I consider industry, and also the private sector of India, as a powerful medium to build a Viksit Bharat: PM Modi at CII Conference
July 30th, 03:44 pm
Prime Minister Narendra Modi attended the CII Post-Budget Conference in Delhi, emphasizing the government's commitment to economic reforms and inclusive growth. The PM highlighted various budget provisions aimed at fostering investment, boosting infrastructure, and supporting startups. He underscored the importance of a self-reliant India and the role of industry in achieving this vision, encouraging collaboration between the government and private sector to drive economic progress.ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଦ୍ୱାରା 'ବିକଶିତ ଭାରତ ଅଭିମୁଖେ ଯାତ୍ରା: କେନ୍ଦ୍ର ବଜେଟ୍ ୨୦୨୪-୨୫ ପରବର୍ତ୍ତୀ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
July 30th, 01:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଦ୍ୱାରା ଆୟୋଜିତ 'ବିକଶିତ ଭାରତ ଅଭିମୁଖେ ଯାତ୍ରା: କେନ୍ଦ୍ର ବଜେଟ୍ ୨୦୨୪-୨୫ ସମ୍ମିଳନୀ'ର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଥିଲେ । ଅଭିବୃଦ୍ଧି ପାଇଁ ସରକାରଙ୍କ ବୃହତ ଦୃଷ୍ଟିକୋଣ ଏବଂ ଶିଳ୍ପର ଭୂମିକା ପାଇଁ ରୂପରେଖ ଉପସ୍ଥାପନ କରିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ । ଏହି ସମ୍ମିଳନୀରେ ଉଦ୍ୟୋଗୀ, ସରକାରୀ ଅଧିକାରୀ, କୂଟନୀତିଜ୍ଞ ଏବଂ ଚିନ୍ତକଙ୍କ ସମେତ ୧୦୦୦ରୁ ଅଧିକ ଅଂଶଗ୍ରହଣକାରୀ ବ୍ୟକ୍ତିଗତ ଭାବେ ଯୋଗ ଦେଇଥିବା ବେଳେ ଦେଶ ବିଦେଶର ବିଭିନ୍ନ ସିଆଇଆଇ କେନ୍ଦ୍ରରୁ ଅନେକ ଯୋଡି ହୋଇଥିଲେ।ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ବାର୍ଷିକ ସମ୍ମିଳନୀ ୨୦୨୧ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 11th, 06:52 pm
ଭାରତର ପ୍ରଗତିକୁ ତ୍ୱରାନ୍ୱିତ କରୁଥିବା ଶିଳ୍ପଜଗତର ସମସ୍ତ ମହାନ୍ ବ୍ୟକ୍ତିମାନଙ୍କୁ, ସିଆଇଆଇର ସମସ୍ତ ସଦସ୍ୟବୃନ୍ଦଙ୍କୁ ମୋର ନମସ୍କାର । କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀଗଣ, ସିଆଇଆଇର ସଭାପତି ଶ୍ରୀ ଟି . ବି. ନରେନ୍ଦ୍ରନ ମହୋଦୟ, ଉଦ୍ୟୋଗ ଜଗତର ସମସ୍ତ ନେତୃବୃନ୍ଦ, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନେକ ଦେଶର କୂଟନୀତିଜ୍ଞଗଣ, ବିଭିନ୍ନ ଦେଶରେ ନିଯୁକ୍ତ ଭାରତର ରାଷ୍ଟ୍ରଦୂତମାନେ ଭଦ୍ରବ୍ୟକ୍ତି ଓ ଭଦ୍ରମହିଳାମାନେ!ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ବାର୍ଷିକ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 11th, 04:30 pm
ସମାବେଶରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ସିଆଇଆଇର ଏହି ବୈଠକ ସ୍ୱାଧୀନତାର 75ତମ ଦିବସ ଅବ୍ୟବହିତ ପୂର୍ବରୁ ଆୟୋଜିତ ହେଉଥିବା ଆଜାଦୀ କା ଅମ୍ରିତ ମହୋତ୍ସବ ସମୟରେ ଅନୁଷ୍ଠିତ ହେଉଛି। ସେ କହିଥିଲେ ଯେ ଭାରତୀୟ ଉଦ୍ୟୋଗ ଜଗତ ପାଇଁ ନୂତନ ସଂକଳ୍ପ ଓ ନୂତନ ଲକ୍ଷ୍ୟ ନିର୍ଦ୍ଧାରଣ କରିବା ନିମନ୍ତେ ଏହାକ ଏକ ସୁବର୍ଣ୍ଣ ସୁଯୋଗ। ସେ ଆହୁରି କହିଥିଲେ ଯେ ଆତ୍ମନିର୍ଭର ଭାରତ ଲକ୍ଷ୍ୟ ହାସଲ ଦିଗରେ ଭାରତୀୟ ଉଦ୍ୟୋଗ ଜଗତର ଏକ ପ୍ରମୁଖ ଭୂମିକା ରହିଛି। ମହାମାରୀ ସମୟରେ ଉଦ୍ୟୋଗ ଜଗତର ସହନଶୀଳତା ପାଇଁ ପ୍ରଧାନମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଥିଲେ।ଅଗଷ୍ଟ ୧୧ ସିଆଇଆଇ ବାର୍ଷିକ ବୈଠକରେ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ
August 09th, 11:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୧୧,୨୦୨୧ରେ ଅପରାହ୍ନ ୪.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତୀୟ ଶିଳ୍ପ ସଂଘ (ସିଆଇଆଇ)ର ବାର୍ଷିକ ବୈଠକ ୨୦୨୧ରେ ଉଦବୋଧନ ଦେବେ । ଏହି ବୈଠକର ବିଷୟବସ୍ତୁ ରହିଛି ଇଣ୍ଡିଆ@ ୭୫: ଗଭର୍ଣ୍ଣମେଣ୍ଟ ଆଣ୍ଡ ବିଜିନେସ ଓ୍ୱର୍କିଂ ଟୁଗେଦର ଫର ଆତ୍ମନିର୍ଭର ଭାରତ ରହିଛି ।India will definitely get its growth back: PM Modi at CII Annual Session
