ଦିଲ୍ଲୀରେ ଚିଲିର ରାଷ୍ଟ୍ରପତି ଗାବ୍ରିଏଲ୍ ବୋରିକ୍‌ଙ୍କୁ ଆତିଥ୍ୟ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ଦିଲ୍ଲୀରେ ଚିଲିର ରାଷ୍ଟ୍ରପତି ଗାବ୍ରିଏଲ୍ ବୋରିକ୍‌ଙ୍କୁ ଆତିଥ୍ୟ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

April 01st, 09:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ଚିଲିର ରାଷ୍ଟ୍ରପତି ଶ୍ରୀ ଗାବ୍ରିଏଲ୍ ବୋରିକ୍ ଫଣ୍ଟଙ୍କୁ ଆତିଥ୍ୟ ପ୍ରଦାନ କରିଛନ୍ତି, ଯାହା ଭାରତ-ଚିଲି ସହଭାଗୀତାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ । ଲାଟିନ ଆମେରିକାରେ ଏକ ପ୍ରମୁଖ ସହଯୋଗୀ ଭାବରେ ଚିଲିର ଭୂମିକା ଉପରେ ଗୁରୁତ୍ୱାରୋପ କରିବା ସହ ଶ୍ରୀ ମୋଦୀ ରାଷ୍ଟ୍ରପତି ବୋରିକ୍‌ଙ୍କୁ ସ୍ୱାଗତ କରି ଆନନ୍ଦ ପ୍ରକାଶ କରିଛନ୍ତି ।

ଫଳାଫଳ ତାଲିକା : ଚିଲି ରାଷ୍ଟ୍ରପତିଙ୍କ ଭାରତ ଗସ୍ତ

ଫଳାଫଳ ତାଲିକା : ଚିଲି ରାଷ୍ଟ୍ରପତିଙ୍କ ଭାରତ ଗସ୍ତ

April 01st, 06:45 pm

ଆଣ୍ଟାର୍କଟିକା ସହଯୋଗ ଉପରେ ଆଗ୍ରହ ପତ୍ର

ଭାରତ-ଚିଲି ମିଳିତ ବିବୃତ୍ତି

ଭାରତ-ଚିଲି ମିଳିତ ବିବୃତ୍ତି

April 01st, 06:11 pm

ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଚିଲି ଗଣତନ୍ତ୍ରର ରାଷ୍ଟ୍ରପତି ମହାମହିମ ଶ୍ରୀ ଗାବ୍ରିଏଲ ବୋରିକ ଫଣ୍ଟ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କର ୭୬ ବର୍ଷ ପୂରଣ ଅବସରରେ ୨୦୨୫ ମସିହା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ବୋରିକଙ୍କ ସହ ବୈଦେଶିକ ବ୍ୟାପାର, କୃଷି, ଖଣି, ମହିଳା ଏବଂ ଲିଙ୍ଗଗତ ସମାନତା ଏବଂ ସଂସ୍କୃତି, କଳା ଏବଂ ଐତିହ୍ୟ ମନ୍ତ୍ରୀ, ସଂସଦ ସଦସ୍ୟ, ବରିଷ୍ଠ ଅଧିକାରୀ ଏବଂ ବହୁ ସଂଖ୍ୟକ ବ୍ୟବସାୟିକ ମୁଖ୍ୟ ଅଛନ୍ତି। ନୂଆଦିଲ୍ଲୀ ବ୍ୟତୀତ ରାଷ୍ଟ୍ରପତି ବୋରିକ୍ ଆଗ୍ରା, ମୁମ୍ବାଇ ଏବଂ ବେଙ୍ଗାଲୁରୁ ଗସ୍ତ କରିବେ। ରାଷ୍ଟ୍ରପତି ବୋରିକଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ। ନଭେମ୍ବର ୨୦୨୪ ରେ ରିଓ ଡି ଜେନେରିଓରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଉଭୟ ରାଷ୍ଟ୍ରପତି ବୋରିକ୍ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ଥର ପାଇଁ ପରସ୍ପରକୁ ଭେଟିଥିଲେ।

ଚିଲି ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତି

April 01st, 12:31 pm

ରାଷ୍ଟ୍ରପତି ବୋରିକଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ। ଭାରତ ପ୍ରତି ତାଙ୍କର ଦୃଢ଼ ବନ୍ଧୁତା ଭାବନା ଏବଂ ଆମ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ତାଙ୍କର ପ୍ରତିବଦ୍ଧତା ପ୍ରକୃତରେ ପ୍ରଶଂସନୀୟ । ଏଥିପାଇଁ ମୁଁ ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ଏବଂ ତାଙ୍କୁ ତଥା ତାଙ୍କ ବିଶିଷ୍ଟ ପ୍ରତିନିଧି ଦଳକୁ ସ୍ୱାଗତ କରୁଛି ।

ଚିଲୀ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 20th, 08:36 pm

ବ୍ରାଜିଲର ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ନଭେମ୍ବର ୧୯ ତାରିଖରେ ଚିଲୀର ରାଷ୍ଟ୍ରପତି ମହାମହିମ ଶ୍ରୀ ଗାବ୍ରିଏଲ ବୋରିକ ଫଣ୍ଟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭେଟିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ।

Social Media Corner 6th September

September 06th, 07:27 pm

Your daily does of governance updates from Social Media. Your tweets on governance get featured here daily. Keep reading and sharing!