PM Modi remembers Swami Vivekananda on 132nd anniversary of Chicago speech

September 11th, 11:06 am

The Prime Minister Shri Narendra Modi today shared the famous speech delivered by Swami Vivekananda in Chicago, USA, in 1893.

୧୩୦ ବର୍ଷ ପୂର୍ବେ ଏହିଦିନ ସ୍ୱାମୀ ବିବେକାନନ୍ଦ ଚିକାଗୋରେ ଦେଇଥିବା ଭାଷଣକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

September 11th, 03:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ୧୩୦ ବର୍ଷ ପୂର୍ବେ ଆଜିର ଦିନରେ ଚିକାଗୋରେ ବିଶ୍ୱ ଧର୍ମ ସଂସଦରେ ସ୍ୱାମୀ ବିବେକାନନ୍ଦ ଦେଇଥିବା ଭାଷଣ ଆଜି ବି ବୈଶ୍ୱିକ ଏକତା ଏବଂ ସଦଭାବନା ପାଇଁ ଆହ୍ୱାନ ଦେଉଛି ।

ଚିକାଗୋରେ ୧୯୮୩ ମସିହାରେ ସ୍ୱାମୀ ବିବେକାନନ୍ଦ ଦେଇଥିବା ଉଲ୍ଲେଖନୀୟ ଭାଷଣକୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ

September 11th, 10:38 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚିକାଗୋରେ ୧୮୯୩ ମସିହାରେ ସ୍ୱାମୀ ବିବେକାନନ୍ଦ ଦେଇଥିବା ଉଲ୍ଲେଖନୀୟ ଭାଷଣକୁ ସ୍ମରଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ ୧୮୯୩ ମସିହାରେ ଏହି ଦିନ ସେ ଚିକାଗୋରେ ତାଙ୍କର ଅନ୍ୟତମ ଶ୍ରେଷ୍ଠ ଭାଷଣ ପ୍ରଦାନ କରିଥିଲେ । ତାଙ୍କର ଭାଷଣ ବିଶ୍ୱକୁ ଭାରତର ସଂସ୍କୃତି ଏବଂ ନୈତିକତାର ଝଲକ ଦେଖାଇଥିଲା ।

ପ୍ରଧାନମନ୍ତ୍ରୀ ଚିକାଗୋରେ ସ୍ୱାମୀ ବିବେକାନନ୍ଦଙ୍କ ୧୮୯୩ର ସାରଗର୍ଭକ ଭାଷଣକୁ ମନେ ପକାଇଲେ

September 11th, 11:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସ୍ୱାମୀ ବିବେକାନନ୍ଦଙ୍କ ୧୮୯୩ ଚିକାଗୋର ସାରଗର୍ଭକ ଭାଷଣର ଆବେଗରେ ଏକ ନ୍ୟାୟପୂର୍ଣ୍ଣ, ସମୃଦ୍ଧ ତଥା ଅର୍ନ୍ତଭୁକ୍ତି ବିଶ୍ୱ ସୃଷ୍ଟି କରିବାର କ୍ଷମତା ରଖିଛି ।

ସର୍ଦ୍ଦାର ଭବନର ଲୋକାର୍ପଣ ଏବଂ ସର୍ଦ୍ଦାରଧାମ ଫେଜ- IIର ଭୂମିପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 11th, 11:01 am

କାର୍ଯ୍ୟକ୍ରମରେ ଆମ ସହିତ ଉପସ୍ଥିତ ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀମାନ ବିଜୟ ଭାଇ ରୂପାଣୀ ମହାଶୟ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ନୀତିନ ଭାଇ, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସାଥୀ ଶ୍ରୀ ପୁରୁଷୋତମ ରୂପାଲା ମହାଶୟ, ଶ୍ରୀ ମନସୁଖଭାଇ ମାଣ୍ଡଭ୍ୟ ମହାଶୟ, ଭଉଣୀ ଅନୁପ୍ରିୟା ପଟେଲ ମହାଶୟା, ଲୋକସଭାରେ ସଂସଦରେ ମୋର ସାଥୀ ଏବଂ ଗୁଜରାଟ ପ୍ରଦେଶ ଜନତାପାର୍ଟିର ଅଧ୍ୟକ୍ଷ ଶ୍ରୀମାନ ସି. ଆର ପାଟିଲ ମହାଶୟ, ଗୁଜରାଟ ସରକାରର ସମସ୍ତ ମନ୍ତ୍ରୀଗଣ, ଏଠାରେ ଉପସ୍ଥିତ ସମସ୍ତ ସହଯୋଗୀ ସାଂସଦ ସାଥୀ, ଗୁଜରାଟର ବିଧାୟକଗଣ, ସର୍ଦ୍ଦାର ଧାମର ସମସ୍ତ ଟ୍ରଷ୍ଟି, ମୋର ମିତ୍ର ଭାଇ ଶ୍ରୀ ଗାଗଜୀ ଭାଇ, ଟ୍ରଷ୍ଟ୍ରର ସମସ୍ତ ସମ୍ମାନିତ ସଦସ୍ୟଗଣ, ଏହି ପବିତ୍ର କାର୍ଯ୍ୟକୁ ଆଗେଇ ନେବାରେ ନିଜର ଯୋଗଦାନ ଦେଇଥିବା ସମସ୍ତ ସାଥୀ, ଭାଇ ଓ ଭଉଣୀମାନେ!