June 02nd, 02:04 pm
Addressing CII's Annual Session via video conferencing, PM Narendra Modi said that India will definitely get its growth back powered by the government’s decisive policies. PM Modi said that now the industry had a clear path of self-reliant India. This means that we embrace the world with even more strength. Self-reliant India will be integrated more with the global ecosystem, he remarked.PM Modi addresses CII Annual Session via video conferencing
June 02nd, 11:09 am
Addressing CII's Annual Session via video conferencing, PM Narendra Modi said that India will definitely get its growth back powered by the government’s decisive policies. PM Modi said that now the industry had a clear path of self-reliant India. This means that we embrace the world with even more strength. Self-reliant India will be integrated more with the global ecosystem, he remarked.ଭାରତ-ତୁର୍କୀ ବାଣିଜ୍ୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
May 01st, 11:13 am
ଭାରତ ଓ ତୁର୍କୀ ମଧ୍ୟରେ ଐତିହାସିକ ଏବଂ ସାଂସ୍କୃତିକ ସମ୍ପର୍କ ରହିଛି । ଆଧୁନିକ ବିଶ୍ୱ ଅର୍ଥନୀତିରେ ଆମର ସମାନ ଧାରଣା ରହିଛି । ବର୍ତ୍ତମାନ, ପ୍ରତ୍ୟେକ ଦ୍ୱିପାକ୍ଷିକ ସମ୍ପର୍କରେ ଅର୍ଥର୍ନୈତିକ ସହଯୋଗ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି । ଭାରତ ଏବଂ ତୁର୍କୀ ମଧ୍ୟରେ ଭଲ ବ୍ୟବସାୟିକ ସମ୍ପର୍କ ରହିଛି । ଆମ ଭିତରେ ବର୍ଷ ବର୍ଷ ଧରି ରହିଆସିଥିବା ଦ୍ୱିପାକ୍ଷିକ ବାଣିଜ୍ୟ ଅଗ୍ରଗତି ପ୍ରଶଂସନୀୟ ରହିଆସିଛି । ରାଷ୍ଟ୍ରପତି ଏର୍ଦୋଗାନ୍ ଗତ ଥର ଭାରତ ଗସ୍ତରେ ଆସିବା ପରେ ଦ୍ୱିପାକ୍ଷିକ ବାଣିଜ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି ।ସିଆଇଆଇ- କୈଦାନରେନ୍ ବାଣିଜ୍ୟିକ ମଧ୍ୟାହ୍ନ ଭୋଜନ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ
November 11th, 10:29 am
At the CII-Keidanren business luncheon, PM Modi said that Japan in India is benchmark of quality, excellence, honesty and integrity. He added that India is familiar with Japan's contributions to development in other parts of world. PM said that 21st Century is Asia’s century that has emerged as new centre of global growth. PM Modi remarked that India is pursuing a new direction of economic reforms and the government's resolve is to make the country most open economy in the world.ନୂଆଦିଲ୍ଲୀରେ ଭାରତ-ବ୍ରିଟେନ ପ୍ରଯୁକ୍ତି ଶିଖର ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
November 07th, 10:30 am
Addressing India-UK Tech Summit, PM Modi today said that both countries, the two countries linked by history, could work together to define knowledge economy of 21st century. Prime Minister said that the world is at an inflection point where technology advancement is transformational. PM Modi added that Science, Technology and Innovation are immense growth forces and will play a very significant role in India-UK relationship.CII Delegation calls on PM
June 30th, 05:42 pm