କେରଳରେ ପ୍ରମୁଖ ଶକ୍ତି ଓ ସହରୀ ଯୋଜନା ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନର ମୂଳପାଠ
February 19th, 04:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କେରଳର ପୁଗାଲୁର-ତ୍ରିଶୁର ବିଦ୍ୟୁତ ସଞ୍ଚାରଣ ପ୍ରକଳ୍ପ, କାସାରଗୋଡ଼ ସୌର ଶକ୍ତି ପ୍ରକଳ୍ପ ଏବଂ ଆରୁଭିକ୍କରା ଠାରେ ଜଳ ପରିଚାଳନା ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ସେ ମଧ୍ୟ ଏହି କାର୍ଯ୍ୟକ୍ରମ ଅବସରରେ ଥିରୁଅନନ୍ତପୁରମରେ ସମନ୍ୱିତ କମାଣ୍ଡ ଏବଂ ନିୟନ୍ତ୍ରଣ କେନ୍ଦ୍ର ଓ ସ୍ମାର୍ଟ ରୋଡ୍ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଥିଲେ।କେରଳରେ ବହୁ ଗୁରୁତ୍ୱପୂର୍ଣ୍ଣ ଶକ୍ତି ଓ ସହରାଞ୍ଚଳ କ୍ଷେତ୍ରର ପ୍ରକଳ୍ପ ଉଦଘାଟନ କରିବା ସହିତ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
February 19th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କେରଳର ପୁଗାଲୁର-ତ୍ରିଶୁର ବିଦ୍ୟୁତ ସଞ୍ଚାରଣ ପ୍ରକଳ୍ପ, କାସାରଗୋଡ଼ ସୌର ଶକ୍ତି ପ୍ରକଳ୍ପ ଏବଂ ଆରୁଭିକ୍କରା ଠାରେ ଜଳ ପରିଚାଳନା ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ସେ ମଧ୍ୟ ଏହି କାର୍ଯ୍ୟକ୍ରମ ଅବସରରେ ଥିରୁଅନନ୍ତପୁରମରେ ସମନ୍ୱିତ କମାଣ୍ଡ ଏବଂ ନିୟନ୍ତ୍ରଣ କେନ୍ଦ୍ର ଓ ସ୍ମାର୍ଟ ରୋଡ୍ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଥିଲେ।ନୂଆଦିଲ୍ଲୀଠାରେ ପ୍ରଥମ ଅନ୍ତର୍ଜାତୀୟ ବିଚାର ବିଭାଗୀୟ ସମ୍ମିଳନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 22nd, 10:35 am
ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ବୋବଡେ, ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ମହାଶୟ, ମଞ୍ଚରେ ଉପସ୍ଥିତ ସୁପ୍ରିମକୋର୍ଟର ବିଚାରପତି ଗଣ, ଭାରତର ଆଟର୍ଣ୍ଣି ଜେନେରାଲ, ଏହି ସମ୍ମିଳନୀରେ ଯୋଗ ଦେବାକୁ ଆସିଥିବା ବିଶ୍ୱର ଅନ୍ୟାନ୍ୟ ଉଚ୍ଚ ନ୍ୟାୟଳୟଗୁଡିକର ବିଚାରପତି, ଭାରତର ସୁପ୍ରିମକୋର୍ଟ ଏବଂ ହାଇକୋର୍ଟର ସମ୍ମାନିତ ବିଚାରପତି ଗଣ, ଅତିଥିଗଣ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତି ଗଣ !!ଅନ୍ତର୍ଜାତୀୟ ନ୍ୟାୟିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 22nd, 10:34 am
ନୂଆଦିଲ୍ଲୀ ଠାରେ ଅନ୍ତର୍ଜାତୀୟ ନ୍ୟାୟିକ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ସୁପ୍ରିମକୋର୍ଟ ଓ ହାଇକୋର୍ଟର ସମ୍ମାନିତ ବିଚାରପତି ବୃନ୍ଦ, ବିଶିଷ୍ଟ ଆଇନଜୀବୀମାନେ ଓ ବିଦେଶାଗତ ପ୍ରତିନିଧିମାନେ ଏହି ସମ୍ମିଳନୀରେ ଭାଗ ନେଇଥିଲେ ।ରାଜ୍ୟପାଳମାନଙ୍କ 50ତମ ସମ୍ମିଳନୀର ଉଦଯାପନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 24th, 09:14 pm
ରାଜ୍ୟପାଳମାନଙ୍କ 50ତମ ସମ୍ମିଳନୀ ଆଜି ରାଷ୍ଟ୍ରପତି ଭବନରେ ଜନଜାତି କଲ୍ୟାଣ ଓ ଜଳ, କୃଷି ଓ ଉଚ୍ଚ ଶିକ୍ଷା ଏବଂ ଜୀବନଧାରଣ ସୁଗମତା ଉପରେ ଗୁରୁତ୍ୱାରୋପ କରାଯାଇ ଉଦଯାପିତ ହୋଇଯାଇଛି ।ରାଜ୍ୟପାଳମାନଙ୍କ 50ତମ ବାର୍ଷିକ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 23rd, 03:21 pm
ରାଜ୍ୟପାଳମାନଙ୍କ 50ତମ ବାର୍ଷିକ ସମ୍ମିଳନୀ ଆଜି ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଉଦଘାଟନୀ ଅଧିବେଶନ ସହ ଆରମ୍ଭ ହୋଇଯାଇଛି । ଏହି ସମ୍ମିଳନୀରେ ବିଭିନ୍ନ ରାଜ୍ୟର ରାଜ୍ୟପାଳ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ଉପରାଜ୍ୟପାଳମାନେ ଅଂଶଗ୍ରହଣ କରିଛନ୍ତି । ଏମାନଙ୍କ ମଧ୍ୟରେ ପ୍ରଥମ ଥର ପାଇଁ କାର୍ଯ୍ୟଭାର ସମ୍ଭାଳିଥିବା 17 ଜଣ ରାଜ୍ୟପାଳ ଓ ଉପରାଜ୍ୟପାଳ ସାମିଲ ଅଛନ୍ତି । ଏଥିସହିତ ସମ୍ମିଳନୀରେ ନବଗଠିତ କେନ୍ଦ୍ର ଶାସିତ ପ୍ରଦେଶ ଜମ୍ମୁ ଓ କଶ୍ମୀର ଏବଂ ଲଦାଖର ଉପରାଜ୍ୟପାଳ ମଧ୍ୟ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀ ଓ ଜଳ ଶକ୍ତି ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।ରାଜ୍ୟପାଳ ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ସମ୍ବୋଧନ
