ତିରୁଚିରାପଲ୍ଲୀସ୍ଥିତ ଭାରତୀଦାସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 02nd, 11:30 am
ତାମିଲନାଡୁ ର ରାଜ୍ୟପାଳ ଶ୍ରୀ ଥିରୁ ଆରଏନ ରବି ଜୀ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, ଭାରତୀଦାସନ ବିଶ୍ୱବିଦ୍ୟାଳୟର କୁଳପତି ଥିରୁ ଏମ ସେଲଭମ ଜୀ, ବିଶ୍ବବିଦ୍ୟାଳୟା ମୋର ଯୁବ ବନ୍ଧୁ, ଶିକ୍ଷକଗଣ ଏବଂ ସହାୟକ କର୍ମଚାରୀମାନେ,ତାମିଲନାଡୁର ତିରୁଚିରାପଲ୍ଲୀସ୍ଥିତ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 02nd, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ତିରୁଚିରାପଲ୍ଲୀଠାରେ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହରେ ଉଦ୍ବୋଧନ ଦେଇଥିଲେ । ସେ ବିଶ୍ୱବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି।ତାମିଲନାଡୁର ଡଃ. ଏମ. ଜି. ଆର ମେଡିକାଲ ବିଶ୍ୱବିଦ୍ୟାଳୟର 33ତମ ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
February 26th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁ ଡଃଏମ.ଜି.ଆର ବିଶ୍ୱବିଦ୍ୟାଳୟର ୩୩ ତମ ସମାବର୍ତ୍ତନ ଉତ୍ସବରେ ଭିଡିଓ କନଫରେନ୍ସ ମାଧ୍ୟମରେ ଅଭିଭାଷଣ ପ୍ରଦାନ କରିଛନ୍ତି। ସମାବର୍ତ୍ତନ ଉତ୍ସବରେ ୨୧ ହଜାରରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ଓ ଡିପ୍ଲୋମା ପ୍ରଦାନ କରାଯାଇଥିଲା। ତାମିଲନାଡୁ ରାଜ୍ୟପାଳ ଶ୍ରୀ ବନୱାରିଲାଲ ପୁରୋହିତ ଏହି ଅବସରରେ ଉପସ୍ଥିତ ଥିଲେ।ତାମିଲନାଡୁ ଡଃ ଏମ.ଜି.ଆର ବିଶ୍ୱବିଦ୍ୟାଳୟର ୩୩ତମ ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 26th, 11:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁ ଡଃଏମ.ଜି.ଆର ବିଶ୍ୱବିଦ୍ୟାଳୟର ୩୩ ତମ ସମାବର୍ତ୍ତନ ଉତ୍ସବରେ ଭିଡିଓ କନଫରେନ୍ସ ମାଧ୍ୟମରେ ଅଭିଭାଷଣ ପ୍ରଦାନ କରିଛନ୍ତି। ସମାବର୍ତ୍ତନ ଉତ୍ସବରେ ୨୧ ହଜାରରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ଓ ଡିପ୍ଲୋମା ପ୍ରଦାନ କରାଯାଇଥିଲା। ତାମିଲନାଡୁ ରାଜ୍ୟପାଳ ଶ୍ରୀ ବନୱାରିଲାଲ ପୁରୋହିତ ଏହି ଅବସରରେ ଉପସ୍ଥିତ ଥିଲେ।ତାମିଲନାଡୁସ୍ଥିତ ଡ. ଏମ.ଜି.ଆର. ମେଡିକାଲ ବିଶ୍ଵବିଦ୍ୟାଳୟର 33ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
February 24th, 07:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 26, 2021 ପୂର୍ବାହ୍ନ 11ଟା ସମୟରେ ଭିଡିଓ କନଫରେନ୍ସ ମାଧ୍ୟମରେ ତାମିଲନାଡ଼ୁସ୍ଥିତ ଡ. ଏମ.ଜି.ଆର. ମେଡିକାଲ କଲେଜର 33ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ । ଏହି ସମାବର୍ତ୍ତନ ସମାରୋହରେ ମୋଟ 17,591 ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ଏବଂ ଡିପ୍ଲୋମା ପ୍ରଦାନ କରାଯିବ । ଏହି ଅବସରରେ ତାମିଲନାଡୁ ରାଜ୍ୟପାଳ ଉପସ୍ଥିତ ରହିବେ ।ଫେବୃଆରୀ 23 ରେ ପ୍ରଧାନମନ୍ତ୍ରୀ ଆଇଆଇଟି ଖଡଗପୁରର 66ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ
February 21st, 07:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 23, 2021 12:30 PM ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଇଆଇଟି ଖଡଗପୁରର 66 ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ। ଏହି ଅବସରରେ ପଶ୍ଚିମବଙ୍ଗର ରାଜ୍ୟପାଳ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏବଂ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ।ବିଶ୍ୱ-ଭାରତୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 19th, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପଶ୍ଚିମ ବଙ୍ଗର ରାଜ୍ୟପାଳ ଶ୍ରୀ ଜଗଦୀପ ଧନଖଡ଼, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ ନିଶଙ୍କ ଏବଂ କେନ୍ଦ୍ର ଶିକ୍ଷାରାଷ୍ଟ୍ର ମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ ପ୍ରମୁଖ ଉପସ୍ଥିତ ଥିଲେ ।ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ ପ୍ରଦାନ
February 19th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପଶ୍ଚିମ ବଙ୍ଗର ରାଜ୍ୟପାଳ ଶ୍ରୀ ଜଗଦୀପ ଧନଖଡ଼, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ ନିଶଙ୍କ ଏବଂ କେନ୍ଦ୍ର ଶିକ୍ଷାରାଷ୍ଟ୍ର ମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ ପ୍ରମୁଖ ଉପସ୍ଥିତ ଥିଲେ ।ଭାରତୀୟ କ୍ରିକେଟ ଦଳର ବିଜୟରେ ଯୁବକମାନଙ୍କ ପାଇଁ ପ୍ରେରଣାଦାୟୀ ବାର୍ତ୍ତା ରହିଛି
January 22nd, 01:43 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଆତ୍ମନିର୍ଭର ଭାରତକୁ ନେଇ ସବୁଠାରୁ ବଡ ପରବର୍ତ୍ତନ ହେଉଛି ପ୍ରବୃତ୍ତି, କାର୍ଯ୍ୟ ଏବଂ ପ୍ରତିକ୍ରିୟା ଯାହାକି ଆଜିର ଯୁବପୀଢିଙ୍କ ମନୋବଳ ସହିତ ସମାନ । ସେ ଆଜି ଆସାମର ତେଜପୁର ବିଶ୍ୱବିଦ୍ୟାଳୟର 18ତମ ସମାବର୍ତ୍ତନ ଉତ୍ସବକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧନ କରିଥିଲେ ।ଜାନୁଆରୀ 22ରେ ତେଜପୁର ବିଶ୍ୱବିଦ୍ୟାଳୟର 18 ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
January 20th, 07:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ 22, 2021 ରେ ଆସାମସ୍ଥିତ ତେଜପୁର ବିଶ୍ୱବିଦ୍ୟାଳୟର 18 ତମ ସମାବର୍ତ୍ତନ ସମାରୋହକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବେ । ଏହି ଅବସରରେ ଆସାମର ରାଜ୍ୟପାଳ ପ୍ରଫେସର ଜଗଦୀଶ ମୁଖୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିୟାଲ ‘ନିଶଙ୍କ’ ଏବଂ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ ମଧ୍ୟ ଉପସ୍ଥିତ ରହିବେ ।Influence of Guru Nanak Dev Ji is distinctly visible all over the world: PM Modi during Mann Ki Baat
November 29th, 11:00 am
During Mann Ki Baat, PM Modi spoke on a wide range of subjects. He mentioned how in the last few years, India has successfully brought back many stolen idols and artifacts from several nations. PM Modi remembered Guru Nanak Dev Ji and said His influence is distinctly visible across the globe. He paid rich tributes to Sri Aurobindo and spoke at length about his Swadeshi philosophy. PM Modi highlighted the recent agricultural reforms and added how they have helped open new doors of possibilities for farmers.ପଣ୍ଡିତ ଦୀନଦୟାଲ ପେଟ୍ରୋଲିୟମ୍ ବିଶ୍ୱବିଦ୍ୟାଳୟର 8ମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
November 21st, 11:06 am
ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ୍ ବିଶ୍ୱବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ବହୁତ ବହୁତ ବଧେଇ । ଯେଉଁ ସାଥୀ ଆଜି ଗ୍ରାଜୁଏଟ ହେବାକୁ ଯାଉଛନ୍ତି, ସେମାନଙ୍କ ଏବଂ ସେମାନଙ୍କର ମାତାପିତାମାନଙ୍କୁ ମଧ୍ୟ ମୋର ଅନେକ ଅନେକ ଶୁଭକାମନା! ଆଜି ଦେଶକୁ ଆପଣମାନଙ୍କ ଭଳି ଶିଳ୍ପସଂସ୍ଥାରେ କାର୍ଯ୍ୟକ୍ଷମ ଗ୍ରାଜୁଏଟ ମିଳିପାରୁଛି । ଆପଣମାନଙ୍କ ପରିଶ୍ରମ ପାଇଁ, ଆପଣମାନେ ବିଶ୍ୱବିଦ୍ୟାଳୟରୁ ଯାହା କିଛି ଶିକ୍ଷାଲାଭ କରିଛନ୍ତି ସେଥି ପାଇଁ ସେଥିପାଇଁ ଆପଣମାନଙ୍କୁ ବହୁତ ଶୁଭକାମନା ଜ୍ଞାପନ କରୁଛି । ରାଷ୍ଟ୍ର ନିର୍ମାଣ ଭଳି ବିରାଟ ଲକ୍ଷ୍ୟକୁ ନେଇ ଆଜି ଆପଣମାନେ ଏଠାରୁ ପ୍ରସ୍ଥାନ କରିବାକୁ ଯାଉଛନ୍ତି, ସେହି ଲକ୍ଷ୍ୟସ୍ଥଳରେ ପହଞ୍ଚବା ସକାଶେ, ଆପଣମାନଙ୍କର ଏହି ନୂତନ ଯାତ୍ରା ନିମନ୍ତେ ମୋର ଶୁଭକାମନା ।ଗୁଜରାଟ ଗାନ୍ଧୀନଗରସ୍ଥିତ ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
November 21st, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (21.11.2020) ଗୁଜରାଟର ଗାନ୍ଧୀନଗରସ୍ଥିତ ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ 45 ମେଗାୱାଟଯୁକ୍ତ ମନୋକ୍ରିଷ୍ଟାଲିନ ସୋଲାର ଫୋଟୋ ଭୋଲ୍ଟାଇକ ପ୍ୟାନେଲ ଯୁକ୍ତ ଜଳ ପ୍ରଯୁକ୍ତି ଉତ୍କର୍ଷ କେନ୍ଦ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହାବ୍ୟତୀତ ଶ୍ରୀ ମୋଦୀ ଉଦ୍ଭାବନ ଓ ଇନକ୍ୟୁବେଶନ ସେଣ୍ଟର, ପ୍ରଯୁକ୍ତି ବ୍ୟାପାର ଇନକ୍ୟୁବେଶନ, ଅନୁବାଦ ଗବେଷଣା କେନ୍ଦ୍ର ଓ କ୍ରିଡାଙ୍ଗନ ଇତ୍ୟାଦି ବିଶ୍ଵବିଦ୍ୟାଳୟ ପରିସର ମଧ୍ୟରେ ଉଦଘାଟନ କରିଛନ୍ତି ।India is committed to provide 'ease of doing business' to its youth, so they can focus on bringing ‘ease of living’ to the countrymen: PM
