"ତିନୋଟି ନୂତନ ଅପରାଧିକ ଆଇନ"ର ସଫଳ ରୂପାୟନକୁ ଦେଶକୁ ସମର୍ପଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 03rd, 12:15 pm
ଚଣ୍ଡିଗଡ଼ ଆସିବା ପରେ ମୋତେ ଲାଗୁଛି ମୁଁ ମୋ ପ୍ରିୟଜନଙ୍କ ମଧ୍ୟକୁ ଆସିଯାଇଛି । ଚଣ୍ଡିଗଡ଼ର ପରିଚୟ ଶକ୍ତି-ସ୍ୱରୂପା ମାଚଣ୍ଡିକାଙ୍କ ନାମ ସହିତ ଯୋଡି ହୋଇଛି । ମା’ଚଣ୍ଡି, ଅର୍ଥାତ୍ ଶକ୍ତିର ସେହି ସ୍ୱରୂପ ଯାହା ଦ୍ୱାରା ସତ୍ୟ ଓ ନ୍ୟାୟ ପ୍ରତିଷ୍ଠିତ ହୋଇଥାଏ । ଏହା ଭାବନା ଭାରତୀୟ ନ୍ୟାୟ ସଂହିତା, ନାଗରିକ ସୁରକ୍ଷା ସଂହିତାର ସମ୍ପୂର୍ଣ୍ଣ ପ୍ରାରୁପର ଆଧାର ମଧ୍ୟ ଅଟେ । ବିକଶିତ ଭାରତର ସଂକଳ୍ପ ନେଇ ଏମିତି ସମୟରେ ଦେଶ ଆଗକୁ ବଢ଼ୁଛି, ଯେତେବେଳେ ବେଳେ ସମ୍ବିଧାନର ୭୫ ବର୍ଷ ବିତିଗଲାଣି... ତା'ପରେ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା ପ୍ରଭାବ ଆରମ୍ଭ ହେବା, ତାହାର ପ୍ରଭାବରେ ଆସିବା ଏହା ଏକ ବହୁତ ବଡ ପ୍ରାରମ୍ଭ । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ରେ ପରିକଳ୍ପନା କରାଯାଇଥିବା ଆଦର୍ଶକୁ ପୂରଣ କରିବା ପାଇଁ ଏହା ଏକ ସମନ୍ୱିତ ପ୍ରୟାସ । ଏହି ଆଇନଗୁଡ଼ିକ କିପରି କାର୍ଯ୍ୟକାରୀ ହେବ ତାହାର ଲାଇଭ୍ ଡେମୋ ଦେଖୁଥିଲି। ଏବଂ ମୁଁ ଏଠାରେ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ସେମାନେ ସମୟ ବାହାର କରନ୍ତୁ ଏବଂ ଏହି ଲାଇଭ୍ ଡେମୋକୁ ନିଶ୍ଚିତ ଦେଖନ୍ତୁ । ଆଇନର ଛାତ୍ରଛାତ୍ରୀମାନେ, ବାରର ସାଥିମାନେ ଦେଖନ୍ତୁ, ନ୍ୟାୟପାଳିକାର ସାଥିମାନଙ୍କୁ ଯଦି ସୁବିଧା ହେବ, ସେମାନେ ମଧ୍ୟ ଦେଖନ୍ତୁ, ଏହି ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଭାରତୀୟ ନ୍ୟାୟ ସଂହିତା, ନାଗରିକ ସଂହିତାର ଲାଗୁ ହେବା ପାଇଁ ଶୁଭେଚ୍ଛା ଜଣାଉଛି। ଏବଂ ମୁଁ ଚଣ୍ଡିଗଡ଼ ପ୍ରଶାସନ ସହ ଜଡିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 03rd, 11:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚଣ୍ଡିଗଡ଼ଠାରେ ତିନୋଟି ରୂପାନ୍ତରିତ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମର ସଫଳ ରୂପାୟନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସମବେତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଚଣ୍ଡିଗଡ଼ର ପରିଚୟ ଦେବୀ ମା' ଚଣ୍ଡୀଙ୍କ ସହ ଜଡ଼ିତ, ଯିଏ ସତ୍ୟ ଓ ନ୍ୟାୟ ପ୍ରତିଷ୍ଠା କରୁଥିବା ଶକ୍ତିର ଏକ ରୂପ । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମାନ ଦର୍ଶନ ଭାରତୀୟ ନ୍ୟାୟ ସଂହିତା ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ସମଗ୍ର ଫର୍ମାଟର ଆଧାର ଥିଲା । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତୀୟ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରୀ ହେବା ଏକ ଚମତ୍କାର ମୁହୂର୍ତ୍ତ, କାରଣ ଦେଶ ବିକଶିତ ଭାରତର ସଂକଳ୍ପ ସହିତ ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଗକୁ ବଢ଼ିବାର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ରହିଛି । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ଯେଉଁ ଆଦର୍ଶର ପରିକଳ୍ପନା କରିଛି ତାହାକୁ ପୂରଣ କରିବା ଦିଗରେ ଏହା ଏକ ଠୋସ୍ ପ୍ରୟାସ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହାର ସିଧା ପ୍ରଦର୍ଶନ ଦ୍ୱାରା କିପରି ଆଇନ କାର୍ଯ୍ୟକାରୀ ହେବ ତାହାର ଝଲକ ସେ ନିକଟରେ ପାଇଛନ୍ତି। ଏହି ଆଇନର ସିଧା ପ୍ରଦର୍ଶନ ପରିଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନ ଅବସରରେ ସେ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଚଣ୍ଡିଗଡ଼ ପ୍ରଶାସନର ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ସମ୍ବିଧାନ ଦିବସରେ ସମ୍ବିଧାନ ପ୍ରସ୍ତାବନା ପାଠକଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀ
November 26th, 08:17 pm
ସମ୍ବିଧାନ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପିକେ ମିଶ୍ରଙ୍କ ସମେତ ପିଏମଓର ଅନ୍ୟ ଅଧିକାରୀ ଓ ଅଧିକାରୀମାନେ ଆଜି ସମ୍ବିଧାନ ପ୍ରସ୍ତାବନା ପାଠ କରିଛନ୍ତି ।ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 26th, 08:15 pm
