ଭାରତ-ଶ୍ରୀଲଙ୍କା ମିଳିତ ବିବୃତି: ଭାଗିଦାରୀ ଭବିଷ୍ୟତ ପାଇଁ ଭାଗିଦାରୀକୁ ପ୍ରୋତ୍ସାହିତ କରିବା

December 16th, 03:26 pm

16 ଡିସେମ୍ବର 2024 ରେ ଭାରତ ଗସ୍ତ ସମୟରେ ଶ୍ରୀଲଙ୍କାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକ ନୂଆଦିଲ୍ଲୀରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବ୍ୟାପକ ଏବଂ ଫଳପ୍ରଦ ଆଲୋଚନା କରିଥିଲେ ।

'କର୍ମଯୋଗୀ ସପ୍ତାହ’ - ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 19th, 06:57 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଡ. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ 'କର୍ମଯୋଗୀ ସପ୍ତାହ' - ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କରିଛନ୍ତି ।

India and Mauritius are natural partners in the field of maritime security: PM Modi

February 29th, 01:15 pm

Prime Minister Narendra Modi and Prime Minister of Mauritius, H.E. Mr Pravind Jugnauth jointly inaugurated the new Airstrip and St. James Jetty along with six community development projects at the Agalega Island in Mauritius via video conferencing today. The inauguration of these projects is a testimony to the robust and decades-old development partnership between India and Mauritius and will fulfil the demand for better connectivity between mainland Mauritius and Agalega, strengthen maritime security and foster socio-economic development.

ମରିସସର ଅଗଲେଖା ଦ୍ୱୀପରେ ନିର୍ମିତ ଏକ ଏୟାର ଷ୍ଟ୍ରିପ ଓ ଜେଟ୍ଟି ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମରିସସ ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ଦ୍ୱାରା ମିଳିତଭାବେ ଉଦ୍‌ଘାଟିତ

February 29th, 01:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କ ମରିସସ ପ୍ରତିପକ୍ଷ ଶ୍ରୀ ପ୍ରବିନ୍ଦ ଜଗନ୍ନାଥ ମିଳିତଭାବେ ସେଠାକାର ଅଗଲେଖା ଦ୍ୱୀପରେ ନବନିର୍ମିତ ଏକ ଏୟାର ଷ୍ଟ୍ରିପ୍ ଓ ସେଣ୍ଟ ଜେମ୍‌ସ ଜେଟ୍ଟିକୁ ଭିଡିଓ କନ୍‌ଫରେନ୍ସି ବ୍ୟବସ୍ଥାରେ ଆଜି ଉଦ୍‌ଘାଟନ କରିଛନ୍ତି । ଏହା ସହିତ ଅଗଲେଖା ଦ୍ୱୀପରେ ନିର୍ମିତ ଛ’ଟି ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ମଧ୍ୟ ଦୁଇ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମିଳିତଭାବେ ଉଦ୍‌ଘାଟିତ ହୋଇଛି ।

ପ୍ରଥମ ଜାତୀୟ ତାଲିମ ଆଲୋଚନାଚକ୍ରକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

June 10th, 10:40 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ପ୍ରଥମ ଜାତୀୟ ତାଲିମ ଆଲୋଚନାଚକ୍ରକୁ ନୂଆଦିଲ୍ଳୀର ପ୍ରଗତି ମୈଦାନ ସ୍ଥିତ ଆନ୍ତର୍ଜାତିକ ପ୍ରଦର୍ଶନୀ ଓ ଅଧିବେଶନ କେନ୍ଦ୍ରଠାରେ ଉଦ୍‌ଘାଟନ କରିବେ । ଆସନ୍ତା ୧୧ଜୁନ, ୨୦୨୩ ଦିନ ସାଢେ ଦଶଟାବେଳେ ଏହାକୁ ଉଦ୍‌ଘାଟନ କରିବା ପରେ ପ୍ରଧାନମନ୍ତ୍ରୀ ସମବେତ ଅଂଶଗ୍ରହଣକାରୀଙ୍କୁ ଉଦ୍‌ବୋଧନ ଦେବେ ।

ଆଜି ସିଭିଲ ସେବା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ପ୍ରାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

May 23rd, 08:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ସିଭିଲ ସେବା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ପ୍ରାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିପରି ଚଳିତ ବର୍ଷ ପରୀକ୍ଷାରେ ସଫଳ ହୋଇନଥିବା ପ୍ରାର୍ଥୀମାନଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Our motto is to unlock the potential of the youth of our country: PM Modi