November 07th, 11:00 am
PM Modi addressed convocation ceremony of IIT Delhi via video conferencing. In his remarks, PM Modi said that quality innovation by the country's youth will help build 'Brand India' globally. He added, COVID-19 has taught the world that while globalisation is important, self reliance is also equally important. We are now heavily focussed on ease of doing business in India so that youth like you can bring transformation to our people’s lives.ଆଇଆଇଟି ଦିଲ୍ଲୀର 51ତମ ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
November 07th, 10:59 am
ଆଇଆଇଟିର ସଦ୍ୟ ସ୍ନାତକ ଉପାଧିପ୍ରାପ୍ତ ବିଦ୍ୟାର୍ଥୀମାନେ ଦେଶର ଆବଶ୍ୟକତାକୁ ଚିହ୍ନଟ କରି ତାହାର ସମାଧାନର ପନ୍ଥା ବାହାର କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆହ୍ୱାନ ଜଣାଇଛନ୍ତି । ସେ କହିଛନ୍ତି ଯେ ଏହି ବଦ୍ୟାର୍ଥୀମାନେ ସାଧାରଣ ମଣିଷର ଆଶା ଆକାଂକ୍ଷାକୁ ଚିହ୍ନଟ କରି ଆତ୍ମନିର୍ଭର ଭାରତ ଗଠନ ପରିପ୍ରେକ୍ଷୀରେ ସେ ଦିଗରେ କାର୍ଯ୍ୟ କରିବା ଉଚିତ । ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଆଇଆଇଟି ଦିଲ୍ଲୀର 51ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ରୂପେ ଯୋଗଦେଇ ପ୍ରଧାନମନ୍ତ୍ରୀ ଏହା କହିଛନ୍ତି ।ଭିଡିଓ କନଫରେନ୍ସିଂ ଯୋଗେ ମହୀଶୂର ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 19th, 11:11 am
କର୍ଣ୍ଣାଟକର ରାଜ୍ୟପାଳ ଏବଂ ମହୀଶୂର ବିଶ୍ୱବିଦ୍ୟାଳୟର କୁଳାଧିପତି, ଶ୍ରୀ ଭଜୁ ଭାଇ ବାଲାଜୀ, କର୍ଣ୍ଣାଟକର ଶିକ୍ଷା ମନ୍ତ୍ରୀ ଡକ୍ଟର ସି ଏନ ଅଶ୍ୱଥ ନାରାୟଣ ଜୀ, ମହୀଶୂର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଜି ହେମନ୍ତ କୁମାର ଜୀ, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ଅଧ୍ୟାପକଗଣ, ଛାତ୍ରଛାତ୍ରୀଗଣ, ଅଭିଭାବକଗଣ, ଦେବୀ ଏବଂ ସଜ୍ଜନଗଣ! ସର୍ବପ୍ରଥମେ ମୁଁ ଆପଣମାନଙ୍କୁ ସମସ୍ତଙ୍କୁ “ମହୀଶୂର ଦଶହରା, “ନାଇ ହବ୍ୱାର ଅନନ୍ତ ଅନନ୍ତ ଶୁଭକାମନା ଜ୍ଞାପନ କରୁଛି!ମହୀଶୂର ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାବର୍ତ୍ତନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 19th, 11:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହୀଶୂର ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାବର୍ତ୍ତନ ସମାରୋହରେ ଆଜି ଉଦ୍ବୋଧନ ଦେଇଛନ୍ତି । ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଏହି ସମାବର୍ତ୍ତନ ସମାରୋହରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମହୀଶୂର ବିଶ୍ୱବିଦ୍ୟାଳୟ ପ୍ରାଚୀନ ଭାରତର ମହାନ୍ ଶିକ୍ଷା ବ୍ୟବସ୍ଥାର ଏକ ପ୍ରମୁଖ କେନ୍ଦ୍ର । ଏହା ଭବିଷ୍ୟତ ଭାରତର ଆଶା ଆକାଂକ୍ଷା ଓ ଦକ୍ଷତାର ପ୍ରତୀକଭାବେ ରାଜଶ୍ରୀ ନଲୱାଡି କୃଷ୍ଣରାଜ ୱାଡିୟାର ଏବଂ ମୋକ୍ଷଗୁଣ୍ଡମ୍ ବିଶ୍ୱେଶ୍ୱରାୟାଜୀଙ୍କ ଲକ୍ଷ୍ୟ ପୂରଣରେ ସଫଳ ହୋଇଛି । ଏହି ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ କରିଥିବା ଭାରତରତ୍ନ ଡ. ସର୍ବପଲ୍ଲୀ ରାଧାକୃଷ୍ଣନ୍ଙ୍କ ଭଳି ମହାନ୍ ଶିକ୍ଷାବିତଙ୍କ ସ୍ମୃତିଚାରଣ ଏହି ଅବସରରେ ପ୍ରଧାନମନ୍ତ୍ରୀ କରିଛନ୍ତି ।ମହୀଶୂର ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାବର୍ତ୍ତନ ଉତ୍ସବ 2020କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
October 17th, 07:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 19 ଅକ୍ଟୋବର ଦିନ 11:15ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହୀଶୂର ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାବର୍ତ୍ତନ ଉତ୍ସବ 2020କୁ ସମ୍ବୋଧିତ କରିବେ । ଏହି ଅବସରରେ ବିଶ୍ୱବିଦ୍ୟାଳୟର ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ କର୍ଣ୍ଣାଟକର ରାଜ୍ୟପାଳ ଉପସ୍ଥିତ ରହିବେ । ସିଣ୍ଡିକେଟ ଏବଂ ଏକାଡେମିକ କାଉନସିଲର ସଦସ୍ୟ, ସାଂସଦ, ବିଧାୟକ, ଏମ.ଏଲ.ସି, ଷ୍ଟାଟ୍ୟୁଟାରୀ ଅଫିସର, ଜିଲ୍ଲା ଅଧିକାରୀ, ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ତଥା ଛାତ୍ର ଓ ଅଭିଭାବକମାନେ ଅନଲାଇନରେ ଏହି ସମ୍ମିଳନୀକୁ ଦେଖିବେ।ଗୌହାଟୀ ଆଇଆଇଟିର ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 12:01 pm
ଏହି କାର୍ଯ୍ୟକ୍ରମରେ ଆମ ସହିତ ଉପସ୍ଥିତ ଥିବା ଦେଶର ଶିକ୍ଷାମନ୍ତ୍ରୀ ଶ୍ରୀ ରମେଶ ପୋଖରୀୟାଲ ନିଶଙ୍କ ମହାଶୟ, ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୱାଲ ମହାଶୟ, କ୍ୟାବିନେଟରେ ମୋର ସହଯୋଗୀ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ ମହାଶୟ, ପରିଚାଳନା ମଣ୍ଡଳୀର ଅଧ୍ୟକ୍ଷ ଡ. ରାଜୀବ ମୋଦୀ ମହାଶୟ, ସିନେଟର ସଦସ୍ୟଗଣ, ଏହି ସମାବର୍ତ୍ତନ ସମାରୋହକୁ ଆମନ୍ତ୍ରିତ ଅତିଥିଗଣ, ଅଧ୍ୟାପକ ଗଣ, କର୍ମଚାରୀଗଣ ଏବଂ ମୋର ପ୍ରିୟ ଛାତ୍ରମାନେ ।ଗୌହାଟୀ ଆଇଆଇଟିର ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 22nd, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଆଇଆଇଟି ଗୌହାଟୀର ସମାବର୍ତ୍ତନ ଉତ୍ସବରେ ଉଦ୍ବୋଧନ ଦେଇଛନ୍ତି । ‘ଜ୍ଞାନମ୍ ବିଜ୍ଞାନ ସହିତମ୍ ଯତ୍ ଜ୍ଞାତ୍ୱା ମୌକ୍ଷସ୍ୟ ଅଶୁଭାତ୍’ ଉକ୍ତି ଉଦ୍ଧାର କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ବିଜ୍ଞାନ ସମେତ ସମସ୍ତ ଜ୍ଞାନ ସମସ୍ୟା ସମାଧାନର ମାର୍ଗ ।