଳିଥାଆନ୍ତା, କିନ୍ତୁ ଆପଣମାନଙ୍କ ମଧ୍ୟରୁ ଅନେକ ଏବେ ବିଦେଶରେ ନିଜ ନିଜର ପ୍ରଶିକ୍ଷଣକୁ ନେଇ ବ୍ୟସ୍ତ ଅଛନ୍ତି । ଅନ୍ୟପକ୍ଷରେ ସଂସଦର ଅଧିବେଶନ ଚାଲିଥିବାରୁ ମୁଁ ମଧ୍ୟ ସେଠାରେ କିଛି ବ୍ୟସ୍ତ ଅଛି ।୨ଠ୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପ୍ରତିଯୋଗିତାରେ ଯୋଗ ଦେବାକୁ ଯାଉଥିବା ଭାରତୀୟ ଦଳର ସଦସ୍ୟମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
July 20th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ବ୍ୟବସ୍ଥାରେ ୨ଠ୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପ୍ରତିଯୋଗିତାରେ ଭାଗ ନେବାକୁ ଯାଉଥିବା ଭାରତୀୟ କ୍ରୀଡ଼ାବିତ୍ ଦଳର ସଦସ୍ୟମାନଙ୍କ ସହିତ ଭାବ ବିନିମୟ କରିଛନ୍ତି। ଏହି ଅବସରରେ ଉଭୟ କ୍ରୀଡ଼ାବିତ ଏବଂ ସେମାନଙ୍କର ପ୍ରଶିକ୍ଷକମାନଙ୍କ ସହିତ କେନ୍ଦ୍ର କ୍ରୀଡ଼ା, ଯୁବସେବା ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ଏବଂ କ୍ରୀଡ଼ାବିତ ସଚିବ ଉପସ୍ଥିତ ଥିଲେ ।୪୪ତମ ଚେସ୍ ଅଲମ୍ପିଆଡ ପାଇଁ ଟର୍ଚ୍ଚ ରିଲେର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
June 19th, 05:01 pm
ଚେସ୍ ଅଲମ୍ପିଆଡର ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର କ୍ୟାବିନେଟର ମୋର ସହକର୍ମୀ, ଅନ୍ତର୍ଜାତୀୟ ଚେସ୍ ଫେଡେସେନର ସଭାପତି ଆରକେଡି ଡବରକୋୱିଚ, ଅଲଇଣ୍ଡିଆ ଚେସ୍ ଫେଡେରେସନର ସଭାପତି, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିଶନର, ଚେସ୍ ଏବଂ ଅନ୍ୟାନ୍ୟ କ୍ରୀଡ଼ା ସଂଗଠନ ସହିତ ଜଡ଼ିତ ପ୍ରତିନିଧିଗଣ, ରାଜ୍ୟ ସରକାରଙ୍କ ପ୍ରତିନିଧିଗଣ, ଅନ୍ୟ ସମସ୍ତ ମାନ୍ୟଗଣ ବ୍ୟକ୍ତି, ଚେସ୍ ଅଲମ୍ପିଆଡ ଦଳର ସଦସ୍ୟ ଏବଂ ଚେସର ଅନ୍ୟ ଖେଳାଳିଗଣ, ମହିଳା ଏବଂ ଭଦ୍ର ଲୋକମାନେ!PM launches historic torch relay for 44th Chess Olympiad
June 19th, 05:00 pm
Prime Minister Modi launched the historic torch relay for the 44th Chess Olympiad at Indira Gandhi Stadium, New Delhi. PM Modi remarked, We are proud that a sport, starting from its birthplace and leaving its mark all over the world, has become a passion for many countries.”ଜୁନ ୧୯ରେ ହେବାକୁ ଥିବା ୪୪ତମ ଚେସ ଅଲିମ୍ପିଆଡ ପାଇଁ ଐତିହାସିକ ମଶାଲ ଦୌଡ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
June 17th, 04:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ ୧୯, ସନ୍ଧ୍ୟା ୫ଟା ବେଳେ ଇନ୍ଦିରା ଗାନ୍ଧି ଷ୍ଟାଡିୟମ, ନୂଆଦିଲ୍ଲୀ ଠାରେ ୪୪ତମ ଚେସ ଅଲିମ୍ପିଆଡ ପାଇଁ ଐତିହାସିକ ମଶାଲ ଦୌଡ ଶୁଭାରମ୍ଭ କରିବେ । ଏହି ଅବସରରେ ଆୟୋଜିତ ସଭାରେ ସେ ଉଦବୋଧନ ଦେବେ ।