PM Modi and President of France jointly visit ITER facility

PM Modi and President of France jointly visit ITER facility

February 12th, 05:32 pm

PM Modi and President Emmanuel Macron visited the ITER facility in Cadarache, the first such visit by any Head of State or Government. They praised ITER’s progress in fusion energy and India’s key contributions through scientists and industries like L&T, Inox India, and TCS, highlighting India's commitment to advancing global clean energy research.

Cabinet Approves 'National Critical Mineral Mission'

Cabinet Approves 'National Critical Mineral Mission'

January 29th, 03:08 pm

The Union Cabinet, chaired by the Prime Minister Shri Narendra Modi, has approved the launch of the National Critical Mineral Mission (NCMM) with an expenditure of Rs.16,300 crore and expected investment of Rs.18,000 crore by PSUs, etc.

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ରୀନ୍ ଏନର୍ଜି ଭିଜନ୍ ଭାରତ ପାଇଁ ଏକ ଗେମ୍ ଚେଞ୍ଜର। ଏଠାରେ ପରିସଂଖ୍ୟାନ କ'ଣ କହୁଛି

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ରୀନ୍ ଏନର୍ଜି ଭିଜନ୍ ଭାରତ ପାଇଁ ଏକ ଗେମ୍ ଚେଞ୍ଜର। ଏଠାରେ ପରିସଂଖ୍ୟାନ କ'ଣ କହୁଛି

December 13th, 01:58 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ଅକ୍ଷୟ ଶକ୍ତି କ୍ଷେତ୍ରରେ ଏକ ପରିବର୍ତନମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ଏବଂ ଦେଶକୁ ସ୍ଥାୟୀ ଶକ୍ତି ପଦକ୍ଷେପରେ ଏକ ବିଶ୍ୱସ୍ତରୀୟ ନେତୃତ୍ୱ ଭାବରେ ସ୍ଥାନିତ କରିଛନ୍ତି ।

ଭୁଟାନର ରାଜା ଓ ରାଣୀଙ୍କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

December 05th, 03:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଭୁଟାନର ରାଜା ଜିଗମେ ଖେସର ନାମଗୟାଲ୍ ୱାଙ୍ଗଚୁକ୍ ଏବଂ ଭୁଟାନର ରାଣୀ ଜେତ୍‌ସୁନ୍ ପେମା ୱାଙ୍ଗ୍‌ଚୁକ୍‌ଙ୍କୁ ସ୍ୱାଗତ କରିଛନ୍ତି । ପ୍ରଧାନମନ୍ତ୍ରୀ ମହାରାଜାଙ୍କୁ ଶୁଭେଚ୍ଛା ଜଣାଇବା ସହ ମାର୍ଚ୍ଚ ୨୦୨୪ରେ ତାଙ୍କର ଗସ୍ତ ସମୟରେ ସରକାର ଏବଂ ଭୁଟାନର ଲୋକମାନେ ଦେଇଥିବା ଭବ୍ୟ ଆତିଥ୍ୟକୁ ମନେ ପକାଇଥିଲେ ।

ଇଟାଲୀ ମନ୍ତ୍ରୀ ପରିଷଦ ଅଧ୍ୟକ୍ଷଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 19th, 08:34 am

ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଇଟାଲୀ ମନ୍ତ୍ରୀ ପରିଷଦ ଅଧ୍ୟକ୍ଷ ମହାମହି ଜିଓର୍ଜିଆ ମେଲୋନିଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭେଟିଛନ୍ତି । ବିଗତ ଦୁଇ ବର୍ଷ ମଧ୍ୟରେ ଏହା ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ପଞ୍ଚମ ଭେଟ । ୨୦୨୪ ଜୁନ୍‌ରେ ଇଟାଲୀର ପୁଗଲିଆ ଠାରେ ପ୍ରଧାନମପନ୍ତ୍ରୀ ମେଲୋନିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଜି-୭ ଶିଖର ସମ୍ମିଳନୀ ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଶେଷ ଥର ଭେଟ ହୋଇଥିଲା । ଏକ ଆହ୍ୱାନପୂର୍ଣ୍ଣ ସମୟରେ ଜି-୭ର ନେତୃତ୍ୱ ନେଇଥିବାରୁ ପ୍ରଧାନମନ୍ତ୍ରୀ ମେଲୋନିଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ ।