April 24th, 06:42 pm

PM Modi addressed the Yuvam conclave and acknowledged that for the vibrancy of any mission, the vibrancy of youth is of utmost importance. He stated that India has transformed from being the fragile five to being the fifth largest economy. He mentioned that the BJP and the youth of this country have a similar wavelength. We bring reforms and the youth brings results enabling a successful youth-led partnership and change

PM Modi addresses ‘Yuvam’ Conclave in Kerala

April 24th, 06:00 pm

PM Modi addressed the Yuvam conclave and acknowledged that for the vibrancy of any mission, the vibrancy of youth is of utmost importance. He stated that India has transformed from being the fragile five to being the fifth largest economy. He mentioned that the BJP and the youth of this country have a similar wavelength. We bring reforms and the youth brings results enabling a successful youth-led partnership and change

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ‘୧୬ତମ ସିଭିଲ ସର୍ଭିସ ଡେ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

April 21st, 11:30 am

ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ, ଶ୍ରୀ ପି.କେ. ମିଶ୍ରା ଜୀ, ଶ୍ରୀ ରାଜୀବ ଗୱା ଜୀ, ଶ୍ରୀ ଶ୍ରୀନିବାସନ ଜୀ ଏବଂ ଏହି କାର୍ଯ୍ୟକ୍ରମରେ ଜଡ଼ିତ ସମସ୍ତ କର୍ମଯୋଗୀ ବନ୍ଧୁମାନେ, ମହିଳା ଏବଂ ଭଦ୍ର ଲୋକମାନେ! ଆପଣ ସମସ୍ତଙ୍କୁ ସିଭିଲ୍ ସେବା ଦିବସ ଅବସରରେ ବହୁତ ବହୁତ ଶୁଭକାମନା ।

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ୧୬ତମ ପ୍ରଶାସନିକ ସେବା ଦିବସକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

April 21st, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ୧୬ ତମ ପ୍ରଶାସନିକ ସେବା ଦିବସ, ୨୦୨୩ ରେ ପ୍ରଶାସନିକ ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ପ୍ରଦାନ କରିଥିଲେ ଏବଂ ପୁସ୍ତକ ଉନ୍ମୋଚନ କରିଥିଲେ ।

The 'Panch Pran' must be the guiding force for good governance: PM Modi

October 28th, 10:31 am

PM Modi addressed the ‘Chintan Shivir’ of Home Ministers of States. The Prime Minister emphasized the link between the law and order system and the development of the states. “It is very important for the entire law and order system to be reliable. Its trust and perception among the public are very important”, he pointed out.

PM addresses ‘Chintan Shivir’ of Home Ministers of States

October 28th, 10:30 am

PM Modi addressed the ‘Chintan Shivir’ of Home Ministers of States. The Prime Minister emphasized the link between the law and order system and the development of the states. “It is very important for the entire law and order system to be reliable. Its trust and perception among the public are very important”, he pointed out.

ସିଭିଲ୍ ସର୍ଭିସେସ୍ (ମୁଖ୍ୟ) ପରୀକ୍ଷା, ୨୦୨୧ରେ ଯେଉଁମାନେ କୃତକାର୍ଯ୍ୟ ହୋଇଛନ୍ତି ସେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

May 30th, 04:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିଭିଲ ସର୍ଭିସେସ୍ (ମୁଖ୍ୟ) ପରୀକ୍ଷା, ୨୦୨୧ ରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ସିଭିଲ୍ ସର୍ଭିସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଲୋକ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ପ୍ରଦାନ କରିବେ

April 20th, 10:09 am

ସିଭିଲ ସର୍ଭିସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୧ ଏପ୍ରିଲ ୨୦୨୨ ଦିନ ୧୧ ଟା ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଲୋକ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ପ୍ରଦାନ କରିବେ । ଏହି କାର୍ଯ୍ୟକ୍ରମରେ ସେ ପ୍ରଶାସକମାନଙ୍କୁ ମଧ୍ୟ ସମ୍ବୋଧିତ କରିବେ ।

ଏଲବିଏସଏନଏଏଠାରେ ୯୬ତମ କମନ ଫାଉଣ୍ଡେସନ ପାଠ୍ୟକ୍ରମର ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 17th, 12:07 pm

ଫାଉଣ୍ଡେସନ୍ ପାଠ୍ୟକ୍ରମ ଶେଷ ହୋଇଥିବାରୁ ଆପଣ ସମସ୍ତ ଯୁବା ବନ୍ଧୁମାନଙ୍କୁ ଅନେକ ଅନେକ ଅଭିନନ୍ଦନ! ଆଜି ହେଉଛି ହୋଲିର ପର୍ବ । ମୁଁ ସମସ୍ତ ଦେଶବାସୀଙ୍କୁ, ଆପଣମାନଙ୍କୁ, ଏକାଡେମୀର ଲୋକମାନଙ୍କୁ ଏବଂ ଆପଣମାନଙ୍କ ପରିବାରକୁ ହୋଲିର ଅନେକ ଅନେକ ଶୁଭକାମନା ଜଣାଉଛି । ମୁଁ ଖୁସି ଯେ ଆଜି ଆପଣମାନଙ୍କ ଏକାଡେମୀ ଦ୍ୱାରା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ମହୋଦୟ, ଲାଲ ବାହାଦୁର ଶାସ୍ତ୍ରୀ ମହୋଦୟଙ୍କୁ ଉତ୍ସର୍ଗୀକୃତ ଡାକ ପ୍ରମାଣପତ୍ର ମଧ୍ୟ ଜାରି କରାଯାଇଛି । ଆଜି ନୂତନ ସ୍ପୋର୍ଟସ କମ୍ପେ୍ଲକ୍ସର ଉଦଘାଟନ ଏବଂ ହାପି ଭ୍ୟାଲି କମ୍ପେ୍ଲକ୍ସର ମଧ୍ୟ ଲୋକାର୍ପଣ କରାଯାଇଛି । ଏହି ସୁବିଧାଗୁଡିକ ଦଳଗତ ମନୋଭାବକୁ, ସ୍ୱାସ୍ଥ୍ୟ ଓ ସୁସ୍ଥତାର ଭାବନାକୁ ସଶକ୍ତ କରିବ, ନାଗରିକ ସେବାକୁ ଆହୁରି ସ୍ମାର୍ଟ ଏବଂ ଦକ୍ଷ କରିବାରେ ସାହାଯ୍ୟ ହେବ ।

ଲାଲବାହାଦୁର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ପ୍ରତିଷ୍ଠାନ (ଏଲ୍‌ବିଏସ୍‌ଏନ୍‌ଏଏ)ର ୯୬ତମ ସାଧାରଣ ମୌଳିକ ପାଠ୍ୟକ୍ରମ(କମନ୍ ଫାଉଣ୍ଡେସନ କୋର୍ସ)ର ସମାପନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‌ବୋଧନ

March 17th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥାରେ ଲାଲବାହାଦୂର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ପ୍ରତିଷ୍ଠାନ (ଏଲ୍‌ବିଏସ୍‌ଏନ୍‌ଏଏ)ର ୯୬ତମ ସାଧାରଣ ଭିତ୍ତି ପାଠ୍ୟକ୍ରମ (କମନ ଫାଉଣ୍ଡେସନ କୋର୍ସ)ର ସମାପନ ସମାରୋହରେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଛନ୍ତି । ଏହି ଅବସରରେ ସେ ମଧ୍ୟ ଏକ ନୂଆ ସ୍ପୋର୍ଟସ କମ୍ପ୍ଲେକ୍ସକୁ ଉଦ୍‌ଘାଟନ କରିବା ସହ ପୁନଃନିର୍ମିତ ହାଫି ଭ୍ୟାଲି କମ୍ପେ୍ଲକ୍ସକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ତାଙ୍କ ମରିସସ୍ ପ୍ରତିପକ୍ଷ ପ୍ରବିନ୍ଦ ଜଗନ୍ନାଥଙ୍କ ଦ୍ୱାରା ମିଳିତଭାବେ ଆଭାସୀ ବ୍ୟବସ୍ଥାରେ ମରିସସ୍‌ରେ ସାମାଜିକ ଆବାସ ପ୍ରକଳ୍ପର ଉଦ୍‌ଘାଟନ ଦୁଇ ପ୍ରଧାନମନ୍ତ୍ରୀ ମରିସସ୍‌ରେ ସିଭିଲ ସର୍ଭିସ କଲେଜ ଓ ଆଠ ମେଗାୱାଟର ସୋଲାର ପିଭି ପ୍ରକଳ୍ପର ଶୁଭ ଦେଲେ