ଆପଣ ସମସ୍ତଙ୍କୁ ସମଗ୍ର ଦେଶବାସୀଙ୍କୁ ସମ୍ବିଧାନ ଦିବସ ଅବସରରେ ବହୁତ ବହୁତ ଶୁଭକାମନା । ଭାରତର ସମ୍ବିଧାନ ଦିବସର ଏହି ୭୫ ତମ ବର୍ଷ, ସମଗ୍ର ଦେଶ ପାଇଁ ଗର୍ବର ବିଷୟ । ଆଜି ମୁଁ ଭାରତର ସମ୍ବିଧାନକୁ, ସମ୍ବିଧାନ ସଭାର ସମସ୍ତ ସଦସ୍ୟଙ୍କୁ ଆଦର ପୂର୍ବକ ପ୍ରଣାମ କରୁଛି ।ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 26th, 08:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶାସନିକ ଭବନ ଠାରେ ଆୟୋଜିତ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭାରତର ପ୍ରଧାନ ବିଚାରପତି ଶ୍ରୀ ସଞ୍ଜୀବ ଖନ୍ନା, ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଶ୍ରୀ ବି. ଆର. ଗାଭାଇ ଏବଂ ବିଚାରପତି ଶ୍ରୀ ସୂର୍ଯ୍ୟକାନ୍ତ, ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ, ଭାରତର ଆଟର୍ଣ୍ଣି ଜେନେରାଲ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।ସମ୍ବିଧାନ ସଦନରେ ସମ୍ବିଧାନ ଦିବସ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ
November 26th, 02:46 pm
ସମ୍ବିଧାନ ସଦନରେ ସମ୍ବିଧାନ ଦିବସ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଂଶ ଗ୍ରହଣ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଜ୍ଞାନବର୍ଦ୍ଧକ ଦର୍ଶାଇ ପ୍ରଶଂସା କରିଛନ୍ତି ।ସମ୍ବିଧାନ ଦିବସ ଓ ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 26th, 09:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମ୍ବିଧାନ ଦିବସ ତଥା ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ନଭେମ୍ବର ୨୬ରେ ସମ୍ବିଧାନ ଦିବସ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 25th, 08:11 pm
ଭାରତୀୟ ସମ୍ବିଧାନ ଗ୍ରହଣର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୬ ତାରିଖ ଅପରାହ୍ଣ ପ୍ରାୟ ୫ଟାରେ ସୁପ୍ରିମକୋର୍ଟର ପ୍ରଶାସନିକ ଭବନ ପରିସରରେ ଆୟୋଜିତ ସମ୍ବିଧାନ ଦିବସ ସମାରୋହରେ ଯୋଗଦେବେ । ସେ ଭାରତୀୟ ନ୍ୟାୟପାଳିକାର ବାର୍ଷିକ ରିପୋର୍ଟ (୨୦୨୩-୨୪) ଉନ୍ମୋଚନ କରିବେ। ଏହି ଅବସରରେ ସେ ଏକ ସମାବେଶକୁ ସମ୍ବୋଧିତ କରିବେ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
July 03rd, 12:45 pm
ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଧନ୍ୟବାଦ ଜଣାଇବା ପାଇଁ ମୁଁ ମଧ୍ୟ ଏହି ଆଲୋଚନାରେ ଯୋଗ ଦେଇଛି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଦେଶବାସୀଙ୍କ ପାଇଁ ପ୍ରେରଣା ଥିଲା, ପ୍ରୋତ୍ସାହନ ମଧ୍ୟ ମିଳିଥିଲା ଏବଂ ଏକ ପ୍ରକାରରେ ସତ୍ୟର ମାର୍ଗକୁ ପୁରସ୍କୃତ ମଧ୍ୟ କରାଯାଇଥିଲା ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
July 03rd, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଜି ରାଜ୍ୟସଭାରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି ।It’s owing to the efforts of Maharja Digvijay Singh of Jamnagar that India has great relations with Poland: PM Modi in Jamnagar
May 02nd, 11:30 am
Addressing a rally in Jamnagar, PM Modi said “It’s owing to the efforts of Maharja Digvijay Singh of Jamnagar that India has great relations with Poland.” He added that Maharaja Digvijay Singh gave safe haven to Polish citizens fleeing the country owing to World War-2.Congress opposes abrogation of Article 370 and CAA to enable divisive politics: PM Modi in Junagadh
May 02nd, 11:30 am
Addressing a rally in Junagadh and attacking the Congress’s intent of pisive politics, PM Modi said, “Congress opposes abrogation of Article 370 and CAA to enable pisive politics.” He added that Congress aims to pide India into North and South. He said that Congress aims to keep India insecure to play its power politics.Congress 'Report Card' is a 'Report Card' of scams: PM Modi in Surendranagar
May 02nd, 11:15 am
Ahead of the impending Lok Sabha elections, Prime Minister Narendra Modi addressed powerful rally in Surendranagar, Gujarat. He added that his mission is a 'Viksit Bharat' and added, 24 x 7 for 2047 to enable a Viksit Bharat.PM Modi addresses powerful rallies in Anand, Surendranagar, Junagadh and Jamnagar in Gujarat
