ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 26th, 08:15 pm
ଆପଣ ସମସ୍ତଙ୍କୁ ସମଗ୍ର ଦେଶବାସୀଙ୍କୁ ସମ୍ବିଧାନ ଦିବସ ଅବସରରେ ବହୁତ ବହୁତ ଶୁଭକାମନା । ଭାରତର ସମ୍ବିଧାନ ଦିବସର ଏହି ୭୫ ତମ ବର୍ଷ, ସମଗ୍ର ଦେଶ ପାଇଁ ଗର୍ବର ବିଷୟ । ଆଜି ମୁଁ ଭାରତର ସମ୍ବିଧାନକୁ, ସମ୍ବିଧାନ ସଭାର ସମସ୍ତ ସଦସ୍ୟଙ୍କୁ ଆଦର ପୂର୍ବକ ପ୍ରଣାମ କରୁଛି ।ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 26th, 08:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶାସନିକ ଭବନ ଠାରେ ଆୟୋଜିତ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭାରତର ପ୍ରଧାନ ବିଚାରପତି ଶ୍ରୀ ସଞ୍ଜୀବ ଖନ୍ନା, ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଶ୍ରୀ ବି. ଆର. ଗାଭାଇ ଏବଂ ବିଚାରପତି ଶ୍ରୀ ସୂର୍ଯ୍ୟକାନ୍ତ, ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ, ଭାରତର ଆଟର୍ଣ୍ଣି ଜେନେରାଲ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।PM Modi conveys best wishes to Justice Sanjiv Khanna on taking oath as Chief Justice of Supreme Court of India
November 11th, 01:34 pm
The Prime Minister, Shri Narendra Modi has conveyed his best wishes to Justice Sanjiv Khanna on taking oath as Chief Justice of Supreme Court of India.Prime Minister joins Ganesh Puja at residence of Chief Justice of India
September 11th, 11:12 pm
The Prime Minister, Shri Narendra Modi participated in the auspicious Ganesh Puja at the residence of Chief Justice of India, Justice DY Chandrachud.ଜିଲ୍ଲା ନ୍ୟାୟପାଳିକାର ରାଷ୍ଟ୍ରୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନର ମୂଳପାଠ
August 31st, 10:30 am
କାର୍ଯ୍ୟକ୍ରମରେ ଉପସ୍ଥିତ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଜୀ, ଜଷ୍ଟିସ୍ ଶ୍ରୀ ସଞ୍ଜିବ ଖାନ୍ନାଜୀ, ଜଷ୍ଟିସ୍ ବି ଆର ଗଭଇଜୀ, ଦେଶର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲଜୀ, ଆଟର୍ଣ୍ଣି ଜେନେରାଲ ଆର ଭେଙ୍କଟରମଣୀଜୀ, ସୁପ୍ରିମ କୋର୍ଟ ବାର୍ କାଉନସିଲର ଅଧ୍ୟକ୍ଷ ଶ୍ରୀମାନ୍ କପିଳ ସିବଲଜୀ, ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଭାଇ ମନନ କୁମାର ମିଶ୍ରଜୀ, ସୁପ୍ରିମ କୋର୍ଟର ସମସ୍ତ ବିଚାରପତିବୃନ୍ଦ, ହାଇକୋର୍ଟର ମୁଖ୍ୟ ବିଚାରପତିଗଣ, ଜିଲ୍ଲା ଜଜବୃନ୍ଦ, ଅନ୍ୟ ମହାନୁଭବଗଣ, ଦେବୀ ଏବଂ ସଜ୍ଜନବୃନ୍ଦ!PM Modi inaugurates National Conference of District Judiciary in New Delhi
August 31st, 10:00 am
PM Modi, addressing the National Conference of District Judiciary, highlighted the pivotal role of the judiciary in India's journey towards a Viksit Bharat. He emphasized the importance of modernizing the district judiciary, the impact of e-Courts in speeding up justice, and reforms like the Bharatiya Nyaya Sanhita. He added that the quicker the decisions in cases related to atrocities against women, the greater will be the assurance of safety for half the population.ସୁପ୍ରିମକୋର୍ଟଙ୍କ ରାୟ ଆଞ୍ଚଳିକ ଭାଷାରେ ଉପଲବ୍ଧ କରାଇବା ପାଇଁ ମୁଖ୍ୟ ବିଚାରପତିଙ୍କ ବିଚାରକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ
January 22nd, 05:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସୁପ୍ରିମକୋର୍ଟଙ୍କ ରାୟ ଆଞ୍ଚଳିକ ଭାଷାରେ ଉପଲବ୍ଧ କରାଇବା ପାଇଁ ମୁଖ୍ୟ ବିଚାରପତି ନ୍ୟାୟମୂର୍ତ୍ତି ଡିୱାଇ ଚନ୍ଦ୍ରଚୂଡଙ୍କ ବିଚାରକୁ ସ୍ୱାଗତ କରିଛନ୍ତି ।ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିବା ଡଃ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 09th, 02:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିବା ଡଃ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଭାରତର ମୁଖ୍ୟ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ
August 27th, 11:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ମୁଖ୍ୟ ବିଚାରପତି, ଜଷ୍ଟିସ ଉଦୟ ଉମେଶ ଲଳିତଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି ।ପ୍ରଧାନମନ୍ତ୍ରୀ ଏପ୍ରିଲ ୩୦ରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତିମାନଙ୍କ ସଂଯୁକ୍ତ ସମ୍ମେଳନର ଉଦଘାଟନୀ ଅଧିବେଶନରେ ଉଦବୋଧନ ଦେବେ
April 29th, 07:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ ୩୦, ୨୦୨୨ ପୂର୍ବାହ୍ନ ୧୦ଟା ବେଳେ ବିଜ୍ଞାନ ଭବନ, ନୂଆଦିଲ୍ଲୀରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତିମାନଙ୍କ ସଂଯୁକ୍ତ ସମ୍ମେଳନର ଉଦଘାଟନୀ ଅଧିବେଶନରେ ସାମିଲ ହେବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଉଦବୋଧନ ମଧ୍ୟ ଦେବେ ।PM condoles the passing away of Justice A S Dave
October 05th, 08:27 pm
The Prime Minister, Shri Narendra Modi has condoled the passing away of Justice A S Dave, former Judge as well as acting Chief Justice of the Gujarat HC.ଭାରତର ନୂତନ ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
August 28th, 10:22 am
ଭାରତର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବା ଅବସରରେ ଜଷ୍ଟିସ ଦୀପକ ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।Need of the hour is to focus on application of science and technology: PM Modi
May 10th, 12:05 pm
At an event to mark introduction of digital filing as a step towards paperless Supreme Court, PM Narendra Modi emphasized the role of technology. PM urged to put to use latest technologies to provide legal aid to the poor. He added that need of the hour was to focus on application of science and technology.ପେପରମୁକ୍ତ ସୁପ୍ରିମକୋର୍ଟ ପାଇଁ ପ୍ରାରମ୍ଭିକ ପଦକ୍ଷେପ ସ୍ୱରୁପ ଡିଜିଟାଲ୍ ଆବେଦନ କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
May 10th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୁପ୍ରିମକୋର୍ଟରେ ପେପରମୁକ୍ତ କାର୍ଯ୍ୟ କରିବା ଲାଗି ସୁପ୍ରିମକୋର୍ଟ ୱେବସାଇଟରେ ଇଂଟିଗ୍ରେଟେଡ୍ କେସ୍ ମ୍ୟାନେଜମେଣ୍ଟ ଇନଫରମେସନ୍ ବ୍ୟବସ୍ଥାର ଅପଲୋଡ୍ କରିଥିଲେ ।ଏହି ଅବସରରେ ଉଦ୍ବୋଧନ ଦେଇ ଭାରତର ପ୍ରଧାନ ବିଚାରପତି ଶ୍ରୀ ଜଷ୍ଟିସ୍ ଜେଏସ୍ ଖେହର ଗତ ଏପ୍ରିଲ୍ 2 ତାରିଖରେ ଅନୁଷ୍ଠିତ ଆହ୍ଲାବାଦ ହାଇକୋର୍ଟର 150 ବର୍ଷ ପୂର୍ତ୍ତି ଘଟଣାର ଉଲ୍ଲେଖ କରିଥିଲେ । ସେ କହିଥିଲେ ଯେ ଉପରୋକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇ କୋର୍ଟ କାର୍ଯ୍ୟକୁ ଅଧିକ ସହଜ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟେକ୍ନୋଲଜି ବ୍ୟବହାର କରିବା ଲାଗି ଜୋର ଦେଇଥିଲେ ।ଦିଲ୍ଲୀ ହାଇକୋର୍ଟର ୫୦ତମ ପ୍ରତିଷ୍ଠା ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 31st, 05:11 pm
PM Modi addressed a programme to mark the 50th anniversary of Delhi High Court. PM Modi complemented all who served for several years and contributed towards Delhi High Court. PM Modi emphasized need for imbibing best of talent inputs while drafting laws.ଦିଲ୍ଲୀ ଉଚ୍ଚ ନ୍ୟାୟାଳୟର ୫୦ ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
October 31st, 05:10 pm
PM Narendra Modi today addressed a programme to mark the 50th anniversary of Delhi High Court. PM Modi complemented all who served for several years and contributed towards Delhi High Court. PM Modi emphasized need for imbibing best of talent inputs while drafting laws and said it could be the biggest service to the country's judiciary.CJI TS Thakur wishes PM Modi on his birthday
September 17th, 11:06 am
CJI TS Thakur met and wished PM Modi on his birthday. The PM thanked him for the greetings.PM reviews drought and water scarcity situation at high level meeting with Karnataka CM
May 07th, 07:03 pm
Government removing old & obsolete laws from the statute books: PM Modi
April 24th, 10:59 am
PM addresses Joint Conference of Chief Ministers and Chief Justices
April 24th, 10:58 am