ଗୁଜରାଟରେ ଏକାଦଶ କ୍ରୀଡ଼ା ମହାକୁମ୍ଭର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 12th, 06:40 pm
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହୋଦୟ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମହାଶୟ, ସଂସଦରେ ମୋର ସାଥୀ ଏବଂ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ସି. ଆର. ପାଟିଲ ମହାଶୟ, ଗୁଜରାଟ ସରକାରଙ୍କର କ୍ରୀଡ଼ା ରାଜ୍ୟମନ୍ତ୍ରୀ ଶ୍ରୀ ହର୍ଷ ସାଂଘଭୀ ମହାଶୟ, ସଂସଦରେ ମୋର ସହଯୋଗୀ ଶ୍ରୀ ହଂସମୁଖ ଭାଇ ପଟେଲ, ଶ୍ରୀ ନରହରୀ ଅମିନ ଏବଂ ଅହମ୍ମଦାବାଦର ମେୟର ଭାଇ ଶ୍ରୀ କିରିଟ କୁମାର ପରମାର ମହାଶୟ, ଅନ୍ୟ ମହାନୁଭବ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଆସିଥିବା ମୋର ଯୁବ ବନ୍ଧୁଗଣ!ଏକାଦଶ କ୍ରୀଡା ମହାକୁମ୍ଭ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
March 12th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (୧୨.୦୩.୨୦୨୨) ଦିନ ଗୁଜରାଟର ଅହମ୍ମଦବାଦରେ ଏକାଦଶ ଖେଳ ମହାକୁମ୍ଭ ଉଦ୍ଘାଟନ କରିଛନ୍ତି । ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ଉପସ୍ଥିତ ଥିଲେ ।100 କୋଟି ଟିକା ଡୋଜ୍ ପରେ ଭାରତ ନୂତନ ଉତ୍ସାହ ଏବଂ ଶକ୍ତିର ସହିତ ଆଗକୁ ବଢୁଛି: 'ମନ୍ କୀ ବାତ୍' ରେ ପ୍ରଧାନମନ୍ତ୍ରୀ ମୋଦୀ
October 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆପଣ ସମସ୍ତଙ୍କୁ ନମସ୍କାର । କୋଟି କୋଟି ନମସ୍କାର । ମୁଁ କୋଟି କୋଟି ନମସ୍କାର କହିବାର କାରଣ ୧୦୦ କୋଟି ପାନ ଟିକାଦାନ ପରେ ଆଜି ଦେଶ ନୂତନ ଉତ୍ସାହ, ନୂତନ ଶକ୍ତି ସହିତ ଆଗକୁ ବଢ଼ୁଛି । ଆମର ଟୀକାକରଣ କାର୍ଯ୍ୟକ୍ରମର ସଫଳତା ଭାରତର ସାମର୍ଥ୍ୟକୁ ପ୍ରଦର୍ଶିତ କରୁଛି । ସମସ୍ତଙ୍କ ପ୍ରଚେଷ୍ଟାର ମନ୍ତ୍ରଶକ୍ତିକୁ ଦର୍ଶାଉଛି ।ଆତ୍ମନିର୍ଭର ଭାରାତ ସ୍ୱୟଂପୂର୍ଣ୍ଣ ଗୋଆ କାର୍ଯ୍ୟକ୍ରମର ଲାଭାର୍ଥୀ ଏବଂ ହିତଧାରକମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତାଳାପ ଓ ସମ୍ବୋଧନ
October 23rd, 11:01 am
ଆତ୍ମନିର୍ଭର ଭାରତାଚେ ସମନ, ସ୍ୱୟଂପୂର୍ଣ୍ଣ ଗୋଆ ଜେବ ଜଣେ-ଜଲ୍ପେନ, ସାକାର ପରପୀ ଗୋୟାକରଂକ ୟେବକାର । ତୁମଚା ସାରଖ୍ୟା, ଧଡ଼- ପଡ଼- ପରପୀ, ଲୋକାଂକ ଲାଗୁନ, ଗୌୟ ରାଜ୍ୟାଚୋ ଗରଜୋ, ଗୋୟାଂତଚ ଗୋୟାଂପାକ ସୁରୁ ଜାଲ୍ପାତ, ହି ଖୋସୟେଚି ଗଜାଲ ଆସା ।ପ୍ରଧାନମନ୍ତ୍ରୀ ଆତ୍ମନିର୍ଭର ଭାରତ ସ୍ୱୟଂପୂର୍ଣ୍ଣ ଗୋଆ କାର୍ଯ୍ୟକ୍ରମର ହିତାଧିକାରୀ ଏବଂ ସହଯୋଗୀଙ୍କ ସହ ଆଲୋଚନା କରିଛନ୍ତି
October 23rd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଆତ୍ମନିର୍ଭର ଭାରତ ସ୍ୱୟଂପୂର୍ଣ୍ଣ ଗୋଆ କାର୍ଯ୍ୟକ୍ରମର ହିତାଧିକାରୀ ଏବଂ ସହଯୋଗୀଙ୍କ ସହ ଆଲୋଚନା କରିଥିଲେ ।ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
October 22nd, 10:02 am
୧୦୦ କୋଟି ଟିକା ଡୋଜ, ଏହା କେବଳ ଏକ ତଥ୍ୟ ନୁହେଁ। ଏହା ଦେଶର ସାମର୍ଥ୍ୟର ପ୍ରତିବିମ୍ବ ଅଟେ, ଇତିହାସରେ ଏକ ନୂତନ ଅଧ୍ୟାୟ ରଚନା ହୋଇଛି। ଏହା ସେହି ନୂତନ ଭାରତର ଛବି ଯାହାକି କଠିନ ଲକ୍ଷ୍ୟ ନିର୍ଦ୍ଧାରଣ କରି, ତାହାକୁ ହାସଲ କରିବା ଜାଣିଥାଏ। ଏହା ସେହି ନୂତନ ଭାରତର ଛବି ଯାହାକି ନିଜ ସଂକଳ୍ପର ସିଦ୍ଧି ନିମନ୍ତେ ପରିଶ୍ରମର ପରାକାଷ୍ଠା ପ୍ରଦର୍ଶନ କରିଛି।୧୦୦କୋଟି ଟିକାକରଣ ମାଇଲଖୁଣ୍ଟ ଛୁଇଁବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 22nd, 10:00 am
ଶହେ କୋଟି ଟିକାକରଣର ମାଇଲଖୁଣ୍ଟ ଛୁଇଁବା ପରେ ଆଜି(ତା୨୨-୧୦-୨୦୨୧) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ।100 କୋଟି ଡୋଜ ଟିକାକରଣ ମାଇଲ ଖୁଣ୍ଟ ହାସଲ ଅବସରରେ ଡାକ୍ତର ଓ ନର୍ସଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ
October 21st, 11:59 am
100 କୋଟି ଡୋଜ ଟିକାକରଣ ମାଇଲ ଖୁଣ୍ଟ ହାସଲ ଦିଗରେ ଅନବରତ କାର୍ଯ୍ୟ କରିଥିବା ଆମ ଡାକ୍ତର, ନର୍ସ ଏବଂ ଅନ୍ୟ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ୨୮ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 12th, 11:09 am
ଆପଣ ସମସ୍ତଙ୍କୁ ନବରାତ୍ରୀ ପବିତ୍ର ପର୍ବର ବହୁତ-ବହୁତ ଶୁଭକାମନା ! କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ରାଷ୍ଟ୍ରୀୟ ମାନବାଧିକାର ଆୟୋଗର ଅଧ୍ୟକ୍ଷ ଜଷ୍ଟିସ ଶ୍ରୀ ଅରୁଣ କୁମାର ମିଶ୍ରା ମହାଶୟ, କେନ୍ଦ୍ରୀ ଗୃହ ରାଜ୍ୟମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରଏ ମହାଶୟ, ମାନବାଧିକାର ଆୟୋଗର ଅନ୍ୟ ସମ୍ମାନିତ ସଦସ୍ୟଗଣ, ରାଜ୍ୟ ମାନବାଧିକାର ଆୟୋଗର ସମସ୍ତ ଅଧ୍ୟକ୍ଷଗଣ, ଉପସ୍ଥିତ ସୁପ୍ରିମ କୋର୍ଟର ସମସ୍ତ ମାନ୍ୟ ଆଦରଣୀୟ ଜଜ୍ ମହୋଦୟ, ସଦସ୍ୟଗଣ, ମିଳିତ ଜାତିସଂଘର ବିଭିନ୍ନ ସଂସ୍ଥାର ସମସ୍ତ ପ୍ରତିନିଧି, ନାଗରିକ ସମାଜ ସହିତ ଜଡ଼ିତ ସାଥୀଗଣ, ଅନ୍ୟ ସମସ୍ତ ମହାନୁଭବ, ଭାଇ ଓ ଭଉଣୀମାନେ!ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
October 12th, 11:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ୨୮ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି ।ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ବସ୍ଥ୍ୟସେବା କର୍ମଚାରୀଙ୍କ ସହ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 18th, 10:31 am
ଗୋଆର ଉର୍ଜାବାନ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ, ଗୋଆର ସୁପୁତ୍ର ଶ୍ରୀପଦ ନାୟକ ମହାଶୟ, କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ପରିଷଦରେ ମୋର ସହକର୍ମୀ ଡକ୍ଟର ଭାରତୀ ପାୱାର ମହାଶୟା, ଗୋଆର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକ, ଅନ୍ୟ ଜନ ପ୍ରତିନିଧି, ସମସ୍ତ କରୋନା ଯୋଦ୍ଧା, ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ବାର୍ତ୍ତାଳାପ କଲେ
September 18th, 10:30 am
ଗୋଆରେ ସମସ୍ତ ପ୍ରାପ୍ତ ବୟସ୍କ ଲୋକଙ୍କର ୧୦୦% ଟିକାକରଣ ଶେଷ ହେବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ କନଫରେନ୍ସ ଜରିଆରେ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୮ ତାରିଖରେ ଗୋଆର ସ୍ୱାସ୍ଥ୍ୟ ସେବା କର୍ମଚାରୀ ଏବଂ କୋଭିଡ ଟୀକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ଆଲୋଚନା କରିବେ
September 17th, 04:42 pm
ଗୋଆରେ ବୟସ୍କ ଲୋକଙ୍କ ପାଇଁ ୧୦୦% ପ୍ରଥମ ଡୋଜ୍ ଟିକାକରଣ ସମାପ୍ତ ହେବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ ସେବା କର୍ମଚାରୀ ଏବଂ କୋଭିଡ ଟୀକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ୧୮ ସେପ୍ଟେମ୍ବର, ୨୦୨୧ ପୂର୍ବାହ୍ନ ୧୦:୩୦ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିବେ ।ହିମାଚଳ ପ୍ରଦେଶରେ ସ୍ୱାସ୍ଥ୍ୟକର୍ମୀ ଏବଂ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତାର ମୁଖ୍ୟାଂଶ
September 06th, 11:01 am
ହିମାଚଳ ପ୍ରଦେଶ ଆଜି ମତେ କେବଳ ପ୍ରଧାନ ସେବକ ଭାବରେ ନହେଁ, ବରଂ ଜଣେ ପରିବାର ସଦସ୍ୟ ଭାବରେ ମଧ୍ୟ ଗର୍ବିତ ହେବାର ସୁଯୋଗ ଦେଇଛି । ମୁଁ ଛୋଟ ଛୋଟ ସୁବିଧା ପାଇଁ ସଂଘର୍ଷରତ ହିମାଚଳକୁ ବି ଦେଖିଛି ଏବଂ ଆଜି ବିକାଶର ଗାଥା ଲେଖୁଥିବା ହିମାଚଳକୁ ମଧ୍ୟ ଦେଖୁଛି । ଏସବୁ ଦେବୀ ଦେବତାଙ୍କ ଆଶୀର୍ବାଦରୁ, ହିମାଚଳ ସରକାରଙ୍କ କର୍ମକୁଶଳତାରୁ ଏବଂ ହିମାଚଳର ପ୍ରତ୍ୟେକ ବ୍ୟକ୍ତିଙ୍କର ସଚେତନତା ଯୋଗୁଁ ସମ୍ଭବ ହୋଇ ପାରିଛି । ଯେଉଁମାନଙ୍କ ସହ ମତେ କଥାବାର୍ତା କରିବାର ସୁଯୋଗ ମିଳିଲା ଏବଂ ଯେଉଁଭଳି