May 02nd, 11:00 am
Ahead of the impending Lok Sabha elections, Prime Minister Narendra Modi addressed powerful rallies in Anand, Surendranagar, Junagadh and Jamnagar in Gujarat. He added that his mission is a 'Viksit Bharat' and added, 24 x 7 for 2047 to enable a Viksit Bharat.Whenever we have been divided the enemy has taken advantage of it: PM Modi in Tonk-Sawai Madhopur
April 23rd, 10:46 am
Continuing his election campaigning spree, Prime Minister Narendra Modi today addressed a public meeting in Tonk-Sawai Madhopur, Rajasthan. PM Modi extends his heartfelt wishes to the entire nation on the occasion of Hanuman Jayanti. He said, “Whether it was 2014 or 2019, Rajasthan united to bless the BJP with the strength to form a powerful government in the country. You secured 25 out of 25 seats for the BJP.”PM Modi addresses a fervent crowd at a public meeting in Tonk-Sawai Madhopur, Rajasthan
April 23rd, 10:45 am
Continuing his election campaigning spree, Prime Minister Narendra Modi today addressed a public meeting in Tonk-Sawai Madhopur, Rajasthan. PM Modi extends his heartfelt wishes to the entire nation on the occasion of Hanuman Jayanti. He said, “Whether it was 2014 or 2019, Rajasthan united to bless the BJP with the strength to form a powerful government in the country. You secured 25 out of 25 seats for the BJP.”Teaching of our Tirthankaras have gained a new relevance in the time of many wars in the world: PM Modi at Bharat Mandapam
April 21st, 11:00 am
PM Modi inaugurated the 2550th Bhagwan Mahavir Nirvan Mahotsav on the auspicious occasion of Mahavir Jayanti at Bharat Mandapam. He underlined that the idea of Amrit Kaal is not merely a resolution but a spiritual inspiration that allows us to live through immortality and eternity.PM inaugurates 2550th Bhagwan Mahavir Nirvan Mahotsav on occasion of Mahavir Jayanti
April 21st, 10:18 am
PM Modi inaugurated the 2550th Bhagwan Mahavir Nirvan Mahotsav on the auspicious occasion of Mahavir Jayanti at Bharat Mandapam. He underlined that the idea of Amrit Kaal is not merely a resolution but a spiritual inspiration that allows us to live through immortality and eternity.Our government has continuously worked to strengthen the Constitution and bring its spirit to every citizen: PM Modi in Purnea
April 16th, 10:30 am
Amidst the ongoing election campaigning, Prime Minister Narendra Modi addressed public meeting Purnea, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Bihar has announced today – Phir Ek Baar, Modi Sarkar! This election is for 'Viksit Bharat' and 'Viksit Bihar'.”PM Modi addresses public meetings in Gaya and Purnea, Bihar
April 16th, 10:00 am
Amidst the ongoing election campaigning, Prime Minister Narendra Modi addressed public meetings in Gaya and Purnea, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Bihar has announced today – Phir Ek Baar, Modi Sarkar! This election is for 'Viksit Bharat' and 'Viksit Bihar'.”