India is not a follower but a first mover: PM Modi in Bengaluru
April 20th, 04:00 pm
Prime Minister Narendra Modi addressed public meetings in Bengaluru, Karnataka. Speaking to a vibrant crowd, he highlighted the achievements of the NDA government and outlined plans for the future.PM Modi addresses public meetings in Chikkaballapur & Bengaluru, Karnataka
April 20th, 03:45 pm
Prime Minister Narendra Modi addressed public meetings in Chikkaballapur and Bengaluru, Karnataka. Speaking to a vibrant crowd, he highlighted the achievements of the NDA government and outlined plans for the future.ଶ୍ରୀଲଙ୍କା ଏବଂ ମରିସସ୍ରେ ୟୁପିଆଇ ସେବାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 12th, 01:30 pm
ଭାରତ ମହାସାଗର କ୍ଷେତ୍ରର ତିନୋଟି ବନ୍ଧୁ ରାଷ୍ଟ୍ର ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅବସର । ଆମର ଦୀର୍ଘଦିନର ଐତିହାସିକ ସମ୍ପର୍କକୁ ବୃଦ୍ଧି କରିବା ପାଇଁ ଆମେ ଆଧୁନିକ ଡିଜିଟାଲ୍ ସଂଯୋଗ ସ୍ଥାପନ କରୁଛୁ । ଏହି ପଦକ୍ଷେପ ଜନସାଧାରଣଙ୍କ ପ୍ରଗତି ପ୍ରତି ଆମର ଅତୁଟ ସମର୍ପଣକୁ ଦର୍ଶାଉଛି । ଫିନଟେକ୍ ଯୋଗାଯୋଗ ମାଧ୍ୟମରେ ଆମେ କେବଳ ସୀମାପାର କାରବାରକୁ ବୃଦ୍ଧି କରିବାକୁ ନୁହେଁ , ବରଂ ସୀମାରେ ପାରସ୍ପରିକ ସମ୍ପର୍କକୁ ସୁଦୃଢ଼ କରିବାକୁ ଲକ୍ଷ୍ୟ ରଖିଛୁ । ୟୁପିଆଇ ନାମରେ ପରିଚିତ ଭାରତର ୟୁନିଫାଇଡ୍ ପେମେଣ୍ଟ୍ ଇଣ୍ଟରଫେସ୍ ଏବେ ଏକ ନୂଆ ଭୂମିକା ନିର୍ବାହ କରୁଛି , ଅର୍ଥାତ୍ ୟୁନିଟିଂ ପାର୍ଟନର୍ସ ୱିଥ ଇଣ୍ଡିଆ (ଭାରତ ସହିତ ଭାଗୀଦାରୀକୁ ଏକାଠି କରିବା ) ଆରମ୍ଭ କରୁଛି ।ମରିସସ୍ ପ୍ରଧାନମନ୍ତ୍ରୀ ଏବଂ ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ଭାବେ ୟୁପିଆଇ ସେବା ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
February 12th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀଲଙ୍କାର ରାଷ୍ଟ୍ରପତି ଶ୍ରୀ ରାନିଲ ବିକ୍ରମସିଂହେ ଏବଂ ମରିସସର ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବୀନ୍ଦ ଜୁଗନାଥଙ୍କ ସହ ମିଳିତ ଭାବେ ଶ୍ରୀଲଙ୍କା ଏବଂ ମରିସସରେ ୟୁନିଫାଇଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) ସେବା ଏବଂ ମରିସସରେ ରୁପେ କାର୍ଡ ସେବାର ଶୁଭାରମ୍ଭ କରିଛନ୍ତି ।ଜି-୨୦ ଡିଜିଟାଲ ଅର୍ଥନୀତି ମନ୍ତ୍ରୀସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
August 19th, 11:05 am