October 12th, 03:00 pm
ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ଭବନରେ ରାଜ୍ୟପାଳ ସମ୍ମିଳନୀର ଉଦ୍ଘାଟନୀ ସମାରୋହକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ସେ ମତବ୍ୟକ୍ତ କରିଥିଲେ ଯେ ସମସ୍ତ ରାଜ୍ୟପାଳମାନେ ସମ୍ବିଧାନର ପବିତ୍ରତାକୁ ବଜାୟ ରଖିବା ସହିତ ସମାଜରେ ପରିବର୍ତ୍ତନ ଆଣିବାରେ ଉତ୍ପ୍ରେରକ ପ୍ରତିନିଧି ଭାବେ କାର୍ଯ୍ୟ କରିପାରିବେ । ନୂତନ ଭାରତ 2022 ର ଲକ୍ଷ୍ୟ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଜୋର ଦେଇ କହିଥିଲେ ଯେ ଏହାକୁ ଲୋକ ଆନ୍ଦୋଳନ କରିପାରିଲେ ଯାଇ ଲକ୍ଷ୍ୟ ହାସଲ ହୋଇପାରିବ ।Malaysia PM appreciates PM Modi's Vision, congratulates him for being a ‘Good Reformist’
December 14th, 02:22 pm
Malaysian Prime Minister Mohammed Najib Razak strongly supported the vision of the Indian Prime Minister Shri Narendra Modi. I must congratulate you for being a good reformist. For doing things what lesser mortals would not have attempted,said PM Razak. “I wish you success because if you are courageous enough to do the reforms, I am sure you will reap the rewards in due course, he further added.ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ଭାବେ “ଦି ଇକୋନୋମିକ ଟାଇମ୍ସ ଏସିଆନ ବିଜିନେସ କନକ୍ଲେଭ, ୨୦୧୬” ଉଦ୍ଘାଟନ ଅବସରରେ (ଭିଡିଓ କନଫରେନ୍ସିଂ ମାଧ୍ୟମରେ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
December 14th, 02:20 pm
PM Modi jointly inaugurated the Economic Times Asian Business Leaders Conclave 2016 in Kuala Lumpur with His Excellency the PM of Malaysia, Mr Najib Razak. PM talked about the progress India is making at various fronts and reforms that are happening in the country. During his address PM said , “21st Century is the Century of Asia”. PM invited foreign investors to Invest India, “India is not only a good destination. It’s always a good decision to be in India,” he said.ହାଇଦ୍ରାବାଦରେ ପୁଲିସ ଡିଜି/ଆଇଜିଙ୍କ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
November 26th, 06:45 pm
PM Narendra Modi addressed the DGsP/IGsP Conference in Hyderabad. PM Modi called for a qualitative change in the police force through a collective training effort. He said that technology and human interface are both important for the police force to keep progressing. PM also recalled terror attack in Mumbai on 26th November 2008 and noted the sacrifices of the police personnel.WATCH LIVE: Shri Narendra Modi to address various events in Delhi, on 27th February, 2014.
February 24th, 10:45 am
WATCH LIVE: Shri Narendra Modi to address various events in Delhi, on 27th February, 2014.