ପ୍ରଧାନମନ୍ତ୍ରୀ ସର୍ଦ୍ଦାରଧାମ ଭବନର ଲୋକାର୍ପଣ ଏବଂ ଦ୍ୱିତୀୟ ପର୍ଯ୍ୟାୟ ସର୍ଦ୍ଦାରଧାମ କନ୍ୟା ଛାତ୍ରାଳୟର ଭୁମି ପୂଜନ କରିଛନ୍ତି

September 11th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସର୍ଦ୍ଦାରଧାମ ଭବନର ଲୋକାର୍ପଣ ଏବଂ ଦ୍ୱିତୀୟ ପର୍ଯ୍ୟାୟ ସର୍ଦ୍ଦାରଧାମ କନ୍ୟା ଛାତ୍ରାଳୟର ଭୂମିପୂଜନ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରିଥିଲେ । ଏହି ଅବସରରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।

କୋଏମ୍ବାଟୁର ଶ୍ରୀରାମକୃଷ୍ଣ ମଠ ଦ୍ଵାରା ଆୟୋଜିତ ସ୍ୱାମୀ ବିବେକାନନ୍ଦଙ୍କ ଚିକାଗୋ ବତ୍କୃତାର 125ତମ ବର୍ଷ ପୂର୍ତ୍ତିର ଉଦଯାପନୀ ସମାରୋହକୁ ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

September 11th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋଏମ୍ବାଟୁରସ୍ଥିତ ଶ୍ରୀରାମକୃଷ୍ଣ ମଠ ପକ୍ଷରୁ ଆୟୋଜିତ ସ୍ୱାମୀ ବିବେକାନନ୍ଦଙ୍କ ଚିକାଗୋ ବତ୍କୃତାର 125ତମ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ଭିଡିଓ କନଫରେନ୍ସ ଜରିଆରେ ସମ୍ବୋଧିତ କରିଛନ୍ତି ।

India is changing. India's standing at the global stage is rising and this is due to Jan Shakti: PM

September 11th, 11:18 am

PM Narendra Modi addressed students' convention on the theme of ‘Young India, New India.’ Recalling Swami Vivekananda’s speech in Chicago, PM Modi remarked, “Just with a few words, a youngster from India won over the world and showed the world the power of oneness.” He added that a lot could be learnt from Swami Vivekananda’s thoughts.

ସ୍ଵାମୀ ବିବେକାନନ୍ଦଙ୍କ ଚିକାଗୋ ବତ୍କୃତାର 125 ବର୍ଷ, ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଶତବାର୍ଷିକୀ ସମାରୋହ ଅବସରରେ ଛାତ୍ର ସମାବେଶକୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

September 11th, 11:16 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଯୁବ ଭାରତ, ନବ ଭାରତ’ ବିଷୟବସ୍ତୁ ଉପରେ ଛାତ୍ରଛାତ୍ରୀଙ୍କ ସମ୍ମେଳନକୁ ସମ୍ବୋଧନ କଲେ । ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାମୀ ବିବେକାନନ୍ଦଙ୍କ ଚିକାଗୋ ଅଭିଭାଷଣକୁ ସ୍ମରଣ କରି କହିଲେ ଯେ ,''ମାତ୍ର କିଛି ଶବ୍ଦରେ ,ଭାରତର ଜଣେ ଯୁବା ବିଶ୍ୱକୁ ଜିଣିପାରିଥିଲେ ଏବଂ ଏକତାର ଶକ୍ତିକୁ ଦେଖାଇପାରିଥିଲେ । ସେ କହିଲେ ଯେ ,ସ୍ୱାମୀ ବିବେକାନନ୍ଦଙ୍କ ବିଚାରରୁ ବହୁତ କିଛି ଶିଖିପାରିବା ।

ସ୍ୱାମୀ ବିବେକାନନ୍ଦଙ୍କ ଚିକାଗୋ ଅଭିଭାଷଣର 125ତମ ବର୍ଷ ପୂର୍ତ୍ତି ଏବଂ ପଣ୍ଡିତ ଦୀନଦୟାଲ୍ ଉପାଧ୍ୟାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ଉପଲକ୍ଷେ ଛାତ୍ରଛାତ୍ରୀଙ୍କ ସମ୍ମେଳନରେ ଉଦ୍ବୋଧନ ଦେବେ ପ୍ରଧାନମନ୍ତ୍ରୀ

September 10th, 07:38 pm

ସେପ୍ଟେମ୍ବର 11, 2017 ରେ ସ୍ୱାମୀ ବିବେକାନନ୍ଦଙ୍କ ଚିକାଗୋ ଅଭିଭାଷଣର 125ତମ ବର୍ଷ ପୂର୍ତ୍ତି ଏବଂ ପଣ୍ଡିତ ଦୀନଦୟାଲ୍ ଉପାଧ୍ୟାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ଯୁବ ଭାରତ, ନବ ଭାରତ’ ବିଷୟବସ୍ତୁ ଉପରେ ଛାତ୍ରଛାତ୍ରୀଙ୍କ ସମ୍ମେଳନରେ ଉଦ୍ବୋଧନ ଦେବେ ।

PM Modi pays tribute to those who lost their lives in 9/11 attacks; recalls Swami Vivekananda's address in Chicago

September 11th, 09:06 pm

PM Modi paid tribute to those who lost their lives in the 9/11 attacks. The Prime Minister Modi also recalled Swami Vivekananda’s address to the World Parliament of Religions in Chicago, on September 11th - in 1893.