Governance is not a platform for nautanki: PM slams AAP-da after BJP sweeps Delhi
February 08th, 07:00 pm
In a landmark victory, the BJP emerged victorious in the national capital after 27 years. Addressing enthusiastic Karyakartas at the BJP headquarters, PM Modi hailed the triumph as a win for development, vision and trust. “Today, the people of Delhi are filled with both enthusiasm and relief. The enthusiasm is for victory, and the relief is from freeing Delhi from the AAP-da”, PM Modi declared, emphasising that Delhi has chosen progress over an era of chaos.PM Modi addresses BJP Karyakartas at Party Headquarters after historic victory in Delhi
February 08th, 06:30 pm
In a landmark victory, the BJP emerged victorious in the national capital after 27 years. Addressing enthusiastic Karyakartas at the BJP headquarters, PM Modi hailed the triumph as a win for development, vision and trust. “Today, the people of Delhi are filled with both enthusiasm and relief. The enthusiasm is for victory, and the relief is from freeing Delhi from the AAP-da”, PM Modi declared, emphasising that Delhi has chosen progress over an era of chaos.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 06th, 04:21 pm
ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 06th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 04th, 07:00 pm
ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 04th, 06:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।Delhi needs a government that works in coordination, not one that thrives on conflicts: PM Modi
January 31st, 03:35 pm
Addressing the huge rally in New Delhi’s Dwarka, PM Modi said, “Delhi needs a double-engine government at both the Centre and the state. You gave Congress years to govern, then the AAP-da took over Delhi. Now, give me the chance to serve Delhi with a double-engine government. I guarantee you that the BJP will leave no stone unturned in Delhi’s development. If this AAP-da continues, Delhi will keep falling behind in development. Delhi needs a government that believes in coordination, not confrontation.”PM Modi electrifies New Delhi’s Dwarka Rally with a High-Octane speech
January 31st, 03:30 pm
Addressing the huge rally in New Delhi’s Dwarka, PM Modi said, “Delhi needs a double-engine government at both the Centre and the state. You gave Congress years to govern, then the AAP-da took over Delhi. Now, give me the chance to serve Delhi with a double-engine government. I guarantee you that the BJP will leave no stone unturned in Delhi’s development. If this AAP-da continues, Delhi will keep falling behind in development. Delhi needs a government that believes in coordination, not confrontation.”AAP-da's sinking ship will drown in Yamuna Ji: PM Modi in Kartar Nagar, Delhi
January 29th, 01:16 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”PM Modi’s power-packed rally in Kartar Nagar ignites BJP’s campaign
January 29th, 01:15 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”The people of Delhi have suffered greatly because of AAP-da: PM Modi during Mera Booth Sabse Mazboot programme
January 22nd, 01:14 pm
Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.PM Modi Interacts with BJP Karyakartas Across Delhi under Mera Booth Sabse Mazboot via NaMo App
January 22nd, 01:00 pm
Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.Every citizen of Delhi is saying – AAP-da Nahin Sahenge…Badal Ke Rahenge: PM Modi
January 05th, 01:15 pm
Prime Minister Narendra Modi addressed a massive and enthusiastic rally in Rohini, Delhi today, laying out a compelling vision for the city’s future under BJP’s governance. With resounding cheers from the crowd, the Prime Minister called upon the people of Delhi to usher in an era of good governance by ending a decade of administrative failures and empowering a “double-engine government” to transform the capital into a global model of urban development.PM Modi Calls for Transforming Delhi into a World-Class City, Highlights BJP’s Vision for Good Governance
January 05th, 01:00 pm
Prime Minister Narendra Modi addressed a massive and enthusiastic rally in Rohini, Delhi today, laying out a compelling vision for the city’s future under BJP’s governance. With resounding cheers from the crowd, the Prime Minister called upon the people of Delhi to usher in an era of good governance by ending a decade of administrative failures and empowering a “double-engine government” to transform the capital into a global model of urban development.Delhi's voters have resolved to free the city from 'AAP-da': PM Modi
January 03rd, 01:03 pm
PM Modi inaugurated key development projects in Delhi, including housing for poor families. He emphasized India’s vision for 2025 as a year of growth, entrepreneurship, and women-led development, reaffirming the goal of a pucca house for every citizen.ଦିଲ୍ଲୀରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 12:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ନୂଆବର୍ଷର ଶୁଭେଚ୍ଛା ଜଣାଇବା ସହ ବିଶ୍ୱାସ ବ୍ୟକ୍ତ କରିଥିଲେ ଯେ ୨୦୨୫ ଭାରତର ବିକାଶ ପାଇଁ ଏକ ବିପୁଳ ସୁଯୋଗର ବର୍ଷ ହେବ, ଯାହା ଦେଶକୁ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ କରିବାର ଲକ୍ଷ୍ୟ ଆଡକୁ ଆଗେଇ ନେବ । ଆଜି ଭାରତ ରାଜନୈତିକ ଓ ଅର୍ଥନୈତିକ ସ୍ଥିରତାର ଏକ ବିଶ୍ୱ ପ୍ରତୀକ ଭାବେ ଉଭା ହୋଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଆଗାମୀ ବର୍ଷରେ ଦେଶର ଭାବମୂର୍ତ୍ତି ଆହୁରି ସୁଦୃଢ଼ ହେବ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ୨୦୨୫ ପାଇଁ ଭିଜନ୍ ବିଷୟରେ ଆଲୋକପାତ କରିଥିଲେ, ଏହାକୁ ବିଶ୍ୱର ସର୍ବବୃହତ ଉତ୍ପାଦନ କେନ୍ଦ୍ରରେ ପରିଣତ କରିବା, ଷ୍ଟାର୍ଟଅପ୍ ଏବଂ ଉଦ୍ୟୋଗପାଇଁ ଯୁବକମାନଙ୍କୁ ସଶକ୍ତ କରିବା, ନୂତନ କୃଷି ରେକର୍ଡ ସ୍ଥାପନ କରିବା, ମହିଳାଙ୍କ ନେତୃତ୍ୱାଧୀନ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ସହଜ ଜୀବନଧାରଣ ଉପରେ ଧ୍ୟାନ ଦେଇ ପ୍ରତ୍ୟେକ ନାଗରିକଙ୍କ ଜୀବନର ଗୁଣବତ୍ତା ରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱାରୋପ କରିଥିଲେ ।Ken-Betwa Link Project will open new doors of prosperity in Bundelkhand region: PM in Khajuraho, MP
December 25th, 01:00 pm
PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.ମଧ୍ୟପ୍ରଦେଶର ଖଜୁରାହୋଠାରେ କେନ-ବେତଓ୍ବା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
December 25th, 12:30 pm
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଖଜୁରାହୋଠାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଲୋକମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଓ ସମଗ୍ର ବିଶ୍ବର ଖ୍ରୀଷ୍ଟିଆନମାନଙ୍କୁ ଖ୍ରୀଷ୍ଟମାସର ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ନେତୃତ୍ବାଧୀନ ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ମଧ୍ୟପ୍ରଦେଶର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଗତ ଏକ ବର୍ଷ ମଧ୍ୟରେ ନୂଆ ନୂଆ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଐତିହାସିକ କେନ-ବେତଓ୍ବା ନଦୀ ସଂଯୋଗୀକରଣ ପ୍ରକଳ୍ପ, ଦୌଧନ ଡ୍ୟାମ ଓ ମଧ୍ୟପ୍ରଦେଶର ପ୍ରଥମ ଭାସମାନ ସୌର ପ୍ରକଳ୍ପ ଓମକାରେଶ୍ବର ଭାସମାନ ସୌର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । ଏଥିପାଇଁ ସେ ମଧ୍ୟପ୍ରଦେଶ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି
November 25th, 10:31 am
ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଛି ଏବଂ ବାତାବରଣ ମଧ୍ୟ ଶୀତଳ ରହିବ। ଆମେ ୨୦୨୪ର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛୁ ଏବଂ ଦେଶ ଅଧିକ ଉତ୍ସାହର ସହିତ ଅଧିକ ଶକ୍ତି ଓ ଉତ୍କଣ୍ଠିତ ଭାବରେ ୨୦୨୫କୁ ସ୍ୱାଗତ କରିବାକୁ ପ୍ରସ୍ତୁତ ହେଉଛି।ଏକ ନକଲି କାହାଣୀ ସୀମିତ ସମୟ ପର୍ଯ୍ୟନ୍ତ ରହିପାରିବ ପରିଶେଷରେ ତଥ୍ୟ ସବୁବେଳେ ବାହାରକୁ ଆସିବ : ପ୍ରଧାନମନ୍ତ୍ରୀ
November 17th, 03:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମନ୍ତବ୍ୟ ଦେଇଛନ୍ତି ଯେ ତଥ୍ୟ ସବୁବେଳେ ବାହାରକୁ ଆସିବ ଏବଂ ଏକ ନକଲି କାହାଣୀ କେବଳ ସୀମିତ ସମୟ ପାଇଁ ରହିବ ।