
ଦେଶର ୧ ବିଲିୟନ ଟନ୍ କୋଇଲା ଉତ୍ପାଦନର ଐତିହାସିକ ସଫଳତାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
March 21st, 01:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ୧ ବିଲିୟନ ଟନ୍ କୋଇଲା ଉତ୍ପାଦନର ଐତିହାସିକ ସଫଳତାକୁ ପ୍ରଶଂସା କରିଛନ୍ତି, ଯାହା ଶକ୍ତି ସୁରକ୍ଷା, ଆର୍ଥିକ ଅଭିବୃଦ୍ଧି ଏବଂ ଆତ୍ମନିର୍ଭରଶୀଳତା ପ୍ରତି ଦେଶର ଗୁରୁତ୍ୱପୂର୍ଣ୍ଣ ପ୍ରତିବଦ୍ଧତାକୁ ଦର୍ଶାଉଛି ।
ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 02:35 pm
ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
February 24th, 02:30 pm
କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।ଯୋଗାଯୋଗ ଉପଲବ୍ଧ କରିବା, ଯାତ୍ରାକୁ ସହଜ କରିବା, ଲଜିଷ୍ଟିକ୍ ଖର୍ଚ୍ଚ ହ୍ରାସ କରିବା, ତୈଳ ଆମଦାନୀ ହ୍ରାସ କରିବା ଏବଂ CO2 ନିର୍ଗମନ ହ୍ରାସ କରିବା ପାଇଁ ଭାରତୀୟ ରେଳପଥରେ ତିନୋଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ
November 25th, 08:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ରେଳ ମନ୍ତ୍ରଣାଳୟର ମୋଟ ୭୯୨୭ କୋଟି ଟଙ୍କା (ପାଖାପାଖି) ତିନୋଟି ପ୍ରକଳ୍ପକୁ ଅନୁମୋଦନ କରିଛି ।To protect Jharkhand's identity, a BJP government is necessary: PM Modi in Gumla
November 10th, 04:21 pm
Kickstarting his rally of the day in Gumla, Jharkhand, PM Modi said, Under Atal Ji's leadership, the BJP government created the states of Jharkhand and Chhattisgarh and established a separate ministry for the tribal community. Since you gave me the opportunity to serve in 2014, many historic milestones have been achieved. Our government declared Birsa Munda's birth anniversary as Janjatiya Gaurav Diwas, and this year marks his 150th birth anniversary. Starting November 15, we will celebrate the next year as Janjatiya Gaurav Varsh nationwide.PM Modi captivates crowds with impactful speeches in Jharkhand’s Bokaro & Gumla
November 10th, 01:00 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed two mega rallies in Bokaro and Gumla. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”୪୪ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
August 28th, 06:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି-ମୋଡାଲ୍ ପ୍ଲାଟଫର୍ମ ପ୍ରଗତିର ୪୪ତମ ବୈଠକରେ ଅଧ୍ୟକ୍ଷତା କରିଥିଲେ । ତୃତୀୟ ପାଳିରେ ଏହା ଥିଲା ପ୍ରଥମ ବୈଠକ।ଦୁଇଟି ନୂଆ ରେଳ ଲାଇନ୍ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି
August 28th, 05:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ମୋଟ ୬,୪୫୬ କୋଟି ଟଙ୍କା (ପ୍ରାୟ) ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟର ତିନୋଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।We will make East India the growth engine of Viksit Bharat: PM Modi in Barrackpore
May 12th, 11:40 am
Today, in anticipation of the 2024 Lok Sabha elections, Prime Minister Narendra Modi sparked enthusiasm and excitement among the audience with his speech in Barrackpore, West Bengal. Expressing gratitude to the numerous mothers and sisters in attendance, he remarked, This scene indicates a forthcoming change in Bengal. The victory of 2019 is poised to be even greater for the BJP this time around.PM Modi electrifies crowds with his speeches in Barrackpore, Hooghly, Arambagh & Howrah, West Bengal
May 12th, 11:30 am
Today, in anticipation of the 2024 Lok Sabha elections, Prime Minister Narendra Modi sparked enthusiasm and excitement among the audience with his speeches in Barrackpore, Hooghly, Arambagh and Howrah, West Bengal. Expressing gratitude to the numerous mothers and sisters in attendance, he remarked, This scene indicates a forthcoming change in Bengal. The victory of 2019 is poised to be even greater for the BJP this time around.You have seen that I have been serving you without taking any leave: PM Modi in Mahasamund
April 23rd, 02:50 pm
Prime Minister Narendra Modi addressed mega rally today in Mahasamund, Chhattisgarh. Beginning his speech, PM Modi said, I have come to seek your abundant blessings. Our country has made significant progress in the last 10 years, but there is still much work to be done. The previous government in Chhattisgarh did not allow my work to progress here, but now that Vishnu Deo Sai is here, I must complete that work as well.”PM Modi campaigns in Chhattisgarh’s Janjgir-Champa and Mahasamund
April 23rd, 02:45 pm
Prime Minister Narendra Modi addressed two mega rallies today in Janjgir-Champa and Mahasamund, Chhattisgarh. Beginning his speech, PM Modi said, I have come to seek your abundant blessings. Our country has made significant progress in the last 10 years, but there is still much work to be done. The previous government in Chhattisgarh did not allow my work to progress here, but now that Vishnu Deo Sai is here, I must complete that work as well.”Within 4 years, 11 crore new families across the country have got tap water facilities: PM Modi in Arambagh
March 01st, 06:36 pm
Prime Minister Narendra Modi addressed an overjoyed crowd in Arambagh, West Bengal. The PM remarked, “Today when I have come to Bengal, I can say that today's India is fulfilling his dream.” The PM went on to reminisce about the excellent heights achieved by India in the past 10 years and said, “India has risen from the 11th ranked economy to the 5th ranked economic power. We all have seen how India was cheered in the G20.”PM Modi addresses at an aspirational public gathering in Arambagh, West Bengal
March 01st, 03:45 pm
Prime Minister Narendra Modi addressed an overjoyed crowd in Arambagh, West Bengal. The PM remarked, “Today when I have come to Bengal, I can say that today's India is fulfilling his dream.” The PM went on to reminisce about the excellent heights achieved by India in the past 10 years and said, “India has risen from the 11th ranked economy to the 5th ranked economic power. We all have seen how India was cheered in the G20.”ଝାଡ଼ଖଣ୍ଡର ସିନ୍ଧ୍ରୀରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 11:30 am
ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀ ସିପି ରାଧାକ୍ରିଷ୍ଣନ ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଚମ୍ପାଇ ସୋରେନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଅର୍ଜୁନ ମୁଣ୍ଡାଜୀ, ବିଧାନସଭାରେ ବିରୋଧୀ ଦଳ ନେତା, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଝାଡ଼ଖଣ୍ଡର ଭାଇ ଭଉଣୀ, ଜୋହାର! ଆଜି ଝାଡ଼ଖଣ୍ଡକୁ ୩୫ ହଜାର କୋଟି ରୁ ଅଧିକ ଟଙ୍କାର ଯୋଜନାର ଉପହାର ମିଳିଛି । ମୁଁ ମୋର କୃଷକ ଭାଇ, ମୋର ଆଦିବାସୀ ସମାଜର ଜନସାଧାରଣଙ୍କୁ ଏବଂ ଝାଡ଼ଖଣ୍ଡବାସୀଙ୍କୁ ଏହି ଯୋଜନା ପାଇଁ ବହୁତ ବହୁତ ଶୁଭେଚ୍ଛା ଜଣାଉଛି।ଝାଡ଼ଖଣ୍ଡର ଧାନବାଦରେ ପ୍ରଧାନମନ୍ତ୍ରୀ ୩୫,୭୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
March 01st, 11:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ସିନ୍ଦ୍ରି, ଧାନବାଦ ଠାରେ ୩୫,୭୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଆଜିର ବିକାଶ ମୂଳକ ପ୍ରକଳ୍ପଗୁଡିକ ସାର, ରେଳ, ଶକ୍ତି ଏବଂ କୋଇଲା କ୍ଷେତ୍ରକୁ ଅନ୍ତର୍ଭୁକ୍ତ କରେ । ଶ୍ରୀ ମୋଦୀ ଏଚ୍ୟୁଆର୍ଏଲ୍ ମଡେଲ୍ ପରିଦର୍ଶନ କରିବା ସହ ସିନ୍ଦ୍ରି ପ୍ଲାଣ୍ଟ କଣ୍ଟ୍ରୋଲ ରୁମ୍କୁ ମଧ୍ୟ ଯାଇଥିଲେ ।ଫେବୃଆରୀ ୩-୪ରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଓ ଆସାମ ଗସ୍ତ
February 02nd, 11:07 am
ଫେବ୍ରୁଆରୀ ୩ ତାରିଖ ଅପରାହ୍ନ ପ୍ରାୟ ୨ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ସମ୍ବଲପୁରରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୬୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିବେ। ଏହାପରେ ପ୍ରଧାନମନ୍ତ୍ରୀ ଆସାମ ଗସ୍ତ କରିବେ। ଫେବ୍ରୁଆରୀ ୪ ତାରିଖ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ପ୍ରଧାନମନ୍ତ୍ରୀ ଗୌହାଟୀରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୧୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପଦକ୍ଷେପର ଉଦଘାଟନ ଓ ଶିଳାନ୍ୟାସ କରିବେ ।ଡେରାଡୁନରେ ଉତ୍ତରାଖଣ୍ଡ ବିଶ୍ୱ ନିବେଶକ ଶିଖର ସମ୍ମିଳନୀ ୨୦୨୩ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 08th, 12:00 pm
ଦେବଭୂମି ଉତ୍ତରାଖଣ୍ଡକୁ ଆସିବା ଦ୍ୱାରା ମନ ଧନ୍ୟ ହୋଇଯାଏ । କିଛି ବର୍ଷ ତଳେ ଯେତେବେଳେ ମୁଁ ବାବା କେଦାରଙ୍କ ଦର୍ଶନ ପାଇଁ ବାହାରକୁ ଯାଇଥିଲି, ହଠାତ୍ ମୋ ପାଟିରୁ ଆସିଲା ଯେ ଏହା ଏକବିଂଶ ଶତାବ୍ଦୀର ତୃତୀୟ ଦଶନ୍ଧି, ଉତ୍ତରାଖଣ୍ଡର ଦଶନ୍ଧି ଅଟେ। ଏବଂ ମୁଁ ଖୁସି ଯେ ମୋର ସେହି କଥାକୁ ମୁଁ କ୍ରମାଗତ ଭାବରେ ପୂରଣ ହେଉଥିବାର ଦେଖୁଛି | ଆପଣମାନଙ୍କୁ ମଧ୍ୟ ଏହି ଗୌରବ ସହ ଯୋଡ଼ିହେବା ଏବଂ ଉତ୍ତରାଖଣ୍ଡର ବିକାଶ ଯାତ୍ରା ସହ ଯୋଡ଼ିହେବାର ଏକ ବଡ଼ ସୁଯୋଗ ମିଳୁଛି । ଉତ୍ତରକାଶୀର ସୁଡ଼ଙ୍ଗରୁ ଆମର ଶ୍ରମିକ ଭାଇମାନଙ୍କୁ ସୁରକ୍ଷିତ ଭାବେ ବାହାର କରିବାପାଇଁ ସଫଳ ଅଭିଯାନ ପାଇଁ ମୁଁ ରାଜ୍ୟ ସରକାର ଏବଂ ସମସ୍ତଙ୍କୁ ବିଶେଷ ଭାବରେ ଅଭିନନ୍ଦନ ଜଣାଉଛି ।‘ଉତ୍ତରାଖଣ୍ଡ ବୈଶ୍ୱିକ ନିବେଶକ ସମ୍ମିଳନୀ ୨୦୨୩’କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
December 08th, 11:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ଡେରାଡୁନସ୍ଥିତ ଜଙ୍ଗଲ ଗବେଷଣା ପ୍ରତିଷ୍ଠାନରେ ଅନୁଷ୍ଠିତ ‘ଉତ୍ତରାଖଣ୍ଡ ବୈଶ୍ୱିକ ନିବେଶକ ସମ୍ମିଳନୀ ୨୦୨୩କୁ ଉଦ୍ଘାଟନ କରିଛନ୍ତି । ଶ୍ରୀ ମୋଦୀ ପ୍ରଦର୍ଶନୀକୁ ବୁଲି ଦେଖିଥିଲେ ଏବଂ ଆଧାରଶୀଳା ସ୍ଥାପନ ଫଳକକୁ ଉନ୍ମୋଚନ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ‘ସଶକ୍ତ ଉତ୍ତରାଖଣ୍ଡ : ଆଣ୍ଡ୍ ଦ ବ୍ରାଣ୍ଡ ହାଉସ୍ ଅଫ୍ ହିମାଳୟଜ୍’ ନାମକ ପୁସ୍ତକର ଉନ୍ମୋଚନ କରିଥିଲେ । ଏହି ଶିଖର ସମ୍ମିଳନୀର ବିଷୟବସ୍ତୁ ରହିଛି 'ସମୃଦ୍ଧି ପାଇଁ ଶାନ୍ତି' ।ଛତିଶଗଡ଼ର ରାୟଗଡରେ ରେଳବାଇ କ୍ଷେତ୍ରର ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 14th, 03:58 pm
ଆଜି ଛତିଶଗଡ଼ ବିକାଶ ଦିଗରେ ଆଉ ଏକ ବଡ଼ ପଦକ୍ଷେପ ଉଠାଉଛି। ଆଜି ଛତିଶଗଡ଼କୁ 6400 କୋଟି ଟଙ୍କାରୁ ଅଧିକ ରେଳ ପ୍ରକଳ୍ପର ଉପହାର ମିଳୁଛି । ଛତିଶଗଡ଼ର ସାମର୍ଥ୍ୟ ଉର୍ଜ୍ଜା ଉତ୍ପାଦନରେ ବୃଦ୍ଧି ପାଇଁ, ସ୍ୱାସ୍ଥ୍ୟ କ୍ଷେତ୍ରରେ ଆହୁରି ସୁଧାର ପାଇଁ ଆଜି ଅନେକ ନୂତନ ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ଆଜି ଏଠାରେ ସିକଲ ସେଲ ପରାମର୍ଶ କାର୍ଡ ମଧ୍ୟ ବିତରଣ କରାଯାଇଛି ।