ନଭେମ୍ବର ୧୩ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ବିହାର ଗସ୍ତ

November 12th, 08:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩ ତାରିଖରେ ବିହାର ଗସ୍ତରେ ଯିବେ । ସେ ଦରଭଙ୍ଗାରେ ପହଞ୍ଚିବା ପରେ ପ୍ରାୟ ପୂର୍ବାହ୍ନ ୧୦ଟା ୪୫ ମିନିଟରେ ବିହାରରେ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବହୁମୁଖୀ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ।

Clean energy is the need of the hour : Prime Minister

October 21st, 05:20 pm

The Prime Minister Shri Narendra Modi today remarked that Clean energy is the need of the hour. He added that the Government’s commitment to a better tomorrow was paramount and reflected in their work.

ତଥ୍ୟ ପତ୍ର:୨୦୨୪ କ୍ୱାଡ ନେତୃବୃନ୍ଦଙ୍କ ସମ୍ମିଳନୀ

September 22nd, 12:06 pm

୨୧ ସେପ୍ଟେମ୍ବର ୨୦୨୪ରେ ରାଷ୍ଟ୍ରପତି ଯୋଶେଫ ଆର.ବାଇଡେନଙ୍କ ଅଧ୍ୟକ୍ଷତାରେ ୱିଲମନ୍ଟନ୍‌, ଡେଲୱେୟାରଠାରେ ଅନୁଷ୍ଠିତ ଚତୁର୍ଥ କ୍ୱାଡ ନେତୃବୃନ୍ଦଙ୍କ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ, ଜାପାନର ପ୍ରଧାନମନ୍ତ୍ରୀ କିସିଦା ଫୁମିଓ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ ।

ମିଳିତ ତଥ୍ୟ ପତ୍ର: ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ ବ୍ୟାପକ ଏବଂ ବୈଶ୍ୱିକ ରଣନୈତିକ ଭାଗିଦାରୀକୁ ବିସ୍ତାର ଉପକ୍ରମ ଜାରି ରଖିବ ଆମେରିକା

September 22nd, 12:00 pm

ଆଜି ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଯୋଶେଫ୍ ଆର ବାଇଡେନ୍ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ୋକ୍ତି ବ୍ୟକ୍ତ କରି କହିଛନ୍ତି ଯେ ଏକବିଂଶ ଶତାବ୍ଦୀର ନିର୍ଣ୍ଣାୟକ ଭାଗିଦାରୀ, ଆମେରିକା ଏବଂ ଭାରତ ମଧ୍ୟରେ ବ୍ୟାପକ ବୈଶ୍ୱିକ ଏବଂ ରଣନୈତିକ ଭାଗିଦାରୀ ନିର୍ଣ୍ଣାୟକ ଭାବରେ ବିଶ୍ୱ ସ୍ୱାର୍ଥରକ୍ଷା ନିମନ୍ତେ ଥିବା ଏକ ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟସୂଚୀକୁ ପୂରଣ କରୁଛି । ଉଭୟ ନେତା ସେହି ଐତିହାସିକ କାଳଖଣ୍ଡ ସମ୍ପର୍କରେ ପ୍ରତିଫଳିତ କରିଥିଲେ ଯେତେବେଳେ ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ ବିଶ୍ୱାସ ଏବଂ ସହଯୋଗର ଏକ ଅଭୂତପୂର୍ବ ପର୍ଯ୍ୟାୟରେ ରହିଥିଲା । ଗଣତନ୍ତ୍ର, ସ୍ୱାଧୀନତା, ଆଇନର ଶାସନ, ମାନବିକ ଅଧିକାର, ବିବିଧତା ଏବଂ ସମସ୍ତଙ୍କ ପାଇଁ ସମାନ ସୁଯୋଗ ବଜାୟ ରଖିବା ଦିଗରେ ଆମେରିକା ଏବଂ ଭାରତ ଭାଗିଦାରୀ ପ୍ରୟାସକୁ ଗୁରୁତ୍ୱ ଦେବା ଉଚିତ ବୋଲି ଉଭୟ ନେତା ପ୍ରତିବଦ୍ଧତା ପ୍ରକଟ କରିଛନ୍ତି । ଉଭୟ ନେତା ଆମେରିକା-ଭାରତ ପ୍ରମୁଖ ପ୍ରତିରକ୍ଷା ସହଭାଗୀତାକୁ ବିଶ୍ୱ ନିରାପତ୍ତା ଏବଂ ଶାନ୍ତିର ସ୍ତମ୍ଭରେ ପରିଣତ କରିଥିବା ଅଗ୍ରଗତିକୁ ଭୂୟସୀ ପ୍ରଶଂସା କରିଥିଲେ ଏବଂ ପ୍ରତିରକ୍ଷା ଶିଳ୍ପରେ ପରିଚାଳନା ସମନ୍ୱୟ, ସୂଚନା ଆଦାନ ପ୍ରଦାନ ଏବଂ ନବସୃଜନ ବୃଦ୍ଧିର ଲାଭ ଉପରେ ଆଲୋକପାତ କରିଥିଲେ । ରାଷ୍ଟ୍ରପତି ଯୋଶେଫ ଆର ବାଇଡେନ୍ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଶା ଓ ଦୃଢ଼ ବିଶ୍ୱାସ ବ୍ୟକ୍ତ କରି କହିଛନ୍ତି ଯେ ଆମର ଜନସାଧାରଣ, ଆମର ବେସାମରିକ ଏବଂ ବେସରକାରୀ କ୍ଷେତ୍ର ଏବଂ ଆମ ସରକାରଙ୍କ ନିବିଡ଼ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଅକ୍ଳାନ୍ତ ପ୍ରୟାସ ଆଗାମୀ ଦଶନ୍ଧିରେ ଆମେରିକା-ଭାରତ ଭାଗିଦାରୀକୁ ଆହୁରି ଅଧିକ ଉଚ୍ଚତାକୁ ନେଇଯିବ ।

The Wilmington Declaration Joint Statement from the Leaders of Australia, India, Japan, and the United States

September 22nd, 11:51 am

PM Modi joined leaders from the U.S., Australia, and Japan for the fourth Quad Leaders Summit in Wilmington, Delaware. The Quad reaffirmed its commitment to a free, open, and inclusive Indo-Pacific, opposing destabilizing actions and supporting regional peace, security, and sustainable development. The leaders emphasized respect for international law, democratic values, and regional institutions like ASEAN and the Pacific Islands Forum.

Roadmap For U.S.-India Initiative to Build Safe and Secure Global Clean Energy Supply Chains

September 22nd, 11:44 am

The United States and India are deepening their collaboration on clean energy, focusing on expanding manufacturing capacity for solar, wind, battery, and energy-efficient technologies. They plan to unlock $1 billion in multilateral finance, mobilize additional funds, and work on pilot projects in Africa. This partnership aims to boost both countries' clean energy supply chains and set a global example for sustainable economic development.

ସବୁଜ ହାଇଡ୍ରୋଜେନ ଉପରେ ଦ୍ୱିତୀୟ ଅନ୍ତର୍ଜାତୀୟ ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

September 11th, 10:40 am

ବୈଜ୍ଞାନିକ ଏବଂ ଉଦ୍ଭାବକଗଣ, ଉଦ୍ୟୋଗ ଜଗତର ମୋର ପ୍ରିୟ ସାଥିମାନେ, ମୁଁ ଆପଣସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି । ସବୁଜ ହାଇଡ୍ରୋଜେନ ଉପରେ ଦ୍ୱିତୀୟ ଅନ୍ତର୍ଜାତୀୟ ସମ୍ମିଳନୀରେ ଆପଣଙ୍କୁ ସ୍ୱାଗତ କରିବା ଏକ ଆନନ୍ଦର ବିଷୟ ।

