ଲାଓସର ଭିଏନ୍‌ଶେନଠାରେ ୨୧ତମ ଆସିଆନ୍-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଘାଟନୀ ଅଭିଭାଷଣ

October 10th, 02:35 pm

୧୦ ବର୍ଷ ତଳେ ମୁଁ ଭାରତର ‘ଆକ୍ଟ ଇଷ୍ଟ’ ନୀତି ଘୋଷଣା କରିଥିଲି। ଗତ ଏକ ଦଶନ୍ଧି ମଧ୍ୟରେ ଏହି ପଦକ୍ଷେପ ଭାରତ ଓ ଆସିଆନ ରାଷ୍ଟ୍ରମାନଙ୍କ ମଧ୍ୟରେ ଐତିହାସିକ ସମ୍ପର୍କକୁ ପୁନର୍ଜୀବିତ କରିଛି ଏବଂ ଏହାକୁ ନୂତନ ଶକ୍ତି, ଦିଗ ଏବଂ ଗତି ପ୍ରଦାନ କରିଛି ।

ଲାଓସର ଭିଏନ୍‌ଶେନଠାରେ ୨୧ତମ ଆସିଆନ୍-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଘାଟନୀ ଅଭିଭାଷଣ

October 10th, 02:30 pm

ଆଜି ଆସିଆନ ପରିବାର ସହିତ ଏକାଦଶ ଥର ପାଇଁ ଏହି ବୈଠକରେ ଅଂଶଗ୍ରହଣ କରି ମୁଁ ଗୌରବାନ୍ୱିତ ଅନୁଭବ କରୁଛି ।

ଅକ୍ଟୋବର ୪ ତାରିଖରେ କୌଟିଲ୍ୟ ଆର୍ଥିକ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

October 03rd, 10:50 am

ନୂଆଦିଲ୍ଲୀର ତାଜ ହୋଟେଲରେ ଅକ୍ଟୋବର ୪ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ୩୦ ମିନିଟରେ ହେବାକୁ ଥିବା କୌଟିଲ୍ୟ ଆର୍ଥିକ ସମାବେଶରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ । ଏହି ଅବସରରେ ସେ ସମାବେଶକୁ ଉଦବୋଧନ ମଧ୍ୟ କରିବେ ।

PM Modi attends News18 Rising Bharat Summit

March 20th, 08:00 pm

Prime Minister Narendra Modi attended and addressed News 18 Rising Bharat Summit. At this time, the heat of the election is at its peak. The dates have been announced. Many people have expressed their opinions in this summit of yours. The atmosphere is set for debate. And this is the beauty of democracy. Election campaigning is in full swing in the country. The government is keeping a report card for its 10-year performance. We are charting the roadmap for the next 25 years. And planning the first 100 days of our third term, said PM Modi.

ଇଣ୍ଡିଆ ଟୁଡେ କନକ୍ଲେଭ୍ ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 18th, 11:17 pm

ଇଣ୍ଡିଆ ଟୁଡେ କନକ୍ଲେଭ୍ ସହିତ ସଂଶ୍ଳିଷ୍ଟ ସମସ୍ତ ମହାନୁଭବମାନଙ୍କୁ ମୋର ନମସ୍କାର । ଦେଶ- ବିଦେଶରୁ ଯେଉଁ ଦର୍ଶକ- ପାଠକ, ଡିଜିଟାଲ ମାଧ୍ୟମ ଆମ ସହିତ ଯୋଡ଼ି ହୋଇଛନ୍ତି, ସେମାନଙ୍କୁ ମଧ୍ୟ ଅଭିନନ୍ଦନ । ମୋତେ ଏହା ଦେଖି ଅତ୍ୟନ୍ତ ଖୁସି ଲାଗୁଛି ଯେ ଏହି କନକ୍ଲେଭ୍ ଯାହା ରଖାଯାଇଛି - ଦି ଇଣ୍ଡିଆ ମୁମେଣ୍ଟ୍ - ଅର୍ଥାତ୍ ଆଜି ବିଶ୍ୱର ବଡ଼ ବଡ଼ ଅର୍ଥନୀତିଜ୍ଞ, ବିଶ୍ଳେଷକ, ଚିନ୍ତକ ସମସ୍ତେ ଏଇ କଥା କହୁଛନ୍ତି ଏବଂ ସମ ସ୍ୱରରେ କହୁଛନ୍ତି “ଏହା ହେଉଛି ଭାରତର ସମୟ”। କିନ୍ତୁ ଯେତେବେଳେ ଇଣ୍ଡିଆ ଟୁଡେ ଗ୍ରୁପ୍ ଏହି ସକାରାତ୍ମକ ମାନସିକତା ଦେଖାଉଛନ୍ତି, ସେତେବେଳେ ଏହାର କିଛି ଅଧିକ ବିଶେଷତା ରହିଛି । ଏମିତିରେ ତ ମୁଁ ୨୦ ମାସ ପୂର୍ବରୁ ଲାଲକିଲ୍ଲାର ମଞ୍ଚ ଉପଯୁ କହିଥିଲା- ଏହା ହେଉଛି ଉପଯୁକ୍ତ ଅବସର, ଏହା ହେଉଛି ପ୍ରକୃଷ୍ଟ ସମୟ । କିନ୍ତୁ ସେହି ବାର୍ତ୍ତା ଏଠାରେ ପହଞ୍ଚôବାକୁ ୨୦ ମାସ ସମୟ ଲାଗିଗଲା । ସେଇ ଏକା ଭାବନା ଥିଲା – ଦିସ୍ ଇଜ୍ ଇଣ୍ଡିଆସ୍ ମୁମେଣ୍ଟ୍ ।

ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

March 18th, 08:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ହୋଟେଲ ତାଜ ପ୍ୟାଲେସରେ ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି।

ପ୍ରଧାନମନ୍ତ୍ରୀ ଆସନ୍ତା ୭ତାରିଖ (୦୭.୦୯.୨୦୨୧)ଦିନ ଶିକ୍ଷକ ପର୍ବ ଆଲୋଚନାଚକ୍ର ଉଦ୍‌ଘାଟନୀ ସମାରୋହରେ ଦେବେ ଉଦ୍‌ବୋଧନ

September 05th, 02:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୭ତାରିଖ (୦୭.୦୯.୨୦୨୧) ଦିନ ଶିକ୍ଷକ ପର୍ବର ଉଦ୍‌ଘାଟନୀ ଆଲୋଚନାଚକ୍ରରେ ପୂର୍ବାହ୍ନ ୧୧ଟାବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ବୋଧନ ଦେବେ । ଏହି ଅବସରରେ ସେ ଶିକ୍ଷା କ୍ଷେତ୍ରରେ କେତେକ କାର୍ଯ୍ୟକ୍ରମ ଶୁଭାରରମ୍ଭ ମଧ୍ୟ କରିବେ ।

କୋୱିନ ଗ୍ଲୋବାଲ କନ୍‌କ୍ଲେଭ-୨୦୨୧ରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳପାଠ

July 05th, 03:08 pm

କରୋନା ଲଢେଇରେ ଟେକ୍ନୋଲୋଜି ଆମର ପ୍ରଧାନ ଆୟୁଧ ସାଜିଛି । ସୌଭାଗ୍ୟବଶତଃ ସଫ୍ଟଓୟାର ଏକ କ୍ଷେତ୍ର, ଯେଉଁଠି ଆମର ବିଶେଷକିଛି ଅଭାବ ନାହିଁ । ସେଥିପାଇଁ ଆମ କୋଭିଡ୍ ଟ୍ରେସିଂ ଓ ଟ୍ରାକିଙ୍ଗ ଆପ୍ ବୈଷୟିକ ଦୃଷ୍ଟିରୁ ସମର୍ଥ ହେବା ମାତ୍ରେ ଆମେ ଏହାକୁ ସମସ୍ତଙ୍କ ପାଇଁ ମୁକ୍ତ (ଓପନ ସୋର୍ସ)କରୁଛୁ । ପ୍ରାୟ ୨୦୦ନିୟୁତ ୟୁଜର୍ସଙ୍କ ସହିତ ଆରୋଗ୍ୟ ସେତୁ ଆପ୍ ଡେଭଲପର୍ସଙ୍କ ପାଇଁ ଏକ ସହଜଲବ୍ଧ ପ୍ୟାକେଜରେ ପରିଣତ ହୋଇପାରିଛି । ଏହା ଭାରତରେ ବ୍ୟବହୃତ ହେବା ସହିତ ବିଶ୍ୱବ୍ୟାପୀ ବେଗ ଓ ପ୍ରସାର କ୍ଷେତ୍ରରେ ମଧ୍ୟ ସହଜଲବ୍ଧ ହୋଇଛି । ଆପଣ ଏହାର ଦକ୍ଷତା ମାପିପାରିବେ ।