ମୁଁ ‘ନମ୍ମୋ ବେଙ୍ଗାଲୁରୁ'ରେ ଆପଣମାନଙ୍କୁ ସ୍ୱାଗତ କରୁଛି। ଏହା ଏକ ଏମିତି ସହର ବିଜ୍ଞାନ, ବୈଷୟିକ ଜ୍ଞାନକୌଶଳ ଏବଂ ଉଦ୍ୟୋଗର ଭାବନାର ଘର ଅଟେ । ଡିଜିଟାଲ ଅର୍ଥନୀତି ବିଷୟରେ ଆଲୋଚନା କରିବା ପାଇଁ ବେଙ୍ଗାଲୁରୁ ଠାରୁ ଭଲ ସ୍ଥାନ ଆଉ ନାହିଁ!ପ୍ରଧାନମନ୍ତ୍ରୀଙ୍କ ଜି-୨୦ ଡିଜିଟାଲ ଅର୍ଥବ୍ୟବସ୍ଥା ମନ୍ତ୍ରୀ ସମୂହ ବୈଠକରେ ଉଦ୍ବୋଧନ
August 19th, 09:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୯-୦୮-୨୦୨୩) ବେଙ୍ଗାଲୁରୁଠାରେ ଆରମ୍ଭ ହୋଇଥିବା ଜି-୨୦ ଡିଜିଟାଲ ଅର୍ଥବ୍ୟବସ୍ଥା ମନ୍ତ୍ରୀ ସମୂହ ବୈଠକକୁ ଆଭାସୀ ଜରିଆରେ ସମ୍ବୋଧନ କରିଛନ୍ତି ।ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
August 18th, 02:15 pm
ଭାରତର ୧୪୦ କୋଟି ଲୋକଙ୍କ ତରଫରୁ, ମୁଁ ଆପଣମାନଙ୍କୁ ଭାରତ ଏବଂ ମୋର ନିଜ ରାଜ୍ୟ ଗୁଜରାଟକୁ ସ୍ୱାଗତ କରୁଛି । ଆପଣଙ୍କୁ ସ୍ୱାଗତ କରିବା ରେ ମୋ ସହିତ ଭାରତରେ ୨.୪ ନିୟୁତ ଡାକ୍ତର, ୩.୫ ନିୟୁତ ନର୍ସ, ୧.୩ ନିୟୁତ ପାରାମେଡିକ୍ସ, ୧.୬ ନିୟୁତ ଫାର୍ମାସିଷ୍ଟ ଏବଂ ଅନ୍ୟ ଲକ୍ଷ ଲକ୍ଷ ଲୋକ ଅଛନ୍ତି ।ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 18th, 01:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ
March 04th, 12:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ନୂଆଦିଲ୍ଲୀ ଠାରେ ଶ୍ରୀ ବିଲ୍ ଗେଟ୍ସଙ୍କୁ ଭେଟିଛନ୍ତି ।ଜୀବନଯାପନରେ ସୁଗମତା ପାଇଁ ପ୍ରଯୁକ୍ତି ଶୀର୍ଷକ ବଜେଟ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣର ମୂଳ ପାଠ
February 28th, 10:05 am
ଜାତୀୟ ବିଜ୍ଞାନ ଦିବସରେ ଆଜିର ବଜେଟ ୱେବିନାରର ବିଷୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ । ଏକବିଂଶ ଶତାବ୍ଦୀର ପରିବର୍ତ୍ତନଶୀଳ ଭାରତ ନିଜ ନାଗରିକମାନଙ୍କୁ ଟେକ୍ନୋଲୋଜିର ଶକ୍ତି ସହିତ କ୍ରମାଗତ ଭାବରେ ସଶକ୍ତ କରୁଛି । ବିଗତ କିଛିବର୍ଷ ମଧ୍ୟରେ ଆମର ସରକାରଙ୍କ ପ୍ରତ୍ୟକ ବଜେଟରେ ଟେକ୍ନୋଲୋଜି ସାହାଯ୍ୟରେ ଦେଶବାସୀଙ୍କ ଜୀବନଧାରଣରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହି ବର୍ଷର ବଜେଟରେ ମଧ୍ୟ ଆମେ ମାନବ ସ୍ପର୍ଶ ସହିତ ଟେକ୍ନୋଲୋଜିକୁ ପ୍ରାଥମିକତା ଦେବାକୁ ଚେଷ୍ଟା କରିଛୁ ।‘ପ୍ରଯୁକ୍ତି ଜରିଆରେ ସହଜ ଜୀବନଧାରଣ’ ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 28th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଯୁକ୍ତି ବ୍ୟବହାର କରି ସହଜ ଜୀବନଧାରଣ’ ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି । ୨୦୨୩ କେନ୍ଦ୍ର ବଜେଟରେ ଘୋଷଣା କରାଯାଇଥିବା ଯୋଜନାଗୁଡ଼ିକର ପ୍ରଭାବୀ କାର୍ଯ୍ୟକାରିତା ପାଇଁ ମତାମତ ଓ ପରାମର୍ଶ ଲୋଡ଼ିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଉଥିବା ୧୨ଟି ବଜେଟ୍ ପରବର୍ତ୍ତୀ ୱେବିନାର ଶୃଙ୍ଖଳା ମଧ୍ୟରୁ ଏହା ହେଉଛି ପଞ୍ଚମ ୱେବିନାର।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବର ମୂଳପାଠ
February 08th, 04:00 pm
ସର୍ବପ୍ରଥମେ ମୁଁ ରାଷ୍ଟ୍ରପତି ଜୀଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଜଣାଉଛି ଏବଂ ଏହା ମୋର ସୌଭାଗ୍ୟ ରହିଛି ଯେ ମୋତେ ପୂର୍ବରୁ ମଧ୍ୟ ଅନେକ ଥର ରାଷ୍ଟ୍ରପତି ଜୀଙ୍କ ଅଭିଭାଷଣ ଉପରେ ଧନ୍ୟବାଦ କରିବାର ଅବସର ମିଳିଛି । କିନ୍ତୁ ଏଥର ମୁଁ ଧନ୍ୟବାଦ ସହିତ ରାଷ୍ଟ୍ରପତି ମହୋଦୟା ଜୀଙ୍କର ଅଭିନନ୍ଦନ ମଧ୍ୟ କରିବାକୁ ଚାହୁଁଛି । ରାଷ୍ଟ୍ରପତି ତାଙ୍କ ଦୂରଦୃଷ୍ଟି ସମ୍ପନ୍ନ ଭାଷଣରେ ଆମ ସମସ୍ତଙ୍କର ଏବଂ କୋଟି କୋଟି ଦେଶବାସୀଙ୍କର ମାର୍ଗଦର୍ଶନ କରିଛନ୍ତି । ଗଣତନ୍ତ୍ରର ମୁଖ୍ୟ ଭାବରେ ତାଙ୍କରଉପସ୍ଥିତି ଐତିହାସିକ ମଧ୍ୟ ଅଟେ ଏବଂ ଦେଶର କୋଟି କୋଟି ଭଉଣୀ-ଝିଅମାନଙ୍କ ପାଇଁ ବହୁତ ବଡ଼ ପ୍ରେରଣାର ଅବସର ମଧ୍ୟ ଅଟେ ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ
February 08th, 03:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି ।କେରଳର ଲୋକମାନେ ବର୍ତ୍ତମାନ ବିଜେପିକୁ ଏକ ନୂତନ ଆଶା ଭାବରେ ଦେଖୁଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
September 01st, 04:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଓନାମ ଅବସରରେ କେରଳର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କରି କହିଥିଲେ, ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ ମୁଁ ଓନାମର ସ୍ୱତନ୍ତ୍ର ଅବସରରେ କେରଳ ଆସିଛି । ଆପଣ ସମସ୍ତଙ୍କୁ ଓନାମର ବହୁତ ଖୁସି କାମନା କରୁଛି।ପ୍ରଧାନମନ୍ତ୍ରୀ ମୋଦୀ କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି
September 01st, 04:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଓନାମ ଅବସରରେ କେରଳର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କରି କହିଥିଲେ, ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ ମୁଁ ଓନାମର ସ୍ୱତନ୍ତ୍ର ଅବସରରେ କେରଳ ଆସିଛି । ଆପଣ ସମସ୍ତଙ୍କୁ ଓନାମର ବହୁତ ଖୁସି କାମନା କରୁଛି।ଗୁଜରାଟର ଗାନ୍ଧିନଗରରେ ଡିଜିଟାଲ ଭାରତ ସପ୍ତାହ ୨୦୨୨ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 04th, 10:57 pm
ନମସ୍ତେ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ମହାଶୟ, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଶ୍ରୀ ରାଜୀବ ଚନ୍ଦ୍ରଶେଖର ମହାଶୟ, ଭିନ୍ନ -ଭିନ୍ନ ରାଜ୍ୟମାନଙ୍କରୁ ସାମିଲ ହୋଇଥିବା ହୋଇଥିବା ସମସ୍ତ ପ୍ରତିନିଧି, ଡିଜିଟାଲ ଇଣ୍ଡିଆର ସମସ୍ତ ହିତାଧିକାରୀ, ଷ୍ଟାର୍ଟ ଅପ୍ସ ଏବଂ ଉଦ୍ୟୋଗ ସହିତ ଜଡିତ ସମସ୍ତ ସାଥୀ, ବିଶେଷଜ୍ଞଗଣ, ଶିକ୍ଷାଦାତା, ଗବେଷକଗଣ ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ଗାନ୍ଧୀନଗରରେ ଡିଜିଟାଲ୍ ଇଣ୍ଡିଆ ସପ୍ତାହ ୨୦୨୨ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
July 04th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗର ଠାରେ ଡିଜିଟାଲ୍ ଇଣ୍ଡିଆ ସପ୍ତାହ ୨୦୨୨ର ଉଦ୍ଘାଟନ କରିଛନ୍ତି, ଯାହାର ବିଷୟ ହେଉଛି ନୂତନ ଭାରତରେ ପ୍ରଯୁକ୍ତିର ତ୍ୱରିତ ବିକାଶ । ଏହି କାର୍ଯ୍ୟକ୍ରମ ଅବସରରେ, ସେ ପ୍ରଯୁକ୍ତିର ବ୍ୟାପକତାକୁ ବୃଦ୍ଧି କରିବା, ଜୀବନକୁ ସହଜ ଏବଂ ସୁଗମ କରିବା ନିମନ୍ତେ ଡିଜିଟାଲ୍ ସେବା ବିତରଣକୁ ସୁବ୍ୟବସ୍ଥିତ କରିବା ଏବଂ ଷ୍ଟାର୍ଟଅପ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଅନେକ ଡିଜିଟାଲ୍ ପଦକ୍ଷେପ ଆରମ୍ଭ କରିଥିଲେ ।ଜୁଲାଇ ୪ରେ ପ୍ରଧାନମନ୍ତ୍ରୀଙ୍କ ଭୀମାଭରମ ଓ ଗାନ୍ଧୀନଗର ଗସ୍ତ
July 01st, 12:16 pm
ପ୍ରଧାନମନ୍ତ୍ରୀ ଜୁଲାଇ ୪ତାରିଖ ଦିନ ଆନ୍ଧ୍ରପ୍ରଦେଶର ଭୀମାଭରମ ଓ ଗୁଜରାଟର ଗାନ୍ଧୀନଗର ଗସ୍ତରେ ଯିବେ । ପ୍ରାୟ ପୂର୍ବାହ୍ନ ୧୧ଟାବେଳେ ପ୍ରଧାନମନ୍ତ୍ରୀ ଭୀମାଭରମଠାରେ ବର୍ଷେ ବ୍ୟାପୀ ପାଳିତ ହେବାକୁ ଥିବା କିମ୍ବଦନ୍ତୀ ପୁରୁଷ ତଥା ସ୍ୱାଧୀନତା ସଂଗ୍ରାମୀ ଆଲୁରୀ ସୀତାରାମ ରାଜୁଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ଉଦ୍ଘାଟନ କରିବେ । ପରେ ପ୍ରାୟ ଅପରାହ୍ନ ୪ଟା ୩୦ମିନିଟ୍ରେ ଗାନ୍ଧିନଗରଠାରେ ପ୍ରଧାନମନ୍ତ୍ରୀଙ୍କୁ ଡିଜିଟାଲ ଇଣ୍ଡିଆ ସପ୍ତାହ-୨୦୨୨ର ଉଦ୍ଘାଟନ କରିବେ ।ବିଶ୍ୱ ଅର୍ଥନୈତିକ ଫୋରମର ଡାଭୋସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ‘ଷ୍ଟେଟ ଅଫ ୱାର୍ଲ୍ଡ’ ଅଭିଭାଷଣର ମୂଳ ପାଠ
January 17th, 08:31 pm
୧୩ଠ କୋଟି ଭାରତୀୟଙ୍କ ତରଫରୁ ମୁଁ ବିଶ୍ୱ ଅର୍ଥନୈତିକ ଫୋରମରେ ଏକତ୍ରିତ ହୋଇଥିବା ବିଶ୍ୱର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ ଜଣାଉଛି । ଆଜି ଯେତେବେଳେ ମୁଁ ଆପଣମାନଙ୍କ ସହ କଥାବାର୍ତ୍ତା କରୁଛି, ଭାରତ ସତର୍କତାର ସହିତ କରୋନାର ଆଉ ଏକ ତରଙ୍ଗର ସମ୍ମୁଖୀନ ହେଉଛି । ଏଥିସହିତ ଭାରତ ମଧ୍ୟ ଅନେକ ଆଶାବାଦୀ ଫଳାଫଳ ସହିତ ଅର୍ଥନୈତିକ କ୍ଷେତ୍ରରେ ଆଗକୁ ବଢୁଛି । ଆଜି ସ୍ୱାଧୀନତାର ୭୫ ବର୍ଷରେ ଭାରତ ମଧ୍ୟ ଉତ୍ସାହିତ ଏବଂ କେବଳ ଗୋଟିଏ ବର୍ଷରେ ୧୬ଠ କୋଟି କରୋନା ଟିକା ନେଇ ଭାରତ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ।PM Modi's remarks at World Economic Forum, Davos 2022
January 17th, 08:30 pm
PM Modi addressed the World Economic Forum's Davos Agenda via video conferencing. PM Modi said, The entrepreneurship spirit that Indians have, the ability to adopt new technology, can give new energy to each of our global partners. That's why this is the best time to invest in India.