Maharashtra has witnessed the triumph of development, good governance, and genuine social justice: PM Modi
November 23rd, 10:58 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.PM Modi addresses passionate BJP Karyakartas at the Party Headquarters
November 23rd, 06:30 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.ଛତିଶଗଡ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 01st, 09:06 am
ଛତିଶଗଡର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।Government has given new emphasis to women and youth empowerment: PM Modi in Varanasi
October 20th, 04:54 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Prime Minister Shri Narendra Modi lays foundation stone and inaugurates multiple development projects in Varanasi, Uttar Pradesh
October 20th, 04:15 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.ବାରଣାସୀରେ ଆର ଜେ ଶଙ୍କରା ନେତ୍ର ଚିକିତ୍ସାଳୟର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 20th, 02:21 pm
ଶ୍ରୀ କାଞ୍ଚି କାମକୋଟି ପୀଠରେ ଶଙ୍କରାଚାର୍ଯ୍ୟ ଜୀ, ପୂଜ୍ୟ ଜଗତଗୁରୁ ଶ୍ରୀ ଶଙ୍କର ବିଜୟେନ୍ଦ୍ର ସରସ୍ୱତୀ ଜୀ, ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦି ବେନ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଯୋଗୀ ଆଦିତ୍ୟନାଥ ଜୀ, ଉପ ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ଶଙ୍କରା ନେତ୍ର ଫାଉଣ୍ଡେସନର ଆର ବି ରମଣି ଜୀ, ଡାକ୍ତର ଏସ.ବି. ବାଲସୁଭ୍ରମଣ୍ୟମ୍ ଜୀ, ଶ୍ରୀ ମୂରଲୀ କୃଷ୍ଣମୂର୍ତ୍ତୀ ଜୀ, ରେଖା ଝୁନଝୁନୱାଲା ଜୀ ସଂସ୍ଥା ସହ ଜଡିତ ଅନ୍ୟ ସମସ୍ତ ସଦସ୍ୟଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ଉତ୍ତରପ୍ରଦେଶର ବାରଣାସୀରେ ଆରଜେ ସଙ୍କର ଚକ୍ଷୁ ହସ୍ପିଟାଲର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 20th, 02:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରଣାସୀରେ ଆରଜେ ସଙ୍କର ଚକ୍ଷୁ ଚିକିତ୍ସାଳୟର ଉଦଘାଟନ କରିଛନ୍ତି। ବିଭିନ୍ନ ଚକ୍ଷୁ ଅବସ୍ଥା ପାଇଁ ଡାକ୍ତରଖାନା ବିସ୍ତୃତ ପରାମର୍ଶ ଏବଂ ଚିକିତ୍ସା ପ୍ରଦାନ କରିଥାଏ। ଏହି ଅବସରରେ ଅନୁଷ୍ଠିତ ପ୍ରଦର୍ଶନୀରେ ଶ୍ରୀ ମୋଦୀ ମଧ୍ୟ ପରିଦର୍ଶନ କରିଥିଲେ।ଦୁଇଟି ନୂଆ ରେଳ ଲାଇନ୍ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି
August 28th, 05:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ମୋଟ ୬,୪୫୬ କୋଟି ଟଙ୍କା (ପ୍ରାୟ) ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟର ତିନୋଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡର ରାଜ୍ୟପାଳ
August 03rd, 09:58 pm
ଛତିଶଗଡର ରାଜ୍ୟପାଳ ଶ୍ରୀ ରାମେନ୍ ଡେକା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
June 25th, 03:05 pm
ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁଦେଓ ସାଏ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।People of 'rich' Odisha remained poor due to Congress and BJD: PM Modi in Berhampur
May 06th, 09:41 pm
Prime Minister Narendra Modi today addressed a mega public meeting in Odisha’s Berhampur. Addressing a huge gathering, the PM said, “Today, our Ram Lalla is enshrined in the magnificent Ram Temple. This is the wonder of your one vote... which has ended a 500-year wait. I congratulate all the people of Odisha.PM Modi addresses public meetings in Odisha’s Berhampur and Nabarangpur
May 06th, 10:15 am
Prime Minister Narendra Modi today addressed two mega public meetings in Odisha’s Berhampur and Nabarangpur. Addressing a huge gathering, the PM said, “Today, our Ram Lalla is enshrined in the magnificent Ram Temple. This is the wonder of your one vote... which has ended a 500-year wait. I congratulate all the people of Odisha.You have seen that I have been serving you without taking any leave: PM Modi in Mahasamund
April 23rd, 02:50 pm
Prime Minister Narendra Modi addressed mega rally today in Mahasamund, Chhattisgarh. Beginning his speech, PM Modi said, I have come to seek your abundant blessings. Our country has made significant progress in the last 10 years, but there is still much work to be done. The previous government in Chhattisgarh did not allow my work to progress here, but now that Vishnu Deo Sai is here, I must complete that work as well.”ଭିଡିଓ କନଫରେନ୍ସିଂ ଜରିଆରେ ଛତିଶଗଡ଼ରେ ମହତାରୀ ବନ୍ଦନ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 10th, 02:30 pm
ମୁଁ ମା' ଦନ୍ତେଶ୍ୱରୀ, ମା' ବମ୍ବେଶ୍ୱରୀ ଓ ମା' ମହାମାୟାଙ୍କୁ ଆଦର ପୂର୍ବକ ପ୍ରଣାମ କରୁଛି। ଛତିଶଗଡ଼ର ମା' ଭଉଣୀମାନଙ୍କୁ ମୋର ପ୍ରଣାମ । ଦୁଇ ସପ୍ତାହ ତଳେ ମୁଁ ଛତିଶଗଡ଼ରେ ୩୫ ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଥିଲି। ଏବଂ ଆଜି ମୋତେ ନାରୀଶକ୍ତିକୁ ସଶକ୍ତୀକରଣ କରିବା ପାଇଁ ମହତାରୀ ବନ୍ଦନ ଯୋଜନାକୁ ସମର୍ପିତ କରିବାର ସୌଭାଗ୍ୟ ଲାଭ କରିଛି । ମହତାରୀ ବନ୍ଦନ ଯୋଜନାରେ ଛତିଶଗଡ଼ର ୭୦ ଲକ୍ଷରୁ ଅଧିକ ମା' ଭଉଣୀମାନଙ୍କୁ ମାସିକ ୧୦୦୦ ଟଙ୍କା ଦେବାକୁ ପ୍ରତିଶ୍ରୁତି ଦିଆଯାଇଥିଲା। ବିଜେପି ସରକାର ନିଜର ପ୍ରତିଶ୍ରୁତି ପୂରଣ କରିଛନ୍ତି। ଆଜି ମହତାରୀ ବନ୍ଦନ ଯୋଜନାରେ ୬୫୫ କୋଟି ଟଙ୍କାର ପ୍ରଥମ କିସ୍ତି ପ୍ରଦାନ କରାଯାଇଛି। ଏବଂ ମୁଁ ପରଦାରେ ଦେଖିପାରୁଛି, ଲକ୍ଷ ଲକ୍ଷ ଭଉଣୀ ଙ୍କୁ ଦେଖିବାକୁ ମିଳୁଛି, ଆପଣ ସମସ୍ତ ଭଉଣୀଙ୍କୁ ବିଭିନ୍ନ ସ୍ଥାନରେ ଏତେ ସଂଖ୍ୟକ ସଂଖ୍ୟାରେ ଏକାଠି ଦେଖିବା, ଆପଣଙ୍କ ଆଶୀର୍ବାଦ ପାଇବା ମୋ ପାଇଁ ସୌଭାଗ୍ୟର କଥା । ବାସ୍ତବରେ ଏହି କାର୍ଯ୍ୟକ୍ରମ ଆଜି ବହୁତ ଗୁରୁତ୍ୱପୂର୍ଣ୍ଣ । ମୁଁ ଛତିଶଗଡ଼ରେ ଆପଣଙ୍କ ମଧ୍ୟରେ ପହଞ୍ଚିବା ଉଚିତ୍ ଥିଲା । କିନ୍ତୁ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ମୁଁ ଏଠାରେ ଉତ୍ତରପ୍ରଦେଶରେ ଅଛି । ଆଉ ମାଆ ଓ ଭଉଣୀମାନେ, ମୁଁ ଏବେ କାଶୀରୁ କହୁଛି । ଆଉ ଗତକାଲି ରାତିରେ ବାବା ବିଶ୍ୱନାଥଙ୍କୁ ପ୍ରଣାମ କରି ତାଙ୍କୁ ପୂଜା କରିବା ସହ ସମସ୍ତ ଦେଶବାସୀଙ୍କ ମଙ୍ଗଳ କାମନା କରିଥିଲି । ଆଉ ଆଜି ମୁଁ କାଶୀର ପବିତ୍ର ସହର ବାବା ବିଶ୍ୱନାଥଙ୍କ ଭୂମିରୁ ଆପଣ ମାନଙ୍କ ସହ କଥା ହେବାର ସୁଯୋଗ ପାଇଛି ଏବଂ ସେଥିପାଇଁ ମୁଁ ଆପଣଙ୍କୁ ଅଭିନନ୍ଦନ ଜଣାଉଛି, କିନ୍ତୁ ବାବା ବିଶ୍ୱନାଥ ମଧ୍ୟ ଆପଣମାନଙ୍କୁ ଆଶୀର୍ବାଦ ଦେଉଛନ୍ତି | ଏବଂ ଗତକାଲି ଶିବରାତ୍ରୀ ଥିଲା, ତେଣୁ ଶିବରାତ୍ରୀ କାରଣରୁ ମାର୍ଚ୍ଚ ୮ ରେ ମହିଳା ଦିବସରେ ଏହି କାର୍ଯ୍ୟକ୍ରମ ଆୟୋଜନ କରିବା ସମ୍ଭବ ହୋଇନଥିଲା | ତେଣୁ ଏକ ପ୍ରକାରରେ ମାର୍ଚ୍ଚ ୮ ମହିଳା ଦିବସ, ଶିବରାତ୍ରୀ ଦିବସ ଓ ଆଜି ବାବା ଭୋଳଙ୍କ ଆଶୀର୍ବାଦ ବାବା ଭୋଳନାଥଙ୍କ ସହରରୁ ୧୦୦୦ ଟଙ୍କାରେ ପହଞ୍ଚିଛି, ଏହାଠାରୁ ବଡ଼ ଶକ୍ତି ବାବା ଭୋଳଙ୍କ ଆଶୀର୍ବାଦ ମଧ୍ୟ ପହଞ୍ଚୁଛି। ଏବଂ ମୁଁ ପ୍ରତ୍ୟେକ ମହତାରୀଙ୍କୁ କହିବି ... ଏବେ ଏହି ଟଙ୍କା ବିନା କୌଣସି ଅସୁବିଧାରେ ପ୍ରତି ମାସରେ ଆପଣଙ୍କ ଆକାଉଣ୍ଟକୁ ଆସୁଥିବ । ଏବଂ ଏହା ଛତିଶଗଡ଼ର ବିଜେପି ସରକାର ଉପରେ ମୋର ବିଶ୍ୱାସ ଏବଂ ତେଣୁ ମୁଁ ଗ୍ୟାରେଣ୍ଟି ଦେଉଛି ।ଛତିଶଗଡରେ ମହତାରୀ ବନ୍ଦନ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
March 10th, 01:50 pm
ଛତିଶଗଡ଼ରେ ମହିଳା ସଶକ୍ତିକରଣକୁ ପ୍ରୋତ୍ସାହନ ଦେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାତାରୀ ବନ୍ଦନ ଯୋଜନାର ଶୁଭାରମ୍ଭ କରିବା ସହ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ଯୋଗ୍ୟ ବିବାହିତ ମହିଳାମାନଙ୍କୁ ଡିବିଟି ଆକାରରେ ମାସିକ ୧୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ଛତିଶଗଡ଼ରେ ଏହି ଯୋଜନା ଆରମ୍ଭ କରାଯାଇଛି। ମହିଳାଙ୍କ ଆର୍ଥିକ ସଶକ୍ତିକରଣ ସୁନିଶ୍ଚିତ କରିବା, ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା, ଲିଙ୍ଗଗତ ସମାନତାକୁ ପ୍ରୋତ୍ସାହନ ଦେବା ଏବଂ ପରିବାରରେ ମହିଳାଙ୍କ ନିର୍ଣ୍ଣାୟକ ଭୂମିକାକୁ ସୁଦୃଢ଼ କରିବା ପାଇଁ ଏହା ପରିକଳ୍ପନା କରାଯାଇଛି।ଜୈନ ସାଧୁ ଆଚାର୍ଯ୍ୟ ଶ୍ରୀ ୧୦୮ ବିଦ୍ୟାସାଗର ଜୀ ମହାରାଜ ସମାଧି ଲାଭ କରିଥିବାରୁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି
February 18th, 10:58 am
ଜୈନ ସାଧୁ ଆଚାର୍ଯ୍ୟ ବିଦ୍ୟାସାଗର ମହାରାଜ ସମାଧି ଲାଭ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।‘Modi Ki Guarantee’ vehicle is now reaching all parts of the country: PM Modi
December 16th, 08:08 pm
PM Modi interacted and addressed the beneficiaries of the Viksit Bharat Sankalp Yatra via video conferencing. Addressing the gathering, the Prime Minister expressed gratitude for getting the opportunity to flag off the Viksit Bharat Sankalp Yatra in the five states of Rajasthan, Madhya Pradesh, Chhattisgarh, Telangana and Mizoram, and remarked that the ‘Modi Ki Guarantee’ vehicle is now reaching all parts of the countryକେରଳର ଅଗ୍ରଣୀ ଚାଷୀ ନିଜ ଝିଅମାନଙ୍କୁ ଶିକ୍ଷିତ କରାଇଲେ
December 16th, 06:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କୁ (୧୬-୧୨) ଦିନ ସମ୍ବୋଧିତ କରିବା ସହ ମତ ବିନିମୟ ଆଭାସୀ ଜରିଆରେ କରିଛନ୍ତି । କାର୍ଯ୍ୟକ୍ରମ କାଳରେ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ, ତେଲେଙ୍ଗାନା ଓ ମିଜୋରାମରେ ଶୁଭାରମ୍ଭ କରାଇଛନ୍ତି ।ଆସାମର ଶ୍ରୀମତୀ କଲ୍ୟାଣୀ ରାଜବଂଶୀ ୧୦୦୦ ବିକ୍ରେତାଙ୍କୁ ସ୍ୱନିଧି ଯୋଜନାର ସୁବିଧା ପାଇବା ପାଇଁ ଉତ୍ସାହିତ କରିଥିଲେ
December 16th, 06:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ , ପ୍ରଧାନମନ୍ତ୍ରୀ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲେଙ୍ଗାନା ଏବଂ ମିଜୋରାମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।