କୋଭିଡ଼-୧୯ ପରିସ୍ଥିତି ସମ୍ପର୍କରେ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
July 13th, 03:53 pm
ଆପଣ ସମସ୍ତଙ୍କୁ ନମସ୍କାର! ସର୍ବପ୍ରଥମେ କିଛି ନୂତନ ଦାୟିତ୍ୱ ନେଇଥିବା ଲୋକ ଅଛନ୍ତି ତେବେ ମୁଁ ସେମାନଙ୍କର ପରିଚୟ କରାଇ ଦେଉଛି ଫଳରେ ଆପଣମାନଙ୍କୁ ସୁବିଧା ହେବ। ଶ୍ରୀମାନ ମନସୁଖ ଭାଇ ମାଣ୍ଡଭିୟାଆ, ସେ ମଧ୍ୟ ଆମର ନୂତନ ସ୍ୱାସ୍ଥ୍ୟ ମନ୍ତ୍ରୀ ହୋଇଛନ୍ତି, ତାଙ୍କ ସହିତ ରାଷ୍ଟ୍ରମନ୍ତ୍ରୀ ଭାବେ ଡା. ଭାରତୀ ପାୱାର ମହାଶୟା ମଧ୍ୟ ବସିଛନ୍ତି। ସେ ଆମର ସ୍ୱାସ୍ଥ୍ୟ ବିଭାଗର ଏମଓଏସ ଭାବେ କାର୍ଯ୍ୟ କରୁଛନ୍ତି। ଆଉ ଦୁଇଜଣ ଲୋକ ଅଛନ୍ତି ଯାହାଙ୍କ ସହିତ ଆପଣମାନଙ୍କର ସମ୍ବନ୍ଧ କ୍ରମାଗତ ଭାବେ ରହିବ ସେ ହେଉଛନ୍ତି ଡୋନର ମନ୍ତ୍ରଣାଳୟର ନୂତନ ମନ୍ତ୍ରୀ ଶ୍ରୀମାନ ଜି. କିଷନ ରେଡ୍ଡି ମହାଶୟ ଆଉ ତାଙ୍କ ସହିତ ଅଛନ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀମାନ ବି.ଏଲ.ବର୍ମା ମହାଶୟ, ତେବେ ଏହି ପରିଚୟ ମଧ୍ୟ ଆପଣମାନଙ୍କ ପାଇଁ ହେଉଛି ଜରୁରୀ।କରୋନା ସଂକ୍ରମଣ ସ୍ଥିତି ଘେନି ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ସମୂହର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
July 13th, 01:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର-ପୂର୍ବାଞ୍ଚଳ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ସେଠାକାର କରୋନା ସଂକ୍ରମଣ ସ୍ଥିତି ସମ୍ପର୍କରେ ମତ ବିନିମୟ କରିଥିଲେ । ଏଥିରେ ନାଗାଲାଣ୍ଡ, ତ୍ରିପୁରା, ସିକ୍କିମ, ମେଘାଳୟ, ମିଜୋରାମ, ଅରୁଣାଚଳପ୍ରଦେଶ, ମଣିପୁର ଓ ଆସାମର ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ ।ସାରା ଦେଶରେ ଅକ୍ସିଜେନ ଯୋଗାଣକୁ ତ୍ୱରାନ୍ୱିତ କରିବାର ସ୍ଥିତି ସମୀକ୍ଷା ଲାଗି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ
July 09th, 01:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସାରା ଦେଶରେ ଅକ୍ସିଜେନ ଉତ୍ପାଦନ ବୃଦ୍ଧି ଓ ଉପଲବ୍ଧତାରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ସ୍ଥିତି ସମୀକ୍ଷା କରିଥିଲେ।ଜନନାୟକ ଓ ଯୋଦ୍ଧାମାନଙ୍କୁ ଇତିହାସ ସମ୍ମାନ ଦେଇ ନ ଥିବାରୁ ଆମେ ଭ୍ରମ ସଂଶୋଧାନ କରୁଛୁ-ପ୍ରଧାନମନ୍ତ୍ରୀ
February 16th, 02:45 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆମେ ସ୍ୱାଧୀନତାର ୭୫ତମ ବର୍ଷରେ ପ୍ରଦାର୍ପଣ କରୁଥିବା ସମୟରେ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଥିବା ଇତିହାସର ବୀର ଏବଂ ବୀରାଙ୍ଗନାମାନଙ୍କୁ ମନେ ପକାଇବା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ।ଉତର ପ୍ରଦେଶର ବହରାଇଚଠାରେ ମହାରାଜା ସୁହେଲ ଦେବ ସ୍ମରକୀ ଏବଂ ଚିତୌରା ହ୍ରଦର ଉନ୍ନୟନ କାର୍ଯ୍ୟର ଭତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 16th, 11:24 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବହରାଇଚରେ ମହାରାଜା ସୁହେଲ ଦେବ ସ୍ମାରକ ଏବଂ ଚିତ୍ତୌରା ହ୍ରଦ ବିକାଶର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମହାରାଜା ସୁଢଲ ଦେବଙ୍କ ନାମରେ ନାମିତ ମେଡିକାଲ କଲେଜ ଭବନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଉତ୍ତର ପ୍ରଦେଶର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହାରାଜ ସୁହେଲ ଦେବ ସ୍ମାରକ ଓ ଚିତ୍ତୌରା ହ୍ରଦ ଉନ୍ନୟନ କାର୍ଯ୍ୟର ଶିଳାନ୍ୟାସ
February 16th, 11:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବହରାଇଚରେ ମହାରାଜା ସୁହେଲ ଦେବ ସ୍ମାରକ ଏବଂ ଚିତ୍ତୌରା ହ୍ରଦ ବିକାଶର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମହାରାଜା ସୁଢଲ ଦେବଙ୍କ ନାମରେ ନାମିତ ମେଡିକାଲ କଲେଜ ଭବନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଉତ୍ତର ପ୍ରଦେଶର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।2% Interest Subvention approved on prompt repayment of Shishu Loans under Pradhan Mantri MUDRA Yojana for a period of 12 months
June 24th, 04:02 pm
Union Cabinet chaired by PM Narendra Modi approved a scheme for interest subvention of 2% for a period of 12 months, to all Shishu loan accounts under Pradhan Mantri Mudra Yojana (PMMY) to eligible borrowers. The scheme will help small businesses brace the disruption caused due to COVID-19.