100 କୋଟି ଡୋଜ ଟିକାକରଣ ମାଇଲ ଖୁଣ୍ଟ ହାସଲ ଅବସରରେ ଡାକ୍ତର ଓ ନର୍ସଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ
October 21st, 11:59 am
100 କୋଟି ଡୋଜ ଟିକାକରଣ ମାଇଲ ଖୁଣ୍ଟ ହାସଲ ଦିଗରେ ଅନବରତ କାର୍ଯ୍ୟ କରିଥିବା ଆମ ଡାକ୍ତର, ନର୍ସ ଏବଂ ଅନ୍ୟ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।ନୂଆଦିଲ୍ଲୀରେ ଏମ୍ସର ଝାଜ୍ଜର କ୍ୟାମ୍ପସରେ ଜାତୀୟ କର୍କଟ ପ୍ରତିଷ୍ଠାନଠାରେ ଇନଫୋସିସ୍ ଫାଉଣ୍ଡେସନ ବିଶ୍ରାମ ସଦନର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 21st, 10:31 am
ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଖଟ୍ଟର ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ, ଶ୍ରୀ ମନସୁଖ ମାଣ୍ଡଭ୍ୟ ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଭାରତୀ ପାୱାର ମହାଶୟା, ହରିୟାଣାର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଅନିଲ ବୀଜ ମହାଶୟ, ଇନଫେସେିସ ଫାଉଣ୍ଡେସନର ସଭାପତି ଶ୍ରୀମତୀ ସୁଧା ମୂର୍ତ୍ତି ମହାଶୟା, ସଂସଦରେ ମୋର ସହଯୋଗୀଗଣ, ବିଧାୟକଗଣ, ଅନ୍ୟ ମହାନୁଭବ, ମୋର ଭାଇ ଓ ଭଉଣୀମାନେ।ପ୍ରଧାନମନ୍ତ୍ରୀ ଅଖିଳ ଭାରତୀୟ ଚିକିତ୍ସା ସଂସ୍ଥା, ନୂଆଦିଲ୍ଲୀର ଝାଜ୍ଜର ପରିସରରେ ଥିବା ରାଷ୍ଟ୍ରୀୟ କ୍ୟାନସର ସଂସ୍ଥାନରେ ଇନଫୋସିସ ଫାଉଣ୍ଡେସନ ବିଶ୍ରାମ ଗୃହର ଉଦଘାଟନ କରିଛନ୍ତି
October 21st, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଖିଳ ଭାରତୀୟ ଚିକିତ୍ସା ସଂସ୍ଥା (ଏମ୍ସ) ନୂଆଦିଲ୍ଲୀର ଝାଜ୍ଜର ପରିସରରେ ରାଷ୍ଟ୍ରୀୟ କ୍ୟାନସର ସଂସ୍ଥାନରେ ଇନଫୋସିସ ଫାଉଣ୍ଡେସନ ବିଶ୍ରାମ ଗୃହର ଉଦଘାଟନ କରିଛନ୍ତି ।ବିଶ୍ଵ କୋଭିଡ-୧୯ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ : ମହାମାରୀର ସମାପ୍ତି ଏବଂ ପରବର୍ତ୍ତୀ ବିପଦ ପାଇଁ ପ୍ରସ୍ତୁତି ନିମନ୍ତେ ଉନ୍ନତ ସ୍ୱାସ୍ଥ୍ୟ ସୁରକ୍ଷା ନିର୍ମାଣ
September 22nd, 09:40 pm
କୋଭିଡ-୧୯ ମହାମାରୀ ଅଭୂତପୂର୍ବ ବ୍ୟାଘାତ ସୃଷ୍ଟି କରିଛି। ଏହା ଏବେ ବି ଦୂର ହୋଇନାହିଁ। ବିଶ୍ୱର ଅଧିକାଂଶ ଭାଗ ଏବେ ସୁଦ୍ଧା ଟିକାରୁ ବଞ୍ଚିତ ଅଛନ୍ତି। ଏହି କାରଣରୁ ରାଷ୍ଟ୍ରପତି ବାଇଡେନଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଏହି ପ୍ରୟାସ ସମୟୋପଯୋଗୀ ଏବଂ ସ୍ୱାଗତଯୋଗ୍ୟ।ଇ-ରୁପୀ ଡିଜିଟାଲ ଦେୟ ବ୍ୟବସ୍ଥାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 02nd, 04:52 pm
ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ସାରା ଦେଶରୁ ସାମିଲ ହୋଇଥିବା ସମସ୍ତ ରାଜ୍ୟପାଳ ମହୋଦୟ, ଉପରାଜ୍ୟପାଳଗଣ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସାଥୀଗଣ, ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର, ରାଜ୍ୟଗୁଡିକର ମୁଖ୍ୟ ସଚିବ, ଭିନ୍ନ ଭିନ୍ନ ଶିଳ୍ପ ସଂଘ ସହିତ ସଂଶ୍ଳିଷ୍ଟ ବନ୍ଧୁଗଣ, ଷ୍ଟାର୍ଟ ଅପ୍, ଫିନଟେକ୍ର ଦୁନିଆରୁ ସାମିଲ ମୋର ଯୁବ ସାଥୀ, ବ୍ୟାଙ୍କ ଗୁଡିକର ବରିଷ୍ଠ ଅଧିକାରୀଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ଇ-ରୁପି ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
August 02nd, 04:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଇ-ରୁପି ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହା ହେଉଛି ଏକ ବ୍ୟକ୍ତି ଓ ଉଦ୍ଦେଶ୍ୟ ନିର୍ଦ୍ଦିଷ୍ଟ ଡିଜିଟାଲ ଅର୍ଥପଇଠ ବ୍ୟବସ୍ଥା। ଇ-ରୁପି ହେଉଛି ଡିଜିଟାଲ ଅର୍ଥପଇଠ ପାଇଁ ଏକ ନଗଦମୁକ୍ତ ଓ ସ୍ପର୍ଶବିହୀନ ଉପକରଣ।କୋୱିନ ଗ୍ଲୋବାଲ କନ୍କ୍ଲେଭ-୨୦୨୧ରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳପାଠ
July 05th, 03:08 pm
କରୋନା ଲଢେଇରେ ଟେକ୍ନୋଲୋଜି ଆମର ପ୍ରଧାନ ଆୟୁଧ ସାଜିଛି । ସୌଭାଗ୍ୟବଶତଃ ସଫ୍ଟଓୟାର ଏକ କ୍ଷେତ୍ର, ଯେଉଁଠି ଆମର ବିଶେଷକିଛି ଅଭାବ ନାହିଁ । ସେଥିପାଇଁ ଆମ କୋଭିଡ୍ ଟ୍ରେସିଂ ଓ ଟ୍ରାକିଙ୍ଗ ଆପ୍ ବୈଷୟିକ ଦୃଷ୍ଟିରୁ ସମର୍ଥ ହେବା ମାତ୍ରେ ଆମେ ଏହାକୁ ସମସ୍ତଙ୍କ ପାଇଁ ମୁକ୍ତ (ଓପନ ସୋର୍ସ)କରୁଛୁ । ପ୍ରାୟ ୨୦୦ନିୟୁତ ୟୁଜର୍ସଙ୍କ ସହିତ ଆରୋଗ୍ୟ ସେତୁ ଆପ୍ ଡେଭଲପର୍ସଙ୍କ ପାଇଁ ଏକ ସହଜଲବ୍ଧ ପ୍ୟାକେଜରେ ପରିଣତ ହୋଇପାରିଛି । ଏହା ଭାରତରେ ବ୍ୟବହୃତ ହେବା ସହିତ ବିଶ୍ୱବ୍ୟାପୀ ବେଗ ଓ ପ୍ରସାର କ୍ଷେତ୍ରରେ ମଧ୍ୟ ସହଜଲବ୍ଧ ହୋଇଛି । ଆପଣ ଏହାର ଦକ୍ଷତା ମାପିପାରିବେ ।କୋୱିନ୍ ବିଶ୍ୱ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
July 05th, 03:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋୱିନ୍ ବିଶ୍ୱ ସମ୍ମିଳନୀରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ କୋଭିଡ-19ର ମୁକାବିଲା କରିବା ଲାଗି ବିଶ୍ୱକୁ ସହାୟତା କରିବା ଉଦ୍ଦେଶ୍ୟରେ ଭାରତ ପକ୍ଷରୁ ଡିଜିଟାଲ ଜନକଲ୍ୟାଣ ରୂପରେ କୋୱିନ୍ ପ୍ଲାଟଫର୍ମ ଉପଲବ୍ଧ କରାଇବା ନିମନ୍ତେ ପ୍ରସ୍ତାବ ଦେଇଥିଲେ।ଡିଜିଟାଲ ଇଣ୍ଡିଆ ଅଭିଯାନର ୬ଷ୍ଠ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 01st, 11:01 am
କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ରବିଶଙ୍କର ପ୍ରସାଦ ମହାଶୟ, ଶ୍ରୀ ସଞ୍ଜୟ ଧୋତ୍ରେ ମହାଶୟ, ଡିଜିଟାଲ ଇଣ୍ଡିଆ ସମେତ ଭିନ୍ନ-ଭିନ୍ନ ପଦକ୍ଷେପ ସହିତ ସାମିଲ ମୋର ସମସ୍ତ ସାଥୀଗଣ, ଭାଇ ଓ ଭଉଣୀମାନେ ! ଡିଜିଟାଲ ଇଣ୍ଡିଆ ଅଭିଯାନର 6 ବର୍ଷ ପୂରଣ ହେବା ଅବସରରେ ଆପଣମାନଙ୍କୁ ବହୁତ-ବହୁତ ଶୁଭକାମନା !‘ଡିଜିଟାଲ ଇଣ୍ଡିଆ’ ହିତାଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
July 01st, 11:00 am
ଡିଜିଟାଲ ଇଣ୍ଡିଆ’ ଅଭିଯାନକୁ ଛଅ ବର୍ଷ ପୂରଣ ହେବା ଅବସରରେ ଭିଡିଓ କନଫରେନ୍ସିଂ ଜରିଆରେ ‘ଡିଜିଟାଲ ଇଣ୍ଡିଆ’ ଅଭିଯାନର ହିତାଧିକାରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଶ୍ରୀ ରବି ଶଙ୍କର ପ୍ରସାଦ ଏବଂ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସଞ୍ଜୟ ଶାମରାଓ ଧୋତ୍ରେ ଉପସ୍ଥିତ ଥିଲେ।କୋଭିଡ଼-୧୯ ପରିଚାଳନା ସମ୍ପର୍କରେ ରାଜ୍ୟ ଏବଂ ଜିଲ୍ଲାସ୍ତରର ଅଧିକାରୀମାନଙ୍କ ସହିତ ଭାବ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
May 18th, 11:40 am
Prime Minister Modi through video conference interacted with field officials from States and Districts regarding their experience in handling the Covid-19 pandemic. During the interaction, the officials thanked the Prime Minister for leading the fight against the second wave of Covid from the front.କୋଭିଡ ପରିସ୍ଥିତି ସମ୍ପର୍କରେ ସାରା ଦେଶର ଡାକ୍ତରମାନଙ୍କ ଦଳ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ର
May 18th, 11:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ ସଂକ୍ରାନ୍ତ ପରିସ୍ଥିତି ସମ୍ପର୍କରେ ଆଜି ଦେଶର ବିଭିନ୍ନ ସ୍ଥାନରୁ ଡାକ୍ତରମାନଙ୍କ ଦଳ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି।କୋଭିଡ-19 ବିରୋଧି ଟୀକାକରଣ ଅଭିଯାନର ସଫଳ ଶୁଭାରମ୍ଭ ପାଇଁ ପ୍ରଧାନମନ୍ତ୍ରୀ ଏବଂ ଭାରତ ସରକାରଙ୍କୁ ପଡ଼ୋଶୀ ନେତାଙ୍କ ଶୁଭେଚ୍ଛା
January 18th, 05:38 pm
ଜାନୁୟାରୀ 16, 2021 ରେ କୋଭିଡ–19 ବିରୁଦ୍ଧରେ ଟୀକାକରଣ ଅଭିଯାନକୁ ସଫଳତାର ସହ ଆରମ୍ଭ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଭାରତ ସରକାରଙ୍କୁ ପଡୋଶୀ ଦେଶର ନେତାମାନେ ଶୁଭେଚ୍ଛା ଜଣାଇଛନ୍ତି ।ଦେଶବ୍ୟାପୀ କୋଭିଡ୍-୧୯ ଟିକାକରଣ ଅଭିଯାନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 16th, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଦେଶବ୍ୟାପୀ କୋଭିଡ-19 ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଦେଶର କୋଣଅନୁକୋଣରେ ପହଞ୍ଚିବାକୁ ଥିବା ଏହା ହେଉଛି ବିଶ୍ୱର ସର୍ବବୃହତ ଟୀକାକରଣ କାର୍ଯ୍ୟକ୍ରମ । ଏହାର ଶୁଭାରମ୍ଭ ଅବସରରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର 3006ରୁ ଊର୍ଦ୍ଧ୍ୱ ଟୀକାକରଣ କେନ୍ଦ୍ର ଭର୍ଚୁଆଲ ମାଧ୍ୟମରେ ଯୋଡ଼ି ହୋଇଥିଲେ ।ଦେଶବ୍ୟାପୀ କୋଭିଡ-19 ଟୀକାକରଣ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
January 16th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଦେଶବ୍ୟାପୀ କୋଭିଡ-19 ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଦେଶର କୋଣଅନୁକୋଣରେ ପହଞ୍ଚିବାକୁ ଥିବା ଏହା ହେଉଛି ବିଶ୍ୱର ସର୍ବବୃହତ ଟୀକାକରଣ କାର୍ଯ୍ୟକ୍ରମ । ଏହାର ଶୁଭାରମ୍ଭ ଅବସରରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର 3006ରୁ ଊର୍ଦ୍ଧ୍ୱ ଟୀକାକରଣ କେନ୍ଦ୍ର ଭର୍ଚୁଆଲ ମାଧ୍ୟମରେ ଯୋଡ଼ି ହୋଇଥିଲେ ।ଜାନୁଆରୀ 16 ତାରିଖରେ ଦେଶବ୍ୟାପୀ କୋଭିଡ-19 ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
January 14th, 07:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 16 ଜାନୁଆରୀ, 2021 ପୂର୍ବାହ୍ନ ସାଢ଼େ ଦଶଟା ସମୟରେ ଭିଡିଓ କନଫରେନ୍ସ ଜରିଆରେ ଦେଶବ୍ୟାପୀ କୋଭିଡ-19 ଟୀକାକରଣ ଅଭିଯାନର ଶୁଭାରମ୍ଭ କରିବେ। ଦେଶର କୋଣଅନୁକୋଣରେ ପହଞ୍ଚିବାକୁ ଥିବା ଏହା ହେବ ବିଶ୍ବର ସର୍ବବୃହତ ଟୀକାକରଣ ଅଭିଯାନ। ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର ମୋଟ 3006ଟି ଟୀକାକରଣ କେନ୍ଦ୍ର ଭର୍ଚୁଆଲ ମାଧ୍ୟମରେ ଯୋଡ଼ି ହେବେ। ଉଦଘାଟନୀ ଦିବସରେ ପ୍ରତ୍ୟେକ ଟୀକାକରଣ କେନ୍ଦ୍ରରେ ପାଖାପାଖି 100 ଜଣ ହିତାଧିକାରୀଙ୍କୁ ଟୀକା ଦିଆଯିବ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କୋଭିଡ-19ର ସ୍ଥିତି ଓ ଟୀକାକରଣ ପ୍ରସ୍ତୁତି ସମୀକ୍ଷା
January 09th, 05:42 pm
ଦେଶରେ କୋଭିଡ-19ର ସ୍ଥିତି ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କୋଭିଡ ଟୀକାକରଣର ପ୍ରସ୍ତୁତି ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍ ସଚିବ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ସ୍ୱାସ୍ଥ୍ୟ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ ।