ବିଶ୍ୱ ସରକାର ମହା ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 14th, 02:30 pm
ବିଶ୍ୱ ସରକାର ମହା ସମ୍ମିଳନୀକୁ ସମ୍ବୋଧନ କରିବା ମୋ ପକ୍ଷରେ ଏକ ବହୁତ ବଡ ସମ୍ମାନ । ଏଭଳି ଏକ ସୌଭାଗ୍ୟ ମୋତେ ଦ୍ୱିତୀୟ ଥର ପାଇଁ ମିଳିଛି । ମହାନୁଭବ ଶେଖ ମହମ୍ମଦବିନ୍ ରସିଦଙ୍କର ଆମନ୍ତ୍ରଣ ଏବଂ ଆନ୍ତରିକତା ସହିତ ମୋତେ ଉଚ୍ଛ୍ୱସିତ ସ୍ୱାଗତ କରାଯାଇଥିବାରୁ ମୁଁ କୃତଜ୍ଞ । ମୁଁ ମୋର ଭ୍ରାତୃ ପ୍ରତୀମ ମହାନୁଭବ ଶେଖ ମହମ୍ମଦ ବିନ୍ ଜାୟତଙ୍କ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି । ଏହି ଅଳ୍ପ କିଛିଦିନ ମଧ୍ୟରେ ତାଙ୍କ ସହିତ ଅନେକ ଥର ସାକ୍ଷାତର ସୁଯୋଗ ମିଳିଛି । ସେ କେବଳ ଦୃଷ୍ଟିଭଙ୍ଗୀର ନେତା ନୁହଁନ୍ତି ବରଂ ସମାଧାନର ନେତା ଏବଂ ପ୍ରତିଶ୍ରୁତି ପାଳନର ମଧ୍ୟ ନେତା ଅଟନ୍ତି ।ବିଶ୍ୱ ସରକାର ଶିଖର ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
February 14th, 02:09 pm
ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ତଥା ଦୁବାଇର ଶାସକ ଶେଖ୍ ମହମ୍ମଦ ବିନ୍ ରସିଦ ଅଲ୍ ମକ୍ତୁମଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଫେବୃଆରୀ ୨୦୨୪ରେ ଦୁବାଇରେ ଅନୁଷ୍ଠିତ ବିଶ୍ୱ ସରକାର ଶିଖର ସମ୍ମିଳନୀରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ସେ ଏହି ଶିଖର ସମ୍ମିଳନୀର ବିଷୟବସ୍ତୁ - ‘‘ଭବିଷ୍ୟତ ସରକାର ଗଠନ’’ ଉପରେ ବିଶେଷ ବକ୍ତବ୍ୟ ଦେଇଥିଲେ । ପ୍ରଧାନମନ୍ତ୍ରୀ ୨୦୧୮ରେ ମଧ୍ୟ ବିଶ୍ୱ ସରକାର ଶିଖର ସମ୍ମିଳନୀରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏଥର ଶିଖର ସମ୍ମିଳନୀରେ ବିଭିନ୍ନ ରାଷ୍ଟ୍ରର ୧୦ ଜଣ ରାଷ୍ଟ୍ରପତି ଓ ୧୦ ଜଣ ପ୍ରଧାନମନ୍ତ୍ରୀଙ୍କ ସମେତ ବିଶ୍ୱର ୨୦ ଜଣ ନେତା ଅଂଶଗ୍ରହଣ କରିଥିଲେ । ଏହି ବିଶ୍ୱ ସମାବେଶରେ ୧୨୦ରୁ ଅଧିକ ଦେଶର ସରକାରୀ ପଦାଧିକାରୀ ଓ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।ଭିଡିଓ କନଫରେନ୍ସିଂ ଜରିଆରେ ଦ୍ୱିତୀୟ ଇନଫିନିଟି ଫୋରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ପୋଷ୍ଟ: ପିଆଇବି ଦିଲ୍ଲୀ ଦ୍ୱାରା 09 ଡିସେମ୍ବର 2023 12:52 ଅପରାହ୍ନ
December 09th, 11:09 am
ଏଭଳି ସମୟରେ ଭାରତ ସ୍ଥିରତା ଓ ପ୍ରଗତିର ଏକ ବଡ଼ ଉଦାହରଣ ଭାବେ ଉଭା ହୋଇଛି। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ଗିଫ୍ଟ ସିଟିରେ ଏକବିଂଶ ଶତାବ୍ଦୀର ଅର୍ଥନୈତିକ ନୀତିର ବିଚାରବିମର୍ଶ ହେବା, ଗୁଜରାଟର ଗୌରବକୁ ବଢ଼ାଇବାକୁ ଯାଉଛି। ତେବେ ଆଜି ଆଉ ଗୋଟିଏ କଥା ପାଇଁ ମୁଁ ଗୁଜରାଟବାସୀଙ୍କୁ ଅଭିନନ୍ଦନ ଜଣାଉଛି । ନିକଟରେ ଗୁଜରାଟର ପାରମ୍ପରିକ ନୃତ୍ୟ ଗର୍ବାକୁ ୟୁନେସ୍କୋ ଦ୍ୱାରା ଅମୂର୍ତ୍ତିକ ସାଂସ୍କୃତିକ ଐତିହ୍ୟରେ ଅନ୍ତର୍ଭୁକ୍ତ କରାଯାଇଛି। ଏହା ନିଜେ ଏକ ବଡ଼ ସଫଳତା। ଗୁଜରାଟର ସଫଳତା ହେଉଛି, ଦେଶର ସଫଳତା।ଇନଫିନିଟି ଫୋରମ୍ ୨.୦କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
December 09th, 10:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଫିନଟେକ୍ର ଏକ ବିଶ୍ୱସ୍ତରୀୟ ବିଚାର ନେତୃତ୍ୱ ପ୍ଲାଟଫର୍ମ ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି । ଭାରତ ସରକାରଙ୍କ ତତ୍ତ୍ୱାବଧାନରେ ଅନ୍ତର୍ଜାତୀୟ ଆର୍ôଥକ ସେବା କେନ୍ଦ୍ର କର୍ତ୍ତୃପକ୍ଷ (ଆଇଏଫ୍ଏସ୍ସିଏ) ଏବଂ ଗିଫ୍ଟ ସିଟିର ମିଳିତ ଆନୁକୂଲ୍ୟରେ 'ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ୍ ସମିଟ୍ - ୨୦୨୪' ର ଅଗ୍ରଦୂତ କାର୍ଯ୍ୟକ୍ରମ ଭାବେ ଦ୍ୱିତୀୟ ଇନଫିନିଟି ମଂଚ ଆୟୋଜନ କରାଯାଉଛି । ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣର ବିଷୟବସ୍ତୁ ରହିଛି 'ଗିଫ୍ଟ - ଆଇଏଫ୍ଏସ୍ସି : ନର୍ଭ ସେଂଟର ଫର ନ୍ୟୁ ଏଜ୍ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ସର୍ଭିସେସ୍' / ନୂତନ ଯୁଗର ବିଶ୍ୱସ୍ତରୀୟ ଆର୍ଥିକ ସେବା ପାଇଁ ସ୍ନାୟୁ କେନ୍ଦ୍ର ।ୟୁନାଇଟେଡ୍ ଆରବ ଏମିରେଟ୍ସ ର ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ
December 01st, 07:55 pm
ଉଭୟ ନେତା ସେମାନଙ୍କର ବ୍ୟାପକ ଏବଂ ଗୁରୁତ୍ବପୂର୍ଣ୍ଣ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିଥିଲେ। ଇସ୍ରାଏଲ-ହାମାସ ବିବାଦ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ।ସିଓପି-୨୮ରେ ଲିଡରସିପ୍ ଗ୍ରୁପ୍ ଫର୍ ଇଣ୍ଡଷ୍ଟ୍ରି ଟ୍ରାନଜିସନ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 01st, 07:29 pm
ଆମେ ସମସ୍ତେ ଏକ ଅଂଶୀଦାର ପ୍ରତିବଦ୍ଧତା ଦ୍ୱାରା ସଂଯୁକ୍ତ ଅଛୁ - ଗ୍ଲୋବାଲ ନେଟ୍ Zero.Net ଜିରୋର ଲକ୍ଷ୍ୟ ହାସଲ କରିବା ପାଇଁ ସରକାର ଏବଂ ଶିଳ୍ପ ମଧ୍ୟରେ ଭାଗିଦାରୀ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ | ଏବଂ, ଶିଳ୍ପ ଅଭିନବତା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଉତପ୍ରେରକ। ଇଣ୍ଡଷ୍ଟ୍ରି ଟ୍ରାନ୍ଜିସନ୍ ପାଇଁ ଲିଡରସିପ୍ ଗ୍ରୁପ୍ ଅର୍ଥାତ୍ ଲିଡ୍-ଆଇଟି ହେଉଛି ପୃଥିବୀର ସୁରକ୍ଷିତ ଭବିଷ୍ୟତ ପାଇଁ ସରକାର ଓ ଶିଳ୍ପ ମଧ୍ୟରେ ଭାଗିଦାରୀର ଏକ ସଫଳ ଉଦାହରଣ।ସିଓପି-୨୮ରେ “ଗ୍ରୀନ୍ କ୍ରେଡିଟ୍ ପ୍ରୋଗ୍ରାମ' ଉପରେ ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 01st, 07:22 pm
ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ସ୍ୱାଗତ। ଆପଣ ସମସ୍ତଙ୍କୁ ନମସ୍କାର! ମୋ ଭାଇ ତଥା ୟୁଏଇର ରାଷ୍ଟ୍ରପତି, ମହାମହିମ ଶେଖ୍ ମହମ୍ମଦ ବିନ୍ ଜାୟେଦଙ୍କୁ ସମର୍ଥନ ପାଇଁ ମୁଁ କୃତଜ୍ଞତା ଜଣାଉଛି।ଜାତିସଂଘ ମହାସଚିବଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ
December 01st, 06:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧ ଡିସେମ୍ବର ୨୦୨୩ରେ ଦୁବାଇରେ ସିଓପି ୨୮ ଶିଖର ସମ୍ମିଳନୀ ଅବସରରେ ଜାତିସଂଘ ମହାସଚିବ (ୟୁଏନଏସଜି) ମହାମହିମ ଶ୍ରୀ ଆଣ୍ଟୋନିଓ ଗୁଟେରେସଙ୍କୁ ସାକ୍ଷାତ କରିଛନ୍ତି ।ଏଚ୍ଓଏସ/ଏଚ୍ଓଜିର ଉଚ୍ଚସ୍ତରୀୟ ବର୍ଗ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଉଦବୋଧନ
December 01st, 03:55 pm
୧୪୦ କୋଟି ଭାରତୀୟଙ୍କ ତରଫରୁ ଆପଣ ସମସ୍ତଙ୍କୁ ମୋର ଶୁଭେଚ୍ଛା !PM Modi arrives in Dubai to attend the COP 28 Summit
November 30th, 11:30 pm
Prime Minister Narendra Modi arrived in Dubai to attend the COP 28 Summit. He will join special events including on climate finance, Green Credit initiative and LeadIT.