ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 13th, 11:00 am
ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।ପ୍ରଧାନମନ୍ତ୍ରୀ ବିହାରରେ ୧୨,୧୦୦ କୋଟି ଟଙ୍କାର ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ
November 13th, 10:45 am
ବିହାରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ରେଳ, ସଡ଼କ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧିତ ।ଛଟ୍ ମହାପର୍ବର ରୀତିନୀତି ଦେଶବାସୀଙ୍କୁ ନୂତନ ଶକ୍ତି ଓ ଉତ୍ସାହରେ ଭରି ଦେଇଥାଏ : ପ୍ରଧାନମନ୍ତ୍ରୀ
November 08th, 08:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ଅର୍ଘ୍ୟର ପବିତ୍ର ପର୍ବ ଛଟ୍ ପୂଜା ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ଏବଂ କହିଛନ୍ତି ଯେ, ଏହି ମହାପର୍ବର ଚାରି ଦିନିଆ ରୀତିନୀତି ନାଗରିକମାନଙ୍କୁ ନୂତନ ଶକ୍ତି ଏବଂ ଉତ୍ସାହରେ ଭରି ଦେଇଥାଏ ।ଛଠ୍ ର ସନ୍ଧ୍ୟା ଅର୍ଘ୍ୟ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
November 07th, 03:20 pm
ଆଜି ଛଠ୍ ର ପବିତ୍ର ସନ୍ଧ୍ୟା ଅର୍ଘ୍ୟ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଦେଶକୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।Prime Minister condoles the demise of renowned folk singer Sharda Sinha
November 06th, 07:46 am
Prime Minister Shri Narendra Modi today condoled the demise of renowned folk singer Sharda Sinha. Remarking that Maithili and Bhojpuri folk songs of Sharda Sinha have been very popular for last several decades, Shri Modi said her melodious songs associated with the great festival of faith, Chhath will always be remembered.ଛଟ୍ ପୂଜାର ପ୍ରଥମ ଦିନରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
November 05th, 03:35 pm
ଛଟ୍ ପୂଜାର ପ୍ରଥମ ଦିନରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଦେଶକୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।Government has given new emphasis to women and youth empowerment: PM Modi in Varanasi
October 20th, 04:54 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Prime Minister Shri Narendra Modi lays foundation stone and inaugurates multiple development projects in Varanasi, Uttar Pradesh
October 20th, 04:15 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Our government has continuously worked to strengthen the Constitution and bring its spirit to every citizen: PM Modi in Purnea
April 16th, 10:30 am
Amidst the ongoing election campaigning, Prime Minister Narendra Modi addressed public meeting Purnea, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Bihar has announced today – Phir Ek Baar, Modi Sarkar! This election is for 'Viksit Bharat' and 'Viksit Bihar'.”RJD has given only two things to Bihar, Jungle Raj and Corruption: PM Modi in Gaya
April 16th, 10:30 am
Amidst the ongoing election campaigning, Prime Minister Narendra Modi addressed a public meeting in Gaya, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Gaya and Aurangabad have announced today – Phir Ek Baar, Modi Sarkar!”PM Modi addresses public meetings in Gaya and Purnea, Bihar
April 16th, 10:00 am
Amidst the ongoing election campaigning, Prime Minister Narendra Modi addressed public meetings in Gaya and Purnea, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Bihar has announced today – Phir Ek Baar, Modi Sarkar! This election is for 'Viksit Bharat' and 'Viksit Bihar'.”ପ୍ରଧାନମନ୍ତ୍ରୀଙ୍କ ଛଟ୍ ପୂଜା ଶୁଭେଚ୍ଛା
November 19th, 10:45 am
ଆଜି ଛଟ୍ ପୂଜା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।India is poised to continue its trajectory of success: PM Modi
November 17th, 08:44 pm
Speaking at the BJP's Diwali Milan event at the party's headquarters in New Delhi, Prime Minister Narendra Modi reiterated his commitment to transform India into a 'Viksit Bharat,' emphasizing that these are not merely words but a ground reality. He also noted that the 'vocal for local' initiative has garnered significant support from the people.PM Modi addresses Diwali Milan programme at BJP HQ, New Delhi
November 17th, 04:42 pm
Speaking at the BJP's Diwali Milan event at the party's headquarters in New Delhi, Prime Minister Narendra Modi reiterated his commitment to transform India into a 'Viksit Bharat,' emphasizing that these are not merely words but a ground reality. He also noted that the 'vocal for local' initiative has garnered significant support from the people.ଗୌହାଟୀରେ ବିହୁ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
April 14th, 06:00 pm
ଆଜିର ଏହି ଦୃଶ୍ୟ, ଟିଭିରେ ଦେଖାଯିବାକୁ ଅଛି, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା କେବେ ମଧ୍ୟ ମୁଁ ଜୀବନରେ ଭୁଲିପାରିବି ନାହିଁ । ଏହା ଅବିସ୍ମରଣୀୟ ଅଟେ, ଅଦ୍ଭୁତ ଅଟେ, ଅଦ୍ଭୁତପୂର୍ବ ଅଟେ, ଏହା ଆସାମ । ଆକାଶରେ ଗୁଞ୍ଜରିତ ହେଉଥିବା ଢୋଲ, ପେପା ଅରୁ ଗାଙ୍ଗୋନା ଏହାର ସ୍ୱର ଆଜି ସମଗ୍ର ଭାରତବର୍ଷ ଶୁଣୁଛି । ଆସାମର ହଜାର ହଜାର କଳାକାର ଏହି ପରିଶ୍ରମ, କଠିନ ପରିଶ୍ରମ, ଏହି ତାଳମେଳ ଆଜି ଦେଶ ଏବଂ ଦୁନିଆ ବଡ଼ ଗର୍ବର ସହିତ ଦେଖୁଛନ୍ତି । ପ୍ରଥମତଃ ଏହି ଅବସର ଏତେ ବଡ଼ ଅଟେ, ଉତ୍ସବ ଏତେ ବଡ଼ ଅଟେ, ଦ୍ୱିତୀୟରେ ଆପଣଙ୍କର ଉତ୍ସାହ ଏବଂ ଆପଣଙ୍କର ଉଦ୍ଦୀପନା ମଧ୍ୟ ଆଶ୍ଚର୍ଯ୍ୟଜନକ ଅଟେ । ମୋର ମନେ ଅଛି, ଯେତେବେଳେ ମୁଁ ବିଧାନସଭା ନିର୍ବାଚନ ସମୟରେ ଏଠାକୁ ଆସିଥିଲି, ସେତେବେଳେ ମୁଁ କହିଥିଲି ଯେ ସେ ଦିନ ଆଉ ଦୂର ନାହିଁ । ଯେତେବେଳେ ଲୋକମାନେ ‘ଏ’ରେ ଆସାମ କହିବେ । ଆଜି ସତରେ ଆସାମ, ଏ-ୱାନ ପ୍ରଦେଶ ହୋଇପାରିଛି । ମୁଁ ଆସାମର ଲୋକମାନଙ୍କୁ, ଦେଶର ଲୋକମାନଙ୍କୁ ବିହୁର ବହୁତ ବହୁତ ଶୁଭକାମନା ଜଣାଉଛି ।ଆସାମର ଗୌହାଟୀ ସ୍ଥିତ ସାରୁସାଜାଇ ଷ୍ଟାଡିୟମରେ ୧୦,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍ଘାଟନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
April 14th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୌହାଟୀ ସ୍ଥିତ ସାରୁସାଜାଇ ଷ୍ଟାଡିୟମରେ ୧୦,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍ଘାଟନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ବ୍ରହ୍ମପୁତ୍ର ନଦୀରେ ପାଲାଶବରୀ ଏବଂ ସୁଆଲକୁଚିକୁ ସଂଯୋଗ କରୁଥିବା ଏକ ସେତୁର ଭିତ୍ତିପ୍ରସ୍ତର ସ୍ଥାପନ, ସିଭସାଗରରେ ରଙ୍ଗ ଘର ସୌନ୍ଦର୍ଯ୍ୟକରଣର ପାଇଁ ଏକ ପ୍ରକଳ୍ପ, ନାମରୂପରେ ୫୦୦ ଟିପିଡି ମେଥାନୋଲ ପ୍ଲାଣ୍ଟର ଉଦଘାଟନ ଏବଂ ଦେଶକୁ ପାଞ୍ଚଟି ରେଳ ପ୍ରକଳ୍ପ ଉତ୍ସର୍ଗ କରାଯାଇଛି । ଦଶ ହଜାରରୁ ଅଧିକ ବିହୁ ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପ୍ରଦର୍ଶିତ ଏକ ରଙ୍ଗୀନ ବିହୁ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ମଧ୍ୟ ଦେଖିଛନ୍ତି ।୪୧ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
February 22nd, 07:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସହ ଜଡିତ ସକ୍ରିୟ ପ୍ରଶାସନ ଏବଂ ସଠିକ୍ ସମୟରେ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି ମୋଡାଲ୍ ପ୍ଲାଟଫର୍ମ ପ୍ରଗତି ର ୪୧ ତମ ବୈଠକରେ ଅଧ୍ୟକ୍ଷତା କରିଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର
October 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆମେ ପବିତ୍ର ଛଠ୍ ପର୍ବ ବିଷୟରେ ଆଲୋଚନା କଲୁ । ଭଗବାନ ସୂର୍ଯ୍ୟଙ୍କ ଉପାସନା ବିଷୟରେ ଆଲୋଚନା କଲୁ । ତେବେ ସୂର୍ଯ୍ୟ ଉପାସନା ସହ ଆଜି ତାଙ୍କ ବରଦାନ ସମ୍ପର୍କରେ ମଧ୍ୟ କାହିଁକି ଆଲୋଚନା ନ କରିବା? ସୌରଶକ୍ତି ହେଉଛି ସୂର୍ଯ୍ୟଦେବଙ୍କ ବରଦାନ । ସୌରଶକ୍ତି ଏଭଳି ଗୋଟିଏ ବିଷୟ ଯେଉଁଥିରେ ସମଗ୍ର ବିଶ୍ୱ ଆଜି ନିଜର ଭବିଷ୍ୟତକୁ ଦେଖୁଛି । ଆଉ ଭାରତ ପାଇଁ ତ ସୂର୍ଯ୍ୟଦେବ ଶହ ଶହ ବର୍ଷ ଧରି କେବଳ ଉପାସନା ନୁହେଁ ବରଂ ଜୀବନ ପ୍ରଣାଳୀର କେନ୍ଦ୍ରସ୍ଥଳରେ ରହିଆସିଛନ୍ତି । ଭାରତ ଆଜି ନିଜର ପାରମ୍ପରିକ ଅନୁଭୂତିକୁ ଆଧୁନିକ ବିଜ୍ଞାନ ସହ ଯୋଡ଼ୁଛି । ସେଥିପାଇଁ ଆଜି ଆମେ ସୌରଶକ୍ତିରୁ ବିଜୁଳି ଉତ୍ପାଦନ କରିବାରେ ସବୁଠାରୁ ବଡ଼ ଦେଶମାନଙ୍କ ମଧ୍ୟରେ ସାମିଲ ହୋଇପାରିଛୁ । ସୌରଶକ୍ତିରୁ କିଭଳି ଆମ ଦେଶର ଗରିବ ଓ ମଧ୍ୟବିତ ଶ୍ରେଣୀର ଲୋକଙ୍କ ଜୀବନରେ ପରବର୍ତ୍ତନ ଘଟୁଛି, ତାହା ମଧ୍ୟ ଏକ ଅଧ୍ୟୟନର ବିଷୟ ।ଛଠ ପର୍ବ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
October 30th, 09:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛଠ ପର୍ବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।The 'Panch Pran' must be the guiding force for good governance: PM Modi
October 28th, 10:31 am
PM Modi addressed the ‘Chintan Shivir’ of Home Ministers of States. The Prime Minister emphasized the link between the law and order system and the development of the states. “It is very important for the entire law and order system to be reliable. Its trust and perception among the public are very important”, he pointed out.