ଗ୍ରୀନ୍ ହାଇଡ୍ରୋଜେନ ଉପରେ ଦ୍ୱିତୀୟ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 11th, 10:20 am

ଗ୍ରୀନ୍ ହାଇଡ୍ରୋଜେନ୍ ଉପରେ ଦ୍ୱିତୀୟ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ହାର୍ଦ୍ଦିକ ସ୍ୱାଗତ କରି ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ ଏବଂ କହିଥିଲେ ଯେ ବିଶ୍ୱ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି । ଜଳବାୟୁ ପରିବର୍ତ୍ତନ କେବଳ ଭବିଷ୍ୟତର ବିଷୟ ନୁହେଁ ବରଂ ଏହାର ପ୍ରଭାବ ବର୍ତ୍ତମାନ ଅନୁଭବ କରାଯାଇପାରିବ ବୋଲି ସେ ଗୁରୁତ୍ୱାରୋପ କରିଥିଲେ । ବର୍ତ୍ତମାନ କାର୍ଯ୍ୟାନୁଷ୍ଠାନର ସମୟ ଆସିଛି”, ବୋଲି ଶ୍ରୀ ମୋଦୀ କହିଥିଲେ । ସେ ଉଲ୍ଲେଖ କରିଥିଲେ ଯେ ଶକ୍ତି ପରିବର୍ତ୍ତନ ଏବଂ ଦୀର୍ଘସ୍ଥାୟୀ ବିଶ୍ୱ ନୀତି ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି ।

Action Plan (2024-2028) for the Implementation of the India-Poland Strategic Partnership

August 22nd, 08:22 pm

Building on the consensus reached by the Prime Ministers of India and Poland during talks held on August 22, 2024, in Warsaw and recognising the momentum in bilateral cooperation created by the establishment of the Strategic Partnership, the two sides agreed to formulate and execute a five-year Action Plan that will guide bilateral collaboration in the years 2024-2028 across various sectors.

India- Poland Joint Statement “Establishment of Strategic Partnership”

August 22nd, 08:21 pm

At the invitation of PM Donald Tusk of Poland, PM Narendra Modi paid an official visit to Poland from August 21-22, 2024. The historic visit, came as both nations celebrate the 70th anniversary of their diplomatic relations. Recognizing their long-standing ties, reaffirming the deep-rooted bonds of friendship between their countries and peoples, and commitment to realizing the full potential of their ties, the two leaders decided to elevate India-Poland bilateral relations to the level of a Strategic Partnership.”

ପୋଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି

August 22nd, 03:00 pm

ୱାର୍ସା ଭଳି ଏକ ସୁନ୍ଦର ସହରରେ ଭବ୍ୟ ସ୍ୱାଗତ, ସୁନ୍ଦର ଆତିଥ୍ୟ ଏବଂ ବନ୍ଧୁତ୍ୱପୂର୍ଣ୍ଣ ଶବ୍ଦ ପାଇଁ ମୁଁ ପ୍ରଧାନମନ୍ତ୍ରୀ ଟସ୍କଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଆପଣ ଦୀର୍ଘ ଦିନ ଧରି ଭାରତର ଜଣେ ଭଲ ବନ୍ଧୁ ଅଟନ୍ତି । ଭାରତ ଏବଂ ପୋଲାଣ୍ଡ ମଧ୍ୟରେ ବନ୍ଧୁତାକୁ ସୁଦୃଢ କରିବାରେ ଆପଣଙ୍କର ଅବଦାନ ଅତୁଳନୀୟ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜାପାନ ବାଚସ୍ପତି ଓ ପ୍ରତିନିଧିଦଳ

