ବିଶ୍ୱ ଅର୍ଥନୈତିକ ଫୋରମର ଡାଭୋସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ‘ଷ୍ଟେଟ ଅଫ ୱାର୍ଲ୍ଡ’ ଅଭିଭାଷଣର ମୂଳ ପାଠ
January 17th, 08:31 pm
୧୩ଠ କୋଟି ଭାରତୀୟଙ୍କ ତରଫରୁ ମୁଁ ବିଶ୍ୱ ଅର୍ଥନୈତିକ ଫୋରମରେ ଏକତ୍ରିତ ହୋଇଥିବା ବିଶ୍ୱର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ ଜଣାଉଛି । ଆଜି ଯେତେବେଳେ ମୁଁ ଆପଣମାନଙ୍କ ସହ କଥାବାର୍ତ୍ତା କରୁଛି, ଭାରତ ସତର୍କତାର ସହିତ କରୋନାର ଆଉ ଏକ ତରଙ୍ଗର ସମ୍ମୁଖୀନ ହେଉଛି । ଏଥିସହିତ ଭାରତ ମଧ୍ୟ ଅନେକ ଆଶାବାଦୀ ଫଳାଫଳ ସହିତ ଅର୍ଥନୈତିକ କ୍ଷେତ୍ରରେ ଆଗକୁ ବଢୁଛି । ଆଜି ସ୍ୱାଧୀନତାର ୭୫ ବର୍ଷରେ ଭାରତ ମଧ୍ୟ ଉତ୍ସାହିତ ଏବଂ କେବଳ ଗୋଟିଏ ବର୍ଷରେ ୧୬ଠ କୋଟି କରୋନା ଟିକା ନେଇ ଭାରତ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ।PM Modi's remarks at World Economic Forum, Davos 2022
January 17th, 08:30 pm
PM Modi addressed the World Economic Forum's Davos Agenda via video conferencing. PM Modi said, The entrepreneurship spirit that Indians have, the ability to adopt new technology, can give new energy to each of our global partners. That's why this is the best time to invest in India.ଯେତେବେଳେ ଭାରତରେ ବିକାଶ ଘଟୁଛି, ବିଶ୍ୱ ବିକଶିତ ହେଉଛି , ଯେତେବେଳେ ଭାରତରେ ସଂସ୍କାର ଆସୁଛି, ସେତେବେଳେ ଦୁନିଆ ବଦଳୁଛି : ପ୍ରଧାନମନ୍ତ୍ରୀ ମୋଦୀ
September 25th, 06:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଜାତିସଂଘ ସାଧାରଣ ସଭାର 76ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ମନ୍ତବ୍ୟରେ କୋଭିଡ-19 ମହାମାରୀ, ଆତଙ୍କବାଦ ଏବଂ ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହୋଇଥିବା ବିଶ୍ୱସ୍ତରୀୟ ଆହ୍ୱାନ ଉପରେ ଧ୍ୟାନ ଦେଇଛନ୍ତି । ମହାମାରୀ ମୁକାବିଲା ରେ ବିଶ୍ୱ ସ୍ତରରେ ଭାରତ ଦ୍ୱାରା ଗ୍ରହଣ କରାଯାଇଥିବା ଭୂମିକା ଉପରେ ସେ ଆଲୋକପାତ କରିଛନ୍ତି ଏବଂ ଭାରତରେ ଟିକା ତିଆରି କରିବା ପାଇଁ ବିଶ୍ୱକୁ ଆମନ୍ତ୍ରଣ କରିଛନ୍ତି ।ମିଳିତ ଜାତିସଂଘ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଭାଷଣ
September 25th, 06:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଜାତିସଂଘ ସାଧାରଣ ସଭାର ୭୬ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ମନ୍ତବ୍ୟରେ କୋଭିଡ-19 ମହାମାରୀ, ଆତଙ୍କବାଦ ଏବଂ ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହୋଇଥିବା ବିଶ୍ୱସ୍ତରୀୟ ଆହ୍ୱାନ ଉପରେ ଧ୍ୟାନ ଦେଇଛନ୍ତି । ମହାମାରୀ ମୁକାବିଲା ରେ ବିଶ୍ୱ ସ୍ତରରେ ଭାରତ ଦ୍ୱାରା ଗ୍ରହଣ କରାଯାଇଥିବା ଭୂମିକା ଉପରେ ସେ ଆଲୋକପାତ କରିଛନ୍ତି ଏବଂ ଭାରତରେ ଟିକା ତିଆରି କରିବା ପାଇଁ ବିଶ୍ୱକୁ ଆମନ୍ତ୍ରଣ କରିଛନ୍ତି ।ଜଳବାୟୁ ଅନୁକୂଳନ ଶିଖର ସମ୍ମିଳନୀ-୨୦୨୧ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 25th, 08:36 pm
ଜଳବାୟୁ ଅନୁକୂଳନ ଶିଖର ସମ୍ମିଳନୀକୁ ଭାରତ ସ୍ୱାଗତ କରୁଛି ଏବଂ ଏଥିପାଇଁ ପ୍ରଧାନମନ୍ତ୍ରୀ ମାର୍କ ରୁଟଙ୍କ ନେତୃତ୍ୱକୁ ପ୍ରଶଂସା କରୁଛି ।