କୋୱିନ୍‌ ବିଶ୍ୱ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

July 05th, 03:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋୱିନ୍‌ ବିଶ୍ୱ ସମ୍ମିଳନୀରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ କୋଭିଡ-19ର ମୁକାବିଲା କରିବା ଲାଗି ବିଶ୍ୱକୁ ସହାୟତା କରିବା ଉଦ୍ଦେଶ୍ୟରେ ଭାରତ ପକ୍ଷରୁ ଡିଜିଟାଲ ଜନକଲ୍ୟାଣ ରୂପରେ କୋୱିନ୍‌ ପ୍ଲାଟଫର୍ମ ଉପଲବ୍ଧ କରାଇବା ନିମନ୍ତେ ପ୍ରସ୍ତାବ ଦେଇଥିଲେ।

ଭାରତ ଆନ୍ତର୍ଜାତିକ ଷ୍ଟାର୍ଟଅପ ସମ୍ମିଳନୀ

January 14th, 04:45 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ ଆନ୍ତର୍ଜାତିକ ଷ୍ଟାଟ୍‌ଅପ୍ ସମ୍ମିଳନୀ ‘ପ୍ରାରମ୍ଭ’କୁ ଆସନ୍ତା ଜାନୁୟାରୀ 16ତାରିଖ ଦିନ ଭିଡିଓ କନ୍‌ଫରେନ୍ସି ମାଧ୍ୟମରେ ଅପରାହ୍ନ 5ଟା ସମୟରେ ଉଦ୍‌ଘାଟନ କରିବେ । ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟ ଅଧୀନରେ ଥିବା ଶିଳ୍ପ ଏବଂ ଆଭ୍ୟନ୍ତରୀଣ ବାଣିଜ୍ୟ ଉନ୍ନୟନ ବିଭାଗ ଦ୍ୱାରା ଏହି ସମ୍ମିଳନୀ ଆୟୋଜନ କରାଯାଇଛି ।

ଆତ୍ମନିର୍ଭର ଭାରତ ଉଭୟ ପରିମାଣ ଓ ଗୁଣବତ୍ତାକୁ ବୁଝାଇଥାଏ : ପ୍ରଧାନମନ୍ତ୍ରୀ

January 04th, 05:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଆତ୍ମନିର୍ଭର ଭାରତ ଉଭୟ ପରିମାଣ ଏବଂ ଗୁଣବତ୍ତାକୁ ବୁଝାଇଥାଏ। ଜାତୀୟ ମାପବିଦ୍ୟା ସମାରୋହ, 2021କୁ ସମ୍ବୋଧିତ କରି ସେ ଜାତୀୟ ଆଣବିକ ଟାଇମସ୍କେଲ ଏବଂ ଭାରତୀୟ ନିର୍ଦ୍ଦେଶକ ଦ୍ରବ୍ୟ ପ୍ରଣାଳୀକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ। ଏଥିସହିତ ସେ ଭିଡିଓ କନଫରେନ୍ସ ଜରିଆରେ ଜାତୀୟ ପରିବେଶ ମାନକ ଗବେଷଣାଗାରର ଆଧାରଶିଳା ସ୍ଥାପନ କରିଥିଲେ ।

ଉଭୟ ନବସୃଜନର ଆନୁଷ୍ଠାନିକରଣ ଏବଂ ଗବେଷଣାର ଉପଯୋଗ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

January 04th, 03:20 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗବେଷଣାକୁ ମଣିଷର ଆତ୍ମା ଭଳି ଏକ ଶାଶ୍ୱତ ଉପକ୍ରମଭାବେ ବର୍ଣ୍ଣନା କରିଛନ୍ତି । ସେ କହିଛନ୍ତି ଯେ ଗବେଷଣା ଏବଂ ନବସୃଜନର ଆନୁଷ୍ଠାନିକରଣର ଦ୍ୱୈତ ଲକ୍ଷ୍ୟକୁ ମିଳିତ ଉପଯୋଗ କରିବା ଦିଗରେ ସରକାର କାର୍ଯ୍ୟ କରୁଛନ୍ତି । ଜାତୀୟ ମାପ ଓ ଓଜନ ବିଚାର ଗୋଷ୍ଠୀ 2021ରେ ଉଦ୍‍ବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଏହି ଦୁଇ କାର୍ଯ୍ୟର ସୁଫଳ ଉଠାଇବାକୁ ପଡିବ । ଏହି ଅବସରରେ ସେ ଜାତୀୟ ଆଣବିକ ସମୟ ମାପକ ବା ଅଟୋମିକ୍‍ ଟାଇମ ସ୍କେଲ ଓ ଭାରତୀୟ ନିର୍ଦେଶକ ଦ୍ରବ୍ୟ ପ୍ରଣାଳୀକୁ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି । ଏହାଛଡା ସେ ମଧ୍ୟ ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ଜାତୀୟ ପରିବେଶଗତ ମାନ ପ୍ରୟୋଗଶାଳାର ଆଧାରଶିଳା ରଖିଛନ୍ତି ।