August 01st, 09:55 pm

ଜାପାନ ପ୍ରତିନିଧି ସଭାର ବାଚସ୍ପତି ଶ୍ରୀ ନୁକାଗା ଫୁକୁଶିରୋ, ଜାପାନ ସଂସଦର ସଦସ୍ୟଙ୍କ ସହ ପ୍ରତିନିଧି ଦଳ, ଜାପାନୀ କମ୍ପାନୀର ବ୍ୟାବସାୟିକ ପ୍ରତିନିଧିମାନଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି । ଏହି ସାକ୍ଷାତକାରରେ ଭାରତ-ଜାପାନ ଗୁରୁତ୍ୱପୂର୍ଣ୍ଣ ରଣନୀତିକ ଏବଂ ବୈଶ୍ୱିକ ସହଯୋଗକୁ ଗୁରୁତ୍ୱ ଦିଆଯାଇଛି । ଦୁଇ ଦେଶର ଜନସାଧାରଣଙ୍କ ପାରସ୍ପରିକ ସ୍ୱାର୍ଥ ଥିବା କ୍ଷେତ୍ର ଏବଂ ମତବିନିମୟ, ଏଥିସହ ସଂସଦୀୟ ମତବିନିମୟର ଗୁରୁତ୍ୱକୁ ଏଥିରେ ଉଲ୍ଲେଖ କରାଯାଇଛି ।

I consider industry, and also the private sector of India, as a powerful medium to build a Viksit Bharat: PM Modi at CII Conference

July 30th, 03:44 pm

Prime Minister Narendra Modi attended the CII Post-Budget Conference in Delhi, emphasizing the government's commitment to economic reforms and inclusive growth. The PM highlighted various budget provisions aimed at fostering investment, boosting infrastructure, and supporting startups. He underscored the importance of a self-reliant India and the role of industry in achieving this vision, encouraging collaboration between the government and private sector to drive economic progress.

ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଦ୍ୱାରା 'ବିକଶିତ ଭାରତ ଅଭିମୁଖେ ଯାତ୍ରା: କେନ୍ଦ୍ର ବଜେଟ୍ ୨୦୨୪-୨୫ ପରବର୍ତ୍ତୀ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

July 30th, 01:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଦ୍ୱାରା ଆୟୋଜିତ 'ବିକଶିତ ଭାରତ ଅଭିମୁଖେ ଯାତ୍ରା: କେନ୍ଦ୍ର ବଜେଟ୍ ୨୦୨୪-୨୫ ସମ୍ମିଳନୀ'ର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଥିଲେ । ଅଭିବୃଦ୍ଧି ପାଇଁ ସରକାରଙ୍କ ବୃହତ ଦୃଷ୍ଟିକୋଣ ଏବଂ ଶିଳ୍ପର ଭୂମିକା ପାଇଁ ରୂପରେଖ ଉପସ୍ଥାପନ କରିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ । ଏହି ସମ୍ମିଳନୀରେ ଉଦ୍ୟୋଗୀ, ସରକାରୀ ଅଧିକାରୀ, କୂଟନୀତିଜ୍ଞ ଏବଂ ଚିନ୍ତକଙ୍କ ସମେତ ୧୦୦୦ରୁ ଅଧିକ ଅଂଶଗ୍ରହଣକାରୀ ବ୍ୟକ୍ତିଗତ ଭାବେ ଯୋଗ ଦେଇଥିବା ବେଳେ ଦେଶ ବିଦେଶର ବିଭିନ୍ନ ସିଆଇଆଇ କେନ୍ଦ୍ରରୁ ଅନେକ ଯୋଡି ହୋଇଥିଲେ।

India is the Future: PM Modi

February 26th, 08:55 pm

Prime Minister Narendra Modi addressed the News 9 Global Summit in New Delhi today. The theme of the Summit is ‘India: Poised for the Big Leap’. Addressing the gathering, the Prime Minister said TV 9’s reporting team represents the persity of India. Their multi-language news platforms made TV 9 a representative of India's vibrant democracy, the Prime Minister said. The Prime Minister threw light on the theme of the Summit - ‘India: Poised for the Big Leap’, and underlined that a big leap can be taken only when one is filled with passion and enthusiasm.