January 20th, 06:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମରିସସ୍‌ର ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ ଆଜି ମିଳିତିଭାବେ ଆଭାସୀ ବ୍ୟବସ୍ଥାରେ ମରିସସ୍‌ରେ ନବନିର୍ମିତ ଏକ ସାମାଜିକ ଆବାସ ପ୍ରକଳ୍ପକୁ ଉଦ୍‌ଘାଟନ କରିଛନ୍ତି । ଭାରତର ଅଂଶୀଦାରୀରେ ମରିସସ୍‌ରେ ଏହି ପ୍ରକଳ୍ପଟି କାର୍ଯ୍ୟକାରୀ ହୋଇଛି । ଏହି ଅବସରରେ ଦୁଇ ପ୍ରଧାନମନ୍ତ୍ରୀ ମଧ୍ୟ ଆଭାସୀ ବ୍ୟବସ୍ଥାରେ ମରିସସ୍‌ରେ ଏକ ସିଭିଲି ସର୍ଭିସ କଲେଜ ଓ ଆଠ ମେଗାୱାଟ କ୍ଷମତା ବିଶିଷ୍ଟ ଏକ ସୋଲାର ପିଭି ପ୍ରକଳ୍ପର ଶିଳାନ୍ୟାସ ମିଳିତଭାବେ କରିଛନ୍ତି ।

ମରିସସ୍‌ରେ ମିଳିତ ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

January 20th, 04:49 pm

ଭାରତରେ ସମସ୍ତେ ୧୩୦କୋଟି ଜନସାଧାରଣଙ୍କ ପକ୍ଷରୁ ମରିସସ୍‌ର ସମସ୍ତ ଭାଇ-ଭଉଣୀଙ୍କୁ ନମସ୍କାର ଓ ଥାଇପୁରମ କାବଡିର ଶୁଭକାମନା

ୟୁପିଏସସି ସିଭିଲ ସର୍ଭିସ ପରୀକ୍ଷାର ସଫଳ ପରୀକ୍ଷାର୍ଥୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

September 25th, 04:56 am

ୟୁପିଏସସି ସିଭିଲ ସର୍ଭିସ ପରୀକ୍ଷାର ସଫଳ ପରୀକ୍ଷାର୍ଥୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ଆରମ୍ଭ 2020ରେ ପ୍ରଶାସନିକ ସେବା ଶୀକ୍ଷାନବିସଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

October 31st, 12:01 pm

ବନ୍ଧୁଗଣ, ଗୋଟିଏ ବର୍ଷ ପୂର୍ବରୁ ଯେଉଁ ସ୍ଥିତି ଥିଲା, ଆଜିର ସ୍ଥିତି ମଧ୍ୟରେ ଖୁବ ଫରକ ରହିଛି । ମୋର ପୂର୍ଣ୍ଣ ବିଶ୍ୱାସ ରହିଛି ଯେ ଏହି ସଙ୍କଟପୂର୍ଣ୍ଣ ସମୟରେ ଦେଶ, ଦେଶର ବ୍ୟବସ୍ଥା ଯେପରି ଭାବେ କାମ କରିଛି, ସେଥିରୁ ଆପଣମାନେ ଅନେକ କିଛି ଶିଖିଥିବେ । ଯଦିଓ ଆପଣମାନେ ସବୁକିଛି ଦେଖି ନାହାନ୍ତି, କେବଳ ଅନୁଭବ କରିଛନ୍ତି ତଥାପି ଆପଣମାନେ କିଛି ଶିକ୍ଷା ଲାଭ କରିଥିବେ ନିଶ୍ଚୟ । କରୋନା ମୁକାବିଲା କରିବାରେ ସହାୟକ ଏପରି କିଛି ସାମଗ୍ରୀ, ଯାହାପାଇଁ ଦେଶ ପୂର୍ବରୁ ଅନ୍ୟମାନଙ୍କ ଉପରେ ନିର୍ଭର କରୁଥିଲା, ଆଜି ଭାରତ ସେଥିମଧ୍ୟରୁ ଅନେକଗୁଡ଼ିଏ ସାମଗ୍ରୀ ରପ୍ତାନି କରିବାର ସ୍ଥିତିକୁ ଆସିଯାଇଛି । ସଂକଳ୍ପରୁ ସିଦ୍ଧିର ଏହା ହେଉଛି ଅତ୍ୟନ୍ତ ଚମତ୍କାର ଉଦାହରଣ ।