ନୂଆଦିଲ୍ଲୀରେ ଜାତୀୟ ମାପବିଦ୍ୟା ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଅଭିଭାଷଣ

January 04th, 11:01 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ମାପ ଓ ଓଜନ ସମାବେଶ 2021ରେ ଉଦ୍ଘାଟନ ଅଭିଭାଷଣ ଦେଇଛନ୍ତି । ଏହି ଅବସରରେ ସେ ଜାତୀୟ ଆଣବିକ ମାପକ ବା ଆଟୋମିକ୍‍ ଟାଇମ ସ୍କେଲ ଏବଂ ଭାରତୀୟ ନିର୍ଦ୍ଦେଶକ ଦ୍ରବ୍ୟ ପ୍ରଣାଳୀକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହ ଭିଡିଓ କନ୍‍ଫରେନ୍‍ସିଂ ବ୍ୟବସ୍ଥାରେ ଜାତୀୟ ପରିବେଶ ମାନ ପ୍ରୟୋଗଶାଳାର ଶିଳାନ୍ୟାସ କରିଛନ୍ତି । ଏହି ସମାବେଶ ଭାରତୀୟ ବୈଜ୍ଞାନିକ ଓ ଉଦ୍ୟୋଗିକ ଗବେଷଣା ପରିଷଦ ସିଏସ୍‍ଆଇଆର ଏବଂ ଜାତୀୟ ଭୌତିକ ପରୀକ୍ଷାଗାର ଏନ୍‍ପିଏଲ୍‍ର ମିଳିତ ଆନୁକୂଲ୍ୟରେ ନୂଆଦିଲ୍ଲୀଠାରେ ସଂପୃକ୍ତ ଦୁଇ ସଂସ୍ଥାର 75ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ହୋଇଛି । ଚଳିତବର୍ଷର ଏହି ଆୟୋଜନର ବାର୍ତ୍ତା ହେଲା ଦେଶର ସମାବେଶୀ ବିକାଶରେ ମାପ ଓ ଓଜନର ଭୂମିକା । ଏଥିରେ କେନ୍ଦ୍ରମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏବଂ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଡ. ବିଜୟ ରାଘବନ ଉପସ୍ଥିତ ଥିଲେ ।

ଜାତୀୟ ମାପ ଓ ଓଜନ ସମାବେଶରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‍ଘାଟନ ଅଭିଭାଷ

January 04th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ମାପ ଓ ଓଜନ ସମାବେଶ 2021ରେ ଉଦ୍ଘାଟନ ଅଭିଭାଷଣ ଦେଇଛନ୍ତି । ଏହି ଅବସରରେ ସେ ଜାତୀୟ ଆଣବିକ ମାପକ ବା ଆଟୋମିକ୍‍ ଟାଇମ ସ୍କେଲ ଏବଂ ଭାରତୀୟ ନିର୍ଦ୍ଦେଶକ ଦ୍ରବ୍ୟ ପ୍ରଣାଳୀକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହ ଭିଡିଓ କନ୍‍ଫରେନ୍‍ସିଂ ବ୍ୟବସ୍ଥାରେ ଜାତୀୟ ପରିବେଶ ମାନ ପ୍ରୟୋଗଶାଳାର ଶିଳାନ୍ୟାସ କରିଛନ୍ତି । ଏହି ସମାବେଶ ଭାରତୀୟ ବୈଜ୍ଞାନିକ ଓ ଉଦ୍ୟୋଗିକ ଗବେଷଣା ପରିଷଦ ସିଏସ୍‍ଆଇଆର ଏବଂ ଜାତୀୟ ଭୌତିକ ପରୀକ୍ଷାଗାର ଏନ୍‍ପିଏଲ୍‍ର ମିଳିତ ଆନୁକୂଲ୍ୟରେ ନୂଆଦିଲ୍ଲୀଠାରେ ସଂପୃକ୍ତ ଦୁଇ ସଂସ୍ଥାର 75ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ହୋଇଛି । ଚଳିତବର୍ଷର ଏହି ଆୟୋଜନର ବାର୍ତ୍ତା ହେଲା ଦେଶର ସମାବେଶୀ ବିକାଶରେ ମାପ ଓ ଓଜନର ଭୂମିକା । ଏଥିରେ କେନ୍ଦ୍ରମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏବଂ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଡ. ବିଜୟ ରାଘବନ ଉପସ୍ଥିତ ଥିଲେ ।

