
Prime Minister pays tributes to Bhagwan Mahavir on Mahavir Jayanti
April 10th, 08:44 am
The Prime Minister, Shri Narendra Modi paid tributes to Bhagwan Mahavir on the occasion of Mahavir Jayanti today. Shri Modi said that Bhagwan Mahavir always emphasised on non-violence, truth and compassion, and that his ideals give strength to countless people all around the world. The Prime Minister also noted that last year, the Government conferred the status of Classical Language on Prakrit, a decision which received a lot of appreciation.
PM Modi thanks Thailand PM for giving a copy of the Tipitaka in Pali
April 03rd, 05:43 pm
The Prime Minister Shri Narendra Modi thanked the Prime Minister of Thailand H.E. Ms. Paetongtarn Shinawatra for giving a copy of the Tipitaka in Pali, hailing it as a beautiful language, carrying within it the essence of Lord Buddha’s teachings.
ଭାଷା ଗୌରବ ସପ୍ତାହ ଅବସରରେ ଆସାମର ଲୋକଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
November 03rd, 06:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଷା ଗୌରବ ସପ୍ତାହ ଅବସରରେ ଆଜି ଆସାମର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ #BhashaGauravSaptah ର ମହତ୍ୱ ସମ୍ପର୍କରେ ଆଲୋଚନା କରିଛନ୍ତି । ଏକ୍ସ ର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ନିକଟରେ ଅହମୀୟାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ପ୍ରଦାନର ଉତ୍ସବ ମନାଇଛନ୍ତି, ଯାହାକି ଏହି କ୍ଷେତ୍ରରେ ସମୃଦ୍ଧ ଭାଷା ଓ ସାଂସ୍କୃତିକ ଐତିହ୍ୟକୁ ଏକ ମହତ୍ୱପୂର୍ଣ୍ଣ ମାନ୍ୟତା ପ୍ରଦାନ କରୁଛି ।ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ପାଇଁ ଭାରତ ସରକାରଙ୍କ ନିଷ୍ପତ୍ତି ଭଗବାନ ବୁଦ୍ଧଙ୍କ ବାଣୀରେ ବିଶ୍ୱାସ କରୁଥିବା ଲୋକଙ୍କ ମନରେ ଖୁସିର ଭାବନା ପ୍ରଜ୍ୱଳିତ କରିଛି: ପ୍ରଧାନମନ୍ତ୍ରୀ
October 24th, 10:43 am
ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ପାଇଁ ଭାରତ ସରକାରଙ୍କ ନିଷ୍ପତ୍ତିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଖୁସି ଜାହିର କରିଛନ୍ତି । ଭଗବାନ ବୁଦ୍ଧଙ୍କ ବାଣୀରେ ବିଶ୍ୱାସ ରଖୁଥିବା ଲୋକଙ୍କ ମନରେ ଏହା ଖୁସିର ଭାବନା ପ୍ରଜ୍ୱଳିତ କରିଛି ବୋଲି ସେ କହିଛନ୍ତି । କଲମ୍ବୋ ଠାରେ ଆଇସିସିଆର ଦ୍ୱାରା ଆୟୋଜିତ ‘ପାଲି ଏକ ଶାସ୍ତ୍ରୀୟ ଭାଷା’ ଶୀର୍ଷକ ଆଲୋଚନାଚକ୍ରରେ ଅଂଶ ଗ୍ରହଣ କରିଥିବା ବିଭିନ୍ନ ଦେଶର ବିଦ୍ୱାନ ଏବଂ ଭିକ୍ଷୁ ମାନଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଧନ୍ୟବାଦ ଅର୍ପଣ କିଛନ୍ତି ।India has not given world 'Yuddha', but Buddha: PM Modi at International Abhidhamma Divas
October 17th, 10:05 am
PM Modi addressed the celebration of International Abhidhamma Divas and the recognition of Pali as a classical language at Vigyan Bhavan, New Delhi. He emphasized the significance of Pali in understanding Buddha's teachings and highlighted the importance of preserving linguistic heritage. The PM spoke about India's commitment to promoting Lord Buddha's teachings globally.ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 17th, 10:00 am
ନୂଆଦିଲ୍ଲୀର ବିଜ୍ଞାନଭବନରେ ଆଜି ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଭଗବାନ ବୁଦ୍ଧଙ୍କ ଦିବ୍ୟକ୍ଷେତ୍ରରୁ ଅଭିଧମ୍ମ ଶିକ୍ଷା ସ୍ମୃତିରେ ଅଭିଧମ୍ମ ଦିବସ ପାଳନ କରାଯାଇଥାଏ । ଭଗବାନ ବୁଦ୍ଧଙ୍କ ଶିକ୍ଷା ଗୁଡ଼ିକ କେବଳ ପାଲି ଭାଷାରେ ଉପଲବ୍ଧ ହୋଇଥାଏ । ନିକଟରେ ପାଲି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଯାଇଥିବାରୁ ଚଳିତ ବର୍ଷର ଅଭିଧମ୍ମ ଦିବସ ଉତ୍ସବର ଗୁରୁତ୍ୱ ବୃଦ୍ଧି ପାଇଛି ।ପ୍ରଧାନମନ୍ତ୍ରୀ ଅକ୍ଟୋବର ୧୭ରେ ଆନ୍ତର୍ଜାତିକ ଅଭିଧାମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉତ୍ସବରେ ଯୋଗ ଦେବେ
October 15th, 09:14 pm
ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅକ୍ଟୋବର ୧୭ ତାରିଖ ପୂର୍ବାହ୍ନ ୧୦ଟାରେ ଆନ୍ତର୍ଜାତିକ ଅଭିଧାମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ପାଇଁ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ । ଉପସ୍ଥିତ ଜନସାଧାରଣଙ୍କୁ ମଧ୍ୟ ସେ ଉଦବୋଧନ ଦେବେ ।