ଭାବରେ ସେମାନେ ସମସ୍ତେ ନିଜ ନିଜ କଥାସବୁ ବଖାଣିଲେ ସେଥିପାଇଁ ମୁଁ ପୁଣି ଥରେ ସେମାନଙ୍କୁ କୃତଜ୍ଞତା ଜଣାଉଛି । ମୁଁ ସମଗ୍ର ଟିମକୁ ଧନ୍ୟବାଦ ଦେଉଛି । ହିମାଚଳ ଏକ ଟିମ ଭାବରେ କାମ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛି । ମୋ ତରଫରୁ ଆପଣ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା!!ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ବାର୍ତ୍ତାଳାପ କଲେ
September 06th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଙ୍ଗ ଜରିଆରେ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଶ୍ରୀ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର, ସାଂସଦ, ବିଧାୟକ, ପଞ୍ଚାୟତ ନେତାଙ୍କ ସମେତ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀରେ ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 31st, 11:02 am
ଆପଣମାନଙ୍କ ସହିତ କଥା ହୋଇ ମୋତେ ବହୁତ ଭଲ ଲାଗିଲା । ପ୍ରତ୍ୟେକ ବର୍ଷ ମୋର ଏହି ପ୍ରୟାସ ରହିଥାଏ ଯେ ଆପଣମାନଙ୍କ ଭଳି ଯୁବ ସାଥୀମାନଙ୍କ ସହିତ କଥା ହୁଏ, ଆପଣମାନଙ୍କ ଚିନ୍ତାଧାରା ସଂପର୍କରେ କ୍ରମାଗତ ଭାବେ ଜାଣୁଥାଏ। ଆପଣମାନଙ୍କର କଥା, ଆପଣମାନଙ୍କର ପ୍ରଶ୍ନ, ଆପଣମାନଙ୍କର ଉତ୍ସୁକତା, ମୋତେ ମଧ୍ୟ ଭବିଷ୍ୟତର ଆହ୍ୱାନ ମୁକାବିଲା କରିବାରେ ସହାୟତା କରିଥାଏ।ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀରେ ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 31st, 11:01 am
ଆପଣମାନଙ୍କ ସହିତ କଥା ହୋଇ ମୋତେ ବହୁତ ଭଲ ଲାଗିଲା । ପ୍ରତ୍ୟେକ ବର୍ଷ ମୋର ଏହି ପ୍ରୟାସ ରହିଥାଏ ଯେ ଆପଣମାନଙ୍କ ଭଳି ଯୁବ ସାଥୀମାନଙ୍କ ସହିତ କଥା ହୁଏ, ଆପଣମାନଙ୍କ ଚିନ୍ତାଧାରା ସଂପର୍କରେ କ୍ରମାଗତ ଭାବେ ଜାଣୁଥାଏ। ଆପଣମାନଙ୍କର କଥା, ଆପଣମାନଙ୍କର ପ୍ରଶ୍ନ, ଆପଣମାନଙ୍କର ଉତ୍ସୁକତା, ମୋତେ ମଧ୍ୟ ଭବିଷ୍ୟତର ଆହ୍ୱାନ ମୁକାବିଲା କରିବାରେ ସହାୟତା କରିଥାଏ।ସର୍ଦ୍ଦାର ବଲ୍ଲଭଭାଇ ରାଷ୍ଟ୍ରୀୟ ପୁଲିସ୍ ଏକାଡେମୀର ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତାଳାପ
July 31st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀର ଆପିଏସ ପ୍ରଶିକ୍ଷାର୍ଥୀ ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଇପିଏସ ପ୍ରଶିକ୍ଷାର୍ଥୀ ଅଧିକାରୀମାନଙ୍କ ସହିତ ଭାବ ବିନିମୟ ମଧ୍ୟ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା ଏବଂ ସ୍ୱରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରାୟ ଉପସ୍ଥିତ ଥିଲେ ।‘କୋଭିଡ଼-୧୯ ସମ୍ମୁଖ ଯୋଦ୍ଧାଙ୍କ ପାଇଁ ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମ’ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 18th, 09:45 am
କରୋନା ବିରୋଧରେ ମହାଯୁଦ୍ଧରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅଭିଯାନର ଆଉ ଏକ ପର୍ଯ୍ୟାୟ ପ୍ରାରମ୍ଭ ହେଉଛି। କରୋନାର ପ୍ରଥମ ଲହର ସମୟରେ ଦେଶରେ ହଜାର ହଜାର ପେଶାଦାରମାନେ, କୌଶଳ ବିକାଶ ଅଭିଯାନ ସହିତ ସାମିଲ ହୋଇଥିଲେ। ଏହି ପ୍ରୟାସ ଦେଶକୁ କରୋନା ମୁକାବିଲା କରିବା ପାଇଁ ବଡ଼ ଶକ୍ତି ଦେଇଥିଲା। ଏବେ କରୋନାର ଦ୍ୱିତୀୟ ଲହର ପରେ ଯେଉଁ ଅନୁଭବ ମିଳିଛି, ସେହି ଅନୁଭବ ଆଜିର ଏହି କାର୍ଯ୍ୟକ୍ରମର ପ୍ରମୁଖ ଆଧାର ପାଲଟିଛି। କରୋନାର ଦ୍ୱିତୀୟ ଲହରରେ ଆମେମାନେ ଦେଖିଲେ ଯେ, କରୋନା ଭୁତାଣୁର ପରିବର୍ତିତ ଏବଂ ବାରମ୍ବାର ପରିବର୍ତନ ହେଉଥିବା ସ୍ୱରୂପ କେଉଁ ପ୍ରକାରର ଆହ୍ୱାନ ସବୁକୁ ଆମ ସମ୍ମୁଖକୁ ଆଣିପାରେ। ଏହି ଭୂତାଣୁ ଏବେ ମଧ୍ୟ ଆମ ମାନଙ୍କ ଗହଣରେ ଅଛି ଆଉ ଯେ ପର୍ଯ୍ୟନ୍ତ ଏହା ରହିଛି, ଏହାର ମ୍ୟୁଟେଂଟ ହେବାର ସମ୍ଭାବନା ମଧ୍ୟ ରହିଛି। ତେଣୁ, ପ୍ରତ୍ୟେକ ପ୍ରକାରର ଚିକିତ୍ସା, ସମସ୍ତ ସାବଧାନତା ଅବଲମ୍ବନ କରି ଆଗାମୀ ଆହ୍ୱାନ ଗୁଡ଼ିକର ମୁକାବିଲା କରିବା ପାଇଁ ଆମ୍ଭମାନଙ୍କୁ ଦେଶର ପ୍ରସ୍ତୁତିକୁ ଆହୁରି ଅଧିକ ବଢ଼଼ାଇବାକୁ ହେବ। ଏହି ଲକ୍ଷ୍ୟକୁ ନେଇ ଆଜି ଦେଶରେ 1 ଲକ୍ଷ ଆଗଧାଡ଼ିର କରୋନା ଯୋଦ୍ଧା ପ୍ରସ୍ତୁତ କରିବାର ମହାଅଭିଯାନ ଆରମ୍ଭ କରାଯାଉଛି।‘ସମ୍ମୁଖ କୋଭିଡ-19 କର୍ମୀଙ୍କ ପାଇଁ ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
June 18th, 09:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ‘କୋଭିଡ-19 ସମ୍ମୁଖ ଯୋଦ୍ଧାଙ୍କ ପାଇଁ ଅନୁକୂଳ କ୍ରାଶ କୋର୍ସ’ର ଶୁଭାରମ୍ଭ କରିଛନ୍ତି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ 26ଟି ରାଜ୍ୟର 111ଟି କେନ୍ଦ୍ରରେ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମ ଅଧୀନରେ ପାଖାପାଖି 1 ଲକ୍ଷ ସମ୍ମୁଖ ଯୋଦ୍ଧାମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଡ. ମହେନ୍ଦ୍ର ନାଥ ପାଣ୍ଡେ, ଆହୁରି ବହୁ କେନ୍ଦ୍ର ମନ୍ତ୍ରୀ ଓ ରାଷ୍ଟ୍ରମନ୍ତ୍ରୀ, ବିଶେଷଜ୍ଞ ଓ ଅନ୍ୟ ଅଂଶୀଦାରମାନେ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ।