ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀ ଅନୁଷ୍ଠିତ

December 15th, 10:15 pm

ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ଏହି ତିନି ଦିନିଆ ସମ୍ମିଳନୀ ୨୦୨୪ ଡିସେମ୍ବର ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।

ମୁଖ୍ୟ ଶାସନ ସଚିବଙ୍କ ସମ୍ମିଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ

December 29th, 11:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତ ଦୁଇ ଦିନ ଧରି ମୁଖ୍ୟ ଶାସନ ସଚିବମାନଙ୍କ ସମ୍ମିଳନୀରେ ଯୋଗ ଦେଇଥିଲେ ।

ଡିସେମ୍ବର ୨୮ ଏବଂ ୨୯ ରେ ଦିଲ୍ଲୀରେ ମୁଖ୍ୟ ଶାସନ ସଚିବଙ୍କ ତୃତୀୟ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

December 26th, 10:58 pm

.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୮ ଏବଂ ୨୯, ୨୦୨୩ ରେ ଦିଲ୍ଲୀରେ ମୁଖ୍ୟ ଶାସନ ସଚିବମାନଙ୍କର ତୃତୀୟ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଏହା ହେଉଛି ତୃତୀୟ ସମ୍ମିଳନୀ, ପ୍ରଥମଟି ୨୦୨୨ ଜୁନ୍ ରେ ଧର୍ମଶାଳାରେ ଏବଂ ଦ୍ୱିତୀୟ ସମ୍ମିଳନୀ ଜାନୁଆରୀ ୨୦୨୩ରେ ଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା ।

ମୁଖ୍ୟ ସଚିବ ମାନଙ୍କର ଦ୍ୱିତୀୟ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

January 07th, 10:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀ ଠାରେ ମୁଖ୍ୟ ସଚିବ ମାନଙ୍କର ଦ୍ୱିତୀୟ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ।

ରାଜ୍ୟଗୁଡ଼ିକର ମୁଖ୍ୟସଚିବମାନଙ୍କ ସହ ଦୁଇ ଦିନ ବିତାଇଲେ ପ୍ରଧାନମନ୍ତ୍ରୀ

January 07th, 09:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ରାଜ୍ୟ ଗୁଡ଼ିକର ମୁଖ୍ୟ ସଚିବମାନଙ୍କ ଦୁଇ ଦିନିଆ ସମ୍ମିଳନୀରେ ଯୋଗ ଦେଇଥିଲେ, ଯାହା ଆଜି ସମାପ୍ତ ହୋଇଛି।

ନୂଆଦିଲ୍ଲୀରେ ମୁଖ୍ୟ ସଚିବଙ୍କ ସମ୍ମିଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ

January 06th, 05:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ମୁଖ୍ୟ ସଚିବଙ୍କ ସମ୍ମିଳନୀରେ ଯୋଗ ଦେଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ବନ୍ଧୀୟ ବିଷୟ ଉପରେ ମତ ବିନିମୟ କରିବା ଏବଂ ଭାରତକୁ ନୂତନ ଉଚ୍ଚତାକୁ ନେବା ପାଇଁ ଦଳଗତ ଆବେଗକୁ ମଜବୁତ କରିବା ଲାଗି ଏହା ଏକ ଭଲ ଫୋରମ୍ ।

ଅଗଷ୍ଟ ୭ରେ ନୀତି ଆୟୋଗଙ୍କ ୭ମ ପରିଚାଳନା ପରିଷଦ ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

August 05th, 01:52 pm

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ରାଜ୍ୟଗୁଡିକୁ ଦକ୍ଷ, ପ୍ରତିରୋଧୀ ଓ ଆତ୍ମନିର୍ଭର ହେବା ସହ ସମବାୟ ସଙ୍ଘୀୟ ଭାବନା ଅନୁରୂପ ‘ଆତ୍ମନିର୍ଭର ଭାରତ’ ପାଇଁ ଆଗକୁ ବଢିବାର ଦୃଢ ଆବଶ୍ୟକତା କହିଛି । ସ୍ଥିର, ନିରନ୍ତର ଓ ସମାବେଶୀ ଭାରତ ନିର୍ମାଣ ଉଦ୍ଦେଶ୍ୟରେ ଅଗଷ୍ଟ ୭,୨୦୨୨ରେ ନୀତି ଆୟୋଗଙ୍କ ସପ୍ତମ ପରିଚାଳନା ପରିଷଦ ବୈଠକ ଆୟୋଜିତ ହେବ ଓ କେନ୍ଦ୍ର ଏବଂ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ମଧ୍ୟରେ ଭାଗିଦାରୀ ଓ ସହଯୋଗର ନୂଆ ଅଧ୍ୟାୟ ସୃଷ୍ଟି ପାଇଁ ପଥପ୍ରଶସ୍ତ କରିବ ।

PMO reviews efforts of eleven Empowered Groups towards tackling COVID-19

April 10th, 02:50 pm

A meeting of the Empowered Groups of Officers, to tackle the challenges emerging as a result of spread of COVID-19, was held today under the Chairmanship of Principal Secretary to Prime Minister.

Cabinet Secretary reviews COVID-19 status with Chief Secretaries of States; important decisions taken to check the disease

March 22nd, 03:48 pm

A high level meeting was held today morning with Chief Secretaries of all the States by the Cabinet Secretary and the Principal Secretary to the Prime Minister. All the Chief Secretaries informed that there is overwhelming and spontaneous response to the call for Janta Curfew given by the Hon’ble Prime Minister.

ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟ ସଚିବ ମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

July 10th, 07:55 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟ ସଚିବ ମାନଙ୍କ ସହିତ ''ଷ୍ଟେଟ ଆଜ ଡ୍ରାଇଭର ଫର ଟ୍ରାନ୍ସଫର୍ମିଙ୍ଗ ଇଣ୍ଡିଆ'' ବିଷୟରେ ଆଲୋଚନା କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଲେ ,ପ୍ରାଥମିକତା ଏବଂ ଦୃଷ୍ଟିକୋଣ ଏହି ଦୁଇଟି ଶାସନରେ ବହୁତ କିଛି ମାନେ ରଖିଥାଏ । ସେ କହିଲେ ଆମେ ରାଜ୍ୟଗୁଡ଼ିକର ଅନୁଭବରୁ ବହୁତ କିଛି ଶିଖିବାକୁ ଅଛି ,ଯାହା ସମସ୍ୟା ଏବଂ ସଂଘର୍ଷର ସବୁଠୁ ଭଲ ସମାଧାନ କରି ପାରିବ ।