ଜାନୁଆରୀ 4ରେ ନ୍ୟାସନାଲ ମେଟ୍ରୋଲୋଜି କନକ୍ଲେଭରେ ଉଦଘାଟନୀ ଅଭିଭାଷଣ ପ୍ରଦାନ କରିବେ ପ୍ରଧାନମନ୍ତ୍ର

January 02nd, 06:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ 4, 2021 ରେ ଭିଡିଓ କନଫରେନ୍ସିଂ ଜରିଆରେ ଜାତୀୟ ମେଟ୍ରୋଲୋଜି କନକ୍ଲେଭରେ ଉଦଘାଟନୀ ଅଭିଭାଷଣ ପ୍ରଦାନ କରିବେ । ସେ ‘ନ୍ୟାସନାଲ ଆଟୋମିକ୍ ଟାଇମସ୍କେଲ’ ଏବଂ ‘ଭାରତୀୟ ନିର୍ଦ୍ଦେଶକ ଦ୍ରବ୍ୟ’ ରାଷ୍ଟ୍ରକୁ ସମର୍ପିତ କରିବେ ଏବଂ ‘ଜାତୀୟ ପରିବେଶ ମାନକ ଲାବୋରେଟୋରୀ’ର ଆଧାରଶିଳା ରଖିବେ । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ ମଧ୍ୟ ଉପସ୍ଥିତ ରହିବେ ।

“ଏକବିଂଶ ଶତାବ୍ଦୀରେ ବିଦ୍ୟାଳୟ ଶିକ୍ଷା” ଶୀର୍ଷକ ଅଧିବେଶନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

September 10th, 01:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (11.09.2020) ଦିନ 11ଟା ବେଳେ ଏକବିଂଶ ଶତାବ୍ଦୀରେ ବିଦ୍ୟାଳୟ ଶିକ୍ଷା ଶୀର୍ଷକ ଅଧିବେଶନରେ ତାଙ୍କର ଅଭିଭାଷଣ ରଖିବେ । ଜାତୀୟ ଶିକ୍ଷା ନୀତି 2020 (ଏନଇପି 2020) ଅଧୀନରେ ହେଉଥିବା ଏହି ଅଧିବେଶନକୁ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସ ଜରିଆରେ ସମ୍ବୋଧିତ କରିବେ । ଶିକ୍ଷା ପର୍ବର ଅଂଶବିଶେଷ ଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ଏହି ଅଧିବେଶନର ଆୟୋଜନ କରିଛି । ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତ 7 ତାରିଖ ଦିନ ତାଙ୍କର ଉଦଘାଟନୀ ଅଭିଭାଷଣ ଦେଇସାରିଛନ୍ତି । ଏହା ବ୍ୟତୀତ ଶ୍ରୀ ମୋଦୀ ଜାତୀୟ ଶିକ୍ଷା ନୀତି 2020 ଉପରେ ସେହିଦିନ ରାଜ୍ୟପାଳମାନଙ୍କ ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିଥିଲେ ।

National Education Policy shifts focus from ‘what to think’ to ‘how to think’: PM Modi

August 07th, 10:28 am

PM Modi addressed a Conclave on National Education Policy said that the NEP would serve as the foundation of the India of 21st century and give our youth the education and skillset they require. In the recent years, PM Modi remarked that there had not been major changes in education and thus the values of curiosity and imagination were not given the thrust. “We moved towards a herd community. The mapping of interest, ability, and demand was needed”, he added.

PM Modi addresses Conclave on National Education Policy

August 07th, 10:27 am

PM Modi addressed a Conclave on National Education Policy said that the NEP would serve as the foundation of the India of 21st century and give our youth the education and skillset they require. In the recent years, PM Modi remarked that there had not been major changes in education and thus the values of curiosity and imagination were not given the thrust. “We moved towards a herd community. The mapping of interest, ability, and demand was needed”, he added.

PM to deliver inaugural address at the ‘Conclave on Transformational Reforms in Higher Education under National Education Policy’ on 7th August 2020

August 06th, 01:37 pm

PM Narendra Modi will be delivering the inaugural address at the ‘Conclave on Transformational Reforms in Higher Education under National Education Policy’ via video conferencing.

In a world seeking to break free from mindless hate & violence, the Indian way of life offers rays of hope: PM

January 16th, 05:02 pm

Speaking at a conference at IIM-Kozhikode via video conferencing, PM Modi said, Indian thought is vibrant and perse. It is constant and evolving. He remarked that despite so many customs and traditions, languages, faiths and lifestyles, for centuries India has lived in peace.